Home Left

ବିଷପାନ କରିଥିବା ଲୋକଙ୍କ ଜୀବନ ରକ୍ଷା କରିବେ କେମିତି ଜାଣନ୍ତୁ…

ମଣିଷ ମାନସିକ ସ୍ଥିତି ହରାଇ ବସିଲେ ଆତ୍ମହତ୍ୟା ପରି ପଥ ବାଛି ନେଇଥାଏ। କେହି କେହି ମାନସିକ ଭାରସାମ୍ୟ ହରାଇ ବିଷପାନ ଉଦ୍ୟମ କରିଥାନ୍ତି। ତେବେ ବିଷପାନ କରିଥିବା ଲୋକଙ୍କୁ ଡାକ୍ତରଖାନା ନେବା ତ ନିହାତି ଜରୁରୀ। ମାତ୍ର ଯେ ପର୍ଯ୍ୟନ୍ତ…

ନିଆରା ଅନ୍ଦାଜରେ ଅର୍ଜୁନଙ୍କୁ ବାର୍ଥଡେ ଓ୍ବିଶ କଲେ କକା ଅନୀଲ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅର୍ଜୁନ କପୁର ନିଜର ୩୪ତମ ଜନ୍ମଦିନ ପାଳନ କରୁଛନ୍ତି। ଏନେଇ ତାଙ୍କ କକା ଅନୀଲ କପୁର ଏକ ନିଆରା ଅନ୍ଦାଜରେ ତାଙ୍କୁ ବାର୍ଥ ଡେ ଓ୍ବିଶ ଜଣାଇଛନ୍ତି। ଅର୍ଜୁନଙ୍କ ସହ ବିତାଇଥିବା କିଛି ମୂହୁର୍ତ୍ତକୁ ଅନୀଲ ଫଟୋ…

ଗୋଟିଏ ବର୍ଷରେ ଅଧିକ ଇଭେଣ୍ଟରେ ପଦକ ଜିତିବାରୁ ପ୍ରୋତ୍ସାହନ ରାଶି କମିଲା

ଚଣ୍ଡିଗଡ଼,୨୬।୬- ହରିୟାଣା ସରକାର ଅନ୍ତର୍ଜାତୀୟ ଇଭେଣ୍ଟରେ ପଦକ ବିଜେତାଙ୍କ ପ୍ରୋତ୍ସାହନ ରାଶି ଲାଗି ୯ ମାସ ପୂର୍ବେ ନୂଆ ନିୟମ ଆଗତ କରିଥିଲେ। ରାଜ୍ୟର ଆଥ୍‌ଲେଟ, ଯେଉଁମାନେ ଗତବର୍ଷ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଓ ଏସିଆନ୍‌ ଗେମ୍ସରେ ପଦକ ଜିତିଥିଲେ, ସେମାନଙ୍କ ପୁରସ୍କାର…

ବିଚ୍‌ ରାସ୍ତାରେ ଯୁବକଙ୍କୁ ଲୁହା ରଡରେ ପିଟିଲେ ଯୁବତୀ

ଚଣ୍ଡିଗଡ଼,୨୬।୬: ପ୍ରତିଦିନ ରାସ୍ତାରେ ସଡ଼କ ଦୁର୍ଘଟଣା ଘଟିଥାଏ। ଏହି ଦୁର୍ଘଟଣା ଯୋଗୁ କେତେକଙ୍କ ଜୀବନ ଯାଉଥିବା ବେଳେ ଆଉ କେତେକ ଗୁରୁତର ଆହତ ହୋଇଥାନ୍ତି। କେବଳ ସେତିକି ନୁହେଁ ଦୁର୍ଘଟଣାରେ ଶୀକାର ହୋଇଥିବା ଲୋକେ ରାସ୍ତାରେ ହୋହାଲ୍ଲା କରି ସମସ୍ତଙ୍କୁ ଏକାଠି…

ମୋଦି ସମାଲୋଚନା କରିବା ଅପେକ୍ଷା ଆଗ ପ୍ରତିଶୃତି ପାଳନ କରନ୍ତୁ: ଆନନ୍ଦ ଶର୍ମା

ନୂଆଦିଲ୍ଲୀ, ୨୬।୬: କଂଗ୍ରେସର ବରିଷ୍ଠ ନେତା ଆନନ୍ଦ ଶର୍ମା ଭାଜପା ସରକାର ଉପରେ ବର୍ଷିଛନ୍ତି। ବୁଧବାର ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ରାଜ୍ୟସଭାରେ ଚାଲିଥିବା ଆଲୋଚନାରେ ଭାଗ ନେଇ ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହାକୁ ସମାଲୋଚନ କରିବା ଅପେକ୍ଷା ନିର୍ବାଚନ…

ସାବଧାନ! ସମୁଦ୍ରରେ ସ୍ନାନ କଲେ ହୋଇପାରେ ଏହିସବୁ ରୋଗ

ଅଧିକାଂଶ ଲୋକ ସମୁଦ୍ରରେ ସ୍ନାନ କରିବାକୁ ପସନ୍ଦ କରିଥାନ୍ତି। ମାତ୍ର ଏହାଦ୍ୱାରା ଶରୀରରେ କ’ଣ କ୍ଷତି ହୋଇଥାଏ ସେ ସମ୍ପର୍କରେ ଖୁବ୍‌ କମ୍‌ ଲୋକ ଜାଣିଛନ୍ତି। ତେବେ ଆସନ୍ତୁ ଜାଣିବା ସମୁଦ୍ରରେ ସ୍ନାନ କଲେ କେଉଁ ରୋଗରେ ଆକ୍ରାନ୍ତ ହେବାକୁ ପଡ଼େ।…

