Home Left

ସମ୍ବିଧାନ ସଂଶୋଧନ ଜରୁରୀ

ନୂଆଦିଲ୍ଲୀ,୨୦ା୬(ପି.ଟି.) : କେନ୍ଦ୍ର ସରକାର ଏକକାଳୀନ ନିର୍ବାଚନ ପାଇଁ ବିଚାର ଆଲୋଚନା ଚଳାଇଥିବାବେଳେ ଏଭଳି ବୃହତ୍‌ ପ୍ରକ୍ରିୟା ସକାଶେ ଆଇନ କମିଶନ ଏକ କଠୋର ଆଇନଗତ ଢାଞ୍ଚା ଲାଗି ସୁପାରିସ କରିଛନ୍ତି। ଗତ ଅଗଷ୍ଟରେ ଆଇନ କମିଶନ ଚିଠା ସୁପାରିସରେ ସମ୍ବିଧାନ…

କଣ୍ଟ୍ରାକ୍ଟର ରନ୍ଥା ଅପହରଣ ମାମଲା: ଗ୍ୟାଙ୍ଗଷ୍ଟର ଟିଟୋଙ୍କ ଦୁଇ ଭାଇ ଗିରଫ

କେନ୍ଦ୍ରାପଡା ଅଫିସ, ୨୦।୬: ଗ୍ୟାଙ୍ଗ୍‌ଷ୍ଟର ଟିଟୋ ଓରଫ ସୟଦ ଉସ୍‌ମାନ ଅଲ୍ଲୀଙ୍କୁ ଲାଗିଛି ଆଉ ଏକ ଝଟକା। କଣ୍ଟ୍ରାକ୍ଟର ରନ୍ଥା ଓରଫ ଶିବପ୍ରସାଦ ପରିଡ଼ାଙ୍କ ଅପହରଣ ମାମଲାରେ ଟିଟୋଙ୍କ ୨ ଭାଇଙ୍କ ସମେତ ୩ ଜଣଙ୍କୁ ବୁଧବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟ୍ୟାକ୍ସ…

ଖରସ୍ରୋତା ନଦୀ ବନ୍ଧରୁ ପଥର ଲୁଟ୍‌ ଘଟଣା: ତଦନ୍ତ କରି ଫେରିଲେ ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ

ବିଞ୍ଝାରପୁର,୨୦।୬(ଡି,ଏନ୍‌.ଏ.): ଖରସ୍ରୋତା ନଦୀ ଘଣ୍ଟିଆଳି ସଂଲଗ୍ନ ବନ୍ଧରୁ ପଥର ଲୁଟ୍‌ ଘଟଣାରେ ବୁଧବାର ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ ନବୀନ କିଶୋର ପାଣିଗ୍ରାହୀ ଘଟଣାସ୍ଥଳ ତଦନ୍ତକରି ଫେରିଛନ୍ତି। ଖୁବ୍‌ଶୀଘ୍ର ଏ ସମ୍ବନ୍ଧୀୟ ରିପୋର୍ଟ ବିଭାଗକୁ ହସ୍ତାନ୍ତର କରିବେ ବୋଲି ସେ…

ପୁରୁଣା ଦିନର ସ୍ମୃତି ମନାପକାଇଲେ ଛାତ୍ରୀଛାତ୍ର

ବିଞ୍ଝାରପୁର,୧୯ା୬(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସୟଦପୁରସ୍ଥିତ ବ୍ରଜସୁନ୍ଦର ଉଚ୍ଚ ବିଦ୍ୟାଳୟ ପରିସରରେ ବୁଧବାର ୧୯୮୬ ମାଟ୍ରିକ୍‌ ବ୍ୟାଚ୍‌ ଛାତ୍ରୀଛାତ୍ରଙ୍କ ବାର୍ଷିକ ବନ୍ଧୁମିଳନ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ପୁରାତନ ଛାତ୍ର ପ୍ରମୋଦ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ଅନୁଷ୍ଠିତ…

ଖଣି ଅଞ୍ଚଳରେ ପାଇପ୍‌ଯୋଗେ ପାନୀୟ ଜଳ ଯୋଗାଣ: ରାସ୍ତା ପାର୍ଶ୍ୱ ଖୋଳା କାମକୁ ବିରୋଧ

କାଳିଆପାଣି,୧୯ା୬(ଡି.ଏନ୍‌.ଏ.)- କାଳିଆପାଣି ଖଣି ଅଞ୍ଚଳରେ ଜିଲା ଖଣିଜ ପାଣ୍ଠି ବିନିଯୋଗରେ ପାନୀୟ ଜଳ ଯୋଗାଣ ନିମନ୍ତେ ପାଇପ୍‌ ବିଛା କାମ ଚାଲିଛି। କାଙ୍କଡ଼ପାଳ ଗ୍ରାମଠାରୁ ପାନୀୟଜଳ ଯୋଗାଣ ପାଇଁ ପାଇପ୍‌ ବିଛା କାମ କରାଯାଉ ଥିବାବେଳେ ଠିକାଦାର ବିନାଅନୁମତିରେ ରାସ୍ତା ପାର୍ଶ୍ୱ…

ଦଳେଇଘାଇ ନଦୀବନ୍ଧ ଅନୁଧ୍ୟାନ କଲେ ମୁଖ୍ୟଯନ୍ତ୍ରୀ : ବାଲି, ଖାଲିବ୍ୟାଗ ମହଜୁଦ ରଖିବାକୁ ନିର୍ଦ୍ଦେଶ

