Home Left

ଏସିଆନ ସିନିୟର ଆର୍ଟିଷ୍ଟିକ୍‌ ଜିମ୍ନାଷ୍ଟିକ୍‌:ଫାଇନାଲରେ ପ୍ରଣତୀ ଭଲ୍ଟ

ନୂଆଦିଲ୍ଲୀ, ୨୦ା୬ (ପି.ଟି.)- ମଙ୍ଗୋଲିଆର ଉଲାନବାଟାରଠାରେ ଚାଲିଥିବା ଏସିଆନ ସିନିୟର ଆର୍ଟିଷ୍ଟିକ୍‌ ଜିମ୍ନାଷ୍ଟିକ୍ସରେ ଭାରତର ପ୍ରଣତୀ ନାୟକ ୧୩.୩୫ ସ୍କୋର ସହ ୬ଷ୍ଠ ସ୍ଥାନ ଅଧିକାର କରି ଭଲ୍ଟ ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ବିଭାଗରେ ରାକେଶ କୁମାର ପାତ୍ର ରିଙ୍ଗ୍ସରେ…

କଟା ହାତ ସତ୍ତ୍ୱେ ଫୁଟ୍‌ବଲକୁ ଫେରିଲେ ଜ୍ୱିରେକ୍ୱି

ହରାରେ, ୨୦ା୬ (ଏଏଫ୍‌ପି)-ହାତ କଟି ଯାଇଥିଲେ ମଧ୍ୟ ଫୁଟ୍‌ବଲ ପଡ଼ିଆକୁ ଫେରିଛନ୍ତି ଜିମ୍ବୋଓ୍ବେ ଖେଳାଳି ହାର୍ଡଲାଇଫ୍‌ ଜ୍ୱିରେକ୍ୱି। ଜିମ୍ବାଓ୍ବେ ଫୁଟ୍‌ବଲ ଦଳର ଜଣେ ନିୟମିତ ସଦସ୍ୟ ହେଉଛନ୍ତି ଜ୍ୱିରେକ୍ୱି। ଗତବର୍ଷ ଏକ କାର୍‌ ଦୁର୍ଘଟଣାରେ ତାଙ୍କ ହାତ କଟିଯାଇଥିଲା। ଦୃଢମନା, ସଂକଳ୍ପ,…

ମଣ୍ଡିରୁ ଶୀଘ୍ର ଧାନ ଉଠାଣ ଦାବି: ଚାଷୀଙ୍କ ରାସ୍ତାରୋକୋ

ଜୁନାଗଡ/ଦାସିଗଁା,୨୦।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଲଗୁଡା ନୀଳ ମାଧବ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ଥାନୀୟ ଚାଷୀମାନେ ମଣ୍ଡିରୁ ଶୀଘ୍ର ଧାନ ଉଠାଣ କରିବା ଦାବିରେ ଗୁରୁବାର ସକାଳ ୮ଟାରୁ ୯ଟା ଯାଏଁ ରାସ୍ତାରୋକୋ କରିଥିଲେ। ଫଳରେ ଜୁନାଗଡ-କଲମପୁର ମୁଖ୍ୟ ରାସ୍ତା…

ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍‌

ବଇଣ୍ଡା,୨୦।୬(ଡି.ଏନ.ଏ.)-କିଶୋରନଗର ଥାନା ହିମିତିରା ଜଙ୍ଗଲ ନିକଟରୁ ଗୁରୁବାର ଅପରାହ୍ନରେ ଏକ ମାଇକ୍ରୋଫାଇନାନ୍ସ ସଂସ୍ଥାର କର୍ମଚାରୀଙ୍କଠାରୁ ଟଙ୍କା ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଘଟଣାରୁ ଜଣାପଡ଼ିଛି, ବଇଣ୍ଡାଠାରେ ସ୍ପନ୍ଦନା ମାଇକ୍ରୋଫାଇନାନ୍ସର କଲେକ୍ସନ କ୍ରେଡ଼ିଟ୍‌ ଆସିଷ୍ଟାଣ୍ଡ ମ୍ୟାନେଜର ବିଶ୍ୱାମିତ୍ର ମେହେର କିଶୋରନଗର ଅଞ୍ଚଳରୁ…

ଜଳିଗଲା ତେଲ ବୋଝେଇ ଭ୍ୟାନ

ଆନନ୍ଦପୁର,୨୦। ୬(ସ୍ବ.ପ୍ର.)- ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଓଭରବ୍ରିଜ୍‌ ଠାରେ ଏକ ତେଲ ବୋଝେଇ ପିକ୍‌ ଅପ୍‌ ଭ୍ୟାନ ହଠାତ୍‌ ଅଗ୍ନିକାଣ୍ଡରେ ଜଳିଯାଇଛି। ଗାଡିର ଚାଳକ ଅଳପକେ ବର୍ତ୍ତିଯାଇଥିବାବେଳେ ତେଲ ପେଟି ଗୁଡିକୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରିବାରେ ସଫଳ ହୋଇଛନ୍ତି। ଯାଜପୁର…

