Home Left

ସ୍ପଷ୍ଟ କଲା ସାଧାରଣ ପ୍ରଶାସନ ବିଭାଗ: ମାସର ଦ୍ୱିତୀୟ ଶନିବାର ବି ଛୁଟି ରହିବ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ପୂର୍ବଭଳି ମାସର ଦ୍ୱିତୀୟ ଶନିବାର ସରକାରୀ ଛୁଟି ଦିବସ ରହିବ। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରି ସ୍ପଷ୍ଟ କରାଯାଇଛି। ଏଥିସହିତ ପ୍ରତ୍ୟେକ ମାସର…

ବିଧାନ ସଭାରେ ସଦସ୍ୟଙ୍କୁ ସିଟ୍‌ ଆବଣ୍ଟନ

ଭୁବନେଶ୍ୱର,(ବ୍ୟୁରୋ)୨୫।୬: ଷୋଡ଼ଶ ବିଧାନ ସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ଅଧିବେଶନ ପୂର୍ବରୁ ବିଧାନସଭା ସଚିବାଳୟ ପକ୍ଷରୁ ନବନିର୍ବାଚିତ ବିଧାୟକମାନଙ୍କୁ ସିଟ୍‌ ଆବଣ୍ଟନ କରାଯାଇଛି। ଏ ନେଇ ଓଡ଼ିଶା ବିଧାନ ସଭା ସଚିବାଳୟ ପକ୍ଷରୁ ସୋମବାର ବଜ୍ଞପ୍ତି ପ୍ରକାଶ ପାଇଛି।…

ସ୍ନାନଯାତ୍ରା ବ୍ୟବସ୍ଥାବଳୀ ଉଲ୍ଲଂଘନ: ପୁରୀ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ

ପୁରୀ ଅଫିସ,୨୫।୬: ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ବିଶୃଙ୍ଖଳା ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ସ୍ନାନମଣ୍ଡପରେ ବ୍ୟବସ୍ଥାବଳୀ ଉଲ୍ଲଂଘନ କରିଥିବା ସେବାୟତ ଏବଂ ଅନ୍ୟମାନଙ୍କ ବିରୋଧରେ ତ୍ୱରିତ୍ୱ ପଦକ୍ଷେପ ନେଇଛି। ଏ ନେଇ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀଙ୍କୁ…

କୈଳାସ ମାନସରୋବର ଯାତ୍ରା: ନେପାଳ ହିଲ୍‌ସାରେ ଫସିଛନ୍ତି ୪୪ ଭାରତୀୟ

କାଠମାଣ୍ଡୁ,୨୫।୬: ନେପାଳର ଉତ୍ତର ପଶ୍ଚିମରେ ଥିବା ହିଲସା ନିକଟରେ ତେଲେଙ୍ଗାନାର ପ୍ରାୟ ୪୪ ଜଣ ଭାରତୀୟ ତୀର୍ଥଯାତ୍ରୀ ଫସି ରହିଥିବା ସୂଚନା ମିଳିଛି। ଏମାନେ କୈଳାସ ମାନସରୋବର ଯାତ୍ରାରୁ ଫେରିବା ସମୟରେ ଫସି ରହିଥିବା ସୂଚନା ମିଳିଛି। ଯେଉଁ ଟ୍ରାଭେଲ ଏଜେନ୍ସିରେ…

କର୍ମଚାରୀଙ୍କୁ ଜୁନର ବେତନ ଦେଇପାରିବନି ବିଏସ୍‌ଏନ୍‌ଏଲ

ନୂଆଦିଲ୍ଲୀ,୨୫-୬: ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) କେନ୍ଦ୍ର ସରକାରଙ୍କୁ ଜରୁରୀ ପତ୍ର ପଠାଇ କମ୍ପାନୀର ଅପରେଶନ ଜାରି ରଖିବାକୁ ଅସମର୍ଥ ବୋଲି ଜଣାଇଛି। କର୍ମଚାରୀଙ୍କୁ ଜୁନର ଦରମା ଦେବାକୁ କମ୍ପାନୀ ନିଜର ଅକ୍ଷମତା ପ୍ରକାଶ କରିଛି। ଦରମା…

ଅଶୋକ ପରିଜା ନୂଆ ଆଡଭୋକେଟ ଜେନେରାଲ

ଭୁବନେଶ୍ୱର, ୨୫।୬ (ବ୍ୟୁରୋ): ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ କୁମାର ପରିଜା ରାଜ୍ୟ ସରକାରଙ୍କ ନୂଆ ଆଡ୍‌ଭୋକେଟ ଜେନେରାଲ (ଏଜି) ଭାବେ ନିଯୁକ୍ତି ପାଇଛନ୍ତି। ଫଳରେ କିଛିଦିନ ଧରି ଏଜି ପଦ ନେଇ ଚାଲିଥିବା ଚର୍ଚ୍ଚାର ଅବସାନ ଘଟିଛି। ଅଶୋକଙ୍କ ପୂର୍ବରୁ…

