Home Left

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ ହେଉଛି ଶେଷ ପ୍ରାଣୀ। ମଣିଷ ଆସିବା ପରେ ପ୍ରକୃତି କ୍ରମଶଃ ପତନ ଅଭିମୁଖୀ ହୋଇଛି…

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ ଅଛି ଏବଂ ତାହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ବହୁ ସଂଖ୍ୟକ ଭାରତୀୟ ଚାହୁଁଛନ୍ତି।…

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି କି ପ୍ରଯୋଜକଙ୍କ ଫୋନ୍‌ କଲ୍‌ ମଧ୍ୟ ରିସିଭ୍‌ କରୁନାହାନ୍ତି। ତେଣୁ ପୂର୍ୱରୁ ଅକ୍ଷୟଙ୍କ ସହ…

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ କରିଛନ୍ତି। ଏହି ଜିଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଅନୁଗୋଳ,…

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା ଲାଗି ବିଭାଗୀୟ ସଚିବ ଏବଂ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ହେଲେ ବାସ୍ତବରେ ତାହା…

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ। ତେବେ ଜାନୁଆରୀ ପହିଲାରୁ ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିବ…

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ କଳହରୁ ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଶାଶୁଙ୍କ ମୃତ୍ୟୁ ଘଟିଛି। ସିର୍ତିଗୁଡା ଗ୍ରାମର ଜ୍ୱାଇଁ ସୁରତ…

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ କିମ୍ବା ଅନଲାଇନ୍ ସପିଂ କରିବା ହେଉ — UPI ଏବେ ସବୁଠାରୁ ସହଜ ଓ…

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି. ବେଗ ପ୍ରାପ୍ତ ହୋଇଛି। ଏହାର ବେଗ ଏତେ ଦ୍ରୁତ ଯେ, ତାହା ବୁଝିବା ଆଗରୁ…

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ ଦାୟିତ୍ୱହୀନତା ଯୋଗୁ ରୋଗୀଙ୍କ ଜୀବନ ସହ ଖେଳ କରାଯାଉଥିବା ନେଇ ପୁଣି ଏକ ସାଂଘାତିକ…

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୁସୁମଖୁଣ୍ଟି ଗ୍ରାମର ନବ ଭୋଇ (୩୫)। ଅନ୍ୟପଟେ…

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ ଶନିବାର ୨ ଦେଶ ଏକ ଯୁଦ୍ଧବିରତି ଚୁକ୍ତିନାମାରେ ସ୍ବାକ୍ଷର କରିଛନ୍ତି। ଉକ୍ତ ଚୁକ୍ତିନାମା ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?