Home Left

ଟେନିସ୍‌ କୋର୍ଟରେ ଫୁଟ୍‌ବଲ ଖେଳିଲେ

ହାଲେ(ଜର୍ମାନୀ),୧୯ା୬: ଏଠାରେ ଚାଲିଥିବା ହାଲେ ଓପନ ଗ୍ରାସ କୋର୍ଟ ଟୁର୍ନାମେଣ୍ଟରେ ଏକ କୌତୂହଳପୂର୍ଣ୍ଣ ଘଟଣା ଦେଖିବାକୁ ମିଳିଛି। ବେନୋଟ ପାଇରେ ଓ ଜୋ ଓ୍ବିଲଫ୍ରେଡ ଟିସୋଙ୍ଗା ମଧ୍ୟରେ ଖେଳାଯାଇଥିବା ପୁରୁଷ ସିଙ୍ଗଲ୍ସ ବର୍ଗର ଏକ ମ୍ୟାଚ୍‌ରେ ଦୁଇ ଖେଳାଳି ଟେନିସ ବଲ…

ଠକେଇ ଅଭିଯୋଗରେ ୪ ନକଲି ଖବରଦାତା ଗିରଫ : ବିଭିନ୍ନ ସାମଗ୍ରୀ ଜବତ

ବରଗଡ଼ ଅଫିସ,୧୯ା୬ : ନିଜକୁ ଖବରଦାତାର ପରିଚୟ ଦେଇ ବରଗଡ଼ ଜିଲା ଶିଳ୍ପକେନ୍ଦ୍ରର ଭାରପ୍ରାପ୍ତ ସାଧାରଣ ପରିଚାଳକ ମନୋଜ କୁମାର ଶତପଥୀଙ୍କୁ ପିସ୍ତଲ ଦେଖାଇ ଠକେଇ କରିଥିବା ଅଭିଯୋଗରେ ୪ ଗିରଫ ହେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି ।…

ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି: ପ୍ରତିଶ୍ରୁତି ପାଇ ପଦଯାତ୍ରା ବନ୍ଦକଲେ ସେବାୟତ

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ସରକାରୀସ୍ତରରେ ଦ୍ବିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ପ୍ରଦାନ ଦାବି ନେଇ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତମାନେ ବୁଧବାର ସକାଳୁ ଭୁବନେଶ୍ୱର ଅଭିମୁଖେ ପଦଯାତ୍ରାରେ ବାହାରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତକରି ବିଭିନ୍ନ ଦାବି ସମ୍ପର୍କରେ ଅବଗତ…

ବିହାର ଶିଶୁ ମୃତ୍ୟୁ ଘଟଣା: ତେଜସ୍ବୀ ଉଭାନ୍‌, ଆରଜେଡି କହିଲା ବିଶ୍ୱକପ୍‌ ଦେଖିବାକୁ ଯାଇଛନ୍ତି

ପାଟଣା, ୧୯।୬: ବିହାରରେ ମସ୍ତିକ ଜ୍ୱରରେ ପ୍ରତି ଘଣ୍ଟାରେ ଶିଶୁ ମୃତ୍ୟୁ ଖବର ଆସୁଛି। ଏପର୍ଯ୍ୟନ୍ତ ୧୧୨ଜଣ ଶିଶୁଙ୍କ ମୃତ୍ୟୁ ହେଲାଣି। ଘଟଣାକୁ ନେଇ ଶାସକ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏହି ସମୟରେ ରାଜ୍ୟର ପ୍ରମୁଖ ରାଜନୈତିକ…

୨,୨୨୦ ନାବାଳକ ଗାଡ଼ି ଚାଳକଙ୍କୁ ଧରିଲା ପୋଲିସ

ହାଇଦ୍ରାବାଦ,୧୯।୬: ଦେଶରେ ବେପାରୁଆ ଗାଡ଼ି ଚାଳନା ଯୋଗୁ ପ୍ରତିଦିନ ଅଧିକ ସଂଖ୍ୟାରେ ସଡ଼କ ଦୁର୍ଘଟଣା ଘଟୁଛି। ଏହାକୁ ନଜରରେ ରଖି ହାଇଦ୍ରାବାଦ ସହରରେ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି। ଏହି ଅଭିଯାନରେ ବିନା ଲାଇସେନ୍ସଧାରୀ ଗାଡ଼ି ଚାଳକଙ୍କ…

ଦୌଲତପୁର ମଦମୃତ୍ୟୁ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଭାଜପାର ବିକ୍ଷୋଭ, ତିହିଡ଼ି ଥାନା ଘେରାଉ

ତିହିଡି,୧୯।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଅଧୀନ ଦୌଲତପୁର ମଦ ମୃତ୍ୟୁ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତମାନଙ୍କୁୁ ଗିରଫ କରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ ବୁଧବାର ମଧ୍ୟାହ୍ନରେ ଭାଜପା ପକ୍ଷରୁ ବିକ୍ଷୋଭ କରାଯିବା ସହ ତିହିଡ଼ି ଥାନା ଘେରାଉ କରାଯାଇଛି।…

