Home Left

ଭାରତ ଏବଂ ପାକିସ୍ତାନ ମଧ୍ୟ ଅଧିକ ମ୍ୟାଚ୍‌ ଆୟୋଜନ ହେଉ: ମେହମୁଦ୍‌ କ୍ୟୁରେସି

ଇସଲମାବାଦ୍‌, ୧୯।୬: ବିଶ୍ୱକପରେ ଭାରତଠାରୁ ପରାସ୍ତ ହେବା ପରେ ପାକିସ୍ତାନରେ ହଡକମ୍ପ ସୃଷ୍ଟି ହୋଇଛି। ଏନେଇ ପ୍ରତିକ୍ରିୟା ଦେଇଛନ୍ତି ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମୁଦ କ୍ୟୁରେସି। ସେ କହିଛନ୍ତି, ଆଗକୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅଧିକରୁ ଅଧିକ ମ୍ୟାଚ୍‌…

ଅଜଣା ବ୍ୟକ୍ତିଙ୍କ ଗୁଳିରେ ୩୮ ନିହତ

ବାମାକୋ,୧୯।୬: କେନ୍ଦ୍ରୀୟ ମାଲିରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ଅଜଣା ବ୍ୟକ୍ତିଙ୍କ ଗୁଳିରେ ୩୮ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଗଙ୍ଗାଫାନି ଏବଂ ୟୋରୋ ଗାଁରେ ଏହା ଘଟିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଏଠାକାର ଦୁଇ ଗାଁରେ…

ଡାକ୍ତର ନିଯୁକ୍ତି ଦାବି ନେଇ ଅନଶନରେ ବସିଲେ ସ୍ଥାନୀୟ ଲୋକେ

ବରଗଡ଼ ଅଫିସ,୧୯ା୬: ବରଗଡ଼ ଜିଲା ବିଜେପୁର ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ଏବଂ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀ ପଦବୀ ଖାଲ ପଡ଼ିଛି । ଫଳରେ ଏଠାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଥିବାବେଳେ ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି । ଡାକ୍ତର ଓ…

୧୨ ବର୍ଷ ପରେ ସିଲ୍‌ଭର ସ୍କ୍ରିନ୍‌କୁ ଫେରୁଛନ୍ତି ଶିଳ୍ପା

ଦର୍ଶକଙ୍କ ପାଇଁ ଖୁସି ଖବର। ୧୨ ବର୍ଷ ପରେ ପୁଣି ସିଲ୍‌ଭର ସ୍କ୍ରିନ୍‌କୁ ଫେରୁଛନ୍ତି ସୁନ୍ଦରୀ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ବିବାହ ପରଠାରୁ ଫିଲ୍ମଠୁ ଦୂରେଇ ଯାଇଥିଲେ ମଧ୍ୟ ରିୟଲିଟି ଶୋ’ରେ ଶିଳ୍ପାଙ୍କୁ ଦେଖିବାକୁ ମିଳୁଥିଲା। ସର୍ବଦା ଫିଟ୍‌ନେସ ଏବଂ ଟିଭି…

‘ଆମକୁ କଶ୍ମୀର ନୁହେଁ, କୋହଲି ଦରକାର’

ଶ୍ରୀନଗର, ୧୯।୬: ଚଳିତ ବିଶ୍ୱକପରେ ଭାରତ ବିପକ୍ଷ ହାଇଭୋଲଟେଜ ମ୍ୟାଚରେ ପରାସ୍ତ ହେବା ପରେ ପାକିସ୍ତାନ କ୍ରିକେଟରଙ୍କୁ ନିଜ ଦେଶରେ ସମାଲୋଚନାର ଶିକାର ହେବାକୁ ପଡିଛି। ସୋସିଆଲ ମିଡିଆରେ ପାକିସ୍ତାନ ଫ୍ୟାନ୍‌ମାନେ ଦେଶର କ୍ରିକେଟରଙ୍କ ଉପରେ ଯୁବ୍ଧ ହୋଇପଡିଛନ୍ତି। ଏସବୁ ଭିତରେ…

‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବୈଠକ: ଭାଗ ନେବ ନାହିଁ କଂଗ୍ରେସ

ନୂଆଦିଲ୍ଲୀ, ୧୯।୬: ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦ ଭବନର ଲାଇବ୍ରେରୀରେ ବୁଧବାର ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।…

ତାପଙ୍ଗ ଛକରେ ବୋମା ପକାଇ ସାନି ମେଶିନ ପୋଡିଦେଲେ ଦୁର୍ବୃତ୍ତ, ୨ ଅଫୁଡ଼ା ବୋମା ଜବତ

ଖୋର୍ଦ୍ଧା ଅଫିସ, ୧୯।୬: ଖୋର୍ଦ୍ଧା ଜିଲା ତାପଙ୍ଗ ଛକ ଏନ୍‌କେଏସ୍‌ କ୍ରସର ନିକଟରେ ଥିବା ଏକ ସାନି ମେଶିନକୁ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ବୋମା ପକାଇ ପୋଡ଼ିଦେଇଥିବା ଜଣାପଡିଛି। ଘଟଣାସ୍ଥଳରେ ବୁଧବାର ସକାଳେ ମଧ୍ୟ ୨ଟି ହାତ ତିଆରି…

