ବଜେଟ ପୂର୍ବରୁ ସବୁ ରାଜ୍ୟର ଅର୍ଥମନ୍ତ୍ରୀଙ୍କୁ ଭେଟିବେ ନିର୍ମଳା ସୀତାରାମନ
ନୂଆଦିଲ୍ଲୀ, ୨୦।୬: ଆସନ୍ତା ଜୁଲାଇ ୫ରେ ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଥିବାବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସମସ୍ତ ରାଜ୍ୟର ଅର୍ଥମନ୍ତ୍ରୀଙ୍କ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ବଜେଟ ସହ ଜଡିତ କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ…
ରାଞ୍ଚିରେ ଯୋଗ କରିବେ ମୋଦି
ରାଞ୍ଚି,୨୦।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ରାଞ୍ଚିଠାରେ ଯୋଗ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସୂଚନା ମିଳିଛି। ଶୁକ୍ରବାର ଅର୍ଥାତ୍ ଜୁନ୍ ୨୧ରେ ଏଠାରେ ଯୋଗ ଦିବସ ପାଳନ ପାଇଁ ମୋଦିଙ୍କୁ ସ୍ବାଗତ କରିବା…
ପଶ୍ଚିମବଙ୍ଗରେ ହିଂସା ପରିସ୍ଥିତି: ୧୪୪ ଧାରା ଜାରି
କୋଲକାତା,୨୦।୬: ପଶ୍ଚିମବଙ୍ଗରରେ ଗୁରୁବାର ଦୁଇ ଦଳ ମଧ୍ୟରେ ଉପୁଜିଥିବା ହିଂସାତ୍ମକ ପରିସ୍ଥିତିକୁ ଦେଖି ୧୪୪ ଧାରା ଜାରି କରାଯାଇଛି। ଭାତପଡା ଓ ଜଗତଦଲଙ୍କ ମଧ୍ୟରେ ଉପୁଜିଥିବା ହିଂସା ଯୋଗୁ ଜଣଙ୍କର ମୃତ୍ୟୁ ହେବା ସହ ଅନ୍ୟ ୪ ଆହତ ହୋଇଛନ୍ତି। ଉଭୟଙ୍କ…
ଏବେ ବି ସୁସ୍ଥ ଅଛି ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର କୁମ୍ଭୀର ‘ମୁଜା’
ଆମେରିକାର ବେଲଗ୍ରେଡ ଚିଡ଼ିଆଖାନାକୁ ଆସିଛି ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର କୁମ୍ଭୀର ‘ମୁଜା‘। ଆଶ୍ଚର୍ଯ୍ୟର କଥା କୁମ୍ଭୀରଟି ବର୍ତ୍ତମାନ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ନିଜ ପ୍ରଜାତିଙ୍କ ମଧ୍ୟରେ ଏହା ସବୁଠୁ ବୟସ୍କ। ବୟସ ୮୦ ହୋଇଥିଲେ ମଧ୍ୟ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସମସ୍ୟା ପରିଲକ୍ଷିତ…
ଆଉ ଜଣେ ଭାରତୀୟ ଖେଳାଳି ଆହତ
ସାଉଥାମ୍ପଟନ,୨୦।୬(ପି.ଟି.)- ଚଳିତ ବିଶ୍ୱକପ୍ରେ ଭାରତୀୟ ଦଳର ସମସ୍ୟା ବଢ଼ିବାରେ ଲାଗିଛି। ଓପନର ଶିଖର ଧାଓ୍ବନ ବିଶ୍ୱକପ୍ରୁ ବାଦ୍ ପଡ଼ିଥିବା ବେଳେ ଭୁବନେଶ୍ୱର କୁମାର ଆହତ ସମସ୍ୟା ଯୋଗୁ କିଛି ମ୍ୟାଚ୍ରେ ଖେଳିପାରିବେ ନାହିଁ ବୋଲି ଦଳୀୟ ମ୍ୟାନେଜମେଣ୍ଟ ପକ୍ଷରୁ କୁହାଯାଇଛି। ଆଉ…
ଅକ୍ଟୋବରରେ ରିଲିଜ୍ ହେବ ‘ଲୁଟ୍କେସ୍’
ମୁମ୍ବାଇ: ବଲିଉଡ୍ ଅଭିନେତା କୁନାଲ ଖେମୁ ଓ ଅଭିନେତ୍ରୀ ରସିକା ଦୁଗ୍ଗଲଙ୍କ ଫିଲ୍ମ ‘ଲୁଟ୍କେସ୍’ ଆସନ୍ତା ଅକ୍ଟୋବର ୧୧ରେ ରିଲିଜ୍ ହେବ ବୋଲି ସୂଚନା ମିଳିଛି। ଏଥିରେ ଉଭୟଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଅଛି ବୋଲି କୁହାଯାଉଛି। ଫିଲ୍ମର ଏକ ପ୍ରମୋ ଭିଡିଓ…
