Home Left

ସଡ଼କ ସୁରକ୍ଷା ବୈଠକ: ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ ନୋଟିସ

ଯାଜପୁର ଅଫିସ,୨୨ା୬: ଯାଜପୁର ଜିଲା ସଡକ ସୁରକ୍ଷା ସମ୍ପର୍କିତ ଏକ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷ(ଏନ୍‌ଏଚ୍‌ଏଆଇ) ଓ ପୌର ପ୍ରଶାସନର ତଥ୍ୟ ପ୍ରଦାନରେ ଅବହେଳା ଯୋଗୁ ସଡ଼କ ସୁରକ୍ଷା ଆକ୍ସନ ପ୍ଲାନ ପ୍ରସ୍ତୁତିରେ ବିଳମ୍ବ ହେଉଥିବାରୁ ବିରକ୍ତି…

ଲୋକଙ୍କ ଜୀବନ ସହ ଖେଳୁଛନ୍ତି କ୍ୱାକ୍‌: ରୋଗ ଉପଶମ ନାଁରେ ଦେଉଛନ୍ତି ମାରାତ୍ମକ ଔଷଧ

ଯାଜପୁର ଟାଉନ,୨୨।୬(ଡିଏନଏ): ଲୋକଙ୍କ ଜୀବନ ସହ ଖେଳ ଖେଳୁଛନ୍ତି କେତେଜଣ ହୋମିଓପ୍ୟାଥିକ କ୍ୱାକ୍‌। ମାରାମତ୍କ ବଟିକା ପ୍ରଦାନ କରି ଲୋକଙ୍କର ବିଭିନ୍ନ ସମସ୍ୟା ବଢ଼ାଉ ଥିବାବେଳେ ସ୍ବାସ୍ଥ୍ୟ ବିଭାଗ ଜାଣି ମଧ୍ୟ ଏଥିପ୍ରତି ନଜର ନ ଦେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।…

ବନ୍ଦ ହେଲା ନାବାଳିକାଙ୍କ ବିବାହ

ମହାକାଳପଡ଼ା,୨୨ା୬(ଡି.ଏନ୍‌.ଏ.): ମହାକାଳପଡା ବ୍ଲକ ଅଧୀନ ଜମ୍ବୁ ମେରାଇନ୍‌ ଥାନା ଅଞ୍ଚଳରେ ଶିଶୁ ସୁରକ୍ଷା ବିଭାଗ, ବ୍ଲକ ସମନ୍ବିତ ଶିଶୁ ସୁରକ୍ଷା କମିଟି ଓ ପୋଲିସର ହସ୍ତକ୍ଷେପ ପରେ ଶୁକ୍ରବାର ଜଣେ ନାବାଳିକାଙ୍କ ବିବାହ ବନ୍ଦ କରାଯାଇଛି। ସେହିପରି ଅନ୍ୟ ଜଣେ ନାବାଳିକାଙ୍କୁ…

୪ ଦିନ ହେବ ବ୍ଲକ, ତହସିଲ କାର୍ଯ୍ୟାଳୟରେ ଝୁଲୁଛି ତାଲା

କେନ୍ଦ୍ରାପଡାଅଫିସ/ରାଜକନିକା,୨୨ା୬(ଡି.ଏନ୍‌.ଏ.): ସରକାରୀ କାର୍ଯ୍ୟାଳୟରେ କିଭଳି ମନମୁଖି କାର୍ଯ୍ୟ ଚାଲିଛି ତାର ଏକ ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ରାଜକନିକା ବ୍ଲକରେ । ଏହି ବ୍ଲକର ବିଡିଓ ତାଙ୍କ ଭାଇ ବାହାଘର ପାଇଁ ଛୁଟିରେ ରହିଥିତ୍ବା ବେଳେ ଉଭୟ ବ୍ଲକ…

ପ୍ରଶାସନିକ ଦୃଷ୍ଟି ଆଢୁଆଳରେ ପ୍ରାଥମିକ ବିଦ୍ୟାଳୟ: ଅଧାପନ୍ତରିଆ ଅବସ୍ଥାରେ ନିର୍ମାଣ କାର୍ଯ୍ୟ

ନୂଆଗାଁ,୨୨।୬(ଡି.ଏନ୍‌.ଏ.): ଦେଶରୁ ନିରକ୍ଷରତା ଦୂର କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ପିଲାମାନେ ସ୍କୁଲ ଯିବା ପ୍ରତି ଉତ୍ସାହିତ କରିବା ନିମନ୍ତେ ମାଗଣା ପୋଷାକ, ମଧ୍ୟାହ୍ନଭୋଜନ ଓ ବିନା ମୂଲ୍ୟରେ ପୁସ୍ତକ ଆଦି ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଛି। ତେବେ…

ଓଡ଼ଗାଁ ଏନ୍‌ଏସି: ପଲିଥିନ ବ୍ୟବହାର ଉପରେ କଟକଣା

ଓଡ଼ଗାଁ,୨୨ା୬(ସ୍ବ.ପ୍ର.): ଶୁକ୍ରବାର ଓଡଗାଁ ଏନ୍‌ଏସି ତରଫରୁ ଆନୁଷ୍ଠାନିକ ଭାବେ ପଲିଥିନ ବ୍ୟବହାର ଉପରେ କଟକଣା ଲାଗିଛି। ଏଥିନିମନ୍ତେ ସ୍ଥାନୀୟ ବାସିନ୍ଦା ଓ ବ୍ୟବସାୟୀମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଏକ ସଚେତନତା ରଥକୁ ନୟାଗଡ଼ ଉପଜିଲାପାଳ ଜିତେନ୍ଦ୍ର କୁମାର ସାହୁ ନୀଳ…