ଆଖୁ ଜମିରେ କାମ କରିବା ଲାଗି ୩ ବର୍ଷରେ କଢ଼ାଯାଇଛି ୪ ହଜାରରୁ ଅଧିକ ମହିଳାଙ୍କ ଗର୍ଭାଶୟ: ସରକାର ଦେଲେ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୯।୬: ମହାରାଷ୍ଟ୍ର ବିଡ୍‌ ଜିଲାରେ ଆଖୁ ଜମିରେ କାମ କରିବା ପାଇଁ ମହିଳାଙ୍କ ଗର୍ଭାଶୟ କଢ଼ାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଏହାର ତଦନ୍ତ ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ବିଡ୍‌ ଜିଲାରେ ୪ ହଜାର ୬ ଶହ ୫ ଜଣ…

ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି: ପଦଯାତ୍ରାରେ ଭୁବନେଶ୍ୱର ବାହାରିଲେ ସେବାୟତ

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲି କୁହାଯାଏ। ହେଲେ ସରକାରୀ ସ୍ତରରେ ଏହା ମାନ୍ୟତା ପାଇ ନାହିଁ। ସରକାରୀ ସ୍ତରରେ ଏହି ମାନ୍ୟତା ଦାବିନେଇ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତ ତଥା ଠାକୁରଙ୍କ ଅଙ୍ଗ ସେବକ, ମନ୍ଦିର…

ଭାରତୀୟ ଦଳକୁ ପ୍ରଶଂସା କରି ଫଶିଲେ ପାକିସ୍ତାନୀ କ୍ରିକେଟର

ନୂଆଦିଲ୍ଲୀ, ୧୯।୬: ବିଶ୍ୱକପରେ ଭାରତଠାରୁ ଲଗାତର ୭ମ ଥର ଲାଗି ପରାସ୍ତ ହେବା ପରେ ପାକିସ୍ତାନ ଦଳର ସବୁଠି ଆଲୋଚନା ହେଉଛି। ଏହି ସମୟରେ ପାକିସ୍ତାନର ପୂର୍ବତନ ଖେଳାଳି ଉମର ଅକମଲ ଭାରତୀୟ ଦଳକୁ ପ୍ରଶଂସା କରି ଫଶି ଯାଇଛନ୍ତି। ତାଙ୍କୁ…

ସଡ଼କ ସୁରକ୍ଷା ପାଇଁ ୭ ଶହ ହେଲମେଟ୍‌ ବାଣ୍ଟିଲେ ଟ୍ରାଫିକ୍‌ ପୋଲିସ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୬: ସୁଡ଼କ ସୁରକ୍ଷା ନେଇ ଏବେ ଦିଲ୍ଲୀର ଜଣେ ଟ୍ରାଫିକ୍‌ ପୋଲିସ ହେଡ୍‌ କନେଷ୍ଟବଳ ଅଣ୍ଟା ଭିଡ଼ିଛନ୍ତି। ସେ ଇତିମଧ୍ୟରେ ୭ଶହ ହେଲମେଟ୍‌ ମାଗଣାରେ ଲୋକଙ୍କୁ ବାଣ୍ଟିବା ସହିତ ସଚେତନତା ପାଇଁ ଏକ ର଼୍ୟାପ୍‌ ସଙ୍ଗ୍‌ ମଧ୍ୟ ରେକର୍ଡିଂ କରିଛନ୍ତି। ଟ୍ରାଫିକ୍‌…

ଭାରତ ଆସିବେ ପାକିସ୍ତାନ ଆଥଲେଟ୍‌: ସରକାର ଦେଲେ ଅନୁମତି

ନୂଆଦିଲ୍ଲୀ, ୧୯।୬: ଭାରତରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ଖେଳ ଇଭେଣ୍ଟରେ ପାକିସ୍ତାନ ଖେଳାଳି ଭାଗ ନେଇପାରିବ। ଭାରତୀୟ ଅଲମ୍ପିକ୍‌ ସଂଘ(ଆଇଓଏ) ଏନେଇ ଇଣ୍ଟରନାଶନାଲ ଅଲମ୍ପିକ କମିଟି(ଆଇଓସି)କୁ ପତ୍ର ଲେଖି ଜଣାଇଛିି। ଗତ ଫେବୃଆରିରେ ଭାରତରେ ଆୟୋଜିତ ହୋଇଥିବା ବିଶ୍ୱ ତୀରନ୍ଦାଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?