ଗାଁ ଛାଡ଼ି ଯାଉନାହାନ୍ତି ହାତୀପଲ
ଔପଦା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମରେ ହାତୀ ଉପଦ୍ରବ ଥମିବାରେ ନାଁ ଧରୁନି। ଗତ ୪/୫ଦିନ ହେବ କୁଲଡ଼ିହା ଅଭୟାରଣ୍ୟରୁ ହାତୀମାନେ ପାହାଡ଼ ତଳକୁ ଆସି ରାତିରେ ଆଦିବାସୀ ଅଧ୍ୟୁଷିତ ଗଡ଼ସାହି ଗ୍ରାମରେ ପଶି…
ମିଳିଲାନି ଗୃହରକ୍ଷୀ ଚାକିରି: ଏସ୍ପି ଅଫିସ ସମ୍ମୁଖରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ
ସୋନପୁର,୨୨।୬(ନି.ପ୍ର.): ଗୃହରକ୍ଷୀ ଚାକିରି ନ ମିଳିବାରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ମାଣିକପୁର ଗ୍ରାମର ଚମୁରୁ ହାତୀଙ୍କ ପୁଅ ଗୁପ୍ତେଶ୍ୱର(୩୨) ଶୁକ୍ରବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୁବର୍ଣ୍ଣପୁର ଜିଲା ପୋଲିସ ଅଫିସ ତଥା ଏସ୍ପିଙ୍କ ଅଫିସ ସମ୍ମୁଖରେ ଗୁପ୍ତେଶ୍ୱର ନିଜ…
ବର୍ଷା ହେଲେ ବିଜୁଳି ସେବା ବନ୍ଦ
ବଇଣ୍ଡା,୨୨।୬(ଡି.ଏନ.ଏ.)-ସାମାନ୍ୟ ବର୍ଷା ହେଲେ ଘଣ୍ଟା ଘଣ୍ଟା ଧରି ବିଜୁଳି ସେବା ବନ୍ଦ କରି ଦିଆଯାଉଛି। ଫଳରେ କିଶୋରନଗର ବ୍ଲକ ଅଙ୍ଗପଡ଼ା, ତୁରୁଡ଼ା, ଆଡ଼ିକଟା, ନତଡ଼ା, ଢଡରପାଳ ଆଦି ଗ୍ରାମର ବାସିନ୍ଦାମାନେ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ସେହିପରି ସାମାନ୍ୟ ପବନ ବୋହିଲେ…
ବିବାହ ଉତ୍ସବ ପାଲଟିଲା ଶୋକାକୁଳ ପରିବେଶ : ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ଜୀବନ ଗଲା
ରୂପ୍ସା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଛାନୁଆ ପଞ୍ଚାୟତ ଅନ୍ତର୍ଗତ ସୋଲପଟା ବଗଚରା ଗ୍ରାମରେ ଶନିବାର ଏକ ବିବାହ ଭୋଜି ଧୁମ୍ଧାମ୍ରେ ଚାଲିଥିବା ବେଳେ ଘଟିଛି ଏକ ଦୁଃଖଦ ଘଟଣା। ଭୋଜିରେ ଯୋଗ ଦେବାକୁ ଆସିଥିବା ୨ ନାବାଳିକା ଘରପାଖ…
ଫୁଲୁରୀ ତେଲ ଲାଗିହେଲେ ମହାପ୍ରଭୁ
ପୁରୀ ଅଫିସ, ୨୨ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଶ୍ରୀବିଗ୍ରହଙ୍କ ସେବାରେ ଲାଗିପଡ଼ିିଛନ୍ତି। ଅଣସର ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ଶନିବାର ଫୁଲୁରୀ…
ରାସ୍ତାକଡ଼ରୁ ପେଟିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
ଭଦ୍ରକ ଅଫିସ, ୨୨।୬: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ତ୍ରିଶଳପୁର ଦାଣ୍ଡବାସୁଳି ମନ୍ଦିର ନିକଟରୁ ଶନିବାର ପୂର୍ବାହ୍ନରେ ଏକ ପେଟି ଭିତରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଭଦ୍ରକ ଟାଉନ ଥାନା ପୋଲିସ ପହଞ୍ଚି…