ବିଦ୍ୟାଳୟ ସ୍ଥାନାନ୍ତରକୁ ନେଇ ଅସନ୍ତୋଷ: ବିଦ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ରଙ୍କ ଧାରଣା

ଖଣ୍ଡପଡା,୨୨।୬(ସ୍ବ.ପ୍ର.): ବିଦ୍ୟାଳୟ ସ୍ଥାନାନ୍ତରକୁ ନେଇ ସିଘାଂପଡା ପଞ୍ଚାୟତ ଅନ୍ତର୍ଗତ ଖୁଣ୍ଟୁବନ୍ଧ ପ୍ରାଥମିକ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଶୁକ୍ରବାର ଅସନ୍ତୋଷ ପ୍ରକାଶ ପାଇଥିଲା। ଏ ନେଇ ସେମାନେ ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ପରେ ଉକ୍ତ ବିଦ୍ୟାଳୟ ଖୋଲାଯାଇ…

ହୋଇପାରିଲାନି ସ୍କୁଲ ମରାମତି କାର୍ଯ୍ୟ: ବର୍ଷାରେ ଭିଜି ବାରଣ୍ଡାରେ ପଢିଲେ ଛାତ୍ରୀଛାତ୍ର

ରଣପୁର,୨୨।୬(ସ୍ବ.ପ୍ର.:ସାମୁଦ୍ରିକ ଝଡ ଫନୀ ପ୍ରଭାବରେ ନୟାଗଡ ଜିଲାର ରଣପୁର ବ୍ଲକ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ଗତ ମେ ୩ତାରିଖରେ ସଂଘଟିତ ହୋଇଥିବା ବାତ୍ୟାକୁ ଏ ମଧ୍ୟରେ ଦେଢମାସ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ବାତ୍ୟା ପ୍ରଭାବରୁ ସାଧାରଣ ଲୋକେ ସୁଧୁରି ପାରିନାହାନ୍ତି। ବାତ୍ୟାରେ…

ଶହୀଦଙ୍କ କଫିନ୍‌ରେ ବିଜେଡି ପତାକା

ଭୁବନେଶ୍ୱର, (ବ୍ୟୁରୋ)/କାମାକ୍ଷାନଗର, ୨୨।୬(ଡି.ଏନ.ଏ.) – ଜମ୍ମୁ-କଶ୍ମୀରର ଅନନ୍ତନାଗଠାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କ କଫିନ୍‌ରେ ଶାସକ ବିଜେଡିର ଦଳୀୟ ପତାକା ଘୋଡ଼ାଯିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ବିଭିନ୍ନ ମହଲରେ ତୀବ୍ର…

କଳାରେ ୫୭.୮୧ %, ବାଣିଜ୍ୟରେ ୫୨.୫୬ %

ଅନୁଗୋଳ ଅଫିସ,୨୨।୬ – ଯୁକ୍ତ୨ ବାଣିଜ୍ୟ ଏବଂ କଳା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଅନୁଗୋଳ ଜିଲାରେ କଳାରେ ପରୀକ୍ଷା ଦେଇଥିବା ମୋଟ୍‌ ୫୭୩୨ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୩୩୧୪ ଜଣ ପାସ କରିଛନ୍ତି। ପାସ୍‌ ହାର ରହିଛି ୫୭.୮୧…

ଟ୍ରାକ୍ଟର ଧକ୍କାରେ ପୁତୁରା ମୃତ, ଦାଦା ଗୁରୁତର

ଦାରିଙ୍ଗବାଡ଼ି,୨୧।୬(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସୁଲୁମାହା ଘାଟିରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଟ୍ରାକ୍ଟର ଧକ୍କାରେ ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକ ଚାଳକ ଦାଦା ଗୁରୁତର ହୋଇଛନ୍ତି। ମୃତକ ହେଲେ ଉକ୍ତ ଥାନା ଶ୍ରାନିକେତା ପଞ୍ଚାୟତ ଡବୁଲମାହା ଗ୍ରାମର…

ଠିକାଦାରଙ୍କ ଘରୁ ୧୫ଭରି ଗହଣା, ୩ଲକ୍ଷ ଟଙ୍କା ଚୋରି

ବ୍ରହ୍ମପୁର ଅଫିସ,୨୧।୬(ଡି.ଏନ୍‌.ଏ.)- ବୈଦ୍ୟନାଥପୁର ଥାନା ଅନନ୍ତନଗରରେ ଶୁକ୍ରବାର ରାତିରେ ଜଣେ ଠିକାଦାରଙ୍କ ଘରୁ ଚୋରି ହୋଇଛି। ଠିକାଦାର କେ. ଦୀପସାଗର ସନ୍ଧ୍ୟାରେ ସ୍ତ୍ରୀଙ୍କ ସହ ଶାଳକଙ୍କ ଘରକୁ ଯାଇଥିଲେ। ସେଠାରେ ରାତ୍ରଭୋଜନ ସାରି ପ୍ରାୟ ୧୦ଟାରେ ଘରକୁ ଫେରିଥିଲେ। ଗ୍ରୀଲ୍‌ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?