Home Left

୨୪ ଘଣ୍ଟାରେ ସମଗ୍ର ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ରାଜ୍ୟରେ ପ୍ରବେଶ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲାରେ ଅର୍ଥାତ୍‌ ୨୪ ଘଣ୍ଟା ମଧ୍ୟରେ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୌସୁମୀ ସମଗ୍ର ଓଡ଼ିଶାକୁ ଆଚ୍ଛାଦିତ…

ଭାଜପାରେ ଯୋଗଦେଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ ଶନିବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ଭାଜପା ରାଜ୍ୟ ସଭାପତି ତଥା କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ପୂର୍ବତନ ଆଇଏଏସ୍‌ ଅଫିସର ତଥା…

ବହୁ ପ୍ରତିକ୍ଷା ପରେ ବିହାର ପହଞ୍ଚିଲା ମୌସୁମୀ

ପାଟନା,୨୨।୬: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଥିବା ବିହାରବାସୀ ସାମାନ୍ୟ ଆଶ୍ୱସ୍ତି ଲାଭ କରିଛନ୍ତି। ଶୁକ୍ରବାର ସୁଦ୍ଧା ମୌସୁମୀ ବିହାର ଛୁଇଁଥିବା କୁହାଯାଉଛି। ଏହାର ପ୍ରଭାବରେ ଶୁକ୍ରବାର କିଛି ଅଂଶରେ ବର୍ଷା ହୋଇଥିବା ବେଳେ ଆଗାମୀ ୨ ଦିନରେ ସାରା ରାଜ୍ୟରେ…

ଶାଳକାଠ ବୋଝେଇ ପିକ୍‌ଅପ୍‌ ଗାଡ଼ି ଜବତ: ଅଭିଯୁକ୍ତ ଫେରାର

ପାଟଣା,୨୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ଧନୁର୍ଜୟପୁର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରୁ ଶନିବାର ସକାଳେ ପାଟଣା ବନ ବିଭାଗ ୫ ଖଣ୍ଡ ଶାଳକାଠ ଥିବା ଏକ ପିକ୍‌ଅପ୍‌ ଗାଡ଼ିକୁ ଜବତ କରିଛି। ତେବେ ବନ ବିଭାଗ କାଠ ମାଫିଆଙ୍କୁ ଧରିବାରେ…

୨୦ ଫୁଟ ଗଭୀର ସମୁଦ୍ର ତଳେ ପେଣ୍ଟିଂ କରୁଛନ୍ତି ଚିତ୍ରକର

ହାଭାନା, ୨୨।୬: କ୍ୟୁବାର ଜଣେ ଚିତ୍ରକର ୨୦ ଫୁଟ ଗଭୀର ସମୁଦ୍ର ତଳେ ପେଣ୍ଟିଂ କରି ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ଏହା ଏକ ନିଆରା ଅନୁଭୁତି ବୋଲି ୪୨ ବର୍ଷ ବୟସ୍କ ଚିତ୍ରକର ସେଣ୍ଡର ଗୋଞ୍ଜାଲେସ୍‌ ସୂଚନା ଦେଇଛନ୍ତି। ୬ ବର୍ଷତଳେ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଘୋଷଣା କରି ପୋଷ୍ଟମର୍ଟମ ପାଇଁ ପଠାଇଲେ ଡାକ୍ତର

ସାଗର,୨୨।୬: ମଧ୍ୟପ୍ରଦେଶର ସାଗର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଡାକ୍ତରଙ୍କର ଏକ ଖାମଖିଆଲି ମନୋଭାବ ଦେଖିବାକୁ ମିଳିଛି। ଜଣେ ଜୀବିତ ବୃଦ୍ଧଙ୍କୁ ଡାକ୍ତର ମୃତ ଘୋଷଣା କରିବା ସହ ତାଙ୍କୁ ପୋଷ୍ଟମର୍ଟମ ପାଇଁ ପଠାଇ ଦେଇଥିବା ପ୍ରକାଶ। ପୋଲିସର…

ଦିଲ୍ଲୀରେ ଟ୍ୟୁସନ ଟିଚରଙ୍କ ଉନ୍ମତ୍ତକାଣ୍ଡ: ପତ୍ନୀ ଓ ୩ ପିଲାଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୨୨।୬: ରାଜଧାନୀ ଦିଲ୍ଲୀରେ ଏକ ବିଚଳିତ କରିଦେବା ଘଟଣା ସମ୍ନାକୁ ଆସିଛି। ଦିଲ୍ଲୀର ମହରୋଲି ଅଞ୍ଚଳର ଓ୍ବାର୍ଡ-୨ରେ ଜଣେ ବ୍ୟକ୍ତି ନିଜ ପତ୍ନୀ ଓ ୩ ପିଲାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଜଣଙ୍କ ପ୍ରଥମେ ମାରଣାସ୍ତ୍ରରେ ଆକ୍ରମଣ କରିବା…

