Home Left

ଆଜିଠୁ ବିଧାନସଭାର ବଜେଟ୍‌ ଅଧିବେଶନ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଜୁନ ୨୫ରୁ ବିଧାନସଭା ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୮ ତାରିଖ ଯାଏ ଚାଲିବ। ପ୍ରଥମ ପର୍ଯ୍ୟାୟ ଜୁନ ୨୫ରୁ ଜୁଲାଇ ୨ ତାରିଖ ଯାଏ ଚାଲିବ। ଜୁଲାଇ…

ମହଙ୍ଗା ପଡ଼ିଲା ମୃତ ବ୍ୟକ୍ତିଙ୍କ ଏକ୍ସରେ କରିବା: ୧୧ଡାକ୍ତରଙ୍କୁ ନୋଟିସ

ଲକ୍ଷ୍ନୌ,୨୫।୬: ଉତ୍ତରପ୍ରଦେଶର ଜାଗୃତି ବିହାର ସେକ୍ଟରରେ ଥିବା ଏକ ହସ୍ପିଟାଲରେ ଜଣେ ଚିକିତ୍ସିତ ବ୍ୟକ୍ତିଙ୍କ ଏକ୍ସରେ ଘଟଣାରେ ୧୧ଜଣ ଡାକ୍ତରଙ୍କୁ ଜବାବ ତଲବ ପାଇଁ ନୋଟିସ ଜାରି କରାଯାଇଛି। ସୂଚନାଯୋଗ୍ୟ, କିଛି ଦିନ ତଳେ ଜାଗୃତି ବିହାର ସେକ୍ଟର ନିକଟରେ ଦୃତ…

ଚଣାଡାଲି କଟଲେଟ୍‌

ଆବଶ୍ୟକ ସାମଗ୍ରୀ: ଭିଜା ହୋଇଥିବା ଚଣାଡାଲି ଏକକପ୍‌, ହଳଦୀ ଛୋଟ ଚାମଚ, ଲଙ୍କାଗୁଣ୍ଡ ପାଉଡର ଏକ ଛୋଟ ଚାମଚ, କଞ୍ଚାଲଙ୍କା ଦୁଇଟି, ରସୁଣ ୨-୩ଟି କୋଲା, ଫ୍ରାଏ ପାଇଁ ତେଲ ଓ ସ୍ବାଦ ଅନୁସାରେ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଗ୍ରାଇଣ୍ଡର…

ହାତର ଶୋଭା ବଢ଼ାଏ ଷ୍ଟାଇଲିଶ୍‌ ରିଙ୍ଗ୍‌

ସୁନ୍ଦର ଦେଖାଯିବାକୁ କିଏ ବା ଇଚ୍ଛା ନ କରେ? ଯୁବତୀ ହୁଅନ୍ତୁ କି ମହିଳା ସମସ୍ତେ ମେକ୍‌ଅପ୍‌ ସହିତ ଶୃଙ୍ଗାର କରିଥାନ୍ତି। ଖାସ୍‌କରି ଯୁବତୀମାନେ ଶୃଙ୍ଗାରକୁ ବଢ଼ାଇବା ପାଇଁ ବିଭିନ୍ନ ପ୍ରକାର ଆସେସରିଜ୍‌ ବ୍ୟବହାର କରିଥାନ୍ତି। ଏଥିପାଇଁ କେତେକ ବିଷୟ ପ୍ରତି…

ଦାଗ ଦୂରକରିବ ପୁଦିନା

ପୁଦିନାରେ ବିଭିନ୍ନ ପ୍ରକାର ଔଷଧୀୟ ଗୁଣ ରହିବା ସହ ଏହା ମଧ୍ୟ ସୌନ୍ଦର୍ଯ୍ୟ ପାଇଁ ଲାଭକାରୀ ହୋଇଥାଏ। ତ୍ୱଚାରେ ଥିବା ଦାଗ ଦୂର କରିବାକୁ ଏହା କାମ ଦେଇଥାଏ। ପୁଦିନାରେ ଥିବା ଆଣ୍ଟି ବ୍ୟାକ୍ଟେରିଆ ଗୁଣ କାରଣରୁ ଏହା ତ୍ୱଚାକୁ ସଫା…

ପିଲାମାନଙ୍କ ବ୍ୟବହାରିକ ସମସ୍ୟା

  ପିଲାମାନେ ହେଉଛନ୍ତି ଆମ ସମାଜର ଅମୂଲ୍ୟ ସମ୍ପଦ। ସେମାନେ ହେଉଛନ୍ତି ଆମର ଭବିଷ୍ୟତ। ଯେତେବେଳେ ପିଲା ମାନଙ୍କର ବୟସ ବଢ଼ିଥାଏ, ସେମାନଙ୍କ ବ୍ୟବହାରରେ ଅନେକ ପରିବର୍ତ୍ତନ ଦେଖାଦେଇଥାଏ। କିନ୍ତୁ ବେଳେବେଳେ ସେମାନଙ୍କଠାରେ ଅନେକ ଗୁରୁତର ବ୍ୟବହାରଜନିତ ସମସ୍ୟା ଦେଖାଦେଇଥାଏ। ପିଲାମାନେ…