କାଳିମେଘାରୁ ନାଗ ସହ ୧୩ ଛୁଆ ଉଦ୍ଧାର

ତିହିଡ଼ି, ୨୦।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ କାଳିମେଘା ଗ୍ରାମର ଭାଗବତ ବାରିକଙ୍କ ଘରୁ ଗୁରୁବାର ଗୋଟିଏ ନାଗ ସହ ୧୩ ଛୁଆ ଉଦ୍ଧାର କରାଯାଇଛି। ଘରେ ନାଗ ଛୁଆ ବୁଲୁଥିବାର ଭାଗବତ ଦେଖିବାକୁ…

୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବା ପରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଲଘୁଚାପ ନେଇ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ…

ଯେଉଁଠି ଶାଳ ଗଛକୁ ଦେବତା ଭଳି ପୂଜନ୍ତି ଲୋକେ…

ଛତିଶଗଡ଼ର ବାଲ୍କୋ ବନଖଣ୍ଡ ଅଞ୍ଚଳର କୋରଓ୍ବା ବ୍ଲକ୍‌ର ସତରେଙ୍ଗା ଗାଁରେ ରହିଛି ୧୪ ଶହ ବର୍ଷର ଏକ ଶାଳ ଗଛ। ଏଠାକାର ବାସିନ୍ଦା ଏହି ଗଛକୁ ଦେବତା ଭଳି ପୂଜା କରିଥାନ୍ତି। ବିବାହ ତଥା ବିଭିନ୍ନ ପର୍ବପର୍ବାଣିରେ ଗଛ ନିକଟରେ ପୂଜା…

ଓଜନ ନିୟନ୍ତ୍ରଣ କରିବ ଟମାଟୋ

ଟମାଟୋ ଖାଇଲେ ଅନେକ ଫାଇଦା ମିଳିଥାଏ। ଏହାକୁ ଲୋକେ ତରକାରୀ ହେଉ ଅବା ସାଲାଡ୍‌ ଭାବେ ସେବନ କରିପାରିବେ। ଏକ ଗବେଷଣାରୁ ଜଣାପଡ଼ିଛି, ଟମାଟୋ ଖାଇବା ଦ୍ୱାରା କ୍ୟାନସର୍‌ରୁ ରକ୍ଷା ମିଳିଥାଏ। ଗବେଷଣା ଅନୁସାରେ, ସପ୍ତାହକୁ ଅତିକମ୍‌ରେ ୧୦ଥର ଟମାଟୋ ସେବନ…

କେନ ଓ୍ବିଲିୟମସନଙ୍କ ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ

ବର୍ମିଂହାମ,୨୦।୬(ପି.ଟି.)- ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଅଧିନାୟକ କେନ ଓ୍ବିଲିୟମସନଙ୍କ ଅପରାଜିତ ଶତକ ବଳରେ ନ୍ୟୁଜିଲାଣ୍ଡ ୪ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦେଇଛି। କିନ୍ତୁ ଓ୍ବିଲିୟମସନଙ୍କ ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ଖେଳାଳି ପଲ…

ଇଂଲଣ୍ଡ ବିପକ୍ଷରେ ଭାରତୀୟ ଦଳ ଭିନ୍ନ ରଙ୍ଗର ଜର୍ସି ପିନ୍ଧିପାରେ

ଲଣ୍ଡନ,୨୦।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ କିଛି ମ୍ୟାଚ୍‌ରେ ଭିନ୍ନ ରଙ୍ଗର ଜର୍ସି ପରିଧାନ କରିବ। ୩୦ ତାରିଖରେ ଇଂଲଣ୍ଡ ବିପକ୍ଷରେ ମ୍ୟାଚ୍‌ରେ ନୂଆ ଜର୍ସି ବ୍ୟବହାର କରିବାର ବିଶେଷ ସମ୍ଭାବନା ରହିଛି ବୋଲି ସୂତ୍ରରୁ ଜଣାପଡ଼ିଛି। ଭାରତୀୟ ଦଳ କିମ୍ବା…

ଯେଉଁ ଗାଁରେ ମୃତକଙ୍କୁ ନିଜଘରେ ଦିଆଯାଏ କବର

ଉତ୍ତର ପ୍ରଦେଶ ଆଗ୍ରାର ଅଛନେରା ବ୍ଲକ ଛହ ପୋଖରା ଗାଁର ମୁସଲମାନ ପରିବାରର ସଦସ୍ୟମାନେ ସେମାନଙ୍କ ପରିଜନଙ୍କ ମୃତ ଶରୀରକୁ ନିଜ ଘରେ ହିଁ କବର ଦେଉଥିବା ପ୍ରକାଶ କରିଛନ୍ତି। ଗାଁରେ ଏମାନଙ୍କ ପାଇଁ କୌଣସି କବରସ୍ଥାନ ନ ଥିବାରୁ ଏମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?