Home Left

ବିଦ୍ୟାଳୟ ଜମିରେ ଜବର ଦଖଲକୁ ବିରୋଧ: କାଟିଙ୍ଗିଆ ବନ୍ଦ, ସ୍କୁଲ, ସରକାରୀ କାର୍ଯ୍ୟାଳୟରେ ତାଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୧।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦୁର୍ଗମ ପଞ୍ଚାୟତ କାଟିଙ୍ଗିଅ ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟର ଜମିରେ ଗତ ୧୦ବର୍ଷ ହେଲା ଜବରଦଖଲ କରି ଜଣେ ବ୍ୟକ୍ତି ଘର କରି ରହିଛନ୍ତି। ଏନେଇ ଗ୍ରାମବାସୀ ବହୁବାର ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କିଛି ସୁଫଳ…

ପୋଲିସ ଗାଡ଼ି ଧକ୍କାରେ ଜଣେ ଗୁରୁତର: ଭଞ୍ଜନଗର-ଆସିକା ରାସ୍ତା ଅବରୋଧ

ଭଞ୍ଜନଗର,୨୧।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ଦମକଳ କେନ୍ଦ୍ର ନିକଟରେ ଶୁକ୍ରବାର ଅପରାହ୍ନରେ ପୋଲିସ ଗାଡି (କୋର୍ଟ ଭ୍ୟାନ୍‌) ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କାଳିଆପଲ୍ଲୀର ପାଣୁ ମଲ୍ଲିକ (୫୦)। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଭଞ୍ଜନଗର-ଆସିକା ମୁଖ୍ୟରାସ୍ତା…

ଇଂଲଣ୍ଡ ଦଳକୁ ଫେରିବା ନେଇ ରୟ ଆଶାବାଦୀ

ଲିଡ୍ସ, ୨୧।୬ (ଏଏଫ୍‌ପି)-ଆଘାତପ୍ରାପ୍ତ ଖେଳାଳି ଜାସନ ରୟ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ବେଳକୁ ଇଂଲଣ୍ଡ କ୍ରିକେଟ ଦଳକୁ ଫେରିବା ନେଇ ଆଶାବାଦୀ ଅଛନ୍ତି। ଚଳିତ ଆଇସିସି ବିଶ୍ୱକପ୍‌ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ବିଜୟ ମ୍ୟାଚରେ ଫିଲ୍ଡିଂ କରୁଥିବାବେଳେ ଏହି ଡାଇନାମିକ୍‌ ଓପନର ହାମଷ୍ଟ୍ରିଙ୍ଗ…

ଏସିଆନ ଜିମ୍ନାଷ୍ଟିକ୍ସରେ ପ୍ରଣତିଙ୍କୁ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୧।୬ (ପି.ଟି.)-ମଙ୍ଗୋଲିଆର ଉଲାନବାତାରଠାରେ ଚାଲିଥିବା ଏସିଆନ ସିନିୟର ଆର୍ଟିଷ୍ଟିକ୍‌ ଜିମ୍ନାଷ୍ଟିକ୍ସ ଚାମ୍ପିୟନଶିପ୍‌ ଭଲ୍ଟ ଇଭେଣ୍ଟରେ ଶୁକ୍ରବାର ଭାରତୀୟ ମହିଳା ଜିମ୍ନାଷ୍ଟ ପ୍ରଣତି ନାୟକ ଏକ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ବେଙ୍ଗଲର ଏହି ୨୩ ବର୍ଷୀୟା ୬ଷ୍ଠ ସ୍ଥାନ ସହ ଭଲ୍ଟ…

ନାବାଳିକାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ଭଦ୍ରକ ଅଫିସ, ୨୧।୬ – ୧୨ ବର୍ଷର ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭବତୀ ମାମଲାର ବିଚାର କରି ଭଦ୍ରକ ସ୍ବତନ୍ତ୍ର ଅଦାଲତ ତଥା ଅତିରିକ୍ତ ଦୌରାଜଜ୍‌ ପ୍ରଣତି ସାହା ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଣି କରିଛନ୍ତି। ଶିଶୁ ଯୌନ ଉତ୍ପୀଡ଼ନ ନିରୋଧ…

ଜି ୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ ମୋଦି

ନୂଆଦିଲ୍ଲୀ,୨୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନର ଓସାକାରେ ଅନୁଷ୍ଠିତ ହେବାକୁ ଥିବା ଜି ୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ। ଏନେଇ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଶୁକ୍ରବାର ସୂଚନା ଦେଇଛି। ଜୁନ୍‌ ୨୭ରୁ ୨୯ ମଧ୍ୟରେ ଏହା ଅନୁଷ୍ଠିତ ହେବ। ଏଥିରେ…