ଆର୍‌ବିଆଇରେ ବିରଲଙ୍କ ପରେ ରହିଲେନି ବିରୋଧର ସ୍ବର

ନୂଆଦିଲ୍ଲୀ,୨୫-୬: ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ନର ପଦରୁ ଡ.ବିରଲ ଆଚାର୍ଯ୍ୟଙ୍କ ଇସ୍ତଫା ପରେ କେନ୍ଦ୍ର ସରକାରଙ୍କ ଅଯଥା ହସ୍ତକ୍ଷେପକୁ ବିରୋଧ କରୁଥିବା କୌଣସି ଉଚ୍ଚ ଅଧିକାରୀ ଆଉ କେନ୍ଦ୍ରୀୟ ବ୍ୟାଙ୍କରେ ରହିଲେନି। ବିମୁଦ୍ରୀକରଣ ଓ ଆର୍‌ବିଆଇରେ ଗଚ୍ଛିତ ଥିବା ବଳକା…

ପ୍ରଦୀପ୍ତ ବିରୋଧୀ ଦଳ ନେତା

ଭୁବନେଶ୍ୱର,୨୫।୬(ବ୍ୟୁରୋ)- ପୂର୍ବତନ ମନ୍ତ୍ରୀ ତଥା ଭବାନୀପାଟଣା ଭାଜପା ବିଧାୟକ ପ୍ରଦୀପ୍ତ କୁମାର ନାଏକ ବିରୋଧୀ ଦଳ ନେତା ଭାବେ ମନୋନୀତ ହୋଇଛନ୍ତି। ଏନେଇ ଓଡ଼ିଶା ଭାଜପା ପ୍ରଭାରୀ ଅରୁଣ ସିଂ ସୋମବାର ରାତିରେ ଏକ ପ୍ରେସ୍‌ ବିଜ୍ଞପ୍ତିରେ ଜଣାଇଛନ୍ତି। ବିଜ୍ଞପ୍ତିରେ କୁହାଯାଇଛି…

ପୁଣି ଚର୍ଚ୍ଚାକୁ ଆସିଲେ ହଳଦିଆ ଶାଢି ପିନ୍ଧା ମହିଳା: ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୫।୬: ଲୋକ ସଭା ନିର୍ବାଚନ ସମୟରେ ସୋସିଆଲ ମିଡିଆ ସେନସେଶନ ପାଲଟିଥିବା ପିଡବ୍ଲୁଡି ଅଧିକାରୀ ରୀନା ଦ୍ୱିବେଦୀ ଏବେ ପୁଣି ଚର୍ଚ୍ଚାରେ। ଏଥର ତାଙ୍କ ଫଟୋ ନୁହେଁ ଟିକ୍‌ ଟକ୍‌ ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ ରୀନା ଡ୍ୟାନ୍ସ କରୁଥିବା…

ରାମ ରହିମଙ୍କୁ ପାରୋଲରେ ଆଣିବାକୁ ଚାହୁଁଛନ୍ତି ହରିୟାଣା ସରକାର

ଚଣ୍ଡିଗଡ଼,୨୫।୬: ବଳାତ୍କାର ମାମଲାରେ ଜେଲରେ ସଜ୍ଜା କାଟୁଥିବା ଆତ୍ମଘୋଷିତ ବାବା ରାମ ରହିମ ସିଂ ପାରୋଲରେ ଆସିବାକୁ ଯେତିକି ବ୍ୟଗ୍ର ତାଙ୍କୁ ବାହାରକୁ ଆଣିବାକୁ ହରିୟାଣା ସରକାର କୁଆଡେ ସେତିକି ବ୍ୟଗ୍ର ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଏଥିପାଇଁ ହରିୟାଣା ମୁଖ୍ୟମନ୍ତ୍ରୀ,…

ଲୋକାୟୁକ୍ତରେ ୮୨ ଦୁର୍ନୀତି ମାମଲା ବିଚାରାଧୀନ :ମାର୍ଚ୍ଚ ୩୧ ପୂର୍ବରୁ ସମ୍ପତ୍ତି ଘୋଷଣା ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷା ପରେ ଓଡ଼ିଶା ଲୋକାୟୁକ୍ତ ଆଇନ-୨୦୧୪ ରାଜ୍ୟରେ ୨୦୧୮ ଜୁଲାଇ ୭ରୁ କାର୍ଯ୍ୟକାରୀ ହେଉଛି। ଏଥିପାଇଁ ଲୋକାୟୁକ୍ତ ଗଠନ କରାଯାଇଛି। ଲୋକାୟୁକ୍ତ ଆଇନର ସେକ୍ସନ-୪୪ ଅନୁଯାୟୀ ପ୍ରତ୍ୟେକ ସରକାରୀ କର୍ମଚାରୀ ନିଜର ଓ ନିଜ ସ୍ତ୍ରୀଙ୍କ ନାମରେ ଥିବା…

୨୯ରେ ଲଘୁଚାପ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଆସନ୍ତା ୨୯ ତାରିଖରେ ଉତ୍ତର ପୂର୍ବ କିମ୍ବା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୯ ତାରିଖ ରାତିରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ୩୦ରୁ ୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?