ଏକାଠି ହେଲେ ଅସନ୍ତୁଷ୍ଟ ବିଜେଡି ନେତା, କର୍ମୀ
ଦାରିଙ୍ଗବାଡ଼ି,୧୮।୬(ଡି.ଏନ.ଏ)-ସାଧାରଣ ନିର୍ବାଚନ ଫଳାଫଳ ଆସିବା ପରେ ଦାରିଙ୍ଗବାଡ଼ି ବ୍ଲକ ବିଜେଡିରେ ଦଳ ବିରୋଧୀଙ୍କୁ ବହିଷ୍କାର କରିବା ଦାବି ଜୋର ଧରିଛି। ଦଳ ବିରୋଧୀ ଅଭିଯୋଗ ଆସିଥିବା ନେତା, କର୍ମୀ ଓ ଠିକାଦାରଙ୍କ ମଧ୍ୟରେ ଏହାକୁ ନେଇ ଅସନ୍ତୋଷ ଦେଖାଯାଇଛି। ସୋମବାର ଏମାନେ…
ତୁରନ୍ତ ଆର୍ପିଡିଏସି ବୈଠକ ବସିବାକୁ ଦାବି:ଜିଲାପାଳଙ୍କୁ ଭେଟିଲେ ରୁଙ୍ଗ୍ଟା କ୍ଷତିଗ୍ରସ୍ତ
ଢେଙ୍କାନାଳ ଅଫିସ,୧୮ା୬ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଝାଡବନ୍ଧଠାରେ ରୁଙ୍ଗଟା ମାଇନ୍ସ ଲିମିଟେଡ ପ୍ରକଳ୍ପ ପାଇଁ ପୁନର୍ବାସ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି(ଆରପିଡିଏସି) ବୈଠକ ତୁରନ୍ତ କରିବା ପାଇଁ ସ୍ଥାନୀୟ ଅଞ୍ଚଳର ଜମିହରା ପ୍ରଜା ଦାବି କରିଛନ୍ତି। ସୋମବାର ସେମାନେ…
ପରିବେଶକୁ ସୁରକ୍ଷା ଦେବ ବ୍ରାହ୍ମଣୀ ଅବବାହିକା:ବର୍ଷକରେ ଲାଗିବ ୬୫ ହଜାର ବୃକ୍ଷ
ଢେଙ୍କାନାଳ ଅଫିସ,୧୮ା୬ବିଗୁଡ଼ୁଛି ପରିବେଶ। ଦିନକୁ ଦିନ ବଢୁଛି ତାତି। ଅସହ୍ୟ ଗରମ ଓ ଗୁଳୁଗୁଳିରେ ଡହଳବିକଳ ହେଉଛି ମଣିଷ ଜୀବନ। ସ୍ଥିତିକୁ ଅଧିକ ସଙ୍କଟ କରିଛି ଜଳସ୍ତର ହ୍ରାସ। ଏହି କାରଣରୁ ଆଗାମୀ ଦିନରେ ଭୟାବହ ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି।…
ଭିନ୍ନ ମୋଡ଼ ନେଲା ନାବାଳକ ଅପହରଣ ଅଭିଯୋଗ:କିନ୍ନର ସଂଘ ସଦସ୍ୟଙ୍କ ସହ ଯିବାକୁ ଜିଦ୍
ଅନୁଗୋଳ ଅଫିସ,୧୮।୬ଅନୁଗୋଳ ଜିଲା କଲିୟରୀ ଥାନା ଅଞ୍ଚଳର ଜଣେ ନାବାଳକଙ୍କୁ କେହି ଅପହରଣ କରି ନେଇଥିବା ଗତ ମାସ ୨୪ ତାରିଖରେ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଏ ନେଇ ଏକ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଥିଲା।…
ଅଧାକପ୍ ତେଜପତ୍ର ପାଣି ରଖେ ବହୁ ରୋଗରୁ ଦୂରେଇ…
ତେଜପତ୍ର ପାଣି ପିଇଲେ ଅନେକ ଉପକାର ମିଳିଥାଏ। ରାତିରୁ ପାଣିରେ ଭିଜା ଯାଇଥିବା ତେଜପତ୍ର ପାଣିରୁ ସକାଳେ ଅଧାକପ୍ ପିଇଲେ ପେଟରେ ଥିବା ଚର୍ବି କମିବାକୁ ଆରମ୍ଭ କରିଥାଏ। ଏହା ମେଦବହୁଳ ରୋଗୀଙ୍କ ପାଇଁ ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ ବୋଲି…
ନଡ୍ଡା ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ
ନୂଆଦିଲ୍ଲୀ,୧୭ା୬: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା(୫୮)ଙ୍କୁ ଭାଜପାର ଜାତୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିର୍ବାଚିତ କରାଯାଇଛି। ସୋମବାର ଦଳର ସଂସଦୀୟ ବୋର୍ଡ ବୈଠକ ବସି ନଡ୍ଡାଙ୍କୁ ଏହି ଗୁରୁଦାୟିତ୍ୱ ଅର୍ପଣ କରାଯାଇଛି। ମୋଦି କ୍ୟାବିନେଟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଦାୟିତ୍ୱ ନେଇଥିବା ଅମିତ…