ବିରିଡ଼ି,୨୦।୬(ଡି.ଏନ.ଏ.): ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସଙ୍କୁ ଜଳସମ୍ପଦ ବିଭାଗ ମନ୍ତ୍ରୀ ପଦ ମିଳିବା ପରେ ଜଗତସିଂହପୁର ଜିଲାରେ ଏହି ବିଭାଗର କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ବିଭାଗୀୟ ମୁଖ୍ୟଯନ୍ତ୍ରୀଙ୍କଠାରୁ ଆରମ୍ଭ କରି ଅଧିକ୍ଷଣ ଯନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ଜିଲା ପରିଦର୍ଶନରେ ଆସି ବିଭିନ୍ନ…

ପୌରାଧ୍ୟକ୍ଷ ଓ ବିଧାୟକଙ୍କ ମଧ୍ୟରେ ଶୀଳତଯୁଦ୍ଧ : ଯାତ୍ରୀ ବିଶ୍ରାମାଗାର ଉଦ୍‌ଘାଟନ ବନ୍ଦ

ପାରାଦୀପ,୨୦ା୬(ସ୍ବ.ପ୍ର.): ଦୀର୍ଘଦିନର ନୀରବତା ପରେ ଏବେ ପୁଣି ଥରେ ପାରାଦୀପ ବିଜେଡି ରାଜନୀତି ସରଗରମ ହୋଇଛି। ପୂର୍ବରୁ ଦୀର୍ଘ ୨ ଦଶନ୍ଧୀ ଧରି ବରିଷ୍ଠ ନେତା ଦାମୋଦର ରାଉତ ଓ ବିଷ୍ଣୁ ଚରଣ ଦାସଙ୍କ ମଧ୍ୟରେ ଥିବା ବିବାଦକୁ ନେଇ ଜିଲା…

ଶୁକ୍ରବାର ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ଶୁକ୍ରବାର ଅପରାହ୍ନ ସାଢ଼େ ୩ଟାରେ ପ୍ରକାଶ ପାଇବ। ସୂଚନା ଭବନ ପରିସରରେ ଥିବା ଗୀତଗୋବିନ୍ଦ ସଦନରେ ପରୀକ୍ଷା ଫଳ ଘୋଷଣା କରାଯିବ ବୋଲି…

ମା’ଝିଅଙ୍କଠାରୁ ୫୬ ହଜାର ୮ଶହ ଲୁଟ୍‌

ଗଣିଆ,୨୦।୬(ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବଜାରରୁ ବୁଧବାର ଦିନ ଦ୍ୱିପ୍ରହରରେ ଲୁଟେରାମାନେ ୨ମହିଳାଙ୍କଠାରୁ ଟଙ୍କା ଲୁଟ୍‌ କରି ଫେରାର ହୋଇଯାଇଛନ୍ତି। ଲୁଟ୍‌ର ଶିକାର ମହିଳାଦ୍ୱୟ ହେଲେ ଗଣିଆ ବ୍ଲକ କିଶୋରପ୍ରସାଦ ପଞ୍ଚାୟତ ଗୋପାଳ ପ୍ରସାଦ ଗ୍ରାମର ଗୀତାଞ୍ଜଳି ପ୍ରଧାନ ଓ ତାଙ୍କ…

ଆଇସିସି ବିଶ୍ୱକପ୍‌: ଅଷ୍ଟ୍ରେଲିଆ- ବାଂଲାଦେଶ ମୁକାବିଲା

ନଟିଂହାମ,୨୦।୬(ପି.ଟି.)- ଚଳିତ ବିଶ୍ୱକପ୍‌ର ୨୬ତମ ମ୍ୟାଚ୍‌ରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଦମ୍‌ଦାର ପ୍ରଦର୍ଶନ କରୁଥିବା ବାଂଲାଦେଶ ପରସ୍ପରକୁ ଭେଟିବେ। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ବେଶ୍‌ ଗୁରୁତ୍ୱ ଦେବ। ଆରୋନ ଫିଞ୍ଚ୍‌ଙ୍କ ନେତୃତ୍ୱାଧୀନ…

ସତ୍‌ କହେଲେ ଭାରପ୍ରାପ୍ତ ଚିକିତ୍ସା ଅଧ୍‌କାରୀ; ଧରାପଡ଼ଲା ପିଏଚ୍‌ଇଓକଁର ମିଛ୍‌

ଲୋଇସିଂହା,୨୦।୬(ଡି.ଏନ.ଏ) ସୁଆସ୍‌ତିଅ ସଚେତନତାର ଲାଗି ସରକାର ଲାଖ୍‌ ଲାଖ୍‌ ଟଁକା ପାଏନ୍‌ ମିତାର ଖରଚ୍‌ କରୁଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀ, କରମ୍‌ଚାରୀମାନକର ଅବହେଲରୁ ସୁଆସ୍‌ତିଅ ସଚେତନତା କାଯ୍‌କରମ ଜନସାଧାରନକଁର ପାସକେ ପୁହୁଁଚି ନାଇଁ ପାରବାର। ଇଆଡ଼େ ସଚେତନତା ଅଭାବୁ ଗାଁଗଁଡ଼ାମାନକେ ନାନା…

ଓ୍ବିଲିୟମସନଙ୍କ ଶତକ: ଶୀର୍ଷକୁ ଫେରିଲା ନ୍ୟୁଜିଲାଣ୍ଡ

ବର୍ମିଂହାମ,୨୦।୬(ପି.ଟି.)- ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ଅପରାଜିତ ଶତକ (୧୦୬ ରନ, ୧୩୮ ବଲ, ୯ ଚୌକା, ୧ ଛକା) ସହାୟତାରେ ବୁଧବାର ଅନୁଷ୍ଠିତ ବିଶ୍ୱକପ୍‌ର ୨୫ତମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୩ଟି ବଲ ବାକି ରଖି ୪ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?