ମେମୁ ହେବ ପୂର୍ବତଟ ରେଳପଥର ପାସେଞ୍ଜର ଟ୍ରେନ
ଭୁବନେଶ୍ୱର,୨୩-୬: ଖୋର୍ଦ୍ଧା ରୋଡଠାରେ ଥିବା ମେମୁ ସେଡ୍ର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣକୁ ରେଲଓ୍ବେ ବୋର୍ଡ ପକ୍ଷରୁ ଅନୁମୋଦନ ମିଳିଛି। ଏହା ଦ୍ୱାରା ପୂର୍ବତଟ ରେଳପଥର ସମସ୍ତ ପାସେଞ୍ଜର ଟ୍ରେନକୁ ଆଗାମୀ ୨ ବର୍ଷ ମଧ୍ୟରେ ମେମୁ ଟ୍ରେନରେ ରୂପାନ୍ତରିତ କରାଯିବାକୁ ଲକ୍ଷ୍ୟ…
ରଥରେ ଯାନ୍ତି ଗନ୍ଧର୍ବ, ଯକ୍ଷ ଓ ଅପ୍ସରା
ପୁରୀ ଅଫିସ, ୨୩ା୬: ବିଶ୍ୱବ୍ରହ୍ମାଣ୍ଡର ହିତ ନିମନ୍ତେ ଅନୁଷ୍ଠିତ ହୋଇଥାଏ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା। ଏଥିପାଇଁ ପ୍ରତିବର୍ଷ ତିନିଗୋଟି ରଥ ନିର୍ମିତ ହୋଇଥାଏ। ଏହି ରଥରେ ଚତୁର୍ଦ୍ଧାବିଗ୍ରହଙ୍କ ସହିତ ରାମ, କୃଷ୍ଣ ଓ ମଦନମୋହନ ଯାଇଥାନ୍ତି। ଏଥିସହିତ ଗନ୍ଧର୍ବ, ଯକ୍ଷ…
ଓଷୁଅ ଲାଗି ହେଲେ ଠାକୁର
ପୁରୀ ଅଫିସ, ୨୩ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଏବେ ଜ୍ୱରରେ ପୀଡିତ। ଜ୍ୱରରୁ ଉପଶମ ପାଇବା ପାଇଁ ଅଣସର ଘରେ ଚତୁର୍ଦ୍ଧାବିଗ୍ରହଙ୍କର ଚାଲିଛି ଗୁପ୍ତ ସେବା। ଭିତର ଅଣସର ପିଣ୍ଡିରେ ଚାଲିଥିବା…
ବିବାହର ୧୫ ଦିନ ପରେ ସ୍ବାମୀକୁ ଲୁଟି ସ୍ତ୍ରୀ ଫେରାର
ରୋହତକ, ୨୩।୬: ବେଳେବେଳେ ଅଜବ ଖବର ଲୋକଲୋଚନକୁ ଆସିଥାଏ, ଯାହା ଶୁଣିଲେ ମଧ୍ୟ ବିଶ୍ୱାସ କରିହୁଏ ନାହିଁ। କିନ୍ତୁ ଘଟଣା ସତ୍ୟ। ଏହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ହରିୟାଣାର ଜିନ୍ଦ୍ ଜିଲାରେ। ନିଜ ସ୍ବାମୀଙ୍କୁ ଲୁଟି ଫେରାର ହୋଇ ଯାଇଛନ୍ତି…
ପତ୍ନୀଙ୍କ ସହ ଚାଲିଲେ ପୁରୁଷଙ୍କ ଗତି ୭ ପ୍ରତିଶତ ହ୍ରାସ ପାଏ
ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି ଯେ ଜଣେ ବ୍ୟକ୍ତି ଯଦି ନିଜ ପତ୍ନୀ ଅବା ଗର୍ଲ ଫ୍ରେଣ୍ଡଙ୍କ ସହ ଚାଲି ଚାଲି ଯାଆନ୍ତି ତେବେ ତାଙ୍କର ଚାଲିବାର ଗତି ୭ ପ୍ରତିଶତ କମି ଯାଇଥାଏ। ଆଉ ସେହି ବ୍ୟକ୍ତି ଯଦି…
ଅଣ-ଗାନ୍ଧୀ ପରିବାର ବ୍ୟକ୍ତିଙ୍କୁ କଂଗ୍ରେସ ଅଧ୍ୟକ୍ଷ କରାଯାଉ: ମଣିଶଙ୍କର
ନୂଆଦିଲ୍ଲୀ, ୨୩।୬: କଂଗ୍ରେସ ଅଧ୍ୟକ୍ଷ ପଦରେ ରାହୁଲ ଗାନ୍ଧୀ ରହିବେ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଦଳର ବରିଷ୍ଠ ନେତା ମଣିଶଙ୍କର ଆୟାରଙ୍କ ଏକ ମନ୍ତବ୍ୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଅଣ-ଗାନ୍ଧୀ ପରିବାର ବ୍ୟକ୍ତିଙ୍କୁ କଂଗ୍ରେସ…