ସମ୍ବଲପୁରରେ ରାପିଡୋ ବାଇକ୍‌ ସେବା ଶୁଭାରମ୍ଭ

ସମ୍ବଲପୁର,୨୧-୬: ପ୍ରମୁଖ ବାଇକ୍‌ ଟାକ୍ସି ସେବା ପ୍ରଦାନକାରୀ ରାପିଡୋ ପକ୍ଷରୁ ସମ୍ବଲପୁରରେ ସେବା ଶୁଭାରମ୍ଭ କରାଯାଇଛି। ଟ୍ରାଫିକ ଅସୁବିଧାକୁ ଧ୍ୟାନରେ ରଖି କମ୍ପାନୀ ଏଭଳି ଏକ ସେବା ପ୍ରଦାନ କରୁଛି। ଏହି ଅବସରରେ ଗ୍ରାହକଙ୍କ ଲାଗି ୩ କିମି ପିଛା ୧୫…

ଚର୍ଚ୍ଚାରେ ଦୀପିକାଙ୍କ ବ୍ୟାଗ୍‌: ଦାମ୍‌ ୧ଲକ୍ଷ ୧୬ ହଜାର

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନ୍‌ କିଛି ନା କିଛି କାରଣ ପାଇଁ ଅନେକ ସମୟରେ ଥାଆନ୍ତି ଚର୍ଚ୍ଚାରେ। ବିଶେଷ କରି ତାଙ୍କ ଷ୍ଟାଇଲ୍‌କୁ ନେଇ ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରି ଥାଆନ୍ତି। ବ୍ରାଣ୍ଡେଡ୍‌ ଆଉଟ୍‌ ଫିଟ୍‌ରେ ଅନେକ ଥର…

ଅଭିନବ ଉପାୟରେ ବିଶ୍ୱକପ୍‌ ଶୁଭେଚ୍ଛା ଜଣାଇଲେ ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୨୧।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳକୁ ପ୍ରବଳ ସମର୍ଥନ ମିଳୁଛି। ଡିପେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ଠାରୁ ଆରମ୍ଭ କରି ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପର୍ଯ୍ୟନ୍ତ ବଡ଼ ସଂଖ୍ୟାରେ ପ୍ରଶଂସକ ଭାରତୀୟ ଦଳକୁ ସମର୍ଥନ କରୁଛନ୍ତି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ…

ଫର୍ନାଣ୍ଡୋ ଟୋରେସଙ୍କ ଅବସର

ମାଡ୍ରିଡ୍‌,୨୧।୬- ପୂର୍ବତନ ଫିଫା ବିଶ୍ୱକପ୍‌ ଚାମ୍ପିୟନ ସ୍ପେନ ଦଳର ସଦସ୍ୟ ଫର୍ନାଣ୍ଡୋ ଟୋରେସ ଫୁଟ୍‌ବଲରୁ ଶୁକ୍ରବାର ଅବସର ସମ୍ପର୍କରେ ଘୋଷଣା କରିଛନ୍ତି। ଏଥିସହ ସ୍ପାନିଶ ଖେଳାଳିଙ୍କ ୧୮ ବର୍ଷର ଲମ୍ବା ଅନ୍ତର୍ଜାତୀୟ କ୍ୟାରିୟରର ଅନ୍ତ ହୋଇଛି। ମୋର କିଛି ଘୋଷଣା କରିବାର…

ଦେଢ ବର୍ଷ ବୟସରେ ଯୋଗ କଲେ ତୈମୁରଙ୍କ ଭଉଣୀ

ମୁମ୍ବାଇ: ଷ୍ଟାର୍‌ କିଡ୍‌ଙ୍କର କ୍ରେଜ୍‌ ଟିକେ ଅଲଗା। ବିଶେଷ କରି ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏମାନଙ୍କ ଫଟୋ ଦେଖିବାକୁ ପ୍ରାୟ ସମସ୍ତଙ୍କର ଆଗ୍ରହ ଥାଏ। ଅନ୍ତର୍ଜାତୀୟ ଯୋଗ ଦିବସରେ ଏମିତି ଜଣେ ଷ୍ଟାର୍‌ କିଡ୍‌ଙ୍କ ଫଟୋ ଏବେ ଭାଇରାଲ ହୋଇଛି।…

ଗାଙ୍ଗୁଲି, ଲକ୍ଷ୍ମଣଙ୍କୁ ଦୁଇଟି ବିକଳ୍ପ

ନୂଆଦିଲ୍ଲୀ,୨୧।୬- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଏଥିକ୍ସ ଅଫିସର ଡି.କେ. ଜୈନ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଓ ଭି.ଭି.ଏସ୍‌. ଲକ୍ଷ୍ମଣଙ୍କୁ ଉପଦେଷ୍ଟା କମିଟି (ସିଏସି)ର ସଦସ୍ୟ ଏବଂ ଆଇପିଏଲ ଫ୍ରାଞ୍ଚାଇଜର ମେଣ୍ଟର ଦାୟିତ୍ୱ ମଧ୍ୟରୁ ଗୋଟିଏ ବାଛିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?