Home Left

ରବିଧାନ କିଣା ଦାବି: ଏକକାଳୀନ ୪ଟି ଜାଗାରେ ରାସ୍ତାରୋକୋ

ନୂଆପଡା ଅଫିସ,୧୭ା୬: ବର୍ତ୍ତମାନ ବର୍ଷାଋତୁ ପାଖେଇ ଆସୁଥିବାବେଳେ କାଳବୈଶାଖୀ ବର୍ଷାରେ ଭିଜି ମଣ୍ଡିରେ ପଡ଼ିଥିବା ଧାନ ସବୁ ଗଜା ହେବାରେ ଲାଗିଥିବାବେଳେ ମିଲର୍ସମାନେ କଟନି ଛଟନିଦାବିରେ ମଣ୍ଡିରୁ ଧାନ ଉଠାଉନାହାନ୍ତି । ଏଭଳି ସ୍ଥିତିରେ ମଣ୍ଡିଗୁଡିକରେ ହଜାର ହଜାର ବସ୍ତା ଧାନ…

ସ୍ଥାୟୀ କର୍ମଚାରୀ ଦାବିରେ ପାଚିକାଙ୍କ ବିକ୍ଷୋଭ

ଭଦ୍ରକ ଅଫିସ, ୧୭।୬ – ମଧ୍ୟାହ୍ନଭୋଜନ କାର୍ଯ୍ୟରେ ନିୟୋଜିତ ଥିବା ପାଚିକାମାନଙ୍କୁ ସରକାରୀ ଭାବେ ସ୍ଥାୟୀ କର୍ମଚାରୀ ସମେତ ବିଭିନ୍ନ ଦାବି ନେଇ ସୋମବାର ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଜିଲାରେ କାର୍ଯ୍ୟରତ ଶତାଧିକ ପାଚିକା ସିଆଇଟିୟୁ…

ଯୁବତୀଙ୍କୁ ଗଣବଳାତ୍କାର ଘଟଣା: ଗିରଫ ୨ ମୁଖ୍ୟ ଅଭିଯୁକ୍ତ ଜେଲଗଲେ

ସୋନପୁର,୧୭।୬(ନି.ପ୍ର.): ସୁବର୍ଣ୍ଣପୁର ସହରର ଜଣେ ଯୁବତୀଙ୍କୁ ଗଣବଳାତ୍କାର ଘଟଣାରେ ପୋଲିସ ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ବିଚାରପତି ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର କରିବାରୁ ସେମାନଙ୍କୁ ସୋନପୁର ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି ।…

ପ୍ରଥମେ ହନିମୁନ୍‌ ପରେ ବିବାହ…

ଛତିଶଗଡ଼ ବସ୍ତର ଅଞ୍ଚଳରେ ବାସ କରୁଥିବା ଗୋଣ୍ଡ ଜନଜାତିଙ୍କ ମଧ୍ୟରେ ଏକ ପରମ୍ପରା କାହିଁ କେଉଁ କାଳରୁ ଚାଲିଆସିଛି। ପରମ୍ପରା ଅନୁସାରେ ବରକନ୍ୟାଙ୍କୁ ବିବାହ ପୂର୍ବରୁ ହନିମୁନ୍‌ର ସୁଯୋଗ ଦିଆଯାଇଥାଏ। ଏଥିଲାଗି ଗାଁ ମୁଣ୍ଡରେ ଗୋଟିଏ କୁଡ଼ିଆ ଘର ତିଆରି ହୋଇଥାଏ।…

ଟିଏମ୍‌ସିକୁ ପୁଣି ଲାଗିଲା ଧକ୍କା ୧୨ କାଉନ୍‌ସିଲରଙ୍କ ସହ ଜଣେ ବିଧାୟକ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧୭।୬: ପଶ୍ଚିମବଙ୍ଗରେ ଗତ ଲୋକ ସଭା ନିର୍ବାଚନ ବେଳରୁ ଭାଜପା ଓ ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି) ମଧ୍ୟରେ ତୁତୁମେମେ ଲାଗି ରହିଛି। ଇତି ମଧ୍ୟରେ କେତେଜଣ ଟିଏମ୍‌ସି ନେତା ପୂର୍ବରୁ ଭାଜପାରେ ମିଶିଥିବା ବେଳେ ସୋମବାର ଆହୁରି ୧୨ ଜଣ କାଉନସିଲର…

ଆସନ୍ତା ୨୪ରେ ବିହାର ବନ୍ଦ ଡାକରା ଦେଲା ଆର୍‌ଜେଡି

ପାଟନା,୧୭।୬: ବିହାରରେ ଏବେ ମସ୍ତିଷ୍କ ଜ୍ୱରରେ ପୀଡିତ ହୋଇ ଶହେରୁ ଊର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ହେଲାଣି। ଏହା ନୀତୀଶ ସରକାରଙ୍କ ଅପାରଗତା ଦର୍ଶାଇ ବିରୋଧୀ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଆସନ୍ତା ୨୪ରେ ବିହାର ବନ୍ଦ ଡାକରା ଦେଇଛି। ସୂଚନାଯୋଗ୍ୟ, କିଛିଦିନ ହେବ…

