Home Left

ଫେରୀଘାଟକୁ ନେଇ ବିବାଦ : ଯାତ୍ରୀ ନେବାକୁ ୨ ନିଲାମଧାରୀଙ୍କ ମଧ୍ୟରେ ପ୍ରତିଯୋଗିତା

କୁଜଙ୍ଗ,୨୪ା୬(ସ୍ବ.ପ୍ର.): କୁଜଙ୍ଗ ବ୍ଲକ ଜିଲାନାସୀ ପଞ୍ଚାୟତ ଦେଇ ପ୍ରବାହିତ ପାଇକା ନଦୀରେ ଫେରୀଘାଟ ପରିଚାଳନାକୁ କେନ୍ଦ୍ରକରି ବିବାଦ ସୃଷ୍ଟି ହୋଇଛି। ଉଭୟ ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲା ପକ୍ଷରୁ ୨ଟି ଫେରିଘାଟ ପରିଚାଳିତ ହେଉଥିବାରୁ ଦୁଇ ଜିଲାର ନିଲାମଧାରୀଙ୍କ ମଧ୍ୟରେ ଏକ…

ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ

ବିଞ୍ଝାରପୁର,୨୪ା୬(ଡି.ଏନ.ଏ): ବିଞ୍ଝାରପୁର ବ୍ଲକ ଅଧୀନ ସିଂହପୁର ଖରସ୍ରୋତା ନଦୀରେ କୁମ୍ଭୀର କିଛିଦିନ ତଳେ ଦେଖିବାକୁ ମଳିଥିଲ। ଏହି ଘଟଣାପରେ ନଦୀକୁ ଲୋକେ ଯିବାକୁ ଭୟ ମନେ କରୁଛନ୍ତି। ହେଲେକ ଶନିବାର ଅପରାହ୍ନାରେ ଏକ ଥଣ୍ଟିଆଳ କୁମ୍ଭୀର ଘଣ୍ଟିଆଳି ସଲଗ୍ନ ଖରସ୍ରୋତା ନଦୀରେ…

ଚାଷରୁ ବିମୁଖ ହେଉଛନ୍ତି ଚାଷୀ : କୃଷି, ସମବାୟ ବିଭାଗ ଦାୟୀ ବୋଲି ଅଭିଯୋଗ ଆଣିଲେ ଚାଷୀ

ଧର୍ମଶାଳା,୨୪ା୬(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଞ୍ଚଳର ବହୁ ଚାଷୀ ଏବେ ଚାଷ ପ୍ରତି ବିମୁଖ ହେଉଛନ୍ତି। ଏହି ଅଞ୍ଚଳରେ ୭୦ ପ୍ରତିଶତ ଲୋକେ ଚାଷ ଉପରେ ନିର୍ଭର କରିଥାନ୍ତି। ମାତ୍ର ଚାଷରୁ ପୂର୍ବଭଳି ଲାଭ ହେଉ ନ ଥିବାରୁ ଚାଷୀ…

ଟଙ୍କା ନ ଦେବାରୁ ଡାକ୍ତରଖାନାରେ ୧୧ ଘଣ୍ଟା ପଡ଼ିରହିଲା ମୃତଦେହ

କେନ୍ଦ୍ରାପଡ଼ା ଅଫିସ, ୨୪ା୬: ରାଜ୍ୟର ଘରୋଇ ଚିକିତ୍ସାଳୟଗୁଡିକରେ କିଭଳି ମନମାନି ଚାଲିଛି ତା’ର ଏକ ଉଦାହରଣ ଦେଖିବାକୁ ମିଳିଛି ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ। କେନ୍ଦ୍ରପଡ଼ା ଜିଲା ମାର୍ଶାଘାଇ ଅଞ୍ଚଳରୁ ଚିକିତ୍ସା ପାଇଁ ଆସିଥିବା ଜଣେ ବ୍ୟକ୍ତିଙ୍କ ପୁଅର ମୃତ୍ୟୁ ଘଟିବା…

ଚାଷ ଜମିରେ ଲୁଣାପାଣି : ଚାଷୀଙ୍କ ଆନ୍ଦୋଳନ

ମହାକାଳପଡା,୨୪ା୬(ଡି.ଏନ୍‌.ଏ.): ମହାକାଳପଡା ବ୍ଲକ ଖରିନାସୀ ପଞ୍ଚାୟତ ଅନ୍ତର୍ଗତ ବାରଶହ ଏକର ଅଞ୍ଚଳ ଚାଷ ଜମି ପାର୍ଶ୍ୱରେ ଚିଙ୍ଗୁଡି ବ୍ୟବସାୟୀମାନେ ବେଆଇନ ଭାବେ ଘେରି ନିର୍ମାଣ କରିଛନ୍ତି। ଘେରିର ଲୁଣାଜଳ ଚାଷ ଜମିରେ ପ୍ରବେଶ କରାଉଛନ୍ତି। ଫଳରେ ଚାଷ ଜମିଗୁଡିକ ନଷ୍ଟ ହେଉଛି।…

