ୟୁଏସ୍ଏର ଏମ୍ଏଲବିରେ ଖେଳିବେ ଭାରତୀୟ ବଂଶୋଦ୍ଭବ କ୍ରିକେଟର
ନୂଆଦିଲ୍ଲୀ,୨୧।୬- ଦୀର୍ଘ ୩୫ ପୂର୍ବେ ୧୬ ବର୍ଷୀୟ କୁଲଦୀପ ପଟେଲ ଉତ୍ତର କାରୋଲିନାରୁ ମାମୁଙ୍କ ରେସ୍ତୋରଁା ଚଳାଇବାରେ ସାହାଯ୍ୟ କରିବାକୁ ମୁମ୍ବାଇ ଆସିଥିଲେ। ଆମେରିକାରେ ରହୁଥିବା ଭାରତୀୟ ବଂଶୋଦ୍ଭବ ଦେଶର ସବୁଠୁ ଲୋକପ୍ରିୟ ଖେଳ ବେସବଲରେ କ୍ୟାରିୟର କରିବାକୁ ଇଚ୍ଛୁକ ନ…
ଗୋଟିଏ ପ୍ରୋଜେକ୍ଟକୁ ଉଦ୍ଘାଟନ କଲେ ୩ ମୁଖ୍ୟମନ୍ତ୍ରୀ
ହାଇଦ୍ରାବାଦ,୨୧।୬: ଗୋଦାବରୀ ନଦୀ ଉପରେ ବିଶ୍ୱର ସର୍ବବୃହତ୍ତ ଲିପ୍ଟ ଇରିଗେଶସ ପ୍ରୋଜେକ୍ଟର କାମ ସମ୍ପୂର୍ଣ୍ଣ ହୋଇଛି। ଶୁକ୍ରବାର ଏହି ପ୍ରୋଜେକ୍ଟର ଉଦ୍ଘାଟନ କରିଛନ୍ତି ୩ ରାଜ୍ୟର ମୁଖ୍ୟମନ୍ତ୍ରୀ। ଆନ୍ଧ୍ର ପ୍ରଦେଶ ଓ ତେଲେଙ୍ଗାନାର ରାଜ୍ୟପାଳ ନରସିଂହମ ଗୁରୁ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର…
ଫି’ ବୃଦ୍ଧି ଓ ସ୍କୁଲର ଭିତ୍ତିଭୂମି ବିକାଶ ଦାବିରେ ଅଭିଭାବକଙ୍କ ଧାରଣା
ଭବାନୀପାଟଣା,୨୧।୬(ଡି.ଏନ୍.ଏ.): ଫି ବୃଦ୍ଧି ଓ ସ୍କୁଲର ଭିତ୍ତିଭୂମି ବିକାଶ ଦାବି କରି କଳାହାଣ୍ଡି ଜିଲା ଭବାନୀପାଟଣା ବିମଳା କନଭେଣ୍ଟ ସ୍କୁଲ ସମ୍ମୁଖରେ ଅଭିଭାବକମାନେ ଶୁକ୍ରବାର ଧାରଣା ଦେଇଛନ୍ତି। ସ୍କୁଲ କର୍ତ୍ତୃପକ୍ଷ ଅଭିଭାବକଙ୍କ ସହିତ କୌଣସି ପ୍ରକାର ଆଲୋଚନା ଓ ମତବିନିମୟ ନ…
ନିଯୁକ୍ତି ପାଇଲେ ୧୦୨ ପ୍ରଶାସନିକ ଅଧିକାରୀ, ମୁଖ୍ୟମନ୍ତ୍ରୀ ଦେଲେ ୫-T ଗୁରୁମନ୍ତ୍ର
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଅନୁଷ୍ଠିତ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୧୭ର କୃତି ପ୍ରତିଯୋଗୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଶୁକ୍ରବାର ଜୟଦେବ ଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୧୦୨ଜଣଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ପତ୍ର ଦେଇଛନ୍ତି। ଏହି…
ଯୋଗ କରି ଫିଟ୍ ରହିଛନ୍ତି ଏହିସବୁ ଅଭିନେତ୍ରୀ
ଯୋଗ ଆମକୁ ଶୃଙ୍ଖଳା ଓ ସମୟାନୁବର୍ତ୍ତିତା ଶିଖାଇଥାଏ। ଏତଦ୍ବ୍ୟତୀତ ଉତ୍ତମ ସ୍ବାସ୍ଥ୍ୟ ପାଇଁ ଯୋଗଠାରୁ ଭଲ ମହୌଷଧି କିଛି ନାହିଁ। ଖାସ୍ ଏଥିପାଇଁ ତ ବଲିଉଡ୍ର ଅଭିନେତ୍ରୀମାନେ ନିଜର ବ୍ୟସ୍ତବହୁଳ ଜୀବନ ମଧ୍ୟରୁ କିଛି ସମୟ ବାହାର କରି ଯୋଗ କରିଥାନ୍ତି।…
ଚାଳକ ବିହିନ ହେଲିକପ୍ଟରର ପରୀକ୍ଷଣ କଲା ଚାଇନା
ବେଜିଂ,୨୧।୬: ଚାଇନା ଏକ ଚାଳକ ବିହିନ ହେଲିକପ୍ଟରର ପରୀକ୍ଷଣ କରିଛି। ଶୁକ୍ରବାର ଚାଇନାର ସରକାରୀ ଗଣମାଧ୍ୟମ ଏହି ସୂଚନା ଦେଇଛି। ପ୍ରଥମ ଥର ଏହି ଚାଳକ ବିହିନ ହେଲିକପ୍ଟରଟି ରାତିରେ ଏକ ସଫଳ ଅପରେଶନ କରିଥିବା କୁହାଯାଉଛି। ଏହି ହେଲିକପ୍ଟର ଦ୍ୱାରା…
