Home Left

ଭୋକିଲା ବୃଦ୍ଧଙ୍କୁ ନିଜ ହାତରେ ଖୁଆଇଲେ ପୋଲିସ ଅଧିକାରୀ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ନୋଏଡା ଥାନା ସେକ୍ଟର ୨୦ର ଜଣେ ପୋଲିସ ଅଧିକାରୀ ମଣିଷପଣିଆର ଏକ ଉଦାହରଣ ସୃଷ୍ଟି କରିଛନ୍ତି। ମଙ୍ଗଳବାର ରାସ୍ତାରେ ବସିଥିବା ଜଣେ ଭୋକିଲା ବୃଦ୍ଧଙ୍କୁ ସବ୍‌ ଇନ୍ସପେକ୍ଟର ସୌରଭ ଯାଦବ ନିଜ ହାତରେ ଖୁଆଇଦେଇଥିଲେ। ଏହାପରେ ସୌରଭ ନିଜ…

ସାମନ୍ତ ଗୋଏଲ ‘ର’ ଚିଫ୍‌ ନିଯୁକ୍ତ

ନୂଆଦିଲ୍ଲୀ,୨୬।୬: ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌(ର) ଚିଫ୍‌ ଭାବେ ସାମନ୍ତ ଗୋଏଲଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ନିଯୁକ୍ତ କରିଛନ୍ତି। ୧୯୮୪ ବ୍ୟାଚ୍‌ର ଏହି ଆଇପିଏସ୍‌ ଅଫିସର ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ର ପ୍ଲାନିଂ କରିଥିବା କୁହାଯାଉଛି। ସେ ବର୍ତ୍ତମାନ ‘ର’ ଚିଫ୍‌…

ଭାରତ ଟପ୍‌, ତାଲିକା ଶେଷରେ ପାକିସ୍ତାନ

ଲଣ୍ଡନ,୨୬।୬- ମ୍ୟାଚ୍‌ରେ କ୍ୟାଚ୍‌ ହାତଛଡ଼ା କରିବା ବିଶ୍ୱକପ୍‌ରେ ବେଳେବେଳେ ମହଙ୍ଗା ପଡ଼େ। ଏହା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ ସହ ଏପର୍ଯ୍ୟନ୍ତ ଘଟିନାହିଁ। ଟିମ୍‌ ଇଣ୍ଡିଆ ଏଯାଏ ମାତ୍ର ଗୋଟିଏ କ୍ୟାଚ୍‌ ହାତଛଡ଼ା କରିଛି, ଯାହା ବିଶ୍ୱକପ୍‌ରେ ଅଂଶଗ୍ରହଣ କରିଥିବା ଦଳଗୁଡ଼ିକଠାରୁ…

୫୮ ଶିଖ୍‌ ତୀର୍ଥଯାତ୍ରୀଙ୍କୁ ଭିଜା ମନା କଲା ପାକିସ୍ତାନ

ଲାହୋର,୨୬।୬: ପାକିସ୍ତାନ ୫୮ ଶିଖ୍‌ ତୀର୍ଥଯାତ୍ରୀଙ୍କୁ ଭିଜା ଦେବାକୁ ପାକିସ୍ତାନ ମନା କରିଛି। ମହାରାଜ ରଣଜିତ୍‌ ସିଂଙ୍କ ମୃତ୍ୟୁ ବାର୍ଷିକୀ ପାଳନ ଅବସରରେ ଶିଖ୍‌ ତୀର୍ଥଯାତ୍ରୀ ପାକିସ୍ତାନ ଯାତ୍ରା କରିଥାନ୍ତି। ଏଥି ପାଇଁ ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି ପକ୍ଷରୁ ୨୮୨…

ଫଟୋ ଶେୟାର କରି ଚର୍ଚ୍ଚାରେ ବବି ଦେଓଲ

ବବି ଦେଓଲ ବର୍ତ୍ତମାନ ସମୟରେ ଫିଲ୍ମକୁ ନେଇ ଯେତିକି ଚର୍ଚ୍ଚାରେ ରହୁନାହାନ୍ତି, ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି ସେତିକି ଚର୍ଚ୍ଚାକୁ ଆସିଛନ୍ତି। ଏହି ଫଟୋକୁ ବବି ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହାକୁ ୫୦ ହଜାରରୁ ଊର୍ଦ୍ଧ୍ୱ ଲୋକ…

ଆନ୍ତର୍ଜାତିକ ନିଶାଦ୍ରବ୍ୟ ଅପବ୍ୟବହାର, ଅବୈଧ କାରବାର ନିରୋଧ ଦିବସ: ନିଶା ଛାଡିଥିବା ୧୦ ଜଣ ସମ୍ବର୍ନ୍ଧିତ

ଛତ୍ରପୁର,୨୬।୬(ଡି.ଏନ୍‌.ଏ): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଆନୁକୂଲ୍ୟରେ ବୁଧବାର ଆନ୍ତର୍ଜାତିକ ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ କାରବାର ନିରୋଧ ଦିବସ ପାଳିତ ହୋଇଯାଇଛି । ଏ ନେଇ ପୂର୍ବାହ୍ନରେ ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଏକ ସଚେତନତା ରାଲି ବାହାରି…

