ଜୁଳୁଜୁଳିଆ ପୋକ ଦେଉଛି ପେଟକୁ ଦାନା
ପୁଣେ,୨୬।୬: ଲୋକେ ରାତିରେ ଘରେ ବସି ଟିଭି ଅଥବା ମୋବାଇଲ୍ରେ ବ୍ୟସ୍ତ ଥିବାବେଳେ ପୁଣେର ରାଜମାଛି ଅଞ୍ଚଳର ଗ୍ରାମବାସୀ ପ୍ରାକୃତିକ ଲାଇଟ୍ ଶୋ’ ଆୟୋଜନ କରିଥାନ୍ତି। ଏଠାକାର କେତେକ ଗାଁରେ ଅନ୍ଧାର ହେଲେ ଅସଂଖ୍ୟ ଜୁଳୁଜୁଳିଆ ପୋକ ଉଡ଼ିବୁଲନ୍ତି। ସେମାନଙ୍କୁ ଦେଖିବା…
ଚନ୍ଦ୍ରାବାବୁଙ୍କ ଜନତା ଦରବାରକୁ ଭାଙ୍ଗିଲା ଜେସିବି
ଅମରାବତୀ,୨୬।୬: ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ଦ୍ୱାରା ନିର୍ମିତ ବିଲ୍ଡିଂ ପ୍ରଜା ବେଦିକାର ଭଙ୍ଗା କାର୍ଯ୍ୟ କାରି ରହିଛି। ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍ ଜଗନ ମୋହନ ରେଡ୍ଡୀ ଏହାକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏଠାରେ ଚନ୍ଦ୍ରାବାବୁଙ୍କ ଶାସନ ସମୟରେ ଜନତା…
‘ଦବଙ୍ଗ ୩’ରେ ନାହିଁ ତ୍ରିକୋଣୀୟ ପ୍ରେମ
ମୁମ୍ବାଇ: ‘ଦବଙ୍ଗ ୩’ରେ ତ୍ରିକୋଣୀୟ ପ୍ରେମ ନାହିଁ ବୋଲି ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ପ୍ରକାଶ କରିଛନ୍ତି। ସେ ଏଥିରେ ରାଜୋ ଭୂମିକାରେ ପୁଣି ଆସୁଛନ୍ତି। ସୋମବାର ଏଠାରେ ସାଲୋନ୍ ବ୍ରାଣ୍ଡ୍ର ରେଟ୍ରୋ ରେମିକ୍ସ କଲେକ୍ସନ୍ ଲଞ୍ଚ୍ ଅବସରରେ ସୋନାକ୍ଷୀ ଏହା ପ୍ରକାଶ…
କଲ୍ୟାଣମଣ୍ଡପ ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ: ମାଲିକ ଆଉ କୋଟିଏ ନ ଦେବାରୁ କରିଥିଲେ ଗୁଳି
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଶହୀଦନଗର ଥାନା ଟଙ୍କପାଣି ରୋଡ୍ ସାଇମନ୍ଦିର ନିକଟରେ ଥିବା ଖଟାମିଠା କଲ୍ୟାଣ ମଣ୍ଡପର ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ସଂପୃକ୍ତ ଗ୍ୟାଙ୍ଗ୍ର ୬ଜଣଙ୍କୁ କଟକରୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ଗୋଟିଏ ବନ୍ଧୁକ,…
ସଲମାନ୍ଙ୍କ ବିରୋଧରେ ମାମଲା
ମୁମ୍ବାଇ,୨୬ା୬(ପି.ଟି.): ମୁମ୍ବାଇର ଜଣେ ଖବରଦାତା ବଲିଉଡ୍ ଅଭିନେତା ସଲମାନ୍ ଖାନଙ୍କ ବିରୋଧରେ ଫୌଜଦାରି ମାମଲା ରୁଜୁ କରିଛନ୍ତି। ଜେକେ ନ୍ୟୁଜ୍ ଚ୍ୟାନେଲ୍ର ମହାରାଷ୍ଟ୍ର ମୁଖ୍ୟ ଅଶୋକ ଏସ୍. ପାଣ୍ଡେ ଅନ୍ଧେରୀର ଟେନ୍ଥ କୋର୍ଟରେ ଖାନ୍ ଏବଂ ତାଙ୍କର ଦୁଇ ସହଯୋଗୀଙ୍କ ବିରୋଧରେ…
ତାମିଲନାଡୁର ୬ ରାଜ୍ୟ ସଭା ଆସନ: ଜୁଲାଇ ୧୮ରେ ନିର୍ବାଚନ
ନୂଆଦିଲ୍ଲୀ,୨୬ା୬(ପି.ଟି.): ତାମିଲନାଡୁର ୬ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ। ଏଥିଲାଗି ଜୁଲାଇ ୧ରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ମଙ୍ଗଳବାର ନିର୍ବାଚନ କମିଶନ (ଇସି)ଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଜୁଲାଇ ୨୪ରେ ତାମିଲନାଡ଼ୁର…
