Home Left

୨୦୨୩ ସୁଦ୍ଧା ଜେୱର ଏୟାର ପୋର୍ଟ ହୋଇପାରେ ବିଶ୍ୱର ୫ମ ସର୍ବବୃହତ୍ତ ଏୟାରପୋର୍ଟ

ନୂଆଦିଲ୍ଲୀ,୨୨।୩: ଯୋଜନା ମୁତାବକ ଯଦି କାମ କରାଯାଏ ତେବେ ୨୦୨୩ ସୁଦ୍ଧା ଅର୍ଥାତ୍‌ ୪ ବର୍ଷ ପରେ ଉତ୍ତର ପ୍ରଦେଶରେ ବିଶ୍ୱର ୫ମ ସର୍ବବୃହତ୍ତ ଏୟାର ପୋର୍ଟ ଦୃଶ୍ୟମାନ ହେବ। ଏହା ଦିଲ୍ଲୀରେ ଥିବା ଇନ୍ଦିରା ଗାନ୍ଧୀ ଇଣ୍ଟନ୍ୟାଶନାଲ ଏୟାରପୋର୍ଟଠାରୁ ୨ଗୁଣା…

ଚେନ୍ନାଇରେ ଟ୍ରେନ୍‌ ଯୋଗେ ୧କୋଟି ଲିଟର ପାଣି ପହଞ୍ଚିବ

ଚେନ୍ନାଇ,୨୨।୬: ଉତ୍କଟ ଜଳ ସଙ୍କଟ ଦେଇ ଗତି କରୁଥିବା ଚେନ୍ନାଇବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ବାମୀ କହିଛନ୍ତି ଭେଲୋର ଜିଲାର ଜୋଲାର ପେଟାଇରୁ ଏକ କୋଟି ଲିଟର ପାଣି ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଚେନ୍ନାଇ ପଠାଯିବାର…

୮୦ ପଞ୍ଚାୟତରେ ନାହିଁ ବ୍ୟାଙ୍କ ସେବା

ମାଲକାନଗିରି ଜିଲାର ୮୦ଟି ପଞ୍ଚାୟତରେ ବ୍ୟାଙ୍କ ବ୍ୟବସ୍ଥା ଓ ଟେଲିଫୋନ ସେବା ନାହିଁ। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜିଲାରେ ମୋଟ ୧୧୧ଟି ପଞ୍ଚାୟତ ଥିବା ବେଳେ ଏକତୃତୀୟାଂଶ ପଞ୍ଚାୟତକୁ ବାଦ୍‌ ଦେଲେ ଅନ୍ୟ ସବୁ…

ନୂଆ ମନ୍ତ୍ରୀ ପାଇଲେ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜ୍ୟର ନବଗଠିତ ମନ୍ତ୍ରିମଣ୍ଡଳର ସଦସ୍ୟ ଏବଂ ବିଭିନ୍ନ ପଦପଦବୀରେ ଥିବା ବ୍ୟକ୍ତିବିଶେଷଙ୍କୁ ଶୁକ୍ରବାର ବ୍ୟକ୍ତିଗତ ସଚିବ ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସଂସଦୀୟ ବ୍ୟାପାର ତତ୍ତ୍ୱାବଧାନରେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀମାନଙ୍କୁ ଏହି ଦାୟିତ୍ୱଗୁଡିକ…

ପ୍ରଶାସନିକସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ୯ ଜିଲାପାଳ

ଭୁବନେଶ୍ୱର,୨୨ା୬(ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ରଶାସନିକସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏଥିରେ ଉଭୟ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଏବଂ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀ ଅନ୍ତର୍ଭୁକ୍ତ। ରାଜ୍ୟର ୩୨ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ନୂଆ ଦାୟିତ୍ୱ ପ୍ରଦାନ…

ପିଲାଙ୍କୁ ପ୍ଲେ ସ୍କୁଲରେ ଛାଡ଼ିବା ପୂର୍ବରୁ ଏହିସବୁ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ

ବର୍ତ୍ତମାନ ସମୟରେ ଅଭିଭାବକମାନେ ପିଲାଙ୍କ ପାଠପଢ଼ାକୁ ନେଇ ବେଶି ଚିନ୍ତିତ। ଅପରପକ୍ଷେ କର୍ମବ୍ୟସ୍ତତା କାରଣରୁ ଅନେକେ ସେମାନଙ୍କର ପିଲାଙ୍କୁ ଶୀଘ୍ର ପ୍ଲେ ସ୍କୁଲରେ ଛାଡିଥାନ୍ତି। କାରଣ କମ୍‌ ବୟସରୁ ସେମାନଙ୍କ ପିଲା ପାଠ ଶିଖିଯାଆନ୍ତୁ ବୋଲି ସେମାନେ ଚାହାନ୍ତି। ମାତ୍ର ସେମାନଙ୍କୁ…

