Home Left

ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ

ଛେଣ୍ଡିପଦା,୨୦।୬(ଡି.ଏନ୍‌.ଏ): ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ପାତ୍ରପଡା ଗଁା ନିକଟରେ ଗୁରୁବାର ସକାଳେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ ହୋଇଛନ୍ତି। ଆହତ ବୃଦ୍ଧ ହେଲେ ପାତ୍ରପଡା ଦଳିତ ସାହି ଗାଁର ବନ୍ଧୁଆ ନାଏକ(୬୫)। ସକାଳେ ସେ…

ଗୁପ୍ତଯୁଗ ସ୍ବର୍ଣ୍ଣମୁଦ୍ରା ପାଇଁ ଗାଁ ସାରା ଖୋଳି ଦେଲେ ଲୋକେ

ଜୟପୁର,୨୦।୬: ମଣିଷର ଧନ ଲୋଭ ବେଳେବେଳେ ସୀମା ଟପିଯାଏ। ଫଳରେ ସେ ଏଭଳି କାମ କରିବସେ ଯାହାକୁ ନେଇ ପରବର୍ତ୍ତୀ ସମୟରେ ତାଙ୍କୁ ଲଜ୍ଜିତ ହେବାକୁ ପଡ଼ିଥାଏ। ସେହିପରି ଏକ ଘଟଣା ରାଜସ୍ଥାନ ଜୟପୁର ନିକଟରେ ଥିବା ମାଲପୁରାରେ ଘଟିଛି। ସ୍ଥାନୀୟ…

ନଦୀକୁ ଖସିଲା ବରଯାତ୍ରୀ ଗାଡି: ୭ ନିଖୋଜ

ଲକ୍ଷ୍ନୌ, ୨୦।୬: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀ ଦଳକୁ ନେଇ ଯୋଉଥିବା ଏକ ପିକ୍‌ଅପ୍‌ ଗାଡି ନଦୀକୁ ଖସି ପଡିଛି। ଫଳରେ ୭ ଜଣ ଶିଶୁ ନିଖୋଜ ଅଛନ୍ତି। ପିକ୍‌ଅପ୍‌ରେ ୨୯ଜଣ ଯାତ୍ରୀ ଥିଲେ। ଘଟଣାସ୍ଥଳରେ ସୁରକ୍ଷାକର୍ମୀ ପହଞ୍ଚି…

ଥରିଲା ମହାରାଷ୍ଟ୍ର

ମୁମ୍ବାଇ,୨୦।୬: ମହାରାଷ୍ଟ୍ରର ସତରା ଜିଲାରେ ଗୁରୁବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୮। ସକାଳ ପ୍ରାୟ ୭ଟା ୪୭ରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ପ୍ରାୟତଃ…

ଯଦି ରାଜି ହୋଇଥାଆନ୍ତେ…

ବେଳେବେଳେ ପ୍ରଯୋଜକ ଯାହାଙ୍କୁ ଲିଡ୍‌ ରୋଲ୍‌ରେ ନେବାକୁ ଚାହିଁଥାଆନ୍ତି, ତାହା କେତେକ କାରଣରୁ ସମ୍ଭବ ହୋଇ ନ ଥାଏ। କିନ୍ତୁ ଏହା ବଦଳରେ ସେ ଯାହାକୁ ସାଇନ୍‌ କରାନ୍ତି, ସେ ମଧ୍ୟ ଭୂମିକାଟିକୁ ସଫଳ କରିବାରେ ପଶ୍ଚାଦ୍‌ପଦ ହୁଅନ୍ତି ନାହିଁ। ୨୦୦୮ରେ…

୭୬ବର୍ଷ ପରେ ଜଣେ ଶିଶୁ ପାଇଁ ଖୋଲିଲା ସ୍କୁଲ

ଚେନ୍ନାଇ. ୨୦।୬: ତାମିଲନାଡୁର ଏକ ପ୍ରାଥମିକ ସ୍କୁଲ ୭୬ ବର୍ଷ ପରେ ଗୋଟିଏ ଶିଶୁ ପାଇଁ ଖୋଲିଛି। କ୍ଲୂପରାଇର ଚିନ୍ନାଇକଲ୍ଲାରର ଏହି ସ୍କୁଲ ଦ୍ରବିଡାର ଏବଂ ଆଦିବାସୀ କଲ୍ୟାଣ ବିଭାଗ ଦ୍ୱାରା ଚଲାଯାଏ। ୧୯୪୩ରେ ଏହି ସ୍କୁଲ ଚା’ ବଗିଚାରେ କାମ…

