Home Left

ଶୁଖିଲା ନଦୀରେ ଜଳ ଭରିବା ପାଇଁ ଅଣ୍ଟା ଭିଡିଛନ୍ତି ୨୦ ହଜାର ମହିଳା

ଭେଲୋର,୧୯।୬: ତାମିଲ୍‌ନାଡୁ ଭେଲୋରରେ ଗତ ୧୫ ବର୍ଷ ଧରି ଶୁଖିଲା ପଡ଼ିଥିବା ନାଗାନାଧି ନଦୀରେ ଜଳ ଭରିବା ପାଇଁ ଏହି ଅଞ୍ଚଳର ୨୦ ହଜାର ମହିଳା ଅଣ୍ଟା ଭିଡ଼ିଛନ୍ତି। ନଦୀର ବିଭିନ୍ନ ସ୍ଥାନରେ କୂଅ ଖୋଳି ଏଥିରେ ପୁଣି ଜଳ ଭରିବା…

ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ସଜନାଗଡ଼,୧୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଜଙ୍ଗଲରୁ ମଙ୍ଗଳବାର ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ସେ ହେଲେ ବରହମପୁର ଥାନା ଅଧୀନ କେସିପୁର ପଞ୍ଚାୟତ ତରତରି ଗ୍ରାମର କାଳିନ୍ଦି ମାରାଣ୍ଡିଙ୍କ ଝିଅ ରଶ୍ମି। ମଙ୍ଗଳବାର କାଳବୈଶାଖୀ ପରେ ଜଙ୍ଗଲରୁ ଦୁର୍ଗନ୍ଧ…

ମସ୍ତିଷ୍କ ଜ୍ୱର ଆତଙ୍କ ୧୩୦ ଶିଶୁଙ୍କ ଗଲାଣି ଜୀବନ

ପାଟନା,୧୯।୬: ବିହାରର ମୁଜାଫରପୁରରେ ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ଏଠାରେ ୭୫ ନୂଆ ଶିଶୁ ଏହି ରୋଗରେ ପୀଡିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୩୦୦ରୁ…

ଗୁରୁବାର ମୋଦି ସମସ୍ତ ଏମ୍‌ପିଙ୍କୁ ଦେବେ ରାତ୍ର ଭୋଜନ

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ତମ ଲୋକ ସଭାର ସମସ୍ତ ଏମ୍‌ପିଙ୍କୁ ଗୁରୁବାର ରାତ୍ର ଭୋଜନ ଦେବେ। ଏଥିପାଇଁ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଲୋକ ସଭା ତଥା ରାଜ୍ୟ ସଭାର ସମସ୍ତ ଏମ୍‌ପିଙ୍କୁ ନିମନ୍ତ୍ରଣ ସମ୍ପର୍କରେ ଅବଗତ କରାଇଛନ୍ତି।…

ରାହୁଲଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ, ୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଟୁଇଟ୍‌ କରି ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ ମୋଦି ରାହୁଲଙ୍କ ସୁସ୍ଥ ନିରାମୟ ତଥା ଦୀର୍ଘ ଜୀବନ କାମନା କରିଛନ୍ତି। ବୁଧବାର ରାହୁଲଙ୍କ ଜନ୍ମଦିନ ଅବସରରେ…

ବିଦ୍ୟୁତ୍‌ ସର୍ଟ ସର୍କିଟରୁ ଲାଗିଲା ନିଆଁ: ପରିବାରର ୧ ମୃତ: ୩ ଗୁରୁତର

ଫୁଲବାଣୀ ଅଫିସ/ଫିରିଙ୍ଗିଆ: ୧୯।୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଗେରୁପଡ଼ା ଗ୍ରାମରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାର ଲୋକେ ଶୋଇଥିବା ବେଳେ ରାତି ପ୍ରାୟ ୩ଟାରେ ବିଦ୍ୟୁତ୍‌ ସର୍ଟ ସର୍କିଟରୁ ଘରେ ନିଆଁ ଲାଗିଯାଇଥିଲା।…

ମାଗଣା ଔଷଧ ପାଇଁ ୪୨.୫୨ କୋଟି

କଟକ ଅଫିସ, ୧୯।୬: ରାଜ୍ୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଲାଗୁ ହେବା ପରେ ଚିକିତ୍ସା ସେବାକୁ ସମ୍ପୂର୍ଣ୍ଣ ମାଗଣା କରାଯାଇଛି। ପୂର୍ବରୁ ମେଡିକାଲର ବିଭିନ୍ନ ଉତ୍ସରୁ ୟୁଜର୍ସ ଫି ଆଦାୟ କରାଯାଉଥିଲା। ମାତ୍ର ଫେବୃୟାରୀ ପହିଲାରୁ ଏହି ଫି ଆଦାୟ…

ତିନିରଥର ପଟାଗୁଜ ଖୋଦେଇ ଆରମ୍ଭ

ପୁରୀ ଅଫିସ,୧୯ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥ ନିର୍ମାଣ। ପବିତ୍ର ଦେବସ୍ନାନ ପୂର୍ଣ୍ଣମୀରେ ତିନି ରଥର ୪ ନାହାକ ଉଠିଥିଲା। ମଙ୍ଗଳବାର ତିନି ରଥରେ ପଟାଗୁଜ କାମ ଆରମ୍ଭ ହୋଇଛି। ତାଳଧ୍ୱଜ ଓ ନନ୍ଦିଘୋଷ ରଥର ୧୨ଟି ଏବଂ ଦର୍ପଦଳନ…

ରଥକୁ ସୁରକ୍ଷା ଦିଅନ୍ତି ପାର୍ଶ୍ୱ ଦେବଦେବୀ

ପୁରୀ ଅଫିସ,୧୯ା୬: ଆସନ୍ତା ଜୁଲାଇ ୪ତାରିଖରେ ଅଖିଳ ବ୍ରହ୍ମାଣ୍ଡନାଥ ଦାରୁବ୍ରହ୍ମ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ରଥଖଳାରେ ତିନିରଥ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ନିର୍ମାଣ କରାଯାଉଛି। ସମଗ୍ର ଭାରତବର୍ଷରେ ଠାକୁରଙ୍କ ଲାଗି ଯେତେ ପ୍ରକାରର…

ଓଭରବ୍ରିଜ୍‌ ଉପରେ କଡ଼ାକଡ଼ି ହେଲା ହେଲ୍‌ମେଟ କଟକଣା: ଦିନକରେ ଧରାପଡ଼ିଲେ ୨ଶହରୁ ଊର୍ଦ୍ଧ୍ୱ ବାଇକ ଚାଳକ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ରାଜଧାନୀ ଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥ ଓଭରବ୍ରିଜ୍‌ ଉପରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗତ ମାସଠାରୁ ଏବେସୁଦ୍ଧା ୧୨ ଦୁର୍ଘଟଣାରେ ୯ ଜୀବନ ଯାଇଥିବାବେଳେ ବହୁ ଗୁରୁତର ଆହତ ହୋଇଛନ୍ତି। ଏସବୁ ଘଟଣାରେ ବାଇକଚାଳକମାନେ ହେଲ୍‌ମେଟ୍‌ ପିନ୍ଧି…

ଆରମ୍ଭ ହୋଇପାରୁନି ଧଉଳି ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବାତ୍ୟା ‘ଫନୀ’ ଯିବାର ଇତିମଧ୍ୟରେ ଦେଢ଼ମାସ ବିତିଗଲାଣି। ହେଲେ ସୁଧୁରିପାରୁନି ପର୍ଯ୍ୟଟନ ଶିଳ୍ପ ଅବସ୍ଥା। ବାତ୍ୟାରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ରାଜ୍ୟ ପର୍ଯ୍ୟଟନ ଶିଳ୍ପ ଏ ପର୍ଯ୍ୟନ୍ତ ଅଣ୍ଟା ସଳଖି ଛିଡ଼ାହୋଇପାରୁନି। ଓଡ଼ିଶା ପର୍ଯ୍ୟଟନର ମେରୁଦଣ୍ଡ କୁହାଯାଉଥିବା ଗୋଲ୍ଡେନ୍‌…

ଚଳିତ ବର୍ଷ ୩ ହଜାର ହେକ୍ଟର ପଞ୍ଚାୟତ: ପୋଖରୀରେ ହେବ ମାଛଚାଷ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଚଳିତ ବର୍ଷ ୩ ହଜାର ହେକ୍ଟର ଗ୍ରାମ ପଞ୍ଚାୟତ ପୋଖରୀରେ ମାଛଚାଷ କରାଯିବ। ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ପଞ୍ଚାୟତ ପୋଖରୀରେ ମାଛ ଚାଷ ପାଇଁ ଇନ୍‌ପୁଟ ସବ୍‌ସିଡି ଦିଆଯାଉଛି। ମହିଳାମାନଙ୍କ ଆଥିର୍କ ଉନ୍ନତି ସହିତ ରାଜ୍ୟର ମତ୍ସ୍ୟଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?