ପୂର୍ବାଞ୍ଚଳ ବିମାନବନ୍ଦରଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ(ଏଏଆଇ) ପକ୍ଷରୁ ବୁଧବାର ପୂର୍ବ ଭାରତରେ ଥିବା ବିମାନବନ୍ଦରଗୁଡ଼ିକର ଆଞ୍ଚଳିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ବିମାନବନ୍ଦର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କୋଲକାତା, ଭୁବନେଶ୍ୱର, ପାଟନା, ରାଞ୍ଚି, ରାୟପୁର, ବଗ୍ଡୋଗ୍ରା, ପୋର୍ଟବ୍ଲେୟାର୍ ଓ…
ଶ୍ରୀମନ୍ଦିର ମରାମତି କାମ ଅନୁଧ୍ୟାନ କଲେ ଆମିକସ୍ କ୍ୟୁରି: ହାଇକୋର୍ଟରେ ଦାଖଲ କରିବେ ସତ୍ୟପାଠ
ପୁରୀ ଅଫିସ,୨୦ା୬: ଶ୍ରୀମନ୍ଦିର ମରାମତି କାର୍ଯ୍ୟର ତଦାରଖ ପାଇଁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍କ୍ୟୁରି ଇଂ. ଏନ୍.କେ. ମହାନ୍ତି ବୁଧବାର ଶ୍ରୀମନ୍ଦିରକୁ ଆସି ବିଭିନ୍ନ କାମର ଅନୁଧ୍ୟାନ କରିଛନ୍ତି। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଶ୍ରୀମନ୍ଦିରର ମରାମତି କାମ ଏଏସ୍ଆଇ ଶେଷ କରିଛି।…
ମୌସୁମୀ ବିଗାଡ଼ିଦେବ ଅର୍ଥନୀତି
ନୂଆଦିଲ୍ଲୀ,୨୦।୬: ଚଳିତବର୍ଷ ଦେଶରେ ମୌସୁମୀ ପ୍ରବାହ ବିଳମ୍ବିତ ହୋଇଛି। ନିର୍ଦ୍ଧାରିତ ସମୟଠାରୁ ସପ୍ତାହକ ବିଳମ୍ବରେ ମୌସୁମୀ ଦେଶରେ ପ୍ରବେଶ କରିଛି। ଜୁନ୍ରେ ଅଦ୍ୟାବଧି ସାରା ଦେଶରେ ସାମାନ୍ୟରୁ ପ୍ରାୟ ୪୩ରୁ ୪୪ ପ୍ରତିଶତ କମ ବର୍ଷା ହୋଇଛି। ଅନ୍ୟପକ୍ଷରେ ଆଉ ୧୫…
ସ୍ନାନବେଦିରେ ବିଶୃଙ୍ଖଳା ଘଟଣା: ସିସିଟିଭି ଯାଞ୍ଚ କରିବ ଶ୍ରୀମନ୍ଦିର ପ୍ରଶାସନ
ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନ ନୀତି ସମ୍ପନ୍ନ ହୋଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ବେ ସ୍ନାନବେଦିରେ ବିଶୃଙ୍ଖଳା ହୋଇଛି। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମକୁ ମାନି ଦାରୁବିଗ୍ରହଙ୍କ ସ୍ନାନନୀତିକୁ ଶୃଙ୍ଖଳିତ କରିଥିବାବେଳେ ଅଳ୍ପ କେତେଜଣ ବ୍ୟବସ୍ଥାବଳୀର ଉଲ୍ଲଂଘନ କରିଛନ୍ତି।…
ଗ୍ରୁପ୍ କମ୍ପାନୀରେ ନିବେଶ: ଇପିଏଫଓ ଫଣ୍ଡ ମ୍ୟାନେଜରଙ୍କ ଉପରେ କଟକଣା
ନୂଆଦିଲ୍ଲୀ,୨୦।୬: ଗ୍ରୁପ୍ କମ୍ପାନୀରେ ନିବେଶ ନେଇ ଏମ୍ପ୍ଲୟି ପ୍ରୋଭିଡେଣ୍ଟ ଫଣ୍ଡ ଅଗାନାଇଜେଶନ(ଇପିଏଫ୍ଓ) ନିଜର ଆସେଟ ମ୍ୟାନେଜରଙ୍କ ଉପରେ କଟକଣା ଜାରି କରିଛି। ନିକଟ ଅତୀତରେ କେତେକ ଇନ୍ଭେଷ୍ଟମେଣ୍ଟର ମୂଲ୍ୟ ହ୍ରାସ ପାଇବା କାରଣରୁ ଇପିଏଫ୍ଓ ପକ୍ଷରୁ ଉକ୍ତ ପଦକ୍ଷେପ ଗ୍ରହଣ କରାଯାଇଛି।…
ଗୋଟିଏ ଚରିତ୍ର ପସନ୍ଦ ନୁହେଁ