ଏହି ଗଛରେ ଫଳେ ଟଙ୍କା
ବ୍ରିଟେନର ପିଙ୍କ ଜିଲାରେ ଏମିତି ଏକ ଗଛ ରହିଛି ଯେଉଁଥିରେ ଟଙ୍କା ଫଳେ ବୋଲି କୁହାଯାଏ। ତେବେ ଲକ୍ଷ୍ୟକଲେ ଦେଖାଯାଏ ଗଛର ଗଣ୍ଡିରେ ବିଭିନ୍ନ ଦେଶର କଏନ ଲାଗି ରହିଥାଏ। କେହି ଏହାକୁ ନେବାକୁ ସାହସ ମଧ୍ୟ କରନ୍ତି ନାହିଁ। ଲୋକକଥା…
ପ୍ରେମୀଯୁଗଳଙ୍କ ବିଚ୍ଛେଦ ପାଇଁ ଏହି ମନ୍ଦିରରେ ହୁଏ ପୂଜା…
ଉତ୍ତରପ୍ରଦେଶ ସାହାରନପୁରରେ ରହିଛି ଶ୍ରୀବାଲାଜୀ ମହାରାଜଙ୍କ ମନ୍ଦିର। ମନ୍ଦିରରେ ହନୁମାନଙ୍କ ବାଳ ସ୍ବରୂପ ପୂଜା ହୋଇଥାନ୍ତି। ଏଠାରେ ଯୁବତୀ ଯୁବକଙ୍କ ମୁଣ୍ଡରୁ ପ୍ରେମ ନିଶା ଉତ୍ତାରିବା ଲାଗି ପୂଜା କରାଯାଇଥାଏ । ସେଥିପାଇଁ ଏଠାରେ ଭୟରେ କୌଣସି ପ୍ରେମୀଯୁଗଳ ପାଦ ପକାଇ…
ଭାରତୀୟ ମହିଳା ରଗ୍ବୀ ଦଳର ଐତିହାସିକ ବିଜୟ
ନୂଆଦିଲ୍ଲୀ,୨୨।୬: ଭାରତୀୟ ମହିଳା ରଗ୍ବୀ ଦଳ ଇତିହାସ ସୃଷ୍ଟି କରିଛି। ଦଳ ଶନିବାର ତା’ର ପ୍ରଥମ ଅନ୍ତର୍ଜାତୀୟ ୧୫ଏସ୍ ବିଜୟ ହାସଲ କରିଛି। ଭାରତୀୟ ଦଳ ଏସିଆ ରଗ୍ବୀ ମହିଳା ଚାମ୍ପିୟନଶିପ୍ ଡିଭିଜନ ଓ୍ବାନରେ ସିଙ୍ଗାପୋରକୁ ହରାଇଛି। ଅନ୍ତିମ ମିନିଟ୍ରେ ସୁମିତ୍ରା…
୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ଓହରିପାରେ ଆଇଓଏ
ନୂଆଦିଲ୍ଲୀ,୨୨।୬: ୨୦୨୨ରେ ବର୍ମିଂହାମଠାରେ ହେବାକୁ ଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ଭାରତୀୟ ଅଲିମ୍ପିକ୍ ଆସୋସିଏଶନ (ଆଇଓଏ) ଓହରିଯାଇପାରେ। ପ୍ରତିଯୋଗିତାର ଇଭେଣ୍ଟ ତାଲିକାରେ ଶୁଟିଂ ଓ ଆର୍ଚେରି (ରିକର୍ଭ) ସାମିଲ ହେଉନାହିଁ। ଏହାକୁ ବିରୋଧ କରି ଆଇଓଏ ସାଧାରଣ ସମ୍ପାଦକ ରାଜୀବ ମେହଟା ଓହରିବାକୁ…
କର୍ମଚାରୀଙ୍କୁ ତାଗିଦା କଲେ ବିଧାୟକ: ପିସିମୁକ୍ତ ବ୍ଲକ ଗଠନ ପାଇଁ ଉଦ୍ୟମ ଆରମ୍ଭ
ହାଟଡିହୀ,୨୨ା୬ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ବିଭିନ୍ନ ବିଭାଗର କର୍ମଚାରୀମାନଙ୍କୁ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ହୁସିଆର ହୋଇ ଠିକ ରୂପେ କାର୍ଯ୍ୟ କରିବାକୁ କହିଛନ୍ତି । ଆୟୋଜିତ ଏକ ବୈଠକରେ ବିଧାୟକ ସରକାରୀ ଯୋଜନାର ସଫଳ ରୂପାୟନ…
ଏଠି ଚୁଇଁଗମ୍ ଖାଇଲେ ଦେବାକୁ ପଡ଼େ ଜରିମାନା
ଯଦି ଆପଣ କେଉଁଠିକୁ ବୁଲି ଯିବାକୁ ଚାହଁୁଛନ୍ତି, ତେବେ ଏପରି ଦେଶ ଚୟନ କରନ୍ତୁ ଯାହା ବୁଦ୍ଧିମାନର କାମ ହେବ। କାରଣ ଏହି ଦେଶ ବିଷୟରେ ଜାଣିବା ସହିତ ଏହାର ଚଳଣି, ପରମ୍ପରା, ନୀତି, ନିୟମ ଏବଂ କାନୁନ୍ ସମ୍ପର୍କରେ ମଧ୍ୟ…