ଖବରଦାତା ସମ୍ମିଳନୀରେ ଶୋଇଲେ ନେତା: କହିଲେ ମୁଁ ମନନ ଚିନ୍ତନ କରୁଥିଲି

ପାଟନା,୧୭।୬: ବିହାରରେ ଏବେ ମସ୍ତିଷ୍କ ଜ୍ୱରରେ ପାଖାପଖି ଶହେ ଶିଶୁଙ୍କ ମୃତ୍ୟୁ ହେବା ଚିନ୍ତାର କାରଣ ପାଲଟିଛି। ଏହାର ମୁକାବିଲା କରିବାକୁ ନେଇ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏଥିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନି ଚୌବେ ଉପସ୍ଥିତ ଥିଲେ। ତେବେ ଖବରଦାତା…

ମିଳିଲା ସର୍ଫରାଜଙ୍କ ଅଳସୁଆମିର କାରଣ

ମାଞ୍ଚେଷ୍ଟର,୧୭।୬(ଏଏଫ୍‌ପି)- ଭାରତୀୟ ଦଳ ବିଶ୍ୱକପ୍‌ ଇତିହାସରେ ପାକିସ୍ତାନ ଦଳ ବିପକ୍ଷରେ ତା’ର ଅପରାଜେୟ ଧାରା ଜାରି ରଖିବାରେ ସକ୍ଷମ ହୋଇଛି। ଏଭଳି ହାଇଭୋଲ୍ଟେଜ ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟକ ସର୍ଫରାଜ ଅହମ୍ମଦ ହାଇ ମାରୁଥିବା ନଜରକୁ ଆସିଥିଲା। ଏହାର କାରଣ ଏବେ ପଦାକୁ…

ବିହାରରେ ଅସମ୍ଭାଳ ତାତି: ୨୨ ପର୍ଯ୍ୟନ୍ତ ସ୍କୁଲ ଛୁଟି, ଗୟାରେ ୧୪୪ ଧାରା ଜାରି

ପାଟନା, ୧୭।୬: ବିହାରରେ ଅସମ୍ଭାଳ ତାତି ଲାଗିରହିଛି। ଏପର୍ଯ୍ୟନ୍ତ ଅଂଶୁଘାତରେ ୧୭୩ରୁ ଉର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ୩୫୦ରୁ ଅଧିକ ଲୋକ ଅଂଶୁଘାତର ଶିକାର ହୋଇ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମୃତକଙ୍କ ଭିତରେ ଅଧିକାଂଶ ଲୋକଙ୍କ ବୟସ ୬୦ରୁ ଅଧିକ…

ଗ୍ରୀଷ୍ମରୁ ରକ୍ଷା ପାଇବାକୁ ବସ୍‌ ଛାତରେ ବଗିଚା କଲେ ଡ୍ରାଇଭର

ଦିନକୁ ଦିନ ବିଶ୍ୱ ତାପମାତ୍ରାରେ ପରିବର୍ତ୍ତନ ହେବାରେ ଲାଗିଛି। ଗ୍ରୀଷ୍ମର ପ୍ରବାହ ଏତେ ବଢି ଯାଇଛି ଯେ ଅନେକ ସହରରେ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି। ତେବେ ସିଙ୍ଗାପୁରରେ ଲୋକେ ଗରମରୁ ରକ୍ଷା ପାଇବା ପାଇଁ ଏବେ ଏଠାକାର…

ପ୍ରସିଦ୍ଧ ଫିଲ୍ମ ନିର୍ମାତା ମଣିରତ୍ନମ ଅସୁସ୍ଥ

ଚେନ୍ନାଇ, ୧୭।୬: ପ୍ରସିଦ୍ଧ ଫିଲ୍ମ ନିର୍ମାତା ମଣିରତ୍ନମ ଅସୁସ୍ଥ ହୋଇପଡିଛନ୍ତି। ହୃଦଜନିତ ରୋଗରେ ପୀଡିତ ଥିବାରୁ ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ଫିଲ୍ମ ନିର୍ମାତା ମଣିରତ୍ନ ୨୦୦୪ରେ ଫିଲ୍ମ ‘ୟୁବା’ର ଶୁଟିଂ ବେଳେ ସେ…

ବ୍ୟାକ୍‌ଗ୍ରାଉଣ୍ଡ ଭଏସ୍‌ରେ ପିତାଙ୍କ ସହ ତାଳ ଦେବେ ଆର୍ୟନ

ମୁମ୍ବାଇ: ବଡ଼ ପରଦାରେ ବାପା ଶାହରୁଖ ଖାଁଙ୍କ ସହ ନିଜର ପ୍ରଚ୍ଛଦ ସ୍ବର ଦେବାକୁ ଯାଉଛନ୍ତି ପୁଅ ଆର୍ୟନ। ଅନ୍ତରାଷ୍ଟ୍ରୀୟ କମ୍ପାନୀ ଡିଜନୀର ଅପ୍‌ କମିଂ ଫିଲ୍ମ ‘ଦ ଲାୟନ ଅଫ୍‌ କିଙ୍ଗ’ର ନୂଆ ସଂସ୍କରଣ ଆସନ୍ତା ମାସ ରିଲିଜ୍‌ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?