Home Left

ମୋବାଇଲରେ ଅନ୍‌ଲାଇନ୍‌ ଗେମ୍‌ ଖେଳି ଆତ୍ମହତ୍ୟା କଲେ ନାବାଳକ

କୋଟା,୨୦।୬: ରାଜସ୍ଥାନର କୋଟାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଜ୍ଞାନ ନଗରରେ ରହୁଥିବା ଫତେହଚନ୍ଦଙ୍କ ୧୨ବର୍ଷର ପୁଅ କୁଶଳ ମୋବାଇଲରେ ଅନ୍‌ଲାଇନ ଗେମ୍‌ ଖେଳୁଥିବା ବେଳେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଆତ୍ମହତ୍ୟା କରିବା ସମୟରେ ସେ ରୁମ୍‌ରେ ଏକୁଟିଆ ଥିବା…

ଶୁକ୍ରାଣୁ ଦାନ କରିଥିବା ବ୍ୟକ୍ତିଙ୍କୁ ପିତାର ଅଧିକାର ଦେଲେ କୋର୍ଟ

ସିଡ୍‌ନୀ,୨୦।୬: ଅଷ୍ଟ୍ରେଲିଆର ଏକ କୋର୍ଟ ଶୁକ୍ରାଣୁ ଦାନ କରିଥିବା ବ୍ୟକ୍ତିଙ୍କୁ ଜଣେ ୧୨ ବର୍ଷୀୟା କନ୍ୟାଙ୍କ ପ୍ରକୃତ ପିତା ହେବାର ଅଧିକାର ପ୍ରଦାନ କରିଛନ୍ତି। ପିଲାଟିର ଭବିଷ୍ୟତ ନିଷ୍ପତ୍ତି ମଧ୍ୟ ଏହି ପିତା ନେଇପାରିବେ ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ନିଜ…

ବଜ୍ରପାତରେ ଚାଷୀଙ୍କ ଜୀବନ ଗଲା

କାକଟପୁର,୨୦ା୬(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁର ବ୍ଲକ ଲତାହରଣ ଗ୍ରାମରେ ଗୁରୁବାର ବଜ୍ରପାତ ଘଟି ଚାଷୀ ବାବାଜୀ ସାହୁ (୫୬)ଙ୍କ ଜୀବନ ଯାଇଛି। ମୃତ ବାବାଜୀ ନିଜ ବିଲକୁ ଆଜି ପୂର୍ବାହ୍ନରେ ଯାଇଥିଲେ। ହଠାତ୍‌ ବଜ୍ରପାତ ହେବାରୁ ସେ ଘଟଣାସ୍ଥଳରେ ଅଚେତ…

ସୌରମଣ୍ଡଳ ବାହାରେ ପୃଥିବୀ ପରି ୨ ଗ୍ରହର ମିଳିଲା ସନ୍ଧାନ

ମାଦ୍ରିଦ୍‌,୨୦।୬: ସୌରମଣ୍ଡଳ ବାହାରେ ପୃଥିବୀ ପରି ୨ଟି ଗ୍ରହର ସନ୍ଧାନ ମିଳିଛି। ଦକ୍ଷିଣ ସ୍ପେନ୍‌ର ଅଲମେରିଆ ସ୍ଥିତ କେଲାର ମହାକାଶ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସୌରମଣ୍ଡଳଠାରୁ ପ୍ରାୟ ୧୨.୫ ଆଲୋକ ବର୍ଷ ଦୂରରେ ଥିବା ଟିଗାଇନ୍‌ ଷ୍ଟାର୍‌ ନିକଟରେ…

ଗୁଜରାଟର ବହିଷ୍କୃତ ଆଇପିଏସ୍‌ଙ୍କୁ ଆଜୀବନ ଜେଲ୍‌

ଅହମ୍ମଦାବାଦ,୨୦।୬: ଗୁଜରାଟ କୋର୍ଟ ଜାମନଗର ଜେଲ୍‌ରେ ହୋଇଥିବା ଏକ ମୃତ୍ୟୁ ମାମଲାର ଶୁଣାଣି କରିଛନ୍ତି। ଗୁରୁବାର ଏହି ମାମଲାରେ ବହିଷ୍କୃତ ଆଇପିଏସ୍‌ ଅଧିକାରୀ ସଞ୍ଜୀବ ଭଟ୍ଟ ଓ ତାଙ୍କର ଅନ୍ୟ ଜଣେ ସହଯୋଗୀଙ୍କୁ କୋର୍ଟ ଦୋଷୀ ସାବସ୍ତ୍ୟ କରି ଆଜୀବନ କାରାଦଣ୍ଡରେ…

ଏହି ଗ୍ରାମରେ ଦଳିତଙ୍କୁ ଚପଲ ପିନ୍ଧିବା ମନା

ବେଙ୍ଗାଲୁରୁ, ୨୦।୬: କର୍ନାଟକର ଟିପ୍ପୁର ଗ୍ରାମରେ ଦଳିତ ଶ୍ରେଣୀର ଲୋକେ ମନ୍ଦିର ଯିବା ତ ଦୂରର କଥା, ଚପଲ ପିନ୍ଧିବାକୁ ମଧ୍ୟ ଅନୁମତି ନାହିଁ। ଏଭଳି ଅମାନବୀୟ ବ୍ୟବହାର ପାଇଁ ଦଳିତମାନେ ପ୍ରଶାସନ ଉପରେ ଦୋଷ ଲଦିଛନ୍ତି। ସେମାନେ ଅଭିଯୋଗ କରି…