କ୍ଷତିଗ୍ରସ୍ତ ଗଁ। ବୁଲିଲେ କେନ୍ଦ୍ରୀୟ ଟିମ୍‌

ପୁରୀ ଅଫିସ/ସାକ୍ଷୀଗୋପାଳ, ୨୨ା୬(ଡି.ଏନ୍‌.ଏ.): ବାତ୍ୟାରେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲା ଗସ୍ତ କରିଛନ୍ତି କେନ୍ଦ୍ରୀୟ ଟିମ୍‌। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅତିରିକ୍ତ ସଚିବ ବିବେକ ଭରଦ୍ୱାଜଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍‌ ବିଭିନ୍ନ ଗଁା ବୁଲିବା ସହ କ୍ଷୟକ୍ଷତିର ଅନୁଧ୍ୟାନ…

କାର୍‌ ଜିତିଲେ ରେଡ୍‌ ଚିଫ୍‌ ଗ୍ରାହକ

ମୁମ୍ବାଇ,୨୨ା୬: ଲେୟାନ ଗ୍ଲୋବାଲ ପ୍ରାଇଭେଟ ଲିମିଟେଡର ଲୋକପ୍ରିୟ ଲେଦର ବ୍ରାଣ୍ଡ ରେଡ୍‌ ଚିଫ୍‌ର ଭାଗ୍ୟଶାଳୀ ଗ୍ରାହକ ଲବନେସ ଗୌତମ ଗାଜିଆବାଦଠାରେ କାର୍‌ ଜିତିବାକୁ ସକ୍ଷମ ହୋଇଛନ୍ତି। ମେଗା ଲକି ଡ୍ରରେ କମ୍ପାନୀ ଭାଗ୍ୟଶାଳୀ ବିଜେତାଙ୍କୁ ଏକ ରେନୋ କ୍ୱିଡ କାର ପ୍ରଦାନ…

ବଜାରରେ ମହିନ୍ଦ୍ରାର ନୂଆ ୩ ଚକିଆ ଇ-ଯାନ ଟ୍ରିଓ

ଭୁବନେଶ୍ୱର,୨୨ା୬: ମହିନ୍ଦ୍ରା ଗ୍ରୁପର ଇ-ଯାନ ନିର୍ମାଣକାରୀ କମ୍ପାନୀ ମହିନ୍ଦ୍ରା ଇଲେକଟ୍ରିକ ମୋବିଲିଟି ଲିମିଟେଡ୍‌ ପକ୍ଷରୁ ନୂଆ ୩ ଚକିଆ ଇ-ଯାନ ରେଞ୍ଜକୁ ବଜାର ପ୍ରବେଶ କରାଯାଇଛି। ଏହି ରେଞ୍ଜରେ ଟ୍ରିଓ ଏବଂ ଟ୍ରିଓ ୟାରୀ ଭଳି ମଡେଲ ରହିଛି। ଏହି ମଡେଲଗୁଡିକୁ…

ଦିଭିସା ହର୍ବାଲ କେୟାର ସହ ଯୋଡ଼ି ହେଲେ ରବିନା ଟଣ୍ଡନ

ଚଣ୍ଡିଗଡ,୨୨ା୬: ଦିଭିସା ହର୍ବାଲ କେୟାର ଲିମିଟେଡ ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କୁ ନିଜ ଆୟୁର୍ବେଦିକ ଟନିକ ବ୍ରାଣ୍ଡ ‘ସଚ୍ଚି ସହେଲୀ’ ଲାଗି ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ କରିଛି। ଏଭଳି ଏକ ପ୍ରମୁଖ ବ୍ରାଣ୍ଡ ସହ ଯୋଡି ହୋଇ ଅତ୍ୟନ୍ତ ଖୁସି ବୋଲି…

ଏଥର ଟାର୍ଗେଟରେ ବ୍ୟାଙ୍କ, ରାଷ୍ଟ୍ରାୟତ୍ତ ଉଦ୍ୟୋଗ

ନୂଆଦିଲ୍ଲୀ,୨୨ା୬: ଆୟକର ଏବଂ ସେଣ୍ଟ୍ରାଲ କଷ୍ଟମ୍ସ ଓ ଏକ୍ସାଇଜ ବିଭାଗର ୨୭ ଜଣ ବରିଷ୍ଠ ଅଧିକାରୀଙ୍କୁ ମୋଦି ସରକାର ବାଧ୍ୟତାମୂଳକ ଅବସର ଦେଇ କାର୍ଯ୍ୟରୁ ବିଦା କରିଛନ୍ତି। ଏବେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଓ ଉଦ୍ୟୋଗରେ କାର୍ଯ୍ୟରତ ବରିଷ୍ଠ ଅଧିକାରୀ, କର୍ମଚାରୀଙ୍କ ଉପରେ…

ଥାନା ହାଜତରେ ଛେଳି

ପୁରୁଣା ଭୁବନେଶ୍ୱର,୨୨ା୬ (ଡି.ଏନ.ଏ.): ଥାନା ହାଜତରେ ଅପରାଧୀଙ୍କୁ ଅଟକ ରଖିବାକୁ କମିଶନରେଟ୍‌ ପୋଲିସ ପଛାଉଥିବା ବେଳେ ଧଉଳି ଥାନାରେ ଛେଳିକୁ ହାଜତ ଭିତରେ ରଖିବା ଫଟୋ ଭାଇରାଲ ହୋଇଛି। ଖବର ନେବାରେ ଜଣାପଡ଼ିଛି, ନିଆଳି ଥାନା ଅଧୀନ ନୂଆ ବାବ୍‌ଜା ଗଁାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?