ପୋଖରୀରେ ବିଷ : ମରି ଭାସୁଛନ୍ତି ମାଛ

ଖଣ୍ଡପଡ଼ା,୨୪ା୬ (ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତ ନିକଟସ୍ଥ ଭରତ ସାମନ୍ତରାୟ ପୋଖରୀରେ କେହି ଦୁର୍ବୃତ୍ତ ବିଷ ପକାଇ ଦେଇଥିବା ଅଭିଯୋଗ ହୋଇଛି। ଏଥିଯୋଗୁ ରବିବାର ସକାଳେ ପ୍ରଚୁର ମାଛ ମରି ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ସୂଚନାଯୋଗ୍ୟ, ସ୍ଥାନୀୟବାସୀ…

ପିଡିଙ୍କ ଭାପୁର ବ୍ଲକ ଗସ୍ତସ୍ବଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ ନେଇ ତାଗିଦ୍‌

ଦ୍ଭାପୁର/ଖଣ୍ଡପଡ଼ା,୨୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.): ନୟାଗଡ଼ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅନାମ ଚରଣ ପାତ୍ରଙ୍କ ଭାପୁର ବ୍ଲକ ଗସ୍ତ ଅବସରରେ ଶନିବାର ବ୍ଲକ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ସ୍ବଚ୍ଛ ଭାରତ ମିଶନ ଯୋଜନାର କାର୍ଯ୍ୟକାରିତାରେ ଅବହେଳା ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ରଣପୁର ଏନ୍‌ଏସିରେ ଦୁର୍ନୀତି ଅଭିଯୋଗ : କାର୍ଯ୍ୟାଦେଶ ସତ୍ତ୍ୱେ ହିତାଧିକାରୀ ଆବାସ ଯୋଜନାରୁ ବଞ୍ଚିତ

ରଣପୁର,୨୪ା୬(ସ୍ବ.ପ୍ର.): ନୟାଗଡ଼ ଜିଲାରେ ପ୍ରକୃତ ହିତାଧିକାରୀ ପିସି ଦେଇ ନ ପାରି ପକ୍କା ଘରଖଣ୍ଡେ ପାଇବାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହେଉଛି। ଉଲ୍ଲେଖଯୋଗ୍ୟ, ୨୦୧୯ ସୁଦ୍ଧା ରାଜ୍ୟର ସମସ୍ତ କଚ୍ଚାଘରକୁ ପକ୍କାଘର କରାଯିବ ବୋଲି ନିର୍ବାଚନୀ ଇସ୍ତାହାରରେ ରାଜ୍ୟ ସରକାର ପ୍ରତିଶୃତି…

ବହୁ ରୋଗରୁ ଦୂରେଇ ରଖେ ଏହି ରସ…

ବ୍ରାହ୍ମୀ ଏକ ପ୍ରକାର ଔଷଧୀୟ ଗୁଳ୍ମ। ଏହା ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାରେ ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ। ସକାଳେ ଅଭ୍ୟାସ କରି ଚାମଚେ ବ୍ରାହ୍ମୀ ରସ ପିଇଲେ ଅନେକ ଫାଇଦା ମିଳିଥାଏ । ଏପରି କଲେ ଶରୀର ସୁସ୍ଥ ରହିବା…

ମହିଳା ହକି:ଜାପାନକୁ ହରାଇ ଭାରତ ଚାମ୍ପିୟନ

ହିରୋଶିମା, ୨୩ା୬ (ପି.ଟି.)- ଭାରତ ଏଫ୍‌ଆଇଏଚ୍‌ ମହିଳା ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଦଳ ୩-୧ ଗୋଲରେ ଜାପାନକୁ ପରାସ୍ତ କରିଛି। ଖେଳର ତୃତୀୟ ମିନିଟ୍‌ରେ ଅଧିନାୟିକା ରାଣୀ ରାମପାଲ ଏକ ଗୋଲ ସ୍କୋର…

ଯବାନଙ୍କ ଗଳାକାଟି ହତ୍ୟା କଲେ ମାଓବାଦୀ

ମାଲକାନଗିରି, ୨୩ା୬ (ସ୍ବ.ପ୍ର.)-ସୀମାନ୍ତରେ ପୁଣି ଲାଲବାହିନୀ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ସେମାନେ ଜଣେ ଯବାନଙ୍କ ଗଳାକାଟି ହତ୍ୟା କରିଛନ୍ତି। ଛତିଶଗଡ଼ର ବିଜାପୁର ଜିଲା ମିରତୁରରେ ରବିବାର ଏପରି ଦୁଃଖଦ ଘଟଣା ଘଟିଛି। ମୃତ ଯବାନ ଜଣକ ହେଲେ ଚିନ୍ତୁ କଡକି।…

ବିଶ୍ୱ ବଜାରରେ ପହଞ୍ଚୁ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଉତ୍ପାଦ

ଭୁବନେଶ୍ୱର,୨୩। ୬: ଖାଦ୍ୟ ସାମଗ୍ରୀ ଯୋଗାଣ ଦ୍ୱାରା ଅନ୍ତର୍ଜାତୀୟ ସ୍ତରରେ ବିଭିନ୍ନ ଦେଶକୁ ନିୟନ୍ତ୍ରଣ କରାଯାଇ ପାରିବ। ଆମେରିକା, ଚାଇନା କିମ୍ବା ଅନ୍ୟ ଯେକୌଣସି ଦେଶ ହେଉ ପଛେ ଏଭଳି ପଦକ୍ଷେପ ଦ୍ୱାରା ଘରୋଇ ବଜାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?