Home Left

କର୍ନାଟକରେ ଏକାକି ନିର୍ବାଚନ ଲଢିବ କଂଗ୍ରେସ

ବେଙ୍ଗାଲୁରୁ,୨୪।୬: ଗତ ଲୋକ ସଭା ନିର୍ବାଚନରେ କର୍ନାଟକରେ ଶୋଚନୀୟ ପରାଜୟ ପରେ ଏବେ ଆତ୍ମମନ୍ଥନ କରୁଛି କଂଗ୍ରେସ। ଏହି ପରାଜୟ ପାଇଁ ଦଳ ରାଜ୍ୟରେ ଜନତା ଦଳ ସେକ୍ୟୁଲାର(ଜେଡିଏସ୍‌) ସହ ମେଣ୍ଟକୁ ଦାୟୀ କରୁଛି। ବିରପ୍ପା ମୋଇଲିଙ୍କ ପରେ କେ ଏଚ୍‌…

ସଂସଦରେ ଆଗତ ହେଲା ଜମ୍ମୁ-କଶ୍ମୀର ଆରକ୍ଷଣ ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୨୪।୬: ସଂସଦରେ ଜମ୍ମୁ-କଶ୍ମୀର ଆରକ୍ଷଣ ସଂଶୋଧନ ବିଲ୍‌ ସମେତ ଆଧାର ସଂଶୋଧନ ତଥା ଅନ୍ୟ ବିଲ୍‌ ଆଗତ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ପକ୍ଷରୁ ଜମ୍ମୁ-କଶ୍ମୀର ଆରକ୍ଷଣ ସଂଶୋଧନ ବିଲ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ କିଶନ ରେଡ୍ଡୀ ଆଗତ କରିଥିଲେ। ସେହିପରି ଆଧାର…

ସିଏମ୍‌ସି କମିଶନର ଭାବେ ଯୋଗଦେଲେ ଅନନ୍ୟା ଦାସ

କଟକ ଅଫିସ, ୨୪।୬: କଟକ ମହାନଗର ନିଗମ(ସିଏମ୍‌ସି)ର କମିଶନର ଭାବେ ଅନନ୍ୟା ଦାସ ସୋମବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସହରର ଉନ୍ନତିମୂଳକ କାର୍ଯ୍ୟପ୍ରତି ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି। ସହରବାସୀ ଯେପରି ଜଳବନ୍ଦୀରୁ ମୁକ୍ତି ପାଇପାରିବେ ସେ ଦିଗରେ ପଦକ୍ଷେପ…

ନିଜକୁ ଫିଟ୍‌ ରଖିବାକୁ ବିରିୟାନୀ ଖାଇବା ଛାଡ଼ିିଦେଇଛନ୍ତି ଖେଳାଳି

ସାଉଥାମ୍ପଟନ୍‌, ୨୪।୬: ବିଶ୍ୱକପରେ ପ୍ରଥମ ମ୍ୟାଚ ଖେଳି ସଫଳତା ପାଇଛନ୍ତି ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସାମି। ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଆହତ ଭୁବନେଶ୍ୱର କୁମାରଙ୍କ ସ୍ଥାନରେ ଖେଳୁଥିବା ସାମି ବିଶ୍ୱକପରେ ଦ୍ୱିତୀୟ ଭାରତୀୟ ଭାବେ ହ୍ୟାଟ୍ରିକ୍‌ ଅର୍ଜନ କରିଛନ୍ତି। ଗତ…

ସ୍ନାନବେଦିରେ ବିଶୃଙ୍ଖଳା ଘଟଣା: ୨ ସେବାୟତ ନିଲମ୍ବିତ

ପୁରୀ ଅଫିସ: ୨୪।୬: ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ୱେ ସ୍ନାନବେଦିରେ ବିଶୃଙ୍ଖଳା ହୋଇଥିଲା। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମ ମାନି ଦାରୁବିଗ୍ରହଙ୍କ ସ୍ନାନନୀତି ଶୃଙ୍ଖଳିତ କରିଥିବା ବେଳେ ଅଳ୍ପ କେତେଜଣ ବ୍ୟବସ୍ଥାବଳୀକୁ ଉଲ୍ଲଂଘନ କରିଛନ୍ତି।…

ବର୍ଷା ପାଇଁ ସ୍ବତନ୍ତ୍ର ନମାଜ ପଢିଲେ ମଦୁଲାଇ ମୁସଲମାନ

ମଦୁରାଇ,୨୪।୬: ତାମିଲନାଡୁରେ ଲୋକେ ଏବେ ଉତ୍କଟ ଜଳ ସମସ୍ୟା ଦେଇ ଗତି କରୁଛନ୍ତି। ଦେଶର କେତେକ ସ୍ଥାନରେ ମୌସୁମୀ ପ୍ରବେଶ କରିଥିବା ବେଳେ ତାମିଲନାଡୁରେ କିନ୍ତୁ ବର୍ଷା ହୋଇନାହିଁ। ଏଥିପାଇଁ ମୁସଲମାନମାନେ ଏକ ସ୍ବତନ୍ତ୍ର ନମାଜ ପାଠର ଆୟୋଜନ କରିଛନ୍ତି। ବର୍ଷା…

