Home Left

ଜମି ଅଧିକାର ସୁରକ୍ଷା କମିଟି ପକ୍ଷରୁ ଜିଲାପାଳଙ୍କୁ ସ୍ମାରକପତ୍ର

ଯାଜପୁର ଟାଉନ,୨୪ା୬(ଡି.ଏନ.ଏ.)- ପୁରୁଷାନୁକ୍ରମେ ଚାଷବାସ କରି ଜୀବିକା ନିର୍ବାହ କରିଆସୁଥିବା ଜମିରେ ଚାରାରୋପଣ ବନ୍ଦ କରିବା, ଦୀର୍ଘଦିନ ଧରି ଦଖଲିକୃତ ଅନାବାଦୀ ଜମିକୁ ଅବିଳମ୍ବେ ପଟ୍ଟା ଯୋଗାଇଦେବା ଆଦି ଦାବିରେ ଜମି ଅଧିକାର ସୁରକ୍ଷା କମିଟି, ସୁକିନ୍ଦା ପକ୍ଷରୁ କର୍ମକର୍ତ୍ତାମାନେ ସୋମବାର…

ପ୍ରଥମ ଶ୍ରେଣୀରୁ ପାସ୍‌ ଫେଲ ପୁନଃପ୍ରଚଳନ ଦାବି ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଯାଜପୁର ଟାଉନ,୨୪ା୬(ଡି.ଏନ.ଏ.)- ଚଳିତ ଶିକ୍ଷାବର୍ଷରେ ପ୍ରଥମ ଶ୍ରେଣୀରୁ ପାସ୍‌ ଫେଲ ବ୍ୟବସ୍ଥା ପୁନଃପ୍ରଚଳନ କରିବା ଓ ଶିକ୍ଷାକ୍ଷେତ୍ରରେ ଥିବା ବହୁବିଧ ସମସ୍ୟା ଦୂର କରିବା ଦାବିରେ ସୋମବାର ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଜିଲା କମିଟି ପକ୍ଷରୁ ଯାଜପୁର ଟାଉନଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରକାଶଥାଉକି,…

ରାଜେନ୍ଦ୍ର ହତ୍ୟା ଘଟଣାର ପର୍ଦ୍ଦାଫାଶ, ମୁଖ୍ୟ ଅଭିଯୁକ୍ତ ଗିରଫ

ଟିଟିଲାଗଡ଼, ୨୪।୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ଘଣ୍ଟବାହାଲି ଗ୍ରାମର ରାଜେନ୍ଦ୍ର ଛତର ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଉଜ୍ଜ୍ୱଳମଣୀ ବାଗଙ୍କୁ ପୋଲିସ ଗିରଫ କରିଛି। ସୋମବାର ଟିଟିଲାଗଡ ଥାନା ପରିସରରେ…

ପାକିସ୍ତାନ ଚୟନକର୍ତ୍ତା କିମ୍ବା ଟିମ୍‌ ମ୍ୟାନେଜର ହୋଇପାରନ୍ତି ମହସିନ

କରାଚୀ, ୨୪ା୬ (ପି.ଟି.)-ପୂର୍ବତନ ଟେଷ୍ଟ ବ୍ୟାଟ୍ସମ୍ୟାନ ଏବଂ ମୁଖ୍ୟ କୋଚ୍‌ ମହସିନ ହସନ ଖାଁ ପାକିସ୍ତାନ କ୍ରିକେଟରେ ପୁଣି କୌଣସି ଗୁରୁତ୍ୱପୂର୍ଣ୍ଣ ପଦବୀକୁ ଫେରିପାରନ୍ତି। ଚଳିତ ଆଇସିସି ବିଶ୍ୱକପ୍‌ ପରେ ସେ ମୁଖ୍ୟ ଚୟନକର୍ତ୍ତା କିମ୍ବା ଜାତୀୟ ଟିମ୍‌ ମ୍ୟାନେଜର ପଦବୀରେ…

ଗୁଣେଶ୍ୱରନ ବିଜୟୀ

ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତ ଅଗ୍ରଣୀ ପୁରୁଷ ସିଙ୍ଗଲ୍ସ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ତୁର୍କୀରେ ଆଣ୍ଟାଲ୍ୟା ଓପନ୍‌ ଏଟିପି ୨୫୦ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସୋମବାର ପ୍ରତିଯୋଗିତାର ଏକ ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡ ମ୍ୟାଚରେ ସେ ସର୍ବିୟାର…

ଜଳିଗଲା ଟମାଟୋ ବୋଝେଇ ଟ୍ରକ

ବସ୍ତା, ୨୪।୬(ସ୍ବ.ପ୍ର.)- ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଭେଲୋରା -ରାଜଘାଟ ମଝିରେ ଏକ ଟମାଟୋ ବୋଝେଇ ଟ୍ରକ ସୋମବାର ମଧ୍ୟାହ୍ନରେ ହଠାତ୍‌ ଜଳିଯାଇଥିବା ଜଣାପଡିଛି । ଆନ୍ଧ୍ରପ୍ରଦେଶରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏହି ଟ୍ରକ (ନଂ.ଡବ୍ଲ୍ୟୁବି -୪୧-୦୫୧୦)ରେ ନିଆଁ…