ପାନ ପାଇଁ…

ରାଜ କୁମାର ହିରାନୀଙ୍କ ‘ପିକେ’ ଶୁଟିଂ ସମୟର କଥା। ଏହାର ଶୁଟିଂ ଶେଟ୍‌କୁ କିଏ ଆସୁ ବା ନ ଆସୁ, ପ୍ରଥମେ ଜଣେ ପାନ ଦୋକାନୀ ଆସି ପାନର ପସରା ମେଲି ବସୁଥିଲେ। ହେଲେ କାହିଁକି? ଆପଣ ଯଦି ଫିଲ୍ମଟି ଦେଖିଥିବେ,…

ଚିକେନ୍‌ ପଟିଆଲା

ଖାଦ୍ୟ ପାଇଁ ରାଜ୍ୟ ତଥା ବାହାରେ ବେଶ୍‌ ପରିଚିତ ରେଶମ ସହର ବ୍ରହ୍ମପୁର। ଗ୍ରାହକଙ୍କ ଚାହିଦା ମୁତାବକ ଖାଦ୍ୟ ପ୍ରସ୍ତୁତି ପାଇଁ ସହରରେ ଖୋଲିଛି ଅନେକ ସ୍ବାଦିଷ୍ଠ ରେଷ୍ଟୁରାଣ୍ଟ। ସେଥିମଧ୍ୟରେ ଏକ ନିଆରା ଖାଦ୍ୟ ପ୍ରସ୍ତୁତକାରୀ ରେଷ୍ଟୁରାଣ୍ଟ ହେଉଛି ବ୍ରହ୍ମପୁର ଦଳୁଆ…

ପ୍ରାଇମେରୀ ସ୍କୁଲରେ ଯୋଗୀ ବାଣ୍ଟିବେ ଖଦି ପୋଷାକ

ଲକ୍ଷ୍ନୌ, ୨୦।୬: ଖଦିର ବିକାଶ ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ନୂଆ ଯୋଜନା ଆରମ୍ଭ କରିଛନ୍ତି। ରାଜ୍ୟର ପ୍ରାଇମେରୀ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ଖଦି ପୋଷାକ ବଣ୍ଟନ କରାଯିବା ଲାଗି ସରକାର ଚିନ୍ତା କରୁଛନ୍ତି। ପରୀକ୍ଷାମୂଳକ ଭାବେ ଲକ୍ଷ୍ନୌ ସମେତ…

୨୩ ବର୍ଷ ପରେ…

ବଲିଉଡ୍‌ର ଏଲିଜିବୁଲ ବ୍ୟାଚେଲର ସଲ୍ଲୁ ମିଅଁ। ଓରଫ ସଲ୍‌ମାନ ଖଁ।। ରାଜଶ୍ରୀ ପ୍ରଡକ୍ସନ ବ୍ୟାନରରେ ନିର୍ମିତ ‘ମୈନେ ପ୍ୟାର୍‌ କିୟା’ରେ ତାଙ୍କୁ ନାୟକ ଭାବରେ ବ୍ରେକ୍‌ ମିଳିଥିଲା। କେବଳ ସେତିକି ନୁହେଁ, ଫିଲ୍ମଟି ସୁପରଡୁପର ହିଟ୍‌ ମଧ୍ୟ ହୋଇଥିଲା। ୟା’ ଭିତରେ…

ଫଳ ଗୋଦାମ, ଦୋକାନରେ ସିଏମ୍‌ସିର ଚଢାଉ: ଯାଞ୍ଚ ପାଇଁ ଲିଚୁକୋଳିର ନମୁନା ସଂଗ୍ରହ

କଟକ ଅଫିସ,୨୦ା୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶତାଧିକ ଶିଶୁଙ୍କ ଜୀବନହାନି ଘଟିଛି। ହେଲେ ଏହା ପଛର କାରଣ ସ୍ପଷ୍ଟ ହୋଇ ନ ଥିଲେ ସୁଦ୍ଧା ଲିଚୁରେ ଥିବା ଟକ୍ସିକ୍‌ ଏଲିମେଣ୍ଟକୁ ଅନେକ ବିଶେଷଜ୍ଞ ଦାୟୀ କରୁଛନ୍ତି। ଏନ୍‌ସେଫାଲାଇଟିସ ଲିଚୁରେ ବ୍ୟାପିଥିବା କୁହାଯାଉଛି।…

କ୍ୟାପିଟାଲ ହସ୍ପିଟାଲ ମର୍ଗ ଫ୍ରିଜର ଅଚଳ: ମୃତଦେହ ଗନ୍ଧରେ ଫାଟିପଡୁଛି ହସ୍ପିଟାଲ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲର ଶବ ସଂରକ୍ଷଣ ଗୃହ (ମର୍ଗ) ଏବେ ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ମର୍ଗରେ ଥିବା ଦୁଇଟି ଫ୍ରିଜର ଗୋଟିକ ପରେ ଗୋଟିଏ ଖରାପ ହୋଇପଡିବାରୁ ବ୍ୟବଚ୍ଛେଦ ପାଇଁ ଆସୁଥିବା ମୃତଦେହକୁ ଖୋଲାରେ ରଖାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?