ମଦ ପିଇ ୧୧ ମହଲା ଝରକାରୁ ଖସିପଡ଼ି ଯୁବକ ମୃତ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ସୋମବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକ ଜଣଙ୍କ ମଦ ପିଇ ୧୧ ମହଲାରୁ ଖସିପଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ଦୟାନିଧି ସାହାଣୀ। ପ୍ରକାଶ ଯେ, ନୟାପଲ୍ଲୀ କ୍ରିଷ୍ଣା…

ବକ୍ସ ଅଫିିସ୍‌ରେ କମାଲ୍‌ କରୁଛି ଫିଲ୍ମ କବିର ସିଂହ: ୩ ଦିନରେ ୭୦କୋଟି

ମୁମ୍ବାଇ: ସାହିଦ କପୁରଙ୍କ ଫିଲ୍ମ କବିର ସିଂହ ରିଲିଜ ହୋଇସାରିଥିବା ବେଳେ ବକ୍ସ ଅଫିସ୍‌ରେ ଏବେ ଧମାଲ୍‌ କରୁଛି। ପ୍ରଥମ ଦିନରୁ ଏହି ଫିଲ୍ମ ୨୦ କୋଟି ଟଙ୍କା ଆୟ କରିସାରିଥିବା ବେଳେ ଶନିବାର ୨୩ କୋଟି ଓ ରବିବାର ଛୁଟିରେ…

ମହିଳା ଜାତୀୟ ବକ୍ସିଂ ଖେଳାଳିଙ୍କ ପାଇଁ ବର ଖୋଜୁଥିଲେ ମା’: ଲିଙ୍ଗ ପରିବର୍ତ୍ତନ କରି ଘରକୁ ଫେରିଲେ ଝିଅ

ଲକ୍ଷ୍ନୌ, ୨୪।୬: ଉତ୍ତର ପ୍ରଦେଶର କାନପୁରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ମହିଳା ଜାତୀୟ ବକ୍ସିଂ ଖେଳାଳି ପ୍ରିୟଙ୍କା ପାଲ୍‌ ଲିଙ୍ଗ ପରିବର୍ତ୍ତନ କରି ପୁଅ ବେଶରେ ଘରକୁ ଫେରିଛନ୍ତି। ପ୍ରିୟଙ୍କାଙ୍କ ପାଇଁ ଉପଯୁକ୍ତ ବରପାତ୍ର ଖୋଜିବାକୁ ତାଙ୍କ ମା’…

ଭାଙ୍ଗିବ ଚନ୍ଦ୍ରାବାବୁଙ୍କ ବିଳାସମୟ କୋଠା: ମୁଖ୍ୟମନ୍ତ୍ରୀ ଜଗନ ମୋହନ ଦେଲେ ନିର୍ଦ୍ଦେଶ

ହାଇଦ୍ରାବାଦ,୨୪।୬: ଆନ୍ଧ୍ରପ୍ରଦେଶ ଅମରାବତୀରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ବାସଭବନ ‘ପ୍ରଜା ବେଦିକା’ ଏବେ ଭାଙ୍ଗିବାକୁ ଯାଉଛି। ଏନେଇ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀ। ମଙ୍ଗଳବାରଠାରୁ ଏହି କୋଠା ଭାଙ୍ଗିବା କାର୍ଯ୍ୟ ଆରମ୍ଭ…

ଦିଦିଙ୍କ ବଙ୍ଗାଳି ଛବି ବିଗାଡିବାକୁ ପଶ୍ଚିମବଙ୍ଗରେ ଦୁର୍ଗାପୂଜା ଆୟୋଜନ କରିପାରେ ଭାଜପା

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ଗତ ଲୋକ ସଭା ନିର୍ବାଚନରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ଖୁବ୍‌ ଉତ୍ସାହିତ ଥିବା ଦେଖାଯାଇଛି। କାରଣ ଏଥର ଦୁର୍ଗାପୂଜାରେ ଭାଜପା ରାଜ୍ୟର ସବୁ ସ୍ଥାନରେ ଭାଗ ନେବାକୁ ଆଗଭର ହୋଇଥିବା ଲକ୍ଷ୍ୟ କରାଯାଇଛି।…

କାରଗୀଲ୍‌ ବିଜୟ ଦିବସକୁ ପୂରିଲା ୨୦ ବର୍ଷ: ମିରାଜ୍‌ ଯୁଦ୍ଧ ବିମାନର ପ୍ରଦର୍ଶନ କଲା ଭାରତୀୟ ବାୟୁସେନା

ଗ୍ବାଲିୟର,୨୪।୬: କାରଗୀଲ୍‌ ବିଜୟ ଦିବସକୁ ସୋମବାର ୨୦ ବର୍ଷ ପୂରିଛି। ଏହି ଅବସରରେ ମଧ୍ୟପ୍ରଦେଶ ଗ୍ବାଲିୟରସ୍ଥିତ ଭାରତୀୟ ବାୟୁସେନାର ମହାରାଜପୁର ଏୟାରବେସ୍‌ଠାରେ ଯୁଦ୍ଧରେ ଅଂଶଗ୍ରହଣ କରିଥିବା ମିରାଜ୍‌ ଯୁଦ୍ଧ ବିମାନର ପ୍ରଦର୍ଶନ କରାଯାଇଥିଲା। ଏହା ସହିତ ମିଗ୍‌ ଓ ସୁଖୋଇ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?