Home Left

ରାଜ୍ୟରେ ଖୋଲିବ ଆଉ ୩ ସାଇବର ଥାନା

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଗତ କିଛିବର୍ଷ ହେବ ବଢ଼ି ଚାଲିଛି ସାଇବର ଅପରାଧ। କେବଳ ଓଡ଼ିଶା ନୁହେଁ, ଦେଶ ପାଇଁ ଏହା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ରାଜ୍ୟରେ ସାଇବର ଅପରାଧ ରୋକିବାକୁ ଆଉ ୩ ସାଇବର ଥାନା ଖୋଲିବ। ବର୍ତ୍ତମାନ…

ଟାଇଟଲ୍‌ ସଙ୍ଗ୍‌ରେ ଶ୍ରେୟା, ସୋନୁ

ମୁମ୍ବାଇ: ଆଗାମୀ ଫିଲ୍ମ ‘ହମେ ତୁମ୍‌ସେ ପ୍ୟାର୍‌ କିତ୍‌ନା’ ପାଇଁ ଏକ ଲଭ୍‌ ସଙ୍ଗ୍‌ ଗାଇଛନ୍ତି ଗାୟିକା ଶ୍ରେୟା ଘୋଷାଲ ଏବଂ ସୋନୁ ନିଗମ। ‘ଜୁବି ଡୁବି’ ଏବଂ ‘ଦିଲ୍‌ ଦୁବା’ ଭଳି ଫିଲ୍ମଗୀତ ଗାଇ ଶ୍ରୋତାଙ୍କୁ ମୁଗ୍‌ଧ କରିବା ପରେ…

ବିହାରରେ ଅଂଶୁଘାତ ମୃତ୍ୟୁ ସଂଖ୍ୟା ୧୧୭: ଗୟାରେ ୧୪୪ ଧାରା ଜାରି

ନୂଆଦିଲ୍ଲୀ,୧୮ା୬: ମୌସୁମୀର ଲୁଚକାଳି ଖେଳ ସହ ଦେଶର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରି ଜାରି ରହିଛି। ଦିଲ୍ଲୀ, ମଧ୍ୟପ୍ରଦେଶ, ରାଜସ୍ଥାନ, ଓଡ଼ିଶା, ବିହାର ଆଦି ରାଜ୍ୟଗୁଡ଼ିକରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଦୁର୍ବିଷହ ହୋଇପଡ଼ିଛି। ବିହାରରେ ପରିସ୍ଥିତି ଅଣାୟତ୍ତ ହୋଇପଡ଼ିଥିବାବେଳେ ଗୟା ଜିଲାରେ…

ସଲମାନ୍‌ ଦୋଷମୁକ୍ତ

ଯୋଧପୁର,୧୮ା୬(ଆଇଏଏନ୍‌ଏସ୍‌): ଅଦାଲତରେ ମିଥ୍ୟା ସତ୍ୟପାଠ ଦାଖଲ ମାମଲାରେ ସ୍ଥାନୀୟ ଅଦାଲତ ସୋମବାର ଅଭିନେତା ସଲମାନ୍‌ ଖାନ୍‌ଙ୍କୁ ଦୋଷମୁକ୍ତ କରିଛନ୍ତି। ୨୦୦୬ରେ ରାଜସ୍ଥାନ ସରକାର ତାଙ୍କ ବିରୋଧରେ କରିଥିବା ଆବେଦନକୁ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ଅଙ୍କିତ ରମନ୍‌ ଖାରଜ କରିଦେଇଛନ୍ତି। ୧୯୯୮ରେ…