ଚିକିତ୍ସା ପାଇଁ ଔଷଧ ଦୋକାନକୁ ଚାଲିଆସିଲା ବୁଲା କୁକୁର: ଭିଡିଓ ଭାଇରାଲ

ଇସ୍ତାନବୁଲ,୨୫।୬: ତୁର୍କୀର ଇସ୍ତାନବୁଲରେ ଏକ ବୁଲା କୁକୁର ନିଜର ଚିକିତ୍ସା କରାଇବାକୁ ସିଧାସଳଖ ଔଷଧ ଦୋକାନରେ ପହଞ୍ଚିବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ବାନୁ ସେନଗିଜ ନାମକ ଜଣେ ପଶୁ ପ୍ରେମୀ ନିଜ ଔଷଧ ଦୋକାନରେ ଥିବା ସମୟରେ…

ପୋଡ଼ିଗଲା ମୋଡେମ୍‌, ୫ ଦିନ ହେଲା ଇଣ୍ଟରନେଟ୍‌ ବନ୍ଦ: ରସୁଲଗଡ଼ ପୋଷ୍ଟ ଅଫିସରେ ଅଚଳାବସ୍ଥା

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଇଣ୍ଟରନେଟ୍‌ ମୋଡେମ୍‌ ପୋଡ଼ିଯିବାରୁ ରସୁଲଗଡ଼ ପୋଷ୍ଟ ଅଫିସ ୫ଦିନ ହେବ ଅଚଳ ହୋଇପଡିଛି। ଚିଠି କାରବାର ବାଧାପ୍ରାପ୍ତ ହୋଇଥିବାବେଳେ ଇଣ୍ଟରନେଟ୍‌ ଉପରେ ନିର୍ଭର କରୁଥିବା ବ୍ୟାଙ୍କିଙ୍ଗ୍‌ ଓ ଅନ୍ୟ ସେବା ବନ୍ଦ ହୋଇଯାଇଛି। ଫଳରେ ପ୍ରତିଦିନ ସାଧାରଣ ଲୋକେ…

ସାମାଜିକ ବାସନ୍ଦ ବିରୋଧରେ ଆଇନ ପ୍ରଣୟନ ପାଇଁ ହାଇକୋର୍ଟରେ ମାମଲା : ସରକାରଙ୍କୁ ରିପୋର୍ଟ ତଲବ

କଟକ ଅଫିସ,୨୫।୬ : ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ଅନେକ ଅଗ୍ରଗତି ଘଟିଛି। ଏହା ସାଙ୍ଗକୁ ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ମଧ୍ୟ ଅଗେଇ ଚାଲିଛି। କିନ୍ତୁ ସରକାରଙ୍କ ଅପାରଗତା ଯୋଗୁ ଓଡ଼ିଶାର ଗ୍ରାମାଞ୍ଚଳରେ ସାମାଜିକ ବାସନ୍ଦ ଓ କଟକଣା ଭଳି ମଧ୍ୟଯୁଗୀୟ…

ଜର୍ମାନୀର ଜିଆଇ୍‌ଜେଡ ପ୍ରତିଷ୍ଠାନ, ଓଡିଶା ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ ରାଜ୍ୟର ସହରାଞ୍ଚଳ ବିକାଶରେ ହେବ ସହାୟକ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ସହରାଞ୍ଚଳ ବିକାଶକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପସ୍ଥିତିରେ ଜର୍ମାନୀର ଜିଆଇଜେଡ ପ୍ରତିଷ୍ଠାନ ଏବଂ ଓଡିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ…

ଡିଜାଇନର କଲେକ୍ସନ’ ବିକ୍ରୟ କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୨୫।।୬(ବ୍ୟୁରୋ): ଓଡ଼ିଶାର ବାନ୍ଧକଳା କେବଳ ରାଜ୍ୟରେ ନୁହେଁ, ସମଗ୍ର ଭାରତ ବର୍ଷରେ ସୁଖ୍ୟାତି ଲାଭ କରିଛି। ଭାରତ ବାହାରେ ମଧ୍ୟ ଓଡ଼ିଶା ବାନ୍ଧକଳା ଆଦୃତି ଲାଭ କରିଛି। ବର୍ତ୍ତମାନ ବଜାରରେ ଶାଢ଼ି ଅପେକ୍ଷା ପରିଧାନ ବସ୍ତ୍ର(ରେଡିମେଡ୍‌ ଗାର୍ମେଣ୍ଟ)ର ଚାହିଦା ବହୁଳ ମାତ୍ରାରେ…

ନ୍ୟୁୟର୍କ ଫ୍ୟାଶନ ଓ୍ବିକ୍‌ରେ ଆଇଏନ୍‌ଆଇଏଫ୍‌ଡିର କମାଲ୍‌

ଭୁବନେଶ୍ୱର,୨୫।।୬(ବ୍ୟୁରୋ): ପ୍ରତିଷ୍ଠା ହେବାର ମାତ୍ର ଏକବର୍ଷ ମଧ୍ୟରେ ଲାକ୍‌ମୀ ଇଣ୍ଡିଆ ଫ୍ୟାଶନ ଓ୍ବିକ୍‌ ଏବଂ ନ୍ୟୁୟର୍କ ଫ୍ୟାଶନ ଓ୍ବିକ୍‌ ଭଳି ଗୁରୁତ୍ୱପୂର୍ଣ୍ଣ ଫ୍ୟାଶନ ଇଭେଣ୍ଟରେ ଅଂଶଗ୍ରହଣ କରି ବିଶେଷ ସଫଳତା ହାସଲ କରିଛି ଇଣ୍ଟରନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଫ୍ୟାଶନ ଡିଜାଇନିଂ(ଆଇଏନ୍‌ଆଇଏଫ୍‌ଡି)। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?