Home Left

ମଡେଲଙ୍କୁ ଅସଦାଚରଣ: ୭ ଗିରଫ

କୋଲକାତା,୧୯ା୬(ପି.ଟି.): ମଡେଲରୁ ଅଭିନେତ୍ରୀ ପାଲଟିଥିବା ଉଷଶୀ ସେନଗୁପ୍ତାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ୭ ଯୁବକଙ୍କୁ କୋଲକାତା ପୋଲିସ ଗିରଫ କରିଛି। ପୂର୍ବତନ ମିସ୍‌ ଇଣ୍ଡିଆ ୟୁନିଭର୍ସ ଉଷଶୀ ସୋମବାର ରାତି ୧୧ଟା ୪୦ରେ ଜଣେ ସହକର୍ମୀଙ୍କ ସହିତ କର୍ମସ୍ଥଳରୁ ଘରକୁ ଫେରୁଥିବାବେଳେ…

ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଳରେ ୬୨ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଳରେ ୧୫ ଏନ୍‌ଜିଓଠାରୁ ୬୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ। ଏହି ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ମଙ୍ଗଳବାର ରୁଧିତାପ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ଆଣ୍ଡ୍‌ ମ୍ୟାନେଜମେଣ୍ଟ(ଆର୍‌ଆଇଟିଏମ)ର ପରିଚାଳନା ନିର୍ଦ୍ଦେଶକଙ୍କୁ ଗିରଫ କରିଛି।…

ମାଡାମ ଟୁସାଡ୍‌ସରେ ପ୍ରିୟଙ୍କା

ଲଣ୍ଡନ: ପ୍ରିୟଙ୍କା ଚୋପ୍ରାଙ୍କ ମହମ ପ୍ରତିମୂର୍ତ୍ତି ମଙ୍ଗଳବାର ମାଡାମ ଟୁସାଡ୍ସ ଲଣ୍ଡନରେ ଅନାବରଣ ହୋଇଛି। ସେ ହେଉଛନ୍ତି ପ୍ରଥମ ବଲିଉଡ ଅଭିନେତ୍ରୀ ଯାହାଙ୍କ ପ୍ରତିମୂର୍ତ୍ତି ସେଠାରେ ସ୍ଥାନ ପାଇଛି। ପ୍ରିୟଙ୍କାଙ୍କ ଉପସ୍ଥିତିରେ ବିଶ୍ୱପ୍ରସିଦ୍ଧ ମହମ ମ୍ୟୁଜିୟମ୍‌ରେ ତାଙ୍କର ପ୍ରଥମ ପ୍ରତିମୂର୍ତ୍ତି ଅନାବରଣ…

ଶପଥ ନେଲେ ସୋନିଆ, ମୁଲାୟମ୍‌

ନୂଆଦିଲ୍ଲୀ,୧୯ା୬(ପି.ଟି.): ସପ୍ତଦଶ ଲୋକ ସଭାର ଦ୍ୱିତୀୟ ଦିବସରେ ମଙ୍ଗଳବାର ଆଉ କେତେକ ସଦସ୍ୟ ଶପଥଗ୍ରହଣ କରିଛନ୍ତି। କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ସମାଜବାଦୀ ପାର୍ଟି ନେତା ମୁଲାୟମ୍‌ ସିଂ ଯାଦବ ପ୍ରମୁଖ ଗୃହରେ ଶପଥ ନେଇଛନ୍ତି।…

୨୫ରୁ ବିଧାନସଭା ମୌସୁମୀ ଅଧିବେଶନ : ୨୪ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ତଥା ମୌସୁମୀ ଅଧିବେଶନ ଚଳିତ ମାସ ୨୫ରୁ ଆରମ୍ଭ ହେବାକୁ ଯାଉଛି। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ୨୪ରେ ଶାସକ ବିଜେଡି ବିଧାୟକ ଦଳ ବୈଠକ ବସିବ ବୋଲି ଜଣାପଡିଛି। ସରକାରୀ ଦଳ ମୁଖ୍ୟ…

ପୂଜା ପାଇଲେ ପଟି ଦିଅଁ:  ଆରମ୍ଭ ହେଲା ମହାପ୍ରଭୁଙ୍କ ଅଣସର ନୀତି

ପୁରୀ ଅଫିସ,୧୯ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେଇ ଅଣସର ଗୃହକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ସୋମବାର ରାତି ୯ଟା ୪୫ରେ ହାତୀବେଶ ଓଲାଗି ହୋଇଥିଲା। ପ୍ରଥମେ…