ଏହି ତିନି ଦିନ କାମାକ୍ଷା ମନ୍ଦିରରେ ପ୍ରବେଶ କରନ୍ତିନି କେହି…
ଗୌହାଟି ଅନ୍ତର୍ଗତ ନୀଳାଚଳ ପାହାଡ଼ରେ ସ୍ଥିତ ପୀଠରେ ବିରାଜିତ ମା’ କାମାକ୍ଷାଙ୍କୁ ମା’ ସତୀ ମଧ୍ୟ କୁହାଯାଏ। ଏଠାରେ ଦେବୀ ସତୀଙ୍କ ଯୋନି ପଡିଛି ବୋଲି ପୁରାଣରେ ବର୍ଣ୍ଣନା କରାଯାଇଛି। ତେଣୁ ଏଠାରେ ମା’ଙ୍କ ଯୋନି ପୂଜା କରାଯାଏ। ନୀଳାଚଳକୁ ମଧ୍ୟ…
‘ରାମକଥା’ ଉତ୍ସବ ଚାଲିଥିବାବେଳେ ଭୁଶୁଡିଲା ମଞ୍ଚ: ୧୪ ମୃତ
ଜୟପୁର, ୨୩।୬: ରାଜସ୍ଥାନର ବାରମେରରେ ‘ରାମକଥା’ ଉତ୍ସବ ଚାଲିଥିଲାବେଳେ ମଞ୍ଚ ଭୁଶୁଡି ପଡିଛି। ଫଳରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪୫ଜଣ ଆହତ ହୋଇଛନ୍ତି। ହଠାତ୍ ବର୍ଷା ପବନ ଆସିବାରୁ ପେଣ୍ଡାଲ ଭୁଶୁଡି ପଡିଥିଲା ବୋଲି ଜଣାପଡିଛି। ମଞ୍ଚ ଉପରେ ‘ରାମକଥା’ ଚାଲିଥିଲାବେଳେ…
କୋହଲି, ବୁମରାଙ୍କୁ ମିଳିବ ବିଶ୍ରାମ
ନୂଆଦିଲ୍ଲୀ,୨୩ା୬: ଭାରତୀୟ ଅଧିନାୟକ ବିରାଟ କୋହଲି ଓ ପେସର ଯଶପ୍ରୀତ ବୁମରାଙ୍କୁ ଆଗାମୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ସୀମିତ ଓଭର କ୍ରିକେଟ ସିରିଜ୍ରୁ ବିଶ୍ରାମ ଦିଆଯିବ। ଏହି ସିରିଜ୍ ୟୁନାଇଟେଡ୍ ଷ୍ଟେଟ୍ସ ଅଫ୍ ଆମେରିକାରେ ଅଗଷ୍ଟ ୩ ତାରିଖରୁ ଖେଳାଯିବ। ଦିନିକିଆ…
ହୃଦ୍ରୋଗ ଓ କ୍ୟାନସର ଦୂର କରେ ଅଶ୍ୱଗନ୍ଧା
ଅଶ୍ୱଗନ୍ଧାରେ ନାନା ଔଷଧୀୟ ଗୁଣ ଭରି ରହିଛି। ଶରୀରରେ ରୋଗ ପ୍ରତିରୋଧକ କ୍ଷମତା ମଜଭୁତ କରିବାକୁ ଚାହୁଁଥିଲେ ଅଶ୍ବଗନ୍ଧା ବ୍ୟବହାର କରନ୍ତୁ। ଅଶ୍ୱଗନ୍ଧାର ଫଳ, ଫୁଲ ଏବଂ ଛେଲି ବିଭିନ୍ନ ରୋଗ ପାଇଁ ବ୍ୟବହାର କରାଯାଇଥାଏ। ବିଶେଷକରି ଏହାର ଚୂର୍ଣ୍ଣକୁ ସେବନ…
ବିବାହ ସାରି ଭାରତ ଫେରିଲେ ନୁସରତ ଜହାଁ
ପଶ୍ଚିମବଙ୍ଗର ଲୋକପ୍ରିୟ ଅଭିନେତ୍ରୀ ତଥା ଟିଏମସିର ନବନିର୍ବାଚିତ ଏମ୍ପି ନୁସରତ ଜହାଁ ବିବାହ ସାରି ଭାରତ ଫେରିଛନ୍ତି। ସ୍ବାମୀ ନିଖିଲ ଜୈନଙ୍କ ସହ ବିମାନ ବନନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା। ଗତ ୧୯ ତାରିଖରେ ବିବାହ ବନ୍ଧନରେ…
ଭିନ୍ନକ୍ଷମ କଇଁଛ ପାଇଁ ସ୍ବତନ୍ତ୍ର ହ୍ବିଲ୍ ଚେୟାର୍
ଲୁସିୟାନା, ୨୩।୬:ସାଧାରଣତଃ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଇଁ ହ୍ବିଲ୍ ଚେୟାର୍ ନିର୍ମାଣ କରାଯାଉଥିବା ଦେଖାଯାଏ। କିନ୍ତୁ ଲୁସିୟାନା ଷ୍ଟେଟ ୟୁନିଭରସିଟିର ଛାତ୍ର ଏବଂ ଡାକ୍ତରମାନେ ମିଶି ଏକ ଭିନ୍ନକ୍ଷମ କଇଁଛ ପାଇଁ ହ୍ବିଲ୍ ଚେୟାର୍ ନିର୍ମାଣ କରିଛନ୍ତି। ୧୫ ବର୍ଷ ବୟସ୍କ ଉକ୍ତ…

