ଗ୍ରାହକଙ୍କ ସହ ଶାରୀରିକ ସମ୍ପର୍କ ନ ରଖିବାରୁ ଚିରି ଦିଆଗଲା ବାର୍ ଡ୍ୟାନ୍ସରଙ୍କ ପୋଷାକ
ହାଇଦ୍ରାବାଦ,୧୭।୬: ଆନ୍ଧ୍ରପ୍ରଦେଶର ରାଜଧାନୀ ହାଇଦ୍ରାବାଦରେ ଜଣେ ବାର୍ ଡ୍ୟାନ୍ସର ଗ୍ରାହକଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ରାଜି ନ ହେବାରୁ ତାଙ୍କ ଡ୍ରେସ ଚିରି ଦିଆଯିବା ସହ ତାଙ୍କ ଉପରେ ମାଡ ହୋଇଥିବା ଅଭିଯୋଗ ହୋଇଛି। ତେବେ ଉକ୍ତ ମହିଳା ବାର୍…
ଯୁବକଙ୍କ ପେଟରୁ ନେଲ୍କଟର, ଚିଲମ ସମେତ ୫୦ ପ୍ରକାରର ଜିନିଷ ବାହାର କଲେ ଡାକ୍ତର
ଉଦୟପୁର,୧୭।୬: ରାଜସ୍ଥାନରୁ ଏକ ଆଶ୍ଚର୍ଯ୍ୟଜନିତ ଘଟଣା ଦେଖିବାକୁ ମିଳିିଛି। ଶନିବାର ଉଦୟପୁର ହସ୍ପିଟାଲରେ ଡାକ୍ତର ଜଣେ ୨୪ ବର୍ଷୀୟ ଯୁବକ ଗଜେନ୍ଦ୍ରଙ୍କ ଅପରେଶନ୍ କରିଥିଲେ। ଅପରେଶନ୍ ସମୟରେ ଡାକ୍ତର ଯୁବକଙ୍କ ପେଟରୁ ୫୦ ପ୍ରକାରର ଜିନିଷ ବାହାର କରିଥିବା ଜଣାପଡ଼ିଛି। ତାଙ୍କ…
ଯାଦୁ କୌଶଳ ଦେଖାଇବା ସମୟରେ ଗଙ୍ଗା ନଦୀରେ ବୁଡ଼ିଗଲେ ଯାଦୁକର
କୋଲକତା,୧୭।୬: ଜଣେ ଯାଦୁକରଙ୍କୁ ଯାଦୁ କୌଶଳ ଦେଖାଇବା ମହଙ୍ଗା ପଡ଼ିଛି। ସେ ଗଙ୍ଗା ନଦୀରେ ବୁଡ଼ି ଯାଇଛନ୍ତି। ଉଦ୍ଧାରକାରୀ ଦଳ ତାଙ୍କର ସନ୍ଧାନ ଜାରି ରଖିଛନ୍ତି। ୪୧ ବର୍ଷ ବୟସ୍କ ଯାଦୁକର ଚଞ୍ଚଳ ଲାହିରୀ ନିଜର ହାତଗୋଡ଼ ବାନ୍ଧି ଏକ ବାକ୍ସରେ…
ସ୍ବତନ୍ତ୍ର ତାଲିକାରେ ବିଜୟ ଶଙ୍କର
ମାଞ୍ଚେଷ୍ଟର,୧୭।୬- ଭାରତୀୟ ଅଲରାଉଣ୍ଡର ବିଜୟ ଶଙ୍କର ବିଶ୍ୱକପ୍ ଇତିହାସର ୩ୟ ବୋଲର ଭାବେ ପ୍ରଥମ ବଲରେ ଉଇକେଟ ନେବାର ସଫଳତା ପାଇଛନ୍ତି। ଏଠାରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍ ମ୍ୟାଚ୍ର ୫ମ ଓଭରରେ ଇମାମ ଉଲ୍ ହକ୍ଙ୍କୁ ଆଉଟ୍କରି ସେ ଏହି…
ପ୍ରଥମଥର ଏମ୍ପି ହୋଇଥିବା ନକୁଲ ନାଥଙ୍କୁ ସଂସଦ ପର୍ଯ୍ୟନ୍ତ ଛାଡିବାକୁ ଆସିଲେ ବାପା
ନୂଆଦିଲ୍ଲୀ,୧୭।୬: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଓ ତାଙ୍କ ପୁଅ ନକୁଲ ନାଥ ସୋମବାର ସଂସଦ ଭବନ ପହଞ୍ଚିଥିଲେ। ନକୁଳ ନାଥ ