Home Left

‘ରାଜନୈତିକ ପ୍ରଭାବରୁ ଦୂରେଇ ରହୁ ନ୍ୟାୟପାଳିକା’

ନୂଆଦିଲ୍ଲୀ,୨୦ା୬(ପି.ଟି.): ସ୍ବାଧୀନତା ନ୍ୟାୟପାଳିକାର ଆତ୍ମା। ବିଚାର ବ୍ୟବସ୍ଥା ଜନତାଙ୍କ ଆସ୍ଥା ଜୁଟାଇବାରେ ବିଫଳ ହେଲେ କଦାପି ନ୍ୟାୟ ସ୍ଥାପନ କରିପାରିବ ନାହିଁ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ କହିଛନ୍ତି। ଲୋକଙ୍କୁ ପ୍ରଲୋଭିତ କରୁଥିବା ତତ୍ତ୍ୱଙ୍କ ବିରୋଧରେ ନ୍ୟାୟପାଳିକା…

ପରାଜିତ ଯାଇ ନ ପାରନ୍ତି ରାଜ୍ୟ ସଭା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସଭାରେ ଖାଲି ହୋଇଥିବା ଓଡିଶାର ୩ ଆସନକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର୍‌ ଧରିଛି। ବିଧାନସଭା ସଂଖ୍ୟା ଦୃଷ୍ଟିରୁ ଦେଖିଲେ ଏହି ୩ଟି ଯାକ ଆସନ ବିଜେଡି ହାତକୁ ଯିବା ଏକ ପ୍ରକାର ନିଶ୍ଚିତ। ମାତ୍ର ୩…

ପ୍ୟାନେଲ ଗଠନ କରାଯିବ

ନୂଆଦିଲ୍ଲୀ,୨୦ା୬(ପି.ଟି.): ଦେଶରେ ଏକକାଳୀନ ନିର୍ବାଚନ ପାଇଁ ସମୟବଦ୍ଧ ଭାବେ ପ୍ରସ୍ତାବ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ପ୍ୟାନେଲ ଗଠନ କରିବାକୁ ଯାଉଛନ୍ତି ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ବୁଧବାର ସୂଚନା ଦେଇଛନ୍ତି। ସର୍ବଦଳୀୟ ବୈଠକ ପରେ ଗଣମାଧ୍ୟମକୁ ସମ୍ବୋଧିତ…

ଖାସୋଗିଙ୍କ ହତ୍ୟାରେ କ୍ରାଉନ୍‌ ପ୍ରିନ୍ସ ସମ୍ପୃକ୍ତ

ଜେନେଭା/ରିୟାଧ,୨୦ା୬ (ଏଏଫ୍‌ପି): ସୌଦି ସାମ୍ବାଦିକ ଜମାଲ ଖାସୋଗିଙ୍କ ହତ୍ୟାକାଣ୍ଡରେ କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ୍‌ ସମ୍ପୃକ୍ତ ବୋଲି ବୁଧବାର ଜାତିସଂଘର ଜଣେ ବିଶେଷଜ୍ଞ ରିପୋର୍ଟ ଦେଇଛନ୍ତି। ଏଥିସହ ବିଦେଶରେ ଥିବା ପ୍ରିନ୍ସଙ୍କ ବ୍ୟକ୍ତିଗତ ସମ୍ପତ୍ତି ଉପରେ କଟକଣା ଜାରି କରିବା…

ଅପରାଧରେ ବୁଡ଼ିଛନ୍ତି ୯୪୭ ପୋଲିସ ଅଧିକାରୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଜନସାଧାରଣଙ୍କ ଧନଜୀବନ ସୁରକ୍ଷା ଦେବା ପୋଲିସର କର୍ତ୍ତବ୍ୟ। ଦୁର୍ନୀତି, ଅପରାଧ ଏବଂ ଅସଦାଚରଣ ଭଳି କୁତ୍ସିତ କାର୍ଯ୍ୟକଳାପ ଉପରେ ଲଗାମ ଲଗାଇବାକୁ ପ୍ରଶାସନିକ ସ୍ତରରେ ପୋଲିସ ବ୍ୟବସ୍ଥା ରହିଛି। ମାତ୍ର ବାଡ ଫସଲ ଖାଇବା ଭଳି ପୋଲିସ ବାବୁମାନେ ଅପରାଧ,…

ଛାତ୍ରନେତାରୁ ଲୋକ ସଭା ବାଚସ୍ପତି

ନୂଆଦିଲ୍ଲୀ,୨୦ା୬(ପି.ଟି.): ରାଜସ୍ଥାନର ଭାଜପା ଏମ୍‌ପି ଓମ୍‌ ବିର୍ଲା ବୁଧବାର ସପ୍ତଦଶ ଲୋକ ସଭାର ବାଚସ୍ପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିର୍ଲାଙ୍କ ନାଁ ପ୍ରସ୍ତାବ ଦେଇଥିବାବେଳେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏହାକୁ ସମର୍ଥନ ଜଣାଇଥିଲେ। ବାଚନିକ ଭୋଟରେ…

୫ ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୦ା୬(ଆଇଏଏନ୍‌ଏସ୍‌): ଆତଙ୍କବାଦୀମାନଙ୍କର ଏକ ବିସ୍ଫୋରଣ ଉଦ୍ୟମକୁ ବୁଧବାର ଜମ୍ମୁ-କଶ୍ମୀର ପୋଲିସ ପଣ୍ଡ କରିଦେଇଛି। ସୋପିଆନ ଜିଲାରୁ ଆତଙ୍କବାଦୀମାନଙ୍କର ୫ ଜଣ ସହଯୋଗୀଙ୍କୁ ଗିରଫ କରାଯାଇଛି। ଗୋଇନ୍ଦା ସୂଚନା ଆଧାରରେ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆକିବ୍‌ ନାଜିର ରାଠର, ଅମିର…

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ମକ୍‌ଡ୍ରିଲ୍‌

ଖଣ୍ଡପଡ଼ା,୨୦ା୬(ସ୍ବ.ପ୍ର.): ଭାପୁର ବ୍ଲକ ଅନ୍ତର୍ଗତ ପଥରଚକଡା ପଞ୍ଚାୟତ ମାଧପୁର ବହୁମୁଖୀ ଆଶ୍ରୟସ୍ଥଳୀଠାରେ ବୁଧବାର ଏକ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ଅଭ୍ୟାସ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କମିଟି(ଓଡ୍ରାଫ୍ଟ) ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଭାପୁର…

ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତର ୩

ନୂଆଦିଲ୍ଲୀ,୨୦ା୬ (ଆଇଏଏନ୍‌ଏସ୍‌) : ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତର ମାତ୍ର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଆଇଆଇଟି ବମ୍ବେ, ଆଇଆଇଟି ଦିଲ୍ଲୀ ଓ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ (ଆଇଆଇଏସ୍‌ସି) ବାଙ୍ଗାଲୋର ଏଥିରେ ସ୍ଥାନ ପାଇଛନ୍ତି। ଲଣ୍ଡନ୍‌ରେ ବୁଧବାର…

ବାଇକ୍‌-ଅଟୋ ଦୁର୍ଘଟଣା,୨ ଗୁରୁତର

ଭାପୁର,୨୦ା୬(ଡି.ଏନ୍‌.ଏ.): ଭାପୁର-ମନ୍ଦାରବେରଣୀ ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାରେ ଏକ ବାଇକ୍‌ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟି ବୁଧବାର ୨ ଜଣ ଗୁରୁତର ହୋଇଛନ୍ତି । ଏମାନେ ହେଲେ ଖଣ୍ଡପଡ଼ା ବ୍ଲକ ଶାଳଝରିଆ ଗ୍ରାମର ୨ ଭାଇ…

ସ୍ବଚ୍ଛ ଭାରତ ମିଶନ ଯୋଜନାରୁ ବଞ୍ଚତ୍ତ କୁନ୍ତଳା

ନୟାଗଡ଼ ଅଫିସ,୨୦ା୬: ନୟାଗଡ଼ର ଅଧିକାଂଶ ସହରବାସୀଙ୍କ ପାଇଁ ରହିଛି ଚକଚକ୍‌ ମାର୍ବଲ ସାଙ୍ଗକୁ ଇଟାଲିଆନ୍‌ ପ୍ୟାନ୍‌ ଥିବା ପାଇଖାନା। କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ ଅନୁସାରେ ଯାହାର ପାଇଖାନା ନ ଥିବ ତାଙ୍କ ପାଇଁ ପାଇଖାନା ନିର୍ମାଣ ବ୍ୟବସ୍ଥା…

ଓଜେଇଇ ଫଳ ପ୍ରକାଶିତ: ସ୍ମିତାରାଣୀ ଏମ୍‌ସିଏ ଟପ୍ପର

ମହାକାଳପଡ଼ା, ୨୦।୬ (ଡି.ଏନ୍‌.ଏ.): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ବୁଧବାର ପ୍ରକାଶ ପାଇଛି। ଓଜେଇଇ ଏମ୍‌ସିଏରେ ମହାକାଳପଡ଼ା ବ୍ଲକ ମହାକାଳପଡ଼ା ଗ୍ରାମର ହରପ୍ରିୟା ଓ ଶିବପ୍ରସାଦ ଚୌଧୁରୀଙ୍କ ଝିଅ ସ୍ମିତାରାଣୀ ଓଡ଼ିଶା ଟପ୍ପର ହୋଇଛନ୍ତି। ସ୍ମିତାରାଣୀ ପିଲାଦିନୁ ଖୁବ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?