ଚୋରା କେନ୍ଦୁପତ୍ର ବୋଝେଇ ପିକଅପ ଭ୍ୟାନ ଜବତ, ଜଣେ ଗିରଫ
ବଇଣ୍ଡା,୧୭।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବାଜପୁର ଗ୍ରାମ ଜାମ୍ବୁସାହିଠାରୁ ରବିବାର ବିଳମ୍ବିତ ରାତିରେ ବାମୁର ବନବିଭାଗ ଏକ ପିକଅପ ଭ୍ୟାନ (ନଂ ଓଡ଼ି୦୧୫କେ୮୦୬୮)ରେ ବୋଝେଇ ହୋଇଥିବା ଚୋରା କେନ୍ଦୁପତ୍ରକୁ ଜବତ କରିଛି। ଏଥିରେ ସମ୍ପୃକ୍ତ ଥିବା ଅଭିଯୋଗରେ ସାନରୋହିଲା ଗ୍ରାମର ହିଙ୍ଗୁରାମ ନାଏକଙ୍କୁ ଗିରଫ…
ହାତୀ ମୃତ୍ୟୁ ଘଟଣା: ବିଦ୍ୟୁତ୍ ତାର ଜବତ, ଶିକାରୀ ଗିରଫ
ଢେଙ୍କାନାଳ ଅଫିସ,୧୭।୬-ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍ କଡଲା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗତ ୧୨ରେ ଏକ ଦନ୍ତାହାତୀ ବିଦ୍ୟୁତ ସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିଲା। ଏହି ଘଟଣାରେ ବନବିଭାଗ ସୋମବାର ଉକ୍ତ ଗ୍ରାମର ଶିକାରୀ ବିଶ୍ୱନାଥ ସାମଲ(୫୮)ଙ୍କୁ ଗିରଫ କରିଛି। ତାଙ୍କଠାରୁ…
ଜାସନ ରଏ ୨ ମ୍ୟାଚ୍ରୁ ବାଦ୍
ମାଞ୍ଚେଷ୍ଟର, ୧୭।୬(ଏଏଫ୍ପି)- ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍ ପର୍ବରୁ ଘରୋଇ ଇଂଲଣ୍ଡ ଦଳକୁ ସୋମବାର ଶକ୍ତ ଧକ୍କା ଲାଗିଛି। ଇନ୍ଫର୍ମ ଓପନର୍ ଜାସନ ରଏ ଆଘାତଜନିତ ସମସ୍ୟା ଲାଗି ଇଂଲଣ୍ଡର ପରବର୍ତ୍ତୀ ୨ ମ୍ୟାଚ୍ରୁ ବାଦ୍ ପଡ଼ିଛନ୍ତି ବୋଲି ଇଂଲଣ୍ଡ ଆଣ୍ଡ୍ ଓ୍ବେଲ୍ସ…
ଗୋଲ୍ ରୁପାନ୍ତର ହାର ବୃଦ୍ଧିକୁ ମାରିଜନେଙ୍କ ଗୁରୁତ୍ୱ
ହୀରୋଶିମା (ଜାପାନ), ୧୭ା୬ (ପି.ଟି.)- ଭାରତୀୟ ମହିଳା ହକି ଦଳକୁ ଏହାର ଗୋଲ ରୁପାନ୍ତର ହାରରେ ବୃଦ୍ଧି ଆବଶ୍ୟକତା ରହିଛି ବୋଲି ଦଳର ମୁଖ୍ୟ କୋଚ୍ ଜୋର୍ଡ ମାରିଜନେ କହିଛନ୍ତି। ଚଳିତ ଏଫ୍ଆଇଏଚ୍ ମହିଳା ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଭାରତ…
ନାଗାଲାଣ୍ଡରୁ ଫେରିଲେ ୭ ନିର୍ଯାତିତ ଶ୍ରମିକ
ନୀଳଗିରି, ୧୭ା୬(ଡି.ଏନ.ଏ.)-ନାଗାଲାଣ୍ଡକୁ ଦାଦନ ଖଟିବାକୁ ଯାଇଥିବା ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବିଭିନ୍ନ ଗାଁର ୭ଜଣ ଶ୍ରମିକ ସୋମବାର ଗଁାକୁ ଫେରିଛନ୍ତି। ସେଠାରେ ସେମାନେ ନିର୍ଯାତନାର ଶିକାର ହେଉଥିବା ଅଭିଯୋଗ ହୋଇଥିଲା। ପ୍ରଶାସନର ହସ୍ତକ୍ଷେପ ପରେ ଶ୍ରମିକମାନେ ଫେରିଥିବା ସ୍ଥାନୀୟ…
ମହାସ୍ନାନ ପରେ ଶ୍ରୀଜୀଉଙ୍କ ଗଜାନନ ବେଶ
ସଜନାଗଡ଼, ୧୭ା୬(ଡି.ଏନ.ଏ.)-ଓଡ଼ିଶାର ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ନୀଳଗିରିରେ ସୋମବାର ସ୍ନାନପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ସୋମବାର ପୂର୍ବାହ୍ନରେ ମଙ୍ଗଳ ଆଳତୀ ପରେ ଶ୍ରୀଜୀଉଙ୍କୁ ରତ୍ନବେଦୀରୁ ସେବାୟତମାନେ ଧାଡ଼ି ପହଣ୍ଡି କରି ସ୍ନାନମଣ୍ଡପରେ ବିଜେ କରାଇବା ପରେ ଅବକାଶ ନୀତି ବଢ଼ିଥିଲା ।…

