Home Left

ପିଲାଙ୍କ ସ୍କୁଲ ବ୍ୟାଗରେ ଚାଉଳ ଭର୍ତ୍ତି କରି ଅଡୁଆରେ ଶିକ୍ଷକ

ହୋଲି(ଚମ୍ବା),୨୫।୬: ହିମାଚଳ ପ୍ରଦେଶର ଚମ୍ବା ଜିଲାରେ ଥିବା ଏକ ସରକାରୀ ସ୍କୁଲରେ ପିଲାମାନଙ୍କ ବ୍ୟାଗରୁ ବହି ଖାତା କାଢି ଚାଉଳ ଭର୍ତ୍ତି କରିବା ଜଣେ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ଭରମୋର ଅଞ୍ଚଳର ଏକ ପ୍ରାଇମେରୀ ସ୍କୁଲରେ ପିଲାମାନଙ୍କ ବ୍ୟାଗରେ ମଧ୍ୟାହ୍ନ ଭୋଜନ…

ଏତେ ଭୟ କାହିଁକି

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପୂର୍ବରୁ ଆଉ ଏକ ନୂଆ ଦୃଶ୍ୟ ସାମ୍ନାକୁ ଆସିଛି। ବିଜେଡି ଓ ଭାଜପା ମଧ୍ୟରେ ବୁଝାମଣା କେତେ ଗଭୀର ତାହା ଏବେ ସ୍ପଷ୍ଟ ବାରି ହୋଇପଡିଛି। ଲୋକଙ୍କ କଳ୍ପନା ବାହାରକୁ ଚାଲିଯାଇ ବିଜେଡି ଓ…

୭ମ ଥର ପାଇଁ ଅଣ୍ଡା ଦେଲା ‘ଗୋରୀ’

ରାଜନଗର,୨୫ା୬(ଡି.ଏନ୍‌.ଏ.)- କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନ ଅନ୍ତର୍ଗତ ଡାଙ୍ଗମାଳ ବଉଳା କୁମ୍ଭୀର ସଂରକ୍ଷଣ କେନ୍ଦ୍ରରେ ବସବାସ କରୁଥିବା ୪୫ ବର୍ଷୀୟ ଶଙ୍ଖୁଆ ବଉଳା କୁମ୍ଭୀର ‘ଗୋରୀ’ ୨ ଦଶନ୍ଧି ପରେ ପୁନର୍ବାର ଅଣ୍ଡା ଦେଇଛି । ଗତ…

ଯୁକ୍ତ ୩ ପଦାର୍ଥ ବିଜ୍ଞାନ ସେମିଷ୍ଟର ଫଳାଫଳକୁ ନେଇ ଅସନ୍ତୋଷ : ୧୬ ଛାତ୍ରୀଙ୍କ ମଧ୍ୟରୁ ୧୫ ଫେଲ

କେନ୍ଦ୍ରାପଡା ଅଫିସ, ୨୫ା୬- ପଦାର୍ଥ ବିଜ୍ଞାନର ୪ଟି ସେମିଷ୍ଟର ପରୀକ୍ଷାରେ ୭୦ରୁ ଊର୍ଦ୍ଧ୍ୱ ନମ୍ବର ରଖିଥିବା ୧୫ ଜଣ ଛାତ୍ରୀ ପଞ୍ଚମ ସେମିଷ୍ଟର ପରୀକ୍ଷାରେ ଫେଲ ହୋଇଯାଇଛନ୍ତି । ଏପରିକି ୧୦ରୁ ଅଧିକ ଛାତ୍ରୀ ଶୂନ ନମ୍ବର ରଖିଛନ୍ତି। ଉତ୍ତର ଖାତାର…

ଛୋଟ ପ୍ରୟାସ ସୃଷ୍ଟି କଲା ଆଦର୍ଶ ପ୍ରୟାସ

ପାରାଦୀପ,୨୫ା୬(ସ୍ବ.ପ୍ର.): କର୍ମମୟ ଜୀବନରୁ ସମୟ ମିଳିଲେ ଜମୁଥିଲା ଖଟି। ହେଲେ ହଠାତ୍‌ ବଦଳିଗଲା ଜୀବନର ରାସ୍ତା। ଦୁର୍ଘଟଣାରେ ଗୁରୁତର ଜଣେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆଶୁ ଚିକିତ୍ସା ଯୋଗାଇବାରେ ସଫଳ ହେବା ପରେ ଜନ୍ମ ନେଲା ନୂଆ ସଂକଳ୍ପ। ଏଣିକି ଆଉ…

କେନାଲ ଅବରୋଧ କରି ଗୃହ ନିର୍ମାଣ : ତହସିଲ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ତିର୍ତ୍ତୋଲ,୨୫ା୬(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ତେନ୍ତୁଳିପଦା ପଞ୍ଚାୟତର ଶାରଳାରୋଡ ବଜାର ଶେଷମୁଣ୍ଡରେ କେନାଲ ଅବରୋଧ କରି ଜଣେ ବ୍ୟକ୍ତି ସ୍ଥାୟୀ ଗୃହ ନିର୍ମାଣ କରୁଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ବାଇଁଗୋଳ ଓ ତେନ୍ତୁଳିପଦା ରାଜସ୍ବ ଗ୍ରାମର ଚାଷଜମିକୁ ଏହି କେନାଲ ଦ୍ୱାରା ଜଳସେଚନ…

ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ ଅନିୟମିତତା ଘଟଣା:ବକେୟା ଦାବିରେ ଅଧିକାରୀଙ୍କୁ ଘେରାଉ

ଛେଣ୍ଡିପଦା,୨୫।୬(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ସଦରମହକୁମାରେ ଥିବା ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ ଚାଷୀମାନେ ଠକେଇର ଶିକାର ହେବା ସହ ସେମାନଙ୍କୁ ଠିକ୍‌ ସମୟରେ କ୍ଷୀର ବାବଦ ଟଙ୍କା ମିଳୁ ନ ଥିବା ଅଭିଯୋଗ ହୋଇଥିଲା। ସୋମବାର ଏହାକୁ କେନ୍ଦ୍ର କରି ଦୁଗ୍ଧ…

ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଘେରିଲେ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୨୫ା୬- ଗଞ୍ଜାମ ଆଇନ ମହାବିଦ୍ୟାଳୟରେ ବିବିଏଲଏଲବି ପାଠ୍ୟକ୍ରମ ପରୀକ୍ଷା ପରିଚାଳନାରେ ଅନିୟମିତତା ଅଭିଯୋଗ ହୋଇଛି ା ୫ ବର୍ଷିଆ ପାଠ୍ୟକ୍ରମରେ ନିୟମିତ ପରୀକ୍ଷା ପରିଚାଳନା ଓ ଫଳ ପ୍ରକାଶନରେ ବାରମ୍ବାର ଅବହେଳା କରାଯାଉଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ପାଠକ୍ରମ ପରୀକ୍ଷା…

ଜୟଶଙ୍କର ଭାଜପା ରାଜ୍ୟ ସଭା ପ୍ରାର୍ଥୀ

ନୂଆଦିଲ୍ଲୀ,୨୫।୬ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସୋମବାର ଭାଜପାରେ ବିଧିବଦ୍ଧ ଭାବେ ସାମିଲ ହେବାର କିଛି ସମୟ ପରେ ତାଙ୍କୁ ଗୁଜରାଟରୁ ରାଜ୍ୟ ସଭା ପ୍ରାର୍ଥୀ କରାଯାଇଛି। ଗୁଜରାଟରେ ଖାଲି ପଡିଥିବା ୨ଟି ରାଜ୍ୟ ସଭା ଆସନ ଲାଗି ଜୁଲାଇ ୫ରେ…

ସବୁ ନିର୍ବାଚନ ଏକାକୀ ଲଢ଼ିବୁ: ମାୟାବତୀ

ନୂଆଦିଲ୍ଲୀ, ୨୫।୬: ଛୋଟ ହେଉ କି ବଡ଼, ଏଥର ସବୁ ନିର୍ବାଚନ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଏକାକୀ ଲଢ଼ିବ ବୋଲି ଏହାର ସୁପ୍ରିମୋ ମାୟାବତୀ ସୋମବାର କହିଛନ୍ତି। ଏସ୍‌ପି ସହ ଆଉ କଦାପି ମେଣ୍ଟ ହେବନାହିଁ ବୋଲି ସେ ପ୍ରକାଶ…

ଝାଡ଼ଖଣ୍ଡ ଭିଡ଼ହତ୍ୟା ମାମଲା: ୫ ଗିରଫ, ୨ ପୋଲିସ ନିଲମ୍ବିତ

ରାଞ୍ଚତ୍,୨୫।୬: ମୋଟରସାଇକେଲ ଚୋରି ଅଭିଯୋଗରେ ଝାଡଖଣ୍ଡର ଷଢ଼େଇକଳା ଖରସୁଆଁ ଅଞ୍ଚଳରେ ଜଣେ ମୁସଲିମ୍‌ ଯୁବକଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ମାରିଦେବା ଘଟଣାରେ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ଏହି ସମ୍ବେଦନଶୀଳ ଘଟଣା ସାରା ଦେଶରେ ଆଲୋଡନ ସୃଷ୍ଟି କରିଥିବାବେଳେ କର୍ତ୍ତବ୍ୟରେ…

ଘର ଖଁଡ଼େ ତିଆରିବାରେ ଅକ୍ଷମ:ଭଂଗା କୁରିଆରେ ୨ ଅସାହା ପରିବାରର

  କେସିଙ୍ଗା, ୨୫।୬ (ଡି.ଏନ୍‌.ଏ) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କଶୃପଡ଼ା ପଁଚେତ୍‌ ସୁକୁନାଭଟା ଗଁାର ଦୁଇ ଭାଇ ଖଗେଶ୍ୱର ନାଏକ(୩୫) ଆର କାତ୍ତିକ ନାଏକ(୩୨)। ଉଭଏ ନିହାତି ଗରିବ୍‌ ହେଇଥିଲାବେଲେ ଗୁଟେ ଝାଟି ମାଟିର କୁରିଆରେ ତାରପଲିନ ଢାପି ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?