Home Left

ମେଡିକାଲରୁୁ ଡିସ୍‌ଚାର୍ଜ ହେଲେ ଲାରା

ମୁମ୍ବାଇ,୨୬।୬- କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ତାଙ୍କୁ ମେଡିକାଲରୁ ବୁଧବାର ଡିସ୍‌ଚାର୍ଜ କରାଯାଇଛି। ଛାତିରେ ଯନ୍ତ୍ରଣା ହେଉଥିବାରୁ ସେ ମଙ୍ଗଳବାର ମେଡିକାଲରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ଠିକ୍‌ ଅଛି ବୋଲି ମେଡିକାଲର ପ୍ରବକ୍ତା…

ଚାଷୀଙ୍କୁ ନେଇ ହରଡ଼ଘଣାରେ କୃଷିମନ୍ତ୍ରୀ: ୨୦୦୧ରୁ ୧୧ ମଧ୍ୟରେ କୃଷକ ସଂଖ୍ୟା ସରକାରଙ୍କୁ ଜଣାନାହିଁ

ଭୁବନେଶ୍ୱର,୨୬।୬(ବ୍ୟୁରୋ): କୃଷି ଓ କୃଷକକୁ ନେଇ ବୁଧବାର ବିଧାନସଭାର ପ୍ରଶ୍ନ କାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ ଘେରିଥିଲେ। ୨୦୧୦ରୁ ଏପର୍ଯ୍ୟସ୍ତ ରାଜ୍ୟରେ କେତେ ଚାଷୀ ଅଛନ୍ତି ଓ କେତେ କମିଛନ୍ତି ତାହାର ଜବାବ…

କଂଗ୍ରେସ ବିଜୟକୁ ହଜମ କି ପରାଜୟକୁ ସ୍ବୀକାର କରିପାରୁ ନାହିଁ: ମୋଦି

ନୂଆଦିଲ୍ଲୀ, ୨୬।୬: ଗତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏହାକୁ ଦଳ ସ୍ବୀକାର କରୁନାହିଁ କି ଭାଜପାର ବିଜୟକୁ ହଜମ କରିପାରୁ ନାହିଁ ବୋଲି ବୁଧବାର ରାଜ୍ୟ ସଭାରେ ମୋଦି କହିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ଉପରେ ସଂସଦର…

ଗଠନ ହେଲା ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟି

ଭୁବନେଶ୍ୱର,୨୬।୬(ବ୍ୟୁରୋ) : ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାର କାର୍ଯ୍ୟ ପରାମର୍ଶଦାତା କମିଟି ଗଠନ କରିଛନ୍ତି। ସେ ଏ ନେଇ ବିଧିବଦ୍ଧ ଭାବେ ଘୋଷଣା ମଧ୍ୟ କରିଛନ୍ତି। କମିଟିର ଅଧ୍ୟକ୍ଷ ବାଚସ୍ପତି ରହିଥିବା ବେଳେ ବିରୋଧୀ ଦଳ ନେତା ପ୍ରଦୀପ୍ତ…

ବଡ଼ବିଲ କୋର୍ଟ ମାଜିଷ୍ଟ୍ରେଟ୍‌ଙ୍କ ବଦଳି: ଖାଲି ପଡ଼ିଲା ପଦବୀ, କାର୍ଯ୍ୟ ବାଧାପ୍ରାପ୍ତ

ବଡ଼ବିଲ,୨୬ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ସିଭିଲ ଜଜ୍‌ କମ୍‌ ଜେଏମ୍‌ଏଫ୍‌ସି(ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ) କୋର୍ଟର ମାଜିଷ୍ଟ୍ରେଟ ଆଲୋକ ପଣ୍ଡାଙ୍କର କୋରାପୁଟ ସେମିଳିଗୁଡ଼ାକୁ ବଦଳି ହୋଇଥିବାବେଳେ ଏହି ପଦବୀ ଖାଲି ପଡ଼ିଛି। ଫଳରେ କୋର୍ଟ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଗତ…