ନୂଆଦିଲ୍ଲୀ : ଲୋକପ୍ରିୟ ଟେଲିଭିଜନ ଶୋ’ ‘ଜିତ୍’, ଗନ୍ସ ଆଣ୍ଡ୍ ରୋଜେସ୍’ରେ ଅଭିନୟ କରିଥିବା ଅଭିନେତ୍ରୀ ନୀରୁ ବାଜଓ୍ବା ଗୋଟିଏ ଚରିତ୍ରରେ ଅଭିନୟ କରିବା ମୋର ପସନ୍ଦ ନୁହେଁ ବୋଲି କହିଛନ୍ତି। ଏଥିଲାଗି ମୁଁ ଟିଭି ଛାଡ଼ିଲି ବୋଲି ସେ ପ୍ରକାଶ…
ସୁବ୍ରମଣ୍ୟନ୍ଙ୍କ ଅଭିଯୋଗକୁ ଇଏସିଙ୍କ ଖଣ୍ଡନ
ନୂଆଦିଲ୍ଲୀ,୨୦।୬: ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ଉପଦେଷ୍ଟା କମିଟି(ଇଏସି-ପିଏମ୍) ବୁଧବାର ପୂର୍ବତନ ମୁଖ୍ୟ ଆର୍ଥିକ ଉପଦେଷ୍ଟା(ସିଇଏ) ଅରବିନ୍ଦ ସୁବ୍ରମଣ୍ୟନ୍ଙ୍କ ଜିଡିପି ଡାଟାକୁ ନେଇ ଉଠାଇଥିବା ବିବାଦକୁ ଖଣ୍ଡନ କରିଛନ୍ତି। ଇଏସି-ପିଏମ୍ଙ୍କ ପକ୍ଷରୁ କୁହାଯାଇଛି ଯେ, ବର୍ତ୍ତମାନ ଦେଶର ଜିଡିପି ଆକଳନ ପଦ୍ଧତି ଏକ ଉତ୍ତରଦାୟୀ,…
ଅଜଣା ବ୍ୟାଧି
ଅଜଣା ବ୍ୟାଧି ଗ୍ରାସ କରିଛି ଜିଲାକୁ। ସଚେତନତା ହେଉଛି ଏହାର ଏକମାତ୍ର ମହୌଷଧି। ହେଲେ ଏହା ପହଞ୍ଚିପାରୁନି ଦୁର୍ନୀତି କବଳିତ ବ୍ୟକ୍ତିବିଶେଷଙ୍କ ପାଖରେ। ଫଳସ୍ବରୂପ ଡିଅଁ।ରୋଗ ପରି ମାଡ଼ିଚାଲିଛି ଏହି ବ୍ୟାଧି। ତାହା ଦେହସୁହା ହୋଇଯିବାରୁ ସବୁ କିଛି ଅବ୍ୟବସ୍ଥାରେ ଚାଲିଛି।…
ଦଳ ପ୍ରଦର୍ଶନକୁ ନେଇ ପିସିବି ତର୍ଜମା କରିବ
କରାଚୀ,୨୦।୬(ପି.ଟି.)- ଦଳର ପ୍ରଦର୍ଶନକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏବେ ବେଶ୍ ଗୁରୁତ୍ୱ ଦେବା ଆରମ୍ଭ କରିଛି। ଜାତୀୟ ଦଳ ସହ ସପୋର୍ଟ ଷ୍ଟାଫ୍, ହେଡ୍ କୋଚ୍ ମିକି ଆର୍ଥରଙ୍କ ପ୍ରଦର୍ଶନକୁ ନେଇ ପିସିବି ଏବେ ତର୍ଜମା କରିବ। ବିଶ୍ୱକପ୍…
ଅଣସର ଘରେ ମହାପ୍ରଭୁ: କମିଲା ଶ୍ରୀମନ୍ଦିର ହୁଣ୍ଡି ଅର୍ଥ
ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ଦଇତାପତି ସେବକମାନେ ସେବା କରୁଛନ୍ତି। ଅନ୍ୟପଟେ ଅଣସର ତାଟିରେ ପୂଜା ପାଉଛନ୍ତି ପଟିଦିଅଁ। ଏଥିପାଇଁ…
ଜେଲ୍ ଯିବେ ନିଶାଗ୍ରସ୍ତ ଡ୍ରାଇଭର
ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ନିଶାଦ୍ରବ୍ୟ ସେବନ କରି ଗାଡ଼ି ଚଳାଉଥିବା ଡ୍ରାଇଭରମାନଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଧରାପଡିଲେ ଏଣିକି ଜେଲ ଯିବାକୁ ପଡିବ। କେବଳ ଜରିମାନା ଆଦାୟ କରି ନିଶାସକ୍ତ ଡ୍ରାଇଭରଙ୍କୁ ଛଡ଼ାଯିବ ନାହିଁ। ତୁରନ୍ତ ସେମାନଙ୍କୁ କୋର୍ଟ ଚାଲାଣ କରାଯିବ।…
ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୦ା୬(ପି.ଟି.): ଗୁଜରାଟରେ ଦୁଇଟି ରାଜ୍ୟ ସଭା ଆସନ ଲାଗି ଅଲଗା ଉପନିର୍ବାଚନ କରିବା ନିମନ୍ତେ ନିର୍ବାଚନ କମିଶନ (ଇସି) ନିଷ୍ପତ୍ତି ନେଇଥିବାବେଳେ ରାଜ୍ୟ କଂଗ୍ରେସ ପକ୍ଷରୁ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଆସନ୍ତା ୨୪ ତାରିଖ ସୁଦ୍ଧା ଜବାବ ଦାଖଲ ଲାଗି…