ଆବର୍ଜନାରେ ଭର୍ତ୍ତି ଝୁମ୍ପୁରା ବଜାର ରାସ୍ତା

ଝୁମ୍ପୁରା, ୨୪।୬ (ଡି.ଏନ.ଏ.)-କେନ୍ଦୁଝର ଜିଲାର ଝୁମ୍ପୁରା ବଜରା, ପରିବା ମାର୍କେଟ, ସାପ୍ତାହିକ ହାଟ ବସୁଥିବା ଜାଗା, ଝୁମ୍ପୁରା ବଜାରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାରେ କୁଢ କୁଢ ଆବର୍ଜନା ଭର୍ତ୍ତି ହୋଇଛି। ବର୍ଷା ହେଲେ ଏହି ଆବର୍ଜନା ରାସ୍ତାରେ ଭାସୁଛି। ଖରାହେଲେ…

ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ବଦଳୁନି ସୂଚନାବୋର୍ଡ

ଝୁମ୍ପୁରା, ୨୪।୬(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ସୂଚନାର ଅଧିକାର ଅଧିନିୟମ-୨୦୦୫ର ଲେଖାଥିବା ସୂଚନା ବୋର୍ଡରେ ପ୍ରଥମ ଅପିଲ କର୍ତ୍ତୃପକ୍ଷଙ୍କ ନାମ ଲେଖା ନ ଥିବାବେଳେ, ଜନ ସୂଚନା ଅଧିକାରୀ ବିଜୟା ନନ୍ଦ ବେହେରା ଗତ ୨୦୧୮ ଡିସେମ୍ବର ମାସରୁ ଅବସର ନେଲେଣି।…

ମଦଭାଟି ଉପରେ ଚଢାଉ: ୪ ମହିଳାଙ୍କ ସମେତ ୯ ଗିରଫ

ଦାରିଙ୍ଗବାଡି,୨୪।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଏବଂ ଦାରିଙ୍ଗବାଡ଼ି ଥାନା ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧୧୫ ଲିଟର ଦେଶୀ ଚୋରାମଦ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ୪ ମହିଳା ଓ ୫ ପୁରୁଷଙ୍କୁ ଗିରଫ କରାଯାଇଥିବା ଉଭୟ ଥାନା…

ଫ୍ରିଜ୍‌ରେ ଆଳୁ ରଖୁଥିଲେ ସାବଧାନ, ହୋଇପାରେ କ୍ୟାନସର

ଆଳୁର ସେବନ ସଭିଙ୍କୁ ପସନ୍ଦ। ଅଧିକାଂଶ ବ୍ୟଞ୍ଜନରେ ଏହାର ବ୍ୟବହାର କରାଯାଇଥାଏ। କିନ୍ତୁ କିଛି ଲୋକ ଏହାକୁ ଫ୍ରିଜ୍‌ରେ ରଖିଦିଅନ୍ତି; ଯାହା ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ହାନିକାରକ। କାରଣ ଆଳୁ ଫ୍ରିଜ୍‌ରେ ରହିବା ପରେ କମ୍‌ ତାପମାତ୍ରା ଯୋଗୁ ଏଥିରେ ମହଜୁଦ୍‌…

ଯେଉଁଠି କାଦୁଅ ବୋଳାଯାଇ ବରଯାତ୍ରୀଙ୍କୁ କରାଯାଏ ସ୍ବାଗତ…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ବିବାହ ଉତ୍ସବରେ ବରଯାତ୍ରୀଙ୍କୁ ଭଲ ଭାବେ ଚର୍ଚ୍ଚା କରାଯାଇଥାଏ। ତେବେ ଛତିଶଗଡ଼ ମାଝିଂ ଜନଜାତି ସମାଜରେ କନ୍ୟା ପକ୍ଷ ବରଯାତ୍ରୀଙ୍କୁ କାଦୁଅ ବୋଳି ସ୍ବାଗତ କରିଥାନ୍ତି। ଏହାକୁ ଦେଖିବାକୁ ଲୋକେ ରୁଣ୍ଢ…

ମଶାଙ୍କ ଜିନ୍‌ରୁ ମ୍ୟାଲେରିଆ ଚିକିତ୍ସା

ଗିଲୋଙ୍ଗ୍‌ ସ୍ଥିତ କମନ୍‌ୱେଲ୍‌ଥ ସାଇଣ୍ଟିିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ୍‌ ଅର୍ଗାନାଇଜେସନ୍‌ର ବୈଜ୍ଞାନିକମାନେ ମଶାଙ୍କ ଶରୀରରେ ବାଗୋ ନାମକ ଏକ ପ୍ରୋଟିନ୍‌ର ସନ୍ଧାନ କରିଛନ୍ତି। ଏହାପୂର୍ବରୁ ମହୁମାଛିଙ୍କ ଶରୀରରେ ଏହି ପ୍ରୋଟିନ୍‌ ମିଳିଥିଲା। ମଶାଙ୍କୁ ଏହି ପ୍ରୋଟିନ୍‌ ସଂକ୍ରମିତ କୋଷିକାଠାରୁ ରକ୍ଷାକରିଥାଏ ଏବଂ ଆକ୍ରମଣକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?