ନିଜାମଙ୍କ ହୀରା ମୁଦି ୫୪ କୋଟି ଟଙ୍କାରେ ବିକ୍ରି
ନ୍ୟୁୟର୍କ, ୨୧।୬: ଆମେରିକା ନ୍ୟୁୟର୍କ ସହରରେ ଭାରତୀୟ ସମ୍ରାଟ ନିଜାମ ମୀର ଉସମାନ ଅଲ୍ଲୀ ଖାନ୍ଙ୍କ ଅଳଙ୍କାର ନିଲାମ କରାଯାଇଛି। ନିଜାମଙ୍କ ସ୍ବତନ୍ତ୍ର ହୀରା ମୁଦି ୫୪ କୋଟି ଟଙ୍କା, ନେକଲେସ୍ ୧୭ କୋଟି ଟଙ୍କା ଏବଂ ତଲଓ୍ବାର ୧୩.୪ କୋଟି…
ଅନ୍ତର୍ଜାତୀୟ ଯୋଗ ଦିବସରେ ଯବାନଙ୍କ ସହ ଯୋଗ କଲା ଡଗ୍ ସ୍କ୍ବାଡ
ଶ୍ରୀନଗର,୨୧।୬: ଅନ୍ତର୍ଜାତୀୟ ଦିବସ ଅବସରରେ ସାରା ବିଶ୍ୱରେ ଯୋଗ ଦିବସ ପାଳନ କରାଯାଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଞ୍ଚିରେ ଜନସାଧାରଣଙ୍କ ସହ ଯୋଗ କରିଛନ୍ତି। ଯୋଗ ଦିବସ ଅବସରରେ ନେତା ମନ୍ତ୍ରୀ, ବଲିଉଡ୍ କଳାକାରଙ୍କ ସହ ଯବାନମାନେ ମଧ୍ୟ ଯୋଗାସନ କରିଛନ୍ତି।…
ଯୋଗ ଦିବସରେ ୩ ବର୍ଷ ହେଲା ମୋଦି କାନ୍ଧରେ ପକେଇ ଆସୁଛନ୍ତି ଏହି ସ୍ବତନ୍ତ୍ର ଗାମୁଛା: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ, ୨୧।୬: ଆଜି ସାରା ବିଶ୍ୱରେ ପାଳନ କରାଯାଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡଖଣ୍ଡର ରାଜଧାନୀ ରାଞ୍ଚିରେ ୩୦ ହଜାର ଲୋକଙ୍କ ସହ ମିଶି ଯୋଗ କରିଛନ୍ତି। ମୋଦି ୪୫ ମିନିଟରେ ୧୩ଟି ଯୋଗାସନ…
ପାଣିରେ ଯୋଗାସନ କଲେ ଯବାନ
ଇଟାନଗର,୨୧।୬: ସମଗ୍ର ବିଶ୍ୱରେ ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଯୋଗ ଦିବସକୁ ସ୍ମରଣୀୟ କରିବା ଯବାନମାନେ ପାଣି ଓ ପାହାଡ଼ ଉପରେ ଯୋଗ କରୁଥିବା ଦେଖିବାକୁ ମିଳିଛି। ଏହିି ପରିପ୍ରେକ୍ଷୀରେ ଅରୁଣାଚଳ ପ୍ରଦେଶରେ ୯ମ ବାଟାଲିୟନର ଆଇଟିବିପି ଯବାନମାନେ…
ସ୍କୁଲ ଛାତ୍ରୀଛାତ୍ରଙ୍କ ସହ ଖେଳିଲେ କୋହଲି
ସାଉଥାମ୍ପଟନ,୨୧।୬- ସ୍ଥାନୀୟ ସ୍ପ୍ରିଙ୍ଗହିଲ ସ୍କୁଲର ୩୦ ଛାତ୍ରୀଛାତ୍ରଙ୍କ ଲାଗି ଗୁରୁବାର ଥିଲା ସ୍ବତନ୍ତ୍ର ଦିନ। କାରଣ ଭାରତୀୟ କ୍ରିକେଟ ଦଳର ଅଧିନାୟକ ତଥା ନଂ ୧ ଦିନିକିଆ ବ୍ୟାଟ୍ସମ୍ୟାନ ବିରାଟ କୋହଲି ସେମାନଙ୍କ ସହ ଖେଳିଥିଲେ। ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ…
ମନମୋହନ ସିଂଙ୍କ କାର୍ଯ୍ୟକାଳ ସରିଲା: ରାଜ୍ୟ ସଭା ଅଧ୍ୟକ୍ଷ କହିଲେ, ଆମେ ଆପଣଙ୍କୁ ମିସ୍ କରିବୁ
ନୂଆଦିଲ୍ଲୀ, ୨୧।୬: ୟୁପିଏ ସରକାରରେ ଦୁଇଦୁଇଥର ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂଙ୍କର ରାଜ୍ୟ ସଭା କାର୍ଯ୍ୟକାଳ ସମାପ୍ତ ହୋଇଛି। ଶୁକ୍ରବାର ରାଜ୍ୟ ସଭା ଆରମ୍ଭ ହେବା ପରେ ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ମନମୋହନଙ୍କ ପ୍ରଶଂସା କରି ସଂସଦରେ ଯୋଗଦାନ ପାଇଁ ଧନ୍ୟବାଦ…