ଫୁଟପାଥରେ ଶୋଇଥିବା ୩ ଶିଶୁଙ୍କ ଉପରେ ଚଢିଗଲା ଗାଡି

ପାଟନା, ୨୬।୬: ବିହାରର ଅଗମାକୁଆଁ ଥାନା ଅନ୍ତର୍ଗତ କୁମହରାରରେ ଏକ ଅଭାବନୀୟ ଘଟଣା ଘଟିଛି। ଫୁଟପାଥରେ ଶୋଇଥିବାବେଳେ ୩ ଶିଶୁଙ୍କ ଉପରେ ଗାଡି ଚଢିଯାଇଛି। ଫଳରେ ଡ୍ରାଇଭର ସମେତ ତିନି ଶିଶଙ୍କ ମୃତ୍ୟୁ ଘଟିଛି। ଗାଡିରେ ଥିବା ଅନ୍ୟ ଜଣେ ବ୍ୟକ୍ତିଙ୍କୁ…

ଶିବ ମନ୍ଦିର ଖନନ ବେଳେ ମାଟିତଳୁ ମିଳିଲା ଜୀବନ୍ତ ନାଗସାପ ଯୋଡ଼ା

ଚଣ୍ଡିଗଡ଼,୨୬।୬: ପଞ୍ଜାବର ଲୁଧିୟାନାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ଏକ ପୁରାତନ ଶିବ ମନ୍ଦିରର ଖନନ ବେଳେ ମାଟି ତଳୁ ଜୀବନ୍ତ ନାଗସାପ ଯୋଡ଼ା ମିଳିଛନ୍ତି। ମନ୍ଦିରରେ ଥିବା ଶିବଲିଙ୍ଗ ଭାଙ୍ଗିରୁଜି ଯାଇଥିବାରୁ ଏହାକୁ ବାହାର କରି ସେଠାରେ…

ପୁଣି ଜମିବ ଯୋଡି: କପିଲଙ୍କ ଶୋ’କୁ ଫେରିବେ ସୁନୀଲ ଗ୍ରୋଭର

ଦୀର୍ଘ ଦିନର ଶତ୍ରୁତା ପରେ ଏବେ ପୁଣି ଥରେ ସ୍କ୍ରିନ ସେୟାର କରିବାକୁ ଯାଉଛନ୍ତି ହାସ୍ୟ ଅଭିନେତା କପିଲ ଶର୍ମା ଏବଂ ସୁନୀଲ ଗ୍ରୋଭର। ଏହି ଦୁଇହିଁ ଏକାଠି କରିବାରେ ସଫଳ ହୋଇଛନ୍ତି ବଲିଉଡର ଭାଇଜାନ ସଲମାନ ଖାନ। ଖୁବଶିଘ୍ର ନିଜ…

ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ରାଜନଗର, ୨୬।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତ୍ରିନାଥ ବଜାରସ୍ଥିତ ଏକ ସରକାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନ ବନ୍ଦ ଦାବିରେ ବୁଧବାର ଶତାଧିକ ମହିଳା ରାସ୍ତାରୋକୋ କରିଛନ୍ତି। ଫଳରେ ପଟ୍ଟାମୁଣ୍ଡାଇ-ରାଜନଗର ମୁଖ୍ୟରାସ୍ତାରେ ଯାନବାହନ ଚଳାଚଳ ଠପ୍‌ ହୋଇଯାଇଛି। ଶାନ୍ତିଲତା ବେହେରାଙ୍କ ନେତୃତ୍ୱରେ…

ପାଞ୍ଚ ଦିନରେ ଶହେ କୋଟି କ୍ଲବରେ ‘କବିର ସିଂ’, ପାଲଟିଲା ଶାହିଦଙ୍କ କ୍ୟାରିୟରର ସବୁଠୁ ବଡ଼ ଫିଲ୍ମ

ମୁମ୍ବାଇ: ରିଲିଜ୍‌ ପରଠାରୁ ବକ୍ସ ଅଫିସରେ ଭଲ ପ୍ରଦର୍ଶନକୁ ଜାରି ରଖିଛି ଅଭିନେତା ଶାହିଦ କପୁରଙ୍କ ଫିଲ୍ମ ‘କବିର ସିଂ’। ମାତ୍ର ପାଞ୍ଚ ଦିନରେ ଶହେ କୋଟି କ୍ଲବରେ ପହଞ୍ଚିବାରେ ସଫଳ ହୋଇଛି ଫିଲ୍ମଟି। ମଙ୍ଗଳବାର ୧୬.୫୩ କୋଟି ବ୍ୟବସାୟ କରିଥିବା…

ନାଗସାପକୁ ବିବାହ କରିବା ପାଇଁ ଅଡ଼ି ବସିଛି ନାବାଳିକା

ରାୟପୁର,୨୬।୬: ଭାରତରେ ଡିଜିଟାଲ ଯୁଗ ଆରମ୍ଭ ହୋଇସାରିଛି। ଗୋଟିଏ ପରେ ଦେଶ ମହାକାଶ ଗବେଷଣା କ୍ଷେତ୍ରରେ ଶ୍ରେଷ୍ଠତ୍ୱ ହାସଲ କରୁଥିବାବେଳେ ଅପରପକ୍ଷରେ ଏବେ ମଧ୍ୟ ସମାଜରେ କୁସଂସ୍କାର ଜାରି ରହିଛି। ଏହାର ଏକ ସଦ୍ୟତମ ଉଦାହରଣ ଛତିଶଗଡ଼ରେ ଦେଖିବାକୁ ମିଳିଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?