ରାଜ୍ୟବ୍ୟାପୀ ଡାକ୍ତର ଆନ୍ଦୋଳନ: ଆଉଟ୍‌ଡୋର ବର୍ଜନ କଲେ କନିଷ୍ଠ ଡାକ୍ତର

ଭୁବନେଶ୍ୱର (ବ୍ୟୁରୋ)/କଟକ ଅଫିସ, ୧୮।୬: କୋଲକାତାରେ ଡାକ୍ତରଙ୍କୁ ଆକ୍ରମଣ ପ୍ରତିବାଦରେ ସୋମବାର ଇଣ୍ଡିଆନ୍‌ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ) ପକ୍ଷରୁ ଦେଶବ୍ୟାପୀ ଦିଆଯାଇଥିବା ଧର୍ମଘଟର ପ୍ରଭାବ ଏସ୍‌ସିବି ମେଡିକାଲ ସମେତ ରାଜ୍ୟର ଅନ୍ୟାନ୍ୟ ଡାକ୍ତରଖାନାରେ ଦେଖିବାକୁ ମିଳିଛି। ଜରୁରିକାଳୀନ ଏବଂ ଇନ୍‌ଡୋର୍‌ ସେବା…

ପୁଲ୍‌ଓ୍ବାମାରେ ପୁଣି ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୮ା୬(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମା ଜିଲାରେ ଆତଙ୍କବାଦୀମାନେ ପୁଣି ଥରେ ସୁରକ୍ଷା କର୍ମୀଙ୍କୁ ଆକ୍ରମଣ କରିଛନ୍ତି। ସେମାନଙ୍କ ଆକ୍ରମଣରେ ୪ ଜଣ ଯବାନ ଆହତ ହୋଇଛନ୍ତି। ସୋମବାର ୪୪ ରାଷ୍ଟ୍ରୀୟ ରାଇଫଲ୍ସର ଗାଡ଼ିଗୁଡିକୁ ଆତଙ୍କବାଦୀମାନେ ଟାର୍ଗେଟ କରି ଆଇଇଡି (ଉନ୍ନତ ମାନର ବିସ୍ଫୋରକ)ରେ…

ନାଲ୍‌କୋ ଅଧ୍ୟକ୍ଷଙ୍କୁ ଗ୍ଲୋବାଲ ଇଣ୍ଡିଆନ୍‌ ବିଜନେସ୍‌ ଲିଡର ସମ୍ମାନ

ଭୁବନେଶ୍ୱର,୧୮-୬:ନାଲ୍‌କୋ ଅଧ୍ୟକ୍ଷ ତପନ କୁମାର ଚାନ୍ଦଙ୍କୁ ଗ୍ଲୋବାଲ ଇଣ୍ଡିଆନ୍‌ ବିଜନେସ୍‌ ଲିଡର ସମ୍ମାନ ମିଳିଛି। ଉଲ୍ଲେଖନୀୟ ବୃତ୍ତିଗତ ସଫଳତା ଏବଂ ସାମାଜିକ ଅବଦାନ ଲାଗି ଚାନ୍ଦଙ୍କୁ ଏଭଳି ସମ୍ମାନରେ ସମ୍ମାନିତ କରାଯାଇଥିବା କମ୍ପାନୀ ପକ୍ଷରୁ ସୂଚନା ରହିଛି। ନାଲ୍‌କୋର ନିଗମ ସଞ୍ଚାର…

ପରିବେଶର ଅବକ୍ଷୟ ଯୋଗୁ ମରୁଡ଼ି ପରିସ୍ଥିତି ଆଶଙ୍କା

ଖଣ୍ଡପଡା,୧୮।୬(ସ୍ବ.ପ୍ର.)-ମାନବ ସମାଜ ସହିତ ସମଗ୍ର ଜୀବ ଜଗତର ସ୍ଥିତି ରକ୍ଷା ନିମନ୍ତେ ପରିବେଶ ସୁରକ୍ଷା ଜରୁରୀ ଅଟେ । ସାମ୍ପ୍ରତିକ ପରିସ୍ଥିତିରେ ବୃକ୍ଷ, ଜଙ୍ଗଲ ତଥା ପରିବେଶର ଦ୍ରୁତ ଅବକ୍ଷୟ ମାନବ ସମାଜ ସହିତ ପଶୁପକ୍ଷୀ, ନାନାଦି କୀଟପତଙ୍ଗ ଆଦିଙ୍କ ପାଇଁ…

