Home Left

ସିରିଏଲ୍‌ କିଲର୍‌ ମୁଣ୍ଡ ୧୫୧ ବର୍ଷରୁ ରଖାଯାଇଛି ସଂରକ୍ଷିତ

ପ୍ରାଚୀନ ମିଶର୍‌ରେ ଶବକୁ ସଂରକ୍ଷିତ କରାଯାଉଥିଲା, ଯାହାଙ୍କ ମମ୍ମି ଏବେ ବି ଦେଖିବାକୁ ମିଳୁଛି। କିନ୍ତୁ ଶୁଣି ଆଶ୍ଚର୍ଯ୍ୟ ହେବେ ପୁର୍ତ୍ତୁଗାଲ୍‌ର ୟୁନିଭର୍ସିଟିରେ ଡିଏଗୋ ଏଲ୍ବେସ୍‌ ନାମକ ସିରିଏଲ୍‌ କିଲର୍‌ର ମୁଣ୍ଡ ପ୍ରାୟ ୧୫୦ ବର୍ଷରୁ ସଂରକ୍ଷିତ ହୋଇ ରହିଛି। ଡିଏଗୋ…

ରେନୋ ଆଣିଲା ନୂଆ ଟ୍ରାଇବର

ଭୁବନେଶ୍ୱର, ୧୯।୬: ୟୁରୋପର ପ୍ରମୁଖ ଅଟୋମୋଟିଭ୍‌ ବ୍ରାଣ୍ଡ୍‌ ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବରର କାର ବୁଧବାର ବଜାର ପ୍ରବେଶ ହୋଇଛି। ରେନୋ ଗ୍ରୁପର ସିଇଓ ଥିଏରୀ ବୋଲୋର, ଇଣ୍ଡିଆ ଅପରେଟସ୍ସ ସିଇଓ ଭେଙ୍କଟରାମ ମାମିଲାପଲେ କର୍ପୋରେଟ୍‌ ଡିଜାଇନ୍‌ ଇଭିପି ଲରେନ୍ସ…

ଭାରତୀୟ ଦଳକୁ ବଡ଼ ଝଟ୍‌କା

ଲଣ୍ଡନ,୧୯।୬(ପି.ଟି.)- ଭାରତୀୟ କ୍ରିକେଟ ଦଳର ବିଶ୍ୱକପ୍‌ ଅଭିଯାନକୁ ବୁଧବାର ବଡ଼ ଝଟ୍‌କା ଲାଗିଛି। ଦକ୍ଷ ଓପନିଂ ବ୍ୟାଟ୍ସମ୍ୟାନ ଶିଖର ଧାଓ୍ବନ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଡାହାଣ ବୁଢ଼ା ଆଙ୍ଗୁଳି ଫ୍ୟାକଚର ସମସ୍ୟା ଧାର୍ଯ୍ୟ ସମୟରେ ଠିକ୍‌ ହୋଇପାରିବ ନାହିଁ। ପୂର୍ବରୁ…

ଦିଆସିଲି ଆକାରର ଡିଭାଇସ୍‌ ଦୂର କରିବ ଅଣ୍ଟା ଦରଜ

ଅଧିକାଂଶ ଲୋକଙ୍କଠାରେ ଅଣ୍ଟା ଦରଜ ସମସ୍ୟା ଦେଖାଦେଇଥାଏ। ଏଥିରୁ ମୁକ୍ତି ପାଇବା ପାଇଁ ଅଷ୍ଟ୍ରେଲିଆର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଦିଆସିଲି ଆକାରର ଏକ ଡିଭାଇସ୍‌ ବାହାର କରିଛନ୍ତି, ଯାହା ଅଣ୍ଟା ଦରଜ କମାଇବା ସହ କ୍ଷତିଗ୍ରସ୍ତ ମାଂସପେଶୀର ସହଜରେ ଚିକିତ୍ସା କରି ପାରିବ।…

ମନକଥା କହିଲେ ସମନ୍ଥା, ବିବାହ ପରେ କମିଛି ଫିଲ୍ମରେ କାମ କରିବା ସୁଯୋଗ

ମୁମ୍ବାଇ: ବିବାହ ପରେ ଅଭିନେତାମାନଙ୍କ ପାଇଁ କିଛି ବି ବଦଳି ନ ଥିଲେ ହେଁ ଅଭିନେତ୍ରୀଙ୍କ କ୍ଷେତ୍ରରେ ଅନେକ କିଛି ବଦଳିଯାଇଥାଏ। ସେଥିମଧ୍ୟରୁ ଗୋଟିଏ ହେଉଛି ଫିଲ୍ମରେ କାମ କରିବାର ସୁଯୋଗ। ଅବିବାହିତ ଅଭିନେତ୍ରୀମାନେ ଥରେ ପରଦାରେ ହିଟ୍‌ ହେବା ପରେ…

ଭାରତ ଆସିପାରିବେ ପାକିସ୍ତାନ ଆଥ୍‌ଲେଟ

ନୂଆଦିଲ୍ଲୀ,୧୯ା୬: ଦେଶରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟ ଆୟୋଜନ ଉପରେ ଲାଗିଥିବା ବାସନ୍ଦାଦେଶ ଖୁବ୍‌ ଶୀଘ୍ର ଉଠାଯିବ। ଅଂଶଗ୍ରହଣକାରୀ ଦେଶର ପ୍ରତିଯୋଗୀ ଓ ଅଫିସିଆଲଙ୍କୁ ଭିଜା ଦେବା ନେଇ କେନ୍ଦ୍ର ସରକାର ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି)କୁ ଲିଖିତ ପ୍ରତିଶ୍ରୁତି ଦେଇଛନ୍ତି। ଏହି…

