Home Left

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌କୁ ଭାରତୀୟ ଦଳ ୮ ଉଇକେଟରେ ଜିତିଥିଲା। ଏହା ଅଧିନାୟିକା ଭାବେ…

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ ଥାଉ ଚନ୍ଦନ ଅନ୍ୟ ଜଣେ ମହିଳାଙ୍କୁ ସ୍ତ୍ରୀର ମର୍ଯ୍ୟାଦା ଦେଇ ବିବାହିତା ସ୍ତ୍ରୀଙ୍କୁ ହତ୍ୟା…

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି। ବଡ ପୁଅ ଘର ଖଣ୍ଡେ ପାଇଛି। ସାନପୁଅ ବୋହୁ ବାପା ପାଖରେ ରହୁଛନ୍ତି। ଆଜକୁ…

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି ହୋଇଥିବା ରାଜ୍ୟ ମୁଖ୍ୟାଳୟରୁ ଚିଠି ନଂ ୩୬୯୦ରେ ଉଲେଖ ରହିଛି। ବିରଞ୍ଚି ନାରାୟଣ ପଲେଇ…

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଦୁର୍ଘଟଣାର ଶିକାର ହୋଇଛି। ଏଥିରେ କାହାର କୌଣସି କ୍ଷତି…

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ ସମୟରେ ୩ ମାଙ୍ଗାନିଜ ବୋଝେଇ ଡମ୍ପର ଜବତ କରିଛି। ଘଟଣାରେ ଗୋଟିଏ ବାଇକ୍‌ ମଧ୍ୟ…

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ ମନି ପର୍ସ ମିଳିଥିଲା। ପର୍ସରେ ଆଠ ହଜାର ଟଙ୍କା ସହ ଆଧାର ଓ ପାନ…

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅନେକ ଯୁବଗୋଷ୍ଠୀ ପସନ୍ଦ କରୁଥିବା ବେଳେ ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ଓ…

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ ବର୍ଣ୍ଣନା କରିଥିଲେ। ଭିଡିଓରେ, ସେ ବୁଝାଇଥିଲେ ଯେ ସେ ୧୫ ଘଣ୍ଟା କାମ କରିଥିଲେ,…

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ ସଟ ଖେଳିବାକୁ ଚେଷ୍ଟା କରିଥିଲେ, କିନ୍ତୁ ସେ ଆଗକୁ ବଢ଼ିବା ସହିତ, କୋହଲି ଅନୁଭବ…

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଶହେ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଛି ହାଇଦ୍ରବାଦ ପୋଲିସ। ୧୧ ନମ୍ବର…

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି ପରିସ୍ଥିତି ସୃଷ୍ଟି କରିଛି ଯାହା ଦେଶର ସବୁଠାରୁ ଶିକ୍ଷିତ ବ୍ୟକ୍ତିଙ୍କୁ ମଧ୍ୟ ଦେଶ ଛାଡିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?