କମଲନାଥଙ୍କୁ ଡ୍ରୋନ ପ୍ଲେନ ମାଗିଲେ କମ୍ପ୍ୟୁଟର ବାବା

ଭୋପାଳ,୨୬।୬: ଚଳିତ ବର୍ଷ ଭୋପାଳରେ କମଲନାଥ ସରକାରଙ୍କ ଦ୍ୱାରା ରିଭର ଟ୍ରଷ୍ଟର ଚେୟାରମ୍ୟାନ ଭାବେ ନିଯୁକ୍ତ ହୋଇଥିବା କମ୍ପ୍ୟୁଟର ବାବା ରାଜ୍ୟ ସଚିବାଳୟରେ ଏକ କାର୍ଯ୍ୟାଳୟ ପାଇଁ ଦାବି କରିଛନ୍ତି। ଏଥିସହ ସେ ଏକ ଡ୍ରୋନ ପ୍ଲେନ ପାଇଁ ମଧ୍ୟ ସରକାରଙ୍କୁ…

ପାକିସ୍ତାନରେ ଆର୍ଥିକ ସଙ୍କଟ: ରୋଷେଇ ଗ୍ୟାସ୍‌ ଦର ୨୦୦ ପ୍ରତିଶତ ବୃଦ୍ଧି ପାଇବାର ସମ୍ଭାବନା

ଇସଲାମାବାଦ, ୨୬।୬: ଘୋର ଆର୍ଥିକ ସଙ୍କଟ ମଧ୍ୟ ଦେଇ ଗତି କରୁଛି ପାକିସ୍ତାନର ଅର୍ଥ ବ୍ୟବସ୍ଥା। ପୂର୍ବ ଋଣ ପାକିସ୍ତାନ ସରକାର ପରିଶୋଧ ନ କରିପାରିବା ଫଳରେ ଏବେ ପରିସ୍ଥିତି ଆହୁରି ଭୟଙ୍କର ହୋଇପଡିଛି। ବର୍ତ୍ତମାନ ଦେଶର ରାଜକୋଷ ଦେବାଳିଆ ଥିବା…

ଗୁରମିତ୍‌ ରାମରହିମଙ୍କ ସମର୍ଥନରେ ବାହାରିଲେ ହରିୟାଣା ସରକାର

ଚଣ୍ଡିଗଡ, ୨୬।୬:ବଳାତ୍କାର ମାମଲାରେ ଜେଲଦଣ୍ଡ ଭୋଗୁଥିବା ରାମ ରହିମ ୪୨ ଦିନ ପାରୋଲରେ ଯିବା ପାଇଁ ଆବେଦନ କରିବା ପରେ ହରିୟାଣାରେ ରାଜନୈତିକ ପାଣିପାଗ ଉଷ୍ମ ହୋଇଛି। ରାମ ରହିମଙ୍କୁ ହରିୟାଣା ସରକାର ସମର୍ଥନ କରୁଛନ୍ତି। ହାଇକୋର୍ଟ ତାଙ୍କ ଜାମିନ ଆବେଦନ…

ସରକାରୀ ଅଧିକାରୀଙ୍କୁ ବ୍ୟାଟରେ ପିଟିଲେ ବିଧାୟକ

ଇନ୍ଦୋର, ୨୬।୬: ଭାଜପା ମହାସଚିବ ତଥା ପଶ୍ଚିମବଙ୍ଗରେ ଦଳର ସଫଳାର ସୁତ୍ରଧର କୈଳାସ ବିଜୟବର୍ଗୀୟଙ୍କ ପୁଅ ଆକାଶ ବିଜୟବର୍ଗୀୟ ସରକାରୀ ଅଧିକାରୀଙ୍କୁ ମାରପିଟ କରୁଥିବାର ଏକ ଭିଡିଓ ଭାଇରାଲ ହୋଇଛି। କ୍ରିକେଟ ବ୍ୟାଟରେ ଆକାଶ ଜଣେ ନିଗମ ଅଧିକାରୀଙ୍କୁ ମାଡ଼ ମାରୁଥିବା…

ଏୟାର ଇଣ୍ଡିଆ ସମେତ ୨୮ କମ୍ପାନୀ ବିକିବେ ମୋଦି ସରକାର: ମିଳୁ ନାହାଁନ୍ତି ମନ ପସନ୍ଦର କ୍ରେତା

ନୂଆଦିଲ୍ଲୀ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏୟାର ଇଣ୍ଡିଆ, ପଓ୍ବନ ହଂସ ସମେତ କ୍ଷତିରେ ଚାଲୁଥିବା ୨୮ଟି ପବ୍ଲିକ୍‌ ସେକ୍ଟର କମ୍ପାନୀରେ ବିନିବେଶ ଯୋଜନା କରିଛନ୍ତି। ଏସବୁ କମ୍ପାନୀଙ୍କୁ ବିକ୍ରି କରିଦିଆଯିବ। ତେବେ ମନପସନ୍ଦର କ୍ରେତା ମିଳୁ ନ ଥିବାରୁ ସରକାରଙ୍କୁ…

ବିଶ୍ୱ ରେକର୍ଡଠାରୁ ୩୭ ରନ୍‌ ଦୂରରେ କୋହଲି

ମାଞ୍ଚେଷ୍ଟର,୨୬।୬- ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ଏକ ବିଶ୍ୱରେକର୍ଡର ଅଧିକାରୀ ହେବାର ସୁଯୋଗ ରହିଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ମ୍ୟାଚ୍‌ରେ ସେ ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍‌ ପୂରଣ କରିପାରନ୍ତି। ଏହି ମାଇଲଷ୍ଟୋନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?