ସିଡିଏମ୍‌ଓଙ୍କ ଦୁଇ ଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀ ଆରମ୍ଭ: ଭବିଷ୍ୟତରେ ଓଡ଼ିଶାରେ ଡାକ୍ତର ଅଭାବ ରହିବ ନାହିଁ, ସମସ୍ତଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ରାଜ୍ୟରେ ନୂତନ ସ୍ବାସ୍ଥ୍ୟନୀତି ପ୍ରଣୟନ ସହ ଖୁବ୍‌ଶୀଘ୍ର ଭିଜନ-୨୦୨୫ ଅନୁଯାୟୀ ରାଜ୍ୟବାସୀଙ୍କୁ ବିନାମୂଲ୍ୟରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। ଏ ଦିଗରେ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ବୁଧବାର ଆରମ୍ଭ ହୋଇଥିବା ଦୁଇ ଦିନିଆ ଜିଲା ମୁଖ୍ୟ ଚିକିତ୍ସାଧିକାରୀମାନଙ୍କ ରାଜ୍ୟସ୍ତରୀୟ…

ସଂଗୀତ ଶୁଣିଲେ ଦୂର ହୋଇଥାଏ ଏହି ରୋଗ

ପ୍ରତିଦିନ ୩୦ ମିନିଟ୍‌ ସଂଗୀତ ଶୁଣିଲେ କ୍ୟାନସର ପରି ମାରାତ୍ମକ ରୋଗ ଭଲ ହୋଇଥାଏ ବୋଲି ତାଇବାନ୍‌ର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। ବିଶେଷଜ୍ଞଙ୍କ ମତରେ କ୍ୟାନସର ରୋଗୀ ଯେତେବେଳେ ସଂଗୀତ ଶୁଣିଥାନ୍ତି ତାଙ୍କର ମସ୍ତିଷ୍କରେ ଏମିତି ଏକ ରସାୟନ ପଦାର୍ଥ ବାହାରିଥାଏ…

ମାଓବାଦୀଙ୍କ ଟାର୍ଗେଟରେ ଏସ୍‌ପି ନେତା: ଅପହରଣ ପରେ କଲେ ହତ୍ୟା

ବିଜାପୁର,୧୯।୬: ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ଦବ୍‌ଦବା ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ ସମାଜବାଦୀ ପାର୍ଟି (ଏସ୍‌ପି) ନେତା ସନ୍ତୋଷ ପୁନେମଙ୍କୁ ମାଓବାଦୀ ଅପହରଣ କରି ହତ୍ୟା କରିଥିବା ସୂଚନା ମିଳିଛି। ବିଜାପୁର ନିକଟସ୍ଥ ମରିମାଲା ଅଞ୍ଚଳରୁ ବୁଧବାର ସକାଳୁ ସ୍ଥାନୀୟ ଲୋକେ…

ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ ଅଧିନାୟକଙ୍କୁ ପ୍ରଥମେ କିଏ ଫୋନ କରିଥିଲେ ଜାଣନ୍ତୁ

ଲଣ୍ଡନ, ୧୯।୬: ଇଂଲଣ୍ଡରେ ଚାଲିଥିବା ଆଇସିସି ବିଶ୍ୱକପରେ ଭାରତ ନିକଟରୁ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନର ବୃହତ୍‌ ପରାଜୟକୁ ସହଜରେ ହଜମ କରିପାରି ନାହାନ୍ତି ପୂର୍ବତନ ଖେଳାଳି ଏବଂ ପାକିସ୍ତାନ ମିଡିଆ। ସୋସିଆଲ ମିଡିଆଠାରୁ ଆରମ୍ଭ କରି ପୂର୍ବତନ ଖେଳାଳିମାନେ ପାକିସ୍ତାନ ଟିମ…

ଖାଦ୍ୟ, ପାଣି ଆଶାରେ ଗାଁ ମୁହାଁ ବନ୍ୟଜନ୍ତୁ: ଉଦ୍ଧାର ହରିଣକୁ ଜଙ୍ଗଲରେ ଛାଡ଼ିଲା ଅସ୍ତରଙ୍ଗ ବନବିଭାଗ

କାକଟପୁର,୧୯।୬(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ବଡ଼ ସିରେଇ ଗ୍ରାମରୁ ଅସ୍ତରଙ୍ଗ ବନବିଭାଗ ବୁଧବାର ମଧ୍ୟାହ୍ନରେ ଏକ ହରିଣକୁ ଉଦ୍ଧାର କରି ମୁହାଁଣ ମୁହଁ ଜଙ୍ଗଲରେ ଛାଡ଼ିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଖାଦ୍ୟ ଓ ପାଣି ଆଶାରେ ମଙ୍ଗଳବାର ରାତିରେ କେତୋଟି ହରିଣ…

ବୋର୍ଡା ଉତ୍କଳ ଗ୍ରାମୀଣ ବ୍ୟାଙ୍କରେ ଋଣ ଘୋଟାଲା : ତଦନ୍ତ ଆରମ୍ଭ

ଭବାନୀପାଟଣା,୧୯ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ବୋର୍ଡା ଶାଖାରେ ବ୍ୟାଙ୍କ କର୍ମଚାରୀ ଓ ଦଲାଲ ମିଶି ଚାଷୀଙ୍କ ନାମରେ କୃଷିଋଣ ସମେତ ବିଭିନ୍ନ ପ୍ରକାର ଋଣ କରି କୋଟିଏରୁ ଅଧିକ ଟଙ୍କା ଆତ୍ମସାତ୍‌ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?