କୋର୍ଟରୁମ୍‌ରେ ଟଳିପଡ଼ିଲେ ମୋର୍ସି

କାଏରୋ,୧୯ା୬(ଆଇଏଏନ୍‌ଏସ୍‌): ଇଜିପ୍ଟର ପୂର୍ବତନ ରାଷ୍ଟ୍ରପତି ମହମ୍ମଦ ମୋର୍ସି(୬୭) କୋର୍ଟରୁମ୍‌ରେ ଅଚାନକ ଟଳିପଡ଼ିବା ପରେ ଆଖି ବୁଜିଦେଇଛନ୍ତି। ମୋର୍ସିଙ୍କ ପୁତ୍ର ଅହମଦ୍‌ଙ୍କ ସୂଚନା ଅନୁଯାୟୀ, ପିତାଙ୍କୁ ପୂର୍ବ କାଏରୋ ଅଧୀନ ନାସେର ସିଟି ଡିଷ୍ଟ୍ରିକ୍ଟରେ ମୁସଲିମ୍‌ ବ୍ରଦରହୁଡ ଗାଇଡ୍‌ଙ୍କ ନିମନ୍ତେ ଉଦ୍ଦିଷ୍ଟ ସମାଧିସ୍ଥଳରେ…

ଶୁଟିଂ ଚାଲିଛି ‘ଜଓ୍ବାନି ଜାନେମନ୍‌’

ମୁମ୍ବାଇ: ଅଭିନେତା ସୈଫ ଅଲି ଖାନ୍‌ କମେଡି ଫିଲ୍ମ ‘ଜଓ୍ବାନି ଜାନେମନ୍‌’ ଲଣ୍ଡନରେ ଶୁଟିଂ ଚାଲିଛି। ଏଥିରେ ପୂଜା ବେଦୀଙ୍କ କନ୍ୟା ଆଲାଇଆ ଫର୍ନିଚରଓ୍ବାଲା ଜଣେ ହାସ୍ୟାଭିନେତ୍ରୀ ଭାବେ ଦର୍ଶକଙ୍କ ମନ ଜିଣିବେ। ଜଣେ ବ୍ୟକ୍ତି ଜୀବନରେ କିପରି କଠୋର ପରିସ୍ଥିତିର…

ଏମ୍ସ ସହ ସ୍ବାସ୍ଥ୍ୟ ବିଭାଗର ବୁଝାମଣାପତ୍ର ସ୍ବାକ୍ଷର: ଏମ୍ସରେ ମିଳିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସୁବିଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)ରେ ଚିକିତ୍ସା ସେବା ପ୍ରଦାନ ନିମନ୍ତେ ମଙ୍ଗଳବାର ଏମ୍ସ ଭୁବନେଶ୍ୱର ଓ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ମିଳନୀ କକ୍ଷରେ ବିଭାଗୀୟ…

ଆସୁଛି ଲଘୁଚାପ, ୨୩ରୁ ବର୍ଷିବ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୩/୪ଦିନ ମଧ୍ୟରେ ଏହା ଅବପାତ(ଡିପ୍ରେସନ) ରୂପ ନେବାର ସମ୍ଭାବନା ରହିଛି। ଏଥିସହିତ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପରେ ମଧ୍ୟ ଏକ ଘୂର୍ଣ୍ଣି ବଳୟ କ୍ଷେତ୍ର…

ରିୟଲିଟି ଶୋ’ରେ ପିଲାଙ୍କୁ ଅନୁପଯୁକ୍ତ ପ୍ରଦର୍ଶନ କରନାହିଁ

ନୂଆଦିଲ୍ଲୀ,୧୯ା୬: ନୃତ୍ୟଭିତ୍ତିକ ରିୟଲିଟି ଶୋ’ଗୁଡ଼ିକରେ ଶିଶୁମାନଙ୍କୁ ଉପଯୁକ୍ତ ଭାବେ ଉପସ୍ଥାପନ କରିବା ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦେଶର ଘରୋଇ ଟିଭି ଚ୍ୟାନେଲଗୁଡ଼ିକୁ ପରାମର୍ଶ ଦେଇଛି। ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଜାରି ଆଡ୍‌ଭାଇଜରିରେ ଉଲ୍ଲେଖ କରାଯାଇଛି ଯେ, ନୃତ୍ୟଭିତ୍ତିକ ଅନେକ…

ଏକକ ନିର୍ବାଚନ ପ୍ରସଙ୍ଗ: ବୈଠକରେ ଯୋଗଦେବେ ନବୀନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଦେଶରେ ପ୍ରାୟ ନିୟମିତ ବ୍ୟବଧାନରେ ନିର୍ବାଚନ ଅନୁଷ୍ଠିତ ହେଉଛି। ଯାହା ସମୟ ଅପଚୟ ହେବା ସହ ବ୍ୟୟବହୁଳ ମଧ୍ୟ ହେଉଛି। ତେଣୁ ସମୟ ବଞ୍ଚାଇବା ସହ ନିର୍ବାଚନ ଖର୍ଚ୍ଚ ହ୍ରାସ କରିବା ପାଇଁ ଏକକ ନିର୍ବାଚନ କରିବା ନେଇ ବିଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?