ବୃଦ୍ଧା ମା’ଙ୍କ ଆଖି ତାଡିଦେଲେ, ହାତ ଗୋଡ ଭାଙ୍ଗି ମାରିଦେଲେ ବୋହୂ-ପୁଅ

ଦୁବାଇ, ୨୦।୬: ବୃଦ୍ଧା ମା’ଙ୍କୁ ହତ୍ୟା ଅଭିଯୋଗରେ ସାଉଦି ଆରବରେ ଗିରଫ ହୋଇଛନ୍ତି ଜଣେ ଭାରତୀୟ ଦମ୍ପତ୍ତି। ଉକ୍ତ ଦମ୍ପତ୍ତିଙ୍କ ନାଁରେ ସଙ୍ଗୀନ ଅଭିଯୋଗ ରହିଛି। ଝିଅର ଯତ୍ନ ନେଉ ନ ଥିବାରୁ ବୁଦ୍ଧା ମା’ଙ୍କୁ ପିଟାପିଟି କରିବା ସହ ଆଖି…

ମୁଖ୍ୟମନ୍ତ୍ରୀଙ୍କ ପିଏ କହି ବିଧାୟକ ଓ ଏମ୍‌ପିଙ୍କୁ ଠକୁଥିଲେ ବିଟେକ୍‌ ଛାତ୍ର

ହାଇଦ୍ରାବାଦ,୨୦।୬: ଆନ୍ଧ୍ର ପ୍ରଦେଶରେ ବିଧାୟକଙ୍କ ସହ ଠକେଇର ଏକ ମାମଲା ସାମ୍ନାକୁ ଆସିଛି। ଉକ୍ତ ସହରର ୪ଜଣ ଛାତ୍ର ବିଟେକ ପାଠପଢ଼ା ଛାଡ଼ି ନିଜର ଏକ ଗ୍ୟାଙ୍ଗ କରି ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନଁାରେ ଦଳର ବିଧାୟକଙ୍କଠାରୁ ଟଙ୍କା ହଡ଼ପ…

ଇମ୍ରାନଙ୍କ ଚିଠିର ଉତ୍ତର ଦେଲେ ମୋଦି

ନୂଆଦିଲ୍ଲୀ,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଶୁଭେଚ୍ଛା ବାର୍ତ୍ତାର ଉତ୍ତର ରଖିଛନ୍ତି। ଦୁଇ ଦେଶ ମଧ୍ୟରେ ଅନୁକୂଳ ବାତାବରଣ କଥା ଇମ୍ରାନ ଚାହୁଁଥିବା ବେଳେ ଆତଙ୍କବାଦକୁ ଛାଡିଲେ ଏହା ସମ୍ଭବ ହେବ ବୋଲି ମୋଦି କହିଛନ୍ତି। ପାକିସ୍ତାନ…

ଭାରତୀୟଙ୍କ ପାଇଁ ଏଚ୍‌-୧ ବି ଭିଜାକୁ ୧୫ ପ୍ରତିଶତ ସୀମିତ କରିବ ଆମେରିକା: ୧୦ ଲକ୍ଷ କୋଟିର ଆଇଟି ଶିଳ୍ପ ପ୍ରଭାବିତ ହେବା ଆଶଙ୍କା

ନୂଆଦିଲ୍ଲୀ/ ଓ୍ବାଶିଂଟନ, ୨୦।୬: ଆମେରିକା ଏହାର ଭିଜା ନୀତିରେ ପରିବର୍ତ୍ତନ ଆଣିବାକୁ ଚିନ୍ତା କରିଛି। ଏହା ଅର୍ନ୍ତଗତ ଭାରତୀୟଙ୍କୁ ପାଇଁ ଏଚ୍‌-୧ ବି ଭିଜାକୁ ୧୦ରୁ ୧୫ ପ୍ରତିଶତ ମଧ୍ୟରେ ସୀମିତ ରଖିବାକୁ ଆମେରିକା ଯୋଜନା କରିଛି। ଏହାଦ୍ୱାରା ଆମେରିକାରେ ଚାକିରି…

ମସ୍ତିଷ୍କ ଜ୍ୱରରେ ଗଲାଣି ୧୫୧ ଶିଶୁଙ୍କ ଜୀବନ: ଏବେ ଘାରିଛି ଶିଶୁ ବିକଳାଙ୍ଗ ହେବାର ଡର

ପାଟଣା, ୨୦।୬: ବିହାରର ମୁଜାଫରପୁରରେ ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗର ପ୍ରକୋପ ଜାରି ରହିଛି। ଏହି ରୋଗରେ ଏପର୍ଯ୍ୟନ୍ତ ୧୫୧ ଶିଶୁଙ୍କ ପ୍ରାଣ ଗଲାଣି। ୩୦୦ରୁ ଊର୍ଦ୍ଧ୍ୱ ଶିଶୁ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।…

ଏଏନ୍‌-୩୨ ବିମାନ ଦୁର୍ଘଟଣା: ମିଳିଲା ଆଇ ୬ ଜଣଙ୍କ ମୃତ ଶରୀର

ଶିଲଂ,୨୦।୬: ଜୁନ୍‌ ୩ରେ ନିଖୋଜ ପରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଭାରତୀୟ ବାୟୁସେନା ବିମାନ ଏଏନ୍‌-୩୨ରେ ଥିବା ବ୍ୟକ୍ତିଙ୍କ ମଧ୍ୟର ୬ ଜଣଙ୍କ ମୃତ ଶରୀର ମିଳିଥିବା ଜଣାପଡିଛି। ପ୍ରତିରକ୍ଷା ପ୍ରବକ୍ତା ତଥା ଓ୍ବିଙ୍ଗ କମାଣ୍ଡର ରତ୍ନାକର ସିଂ ଗୁରୁବାର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?