ମହେଶ୍ୱର ହତ୍ୟା ମାମଲା : ୧୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲାରେ ଘଟିଥିବା ବହୁଚର୍ଚ୍ଚିତ ମହେଶ୍ୱର ସାସମଲ ହତ୍ୟା ମାମଲାର ଶୁଣାଣି କରି ବୁଧବାର ଅତିରିକ୍ତ ଜିଲା ଦୌରାଜଜ୍‌ ସଞ୍ଜୟ କୁମାର ସାହୁ ୧୮ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ଘଟଣାରୁ ପ୍ରକାଶ ଯେ, ଗତ…

୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ। ଅପରାହ୍ନ ୩.୩୦ରେ ସୂଚନା ଭବନ ପରିସରରେ ଥିବା ଗୀତ ଗୋବିନ୍ଦ ସଦନରେ ଏହା ଘୋଷଣା…

୧୦ କୋଟି ଟଙ୍କାରେ ଜେଡିଏସ ବିଧାୟକଙ୍କୁ କିଣିବାକୁ ଚେଷ୍ଟା କରୁଛି ଭାଜପା: କୁମାରସ୍ବାମୀ

ବେଙ୍ଗାଲୁରୁ, ୧୯।୬: ଭାଜପା ଉପରେ ପୁଣି ବର୍ଷିଛନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ। ଭାଜପା ଜେଡିଏସ ବିଧାୟକଙ୍କୁ ୧୦ କୋଟି ଟଙ୍କାରେ କିଣିବାକୁ ଚାହୁଁଛି ବୋଲି ସେ ଅଭିଯୋଗ କରିଛନ୍ତି। ପାର୍ଟିର ଜଣେ ବିଧାୟକ ତାଙ୍କୁ ଫୋନ୍‌ ଯୋଗେ ଏପରି କହିଥିବା…

ଏଠାରେ ୬୯ ଦିନ ବୁଡ଼ନ୍ତିନି ସୂର୍ଯ୍ୟ : ଶୀତଋତୁରେ ୯୦ ଦିନ ହୁଏ ଅନ୍ଧାର

ବିଶ୍ୱରେ ଏମିତି ଏକ ସ୍ଥାନ ରହିଛି ଯେଉଁଠି ବର୍ଷରେ ୬୯ ଦିନ ସୂର୍ଯ୍ୟ ବୁଡ଼ନ୍ତିନି। ଅବିଶ୍ୱାସ ଲାଗୁଥିଲେ ମଧ୍ୟ ସତ। ଏମିତି ଦୃଶ୍ୟ ଦେଖିବାକୁ ମିଳେ ନରଓ୍ବେର ସମାରୋହ ଦ୍ୱୀପରେ। ଏଠାରେ ୧୮ ମେ’ରୁ ଜୁଲାଇ ୨୬ ପର୍ଯ୍ୟନ୍ତ ୬୯ ଦିନ…

ଟିଫିନ ସଫାକୁ ନେଇ ଏୟାର ଇଣ୍ଡିଆ ପାଇଲଟ-କ୍ର୍ୟୁ ମେମ୍ବର ହାତାହାତି

ନୂଆଦିଲ୍ଲୀ,୧୯।୬: ଏୟାର ଇଣ୍ଡିଆରେ ପାଇଲଟ ଓ କ୍ର୍ୟୁ ମେମ୍ବରଙ୍କ ଭିତରେ ହୋଇଥିବା ଝଗଡାର ଏକ ମାମଲା ସାମ୍‌ନାକୁ ଆସିଛି। ଏହାପରେ ବିମାନ ଏଆଇ-୭୭୨ର ପାଇଲଟ ଓ କେବିନ କ୍ର୍ୟୁ ମେମ୍ବରଙ୍କୁ ଏୟାର ଇଣ୍ଡିଆ କାର୍ଯ୍ୟରୁ ବାହାର କରିଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୋମବାର…

ବିବାଦରେ ଫିଲ୍ମ ‘ଆର୍ଟିକଲ ୧୫’

ମୁମ୍ବାଇ: ଫିଲ୍ମ ‘ଆର୍ଟିକଲ ୧୫’ ବିବାଦ ଘେରକୁ ଚାଲିଆସିଛି। ଏହି ଫିଲ୍ମରେ ଜାତିଆଣ ଅଧାରରେ ସମାଜକୁ ବଣ୍ଟନ କରିବା ସହ ବ୍ରାହ୍ମଣମାନଙ୍କୁ ଅପମାନ କରାଯାଇଛି ବୋଲି ଅଖିଳ ବ୍ରହ୍ମାଣ୍ଡ ଏକତା ପରିଷଦ ଅଭିଯୋଗ କରିଛି। ଏଥିସହ ଫିଲ୍ମର ନିର୍ଦ୍ଦେଶକ ଓ ପ୍ରଯୋଜକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?