କଏଦୀ ପିତାଙ୍କ ସହ ଜେଲରେ ରହୁଥିଲେ ଶିଶୁ: ଜିଲାପାଳ ବଦଳାଇଦେଲେ ଜୀବନ
ରାୟପୁର, ୨୦।୬: ଛତିଶଗଡର ବିଳାଶପୁରରେ ଜଣେ ୬ ବର୍ଷର ଝିଅ ଜୀବନ ବଦଳାଇ ଦେଇଛନ୍ତି ଜିଲାପାଳ। ଝିଅଟିର ଜନ୍ମ ପରେ ତାଙ୍କ ମା’ଙ୍କ ମୃତ୍ୟୁ ହୋଇଯାଇଥିଲା। ପିତା ଅପରାଧ କରି ଜେଲ ଦଣ୍ଡାଦେଶ ଭୋଗୁଥିବାବେଳେ ଝିଅଟିଏ ଯତ୍ନ ନେବାକୁ କେହି ନ…
ଧାନବୋଝେଇ ଟ୍ରକରେ ଲାଗିଲା ନିଆଁ
ବରଗଡ଼ ଅଫିସ,୨୦ା୬ : ବରଗଡ଼ ଜିଲା ବିଜେପୁର-ଗାଇସିଲେଟ୍ ରାସ୍ତାର ନୂଆଁପାଲି ନିକଟରେ ଗୁରୁବାର ଅପରାହ୍ନରେ ଏକ ଧାନ ବୋଝେଇ ଟ୍ରକ(ଓଆର ୧୩ ଏମ୍ ୧୩୬୨)ରେ ଆକସ୍ମିକ ଭାବେ ନିଆଁ ଲାଗି ଯାଇଥିଲା । ଟ୍ରକର ସମ୍ମୁଖ ଭାଗରେ ନିଆଁ ଲାଗି ଯିବାରୁ…
ସର୍ଟ ଡ୍ରେସ୍କୁ ନେଇ ଟ୍ରୋଲ୍ ହେଲେ ପ୍ରିୟଙ୍କା
ନ୍ୟୁୟର୍କ: ବଲିଉଡ୍ ଦେଶି ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ତାଙ୍କ ସ୍ବାମୀଙ୍କ ସହ ନ୍ୟୁୟର୍କରେ ରହୁଛନ୍ତି। ହେଲେ ନିକଟରେ ସେ ଏମିତି ଏକ ଡ୍ରେସ୍ରେ ନଜର ଆସିଛନ୍ତି ଯାହା ଫଳରେ ତାଙ୍କୁ ଟ୍ରୋଲ୍ ହେବାକୁ ପଡିଛି। ନ୍ୟୁୟର୍କରେ ନିଜ ଆପାର୍ଟମେଣ୍ଟ ବାହାରକୁ…
ବସ୍ଙ୍କୁ ମେସେଜ୍ କରି ଚାକିରି ହରାଇଲେ ମହିଳା କର୍ମଚାରୀ
ବେଜିଂ,୨୦।୬: ଚାଇନାର ଏକ କମ୍ପାନୀରେ କାମ କରୁଥିବା ଜଣେ ମହିଳାଙ୍କୁ ସାମାନ୍ୟ କାରଣ ପାଇଁ ଚାକିରି ହରାଇବାକୁ ପଡିଛି। କାରଣ ହେଉଛି ସେ ତାଙ୍କ ବସ୍ଙ୍କ ପାଖକୁ ଏମିତି କିଛି ମେସେଜ୍ କରିଛନ୍ତି ଯାହା ତାଙ୍କୁ ମହାଙ୍ଗା ପଡିଛି। ମହିଳା ଜଣକ…
ଓଭରବ୍ରିଜରେ ପିଟିହୋଇ ୨ ସାଙ୍ଗଙ୍କ ଜୀବନ ଗଲା, ଜଣେ ଗୁରୁତର
ପୁରୀ ଅଫିସ,୨୦ା୬ : ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ସଦର ଥାନା ଅନ୍ତର୍ଗତ ମାଳତୀପାଟପୁର ଓଭରବ୍ରିଜରେ ପିଟିହୋଇ ଦୁଇ ସାଙ୍ଗଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁବାର ଭୋର୍ରୁ ଏହି ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ ଭଦ୍ରକର…
ମସ୍ତିଷ୍କ ଜ୍ୱରରେ ପୀଡିତ ଶିଶୁଙ୍କୁ ଭେଟିବାକୁ ଯାଇ ସମାଲୋଚନାର ଶିକାର ହେଲେ ନେତା
ମୁଜାଫରପୁର,୨୦।୬: ବିହାରରେ ଏବେ ମସ୍ତିଷ୍କ ଜ୍ୱରରେ ପାଖାପାଖି ୧୧୭ ଜଣ ଶିଶୁଙ୍କର ମୃତ୍ୟୁ ହେଲାଣି। ତେବେ ମହାମାରୀ ଭଳି ବ୍ୟାପିଥିବା ଏହି ରୋଗ ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି। ଶ୍ରୀ କୃଷ୍ଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