ମୌସୁମୀ ଆସିବାରେ ବିଳମ୍ବ: ଆଗେଇପାରୁ ନାହିଁ ଚାଷକାର୍ଯ୍ୟ

ନୟାଗଡ଼ ଅଫିସ,୧୮ା୬- ଜୁନ୍‌ ମାସର ଅଧାରୁ ଅଧିକ ଦିନ ବିତିସାରିଛି। ହେଲେ ଏ ପର୍ଯ୍ୟନ୍ତ ମୌସୁମୀର ଦେଖାନାହିଁ। ବର୍ତ୍ତମାନ ସମୟରେ ବର୍ଷା ପରିବର୍ତ୍ତେ ସାରା ରାଜ୍ୟରେ ଗୀଷ୍ମର ଲହରି ଜାରି ରହିଛି। ନୟାଗଡ଼ ଜିଲାରେ ମଧ୍ୟ ସମାନ ଅବସ୍ଥା। ବର୍ଷା ଅଭାବରୁ…

ମା’ ଉଗ୍ରତାରା ପୀଠରେ ରଜଯାତ୍ରାମହାଲକ୍ଷ୍ମୀ ବୁଡ଼ରେ ହୁଏ ମାଛ ଭୋଗ

ନିରାକାରପୁର/ଟାଙ୍ଗୀ(ଖୋର୍ଦ୍ଧା),୧୮ା୬(ଡି.ଏନ୍‌.ଏ.)-ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ନୂଆଗଡ଼ ପଞ୍ଚାୟତ ଅନ୍ତର୍ଗତ ମୂଳିଝରସ୍ଥିତ ହାତିଆଶୁଣୀ ପାହାଡ଼ ପାଦଦେଶରେ ପ୍ରତିଷ୍ଠିତ ହୋଇଛନ୍ତି ମା’ ଉଗ୍ରତାରା ଶାକ୍ତ, ତାନ୍ତ୍ରିକ ପୀଠ ା ସୂର୍ଯ୍ୟବଂଶୀ ଗଜପତି ରାଜାଙ୍କ ରାଜତ୍ୱ ସମୟରେ ଏକ ନିଆରା ପରମ୍ପରା ବହନ କରି ୨ଟି…

ବିଦ୍ୟାଳୟ ଖୋଲିବ, ଶ୍ରେଣୀଗୃହ ଉପର ମୁକୁଳା

ଜଗତ୍‌ସିଂହପୁର ଅଫିସ,୧୮ା୬: ବାତ୍ୟା ଫନୀ ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଦ୍ୟାଳୟଗୁଡିକ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟା ଯିବାର ଇତିମଧ୍ୟରେ ଦେଢ ମାସ ଅତିକ୍ରାନ୍ତ ହୋଇଥିଲେ ସୁଦ୍ଧା ପୁନରୁଦ୍ଧାର କାମ ସରିନାହିଁ। ବିଶେଷକରି ସରକାରୀ ବିଦ୍ୟାଳୟଗୁଡିକର ପୁନରୁଦ୍ଧାର କାର୍ଯ୍ୟ…

ସମୁଦ୍ରରେ ଚାଲିଛି ଚୋରା ତେଲ ବ୍ୟବସାୟ

ପାରାଦୀପ,୧୮ା୬(ସ୍ବ.ପ୍ର.): ଦୀର୍ଘ ୨ ମାସ ଧରି ଜାରି ହୋଇଥିବା ସାମୁଦ୍ରିକ କଟକଣା ଗତ ୧୪ ତାରିଖ ରାତିରେ ହଟିବା ପରେ ଏବେ ସମୁଦ୍ରରେ ଜୋରଦାର ମାଛଧରା ଚାଲିଛି। ଶତାଧିକ ମାଛଧରା ଟ୍ରଲର ସମୁଦ୍ରରେ ଘୁରି ବୁଲୁଛନ୍ତି। ଏସବୁକୁ ଦୃଷ୍ଟିରେ ରଖି ସମୁଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?