ଗୁଣାତ୍ମକ ଶିକ୍ଷାଦାନରେ ଗବେଷଣା ହେଉଛି ମେରୁଦଣ୍ଡ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଏସିଆନ୍ ସ୍କୁଲ ଅଫ୍ ବିଜିନେସ୍ ମ୍ୟାନେଜମେଣ୍ଟ(ଏଏସ୍ବିଏମ୍) ପକ୍ଷରୁ ତ୍ରୟଦିବସୀୟ ଫାକଲ୍ଟି ଡେଭଲପ୍ମେଣ୍ଟ ପ୍ରୋଗ୍ରାମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ବିପିୟୁଟି ଡିନ୍(ମ୍ୟାନେଜମେଣ୍ଟ) ପ୍ରଫେସର ଶକ୍ତି ରଞ୍ଜନ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ସାମାଜିକ ବିଜ୍ଞାନର ଗବେଷଣା କ୍ଷେତ୍ରରେ ସଫ୍ଟଓ୍ବେର୍…
ନାମାଙ୍କନପତ୍ର ଦାଖଲ କଲେ ଜୟଶଙ୍କର
ନୂଆଦିଲ୍ଲୀ,୨୬ା୬(ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଗୁଜରାଟରୁ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଜୁଲାଇ ୫ରେ ହେବାକୁ ଥିବା ଉପନିର୍ବାଚନ ଲାଗି ସେ ମଙ୍ଗଳବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଭାଜପାରେ ବିଧିବଦ୍ଧ ଭାବେ ଯୋଗଦେବା ପରେ ଅହମଦାବାଦରେ ସୋମବାର ସନ୍ଧ୍ୟାରେ…
‘ଜୟ ଶ୍ରୀରାମ’ ନ କହିବାରୁ ମଦ୍ରାସା ଶିକ୍ଷକଙ୍କୁ ଚଳନ୍ତା ଟ୍ରେନ୍ରୁ ଫିଙ୍ଗିଦେଲେ
କୋଲକାତା,୨୬ା୬ (ଆଇଏଏନ୍ଏସ୍): ପଶ୍ଚିମବଙ୍ଗର ଜଣେ ମଦ୍ରାସା ଶିକ୍ଷକ ‘ଜୟ ଶ୍ରୀରାମ’ ନ କହିବାରୁ ତାଙ୍କୁ ମାଡ଼ ମରାଯିବା ସହ ଚଳନ୍ତା ଟ୍ରେନ୍ରୁ ଫିଙ୍ଗି ଦିଆଯାଇଛି। ୨୨ ବର୍ଷୀୟ ତବ୍ରେଜ୍ ଅନ୍ସାରୀଙ୍କୁ ‘ଜୟ ଶ୍ରୀରାମ’ ଓ ‘ଜୟ ହନୁମାନ’ କହିବାକୁ ବାଧ୍ୟକରି ୧୮…
ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷାଫଳ ପ୍ରକାଶ:କଳା ପାସ୍ ହାର ୭୧%, ବିଜ୍ଞାନ ୯୨%, ବାଣିଜ୍ୟ ୮୩%
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କଳାରେ ମୋଟ ୨୨,୭୧୮ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୧,୬୨୮ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। କଳାରେ ପାସ୍ ହାର ୭୧% ରହିଛି। ବିଜ୍ଞାନରେ ମୋଟ ୮,୧୮୯ଜଣ ପରୀକ୍ଷା ଦେଇଥିବା ବେଳେ ୭,୫୩୨ଜଣ…
ଓଡ଼ିଆ ରଙ୍ଗମଞ୍ଚକୁ ମହିଳାଙ୍କ ପ୍ରବେଶ ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ସମୟର ପରିବର୍ତ୍ତନ ସତ୍ତ୍ୱେ ଆମ ସଂସ୍କୃତିର ମୌଳିକତାକୁ ଅକ୍ଷୁଣ୍ଣ ରଖିବା ଏକ ବଡ଼ ଆହ୍ବାନ। ସଂସ୍କୃତିର ସୁରକ୍ଷା, ବିକାଶ ଏବଂ ସାମଗ୍ରିକ ଅଭିବୃଦ୍ଧି ପାଇଁ ସବୁ ସଚେତନ ନାଗରିକ ଉଦ୍ୟମ କରିବା ବାଞ୍ଛନୀୟ ବୋଲି ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ…
ବ୍ରହ୍ମାଙ୍କ ତପସ୍ୟା ପୀଠ ବ୍ରହ୍ମଗିରି
ସର୍ବଦା ଭକ୍ତର ଭାବରେ ବନ୍ଧା ପ୍ରଭୁ। ଯୁଗେ ଯୁଗେ ଭଗବାନ ଭକ୍ତ ପାଖରେ ବନ୍ଧା ପଡ଼ିଛନ୍ତି। ଭାରତ ବର୍ଷରେ ଯେତେ ପୂଣ୍ୟଭୂମି ରହିଛି ସେ ସବୁ ଭକ୍ତର ଆକର୍ଷଣର କେନ୍ଦ୍ରବିନ୍ଦୁ ହେବା ସହ ମୁନି, ଋଷି, ଆଚାର୍ଯ୍ୟ ଓ ସିଦ୍ଧ ଯୋଗୀମାନଙ୍କୁ…