ବନବିଭାଗର ଚଢ଼ାଉ: ଶାଗୁଆନ, ଜାମୁ ପଟା ଜବତ

ଓଡଗାଁ,୨୬।୬(ସ୍ବ.ପ୍ର.): ନୟାଗଡ଼ ବନଖଣ୍ଡ, ଓଡଗାଁ ବନାଞ୍ଚଳ ଓ ବାହାଡାଝୋଲା ସେକ୍ସନ ଅନ୍ତର୍ଗତ ସୁନାମୁହିଁ ଗ୍ରାମରେ ବନବିଭାଗ ପକ୍ଷରୁ ବୁଧବାର ଚଢ଼ାଉ ହୋଇଛି। ଚଢ଼ାଉରେ ବିପୁଳ ପରିମାଣର ମୂଲ୍ୟବାନ ଶାଗୁଆନ ଓ ଜାମୁ ପଟା ଜବତ ହୋଇଛି। ରେଞ୍ଜର ରବୀନ୍ଦ୍ର ନାଥ ପଣ୍ଡା,…

ଉପବାଚସ୍ପତି ନିର୍ବାଚନ ଘୋଷଣା: ରଜନୀକାନ୍ତଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ଉପବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ସକାଶେ ଘୋଷଣା କରାଯାଇଛି। ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏ ସମ୍ପର୍କରେ ଗୃହରେ ସୂଚନା ଦେଇଥିଲେ। ଉପବାଚସ୍ପତି ନିର୍ବାଚନ ସକାଶେ ବିଧାନସଭା ପକ୍ଷରୁ ମଧ୍ୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି।…

ଜୁଲାଇ ପହିଲା ଯାଏ ବିଚାର ବିଭାଗୀୟ ହାଜତରେ ରହିବେ ପାଟଣାଗଡ଼ ବିଧାୟକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ପାଟଣାଗଡ଼ ବିଧାୟକ ସରୋଜ ମେହେର ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ। ବୁଧବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ସେ କହିଛନ୍ତି ଯେ, ନିମ୍ନମାନର ରାସ୍ତା କାର୍ଯ୍ୟ ପାଇଁ…

ଖାଇକୁ ଖସିଲା କାର: ୬ ଜୀବନ ଗଲା

ଡେରାଡୁନ, ୨୬।୬: ଉତ୍ତରାଖଣ୍ଡର ନ୍ୟୁ ତେହରିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ସକାଳେ ଏକ କାର ଖାଇ ଭିତରକୁ ଖସିପଡିଛି। ଫଳରେ କାରରେ ଥିବା ୧୦ଜଣଙ୍କ ମଧ୍ୟରୁ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଡେରାଡୁନ ସୁୱାଖୋଲି ମୋଟର ମାର୍ଗର…

ଚୋରି ବାଇକ ଉଦ୍ଧାର, ଦୁଇ କୋର୍ଟ ଚାଲାଣ

ବଡ଼ବିଲ,୨୬ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଷ୍ଟେଶନରୋଡ୍‌ରୁ ଗତ ସୋମବାର ଚୋରି ହୋଇଥିବା ବାଇକକୁ ପୋଲିସ ଉଦ୍ଧାର କରି ଘଟଣାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବିଲ ପୌରାଞ୍ଚଳ ୪…

ପିତା ହତ୍ୟାକାରୀ ପୁଅଙ୍କୁ ଆଜୀବନ ଜେଲ୍‌

ଆନନ୍ଦପୁର, ୨୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ୨୦୧୬ ମସିହାରେ ଘଟିଥିବା ଏକ ହତ୍ୟା ମାମଲାର ବିଚାର କରି ପିତା ହତ୍ୟାକାରୀ ପୁଅକୁ ଆଜୀବନ ଜେଲ୍‌ ଦଣ୍ଡ ଶୁଣାଇଛନ୍ତି। ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ ଗ୍ରାମର…

ସରକାରୀ ଅଧିକାରୀଙ୍କୁ ପିଟିବା ପଡିଲା ମହଙ୍ଗା: ବିଧାୟକ ଗିରଫ

ଇନ୍ଦୋର, ୨୬।୬: ମଧ୍ୟପ୍ରଦେଶର ଇନ୍ଦୋରରେ ନଗର ନିଗମର ଜଣେ ଅଧିକାରୀଙ୍କୁ ବ୍ୟାଟରେ ପିଟିବା ଭାଜପା ବିଧାୟକ ଆକାଶ ବିଜୟବର୍ଗୀୟଙ୍କୁ ମହଙ୍ଗା ପଡିଛି। ମଧ୍ୟପ୍ରଦେଶ ପୋଲିସ ଏହି ମାମଲାରେ ବୁଧବାର ୧୦ ଜଣଙ୍କ ନାମରେ ମାମଲା ରୁଜୁ କରି ଆକାଶଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?