ଶୌଚାଳୟ ଟାଙ୍କିରେ ଖସିପଡ଼ିଲେ ମା’, ଛୁଆହାତୀ: ବନ ବିଭାଗ କଲା ଉଦ୍ଧାର

ପରଜଙ୍ଗ,୨୨ା୬ (ଡି.ଏନ୍‌.ଏ)- ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ସାଆନ୍ଦା ତଳବେରଣା ଗ୍ରାମରେ ଶନିବାର ଭୋର ସମୟରେ ଗ୍ରାମର ପ୍ରମୋଦ ପାଳଙ୍କ ଶୌଚାଳୟ ଟାଙ୍କିରେ ଖସି ପଡିଥିଲେ ମା’ ଓ ଛୁଆହାତୀ। ଏହାକୁ ପରିବାର ଲୋକ ଦେଖି…

ସିଦ୍ଧୁ କେବେ ରାଜନୀତି ଛାଡିବେ ବୋଲି ଲେଖି ଲଗାଗଲା ପୋଷ୍ଟର

ଲୁଧିଆନା,୨୨।୬: ପଞ୍ଜାବର କଂଗ୍ରେସ ନେତା ତଥା ପୂର୍ବତନ ଭାରତୀୟ କ୍ରିକେଟର ନବଜୋତ ସିଂ ସିଦ୍ଧୁ ଏବେ ଅଡୁଆରେ ପଡିଯାଇଛନ୍ତି। ଲୋକ ସଭା ନିର୍ବାଚନ ସମୟରେ ସେ କହିଥିବା କଥା ଏବେ ତାଙ୍କୁ ବିବାଦକୁ ଟାଣି ନେଇଛି। ସୂଚନାଯୋଗ୍ୟ, ଲୋକ ସଭା ନିର୍ବାଚନରେ…

ବର୍ଷା ପାଇଁ ଯଜ୍ଞର ଆୟୋଜନ କଲା ଏଆଇଏଡିଏମ୍‌କେ

ଚେନ୍ନାଇ,୨୨।୬: ତାମିଲନାଡୁର ଅରୁଲମିଗୁ ଗଙ୍ଗାଦିସ୍ବରର ମନ୍ଦିରରେ ବର୍ଷା ଲାଗି ଏଆଇଏଡିଏମ୍‌କେ ପକ୍ଷରୁ ଏକ ଯଜ୍ଞର ଆୟୋଜନ କରାଯାଇଛି। ରାଜ୍ୟମନ୍ତ୍ରୀ ଜେ. ଜୟକୁମାର କହିଛନ୍ତି ରାଜ୍ୟରେ ମରୁଡି ପରିସ୍ଥିତି ସୃଷ୍ଟି ହେବାରୁ ଏବେ ଆମେ ଈଶ୍ୱରଙ୍କୁ ବର୍ଷା ପାଇଁ ପ୍ରାର୍ଥନା କରୁଛୁ। ଈଶ୍ୱରଙ୍କ…

ସରକାରୀ ସ୍କୁଲରେ ଚାଦର ବିଛାଇ ତଳେ ଶୋଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁର,୨୨।୬: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ ‘ଭିଲେଜ ଷ୍ଟେ ପ୍ରୋଗ୍ରାମ’ କାର୍ଯ୍ୟକ୍ରମ ଅବସରରେ ଶୁକ୍ରବାର କଲବୁର୍ଗୀ ଜିଲାର ଅଫଜଲପୁର ଅନ୍ତର୍ଗତ ହେରୁର ଗଁ।କୁ ଗସ୍ତ କରିଥିଲେ। ଗସ୍ତ ସମୟରେ ସେହି ଗଁ।ରେ ବର୍ଷା ହେବାରୁ କାର୍ଯ୍ୟକ୍ରମକୁ ସ୍ଥଗିତ କରାଯାଇଥିଲା। ଏଭଳି ସ୍ଥିତିରେ…

ହସ୍ପିଟାଲରେ କମଲ ନାଥ

ଭୋପାଳ,୨୨।୬: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଶନିବାର ସକାଳେ ହମିଦିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆଙ୍ଗୁଳିରେ ଯନ୍ତ୍ରଣା ଅନୁଭବ କରିବାକୁ ତାଙ୍କୁ ହସ୍ପିଟାଲ ଯିବାକୁ ପଡିଥିଲା। ସେଠାରେ ତାଙ୍କ ଆଙ୍ଗୁଳିର ଏକ ଅପରେଶନ କରାଯାଇଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?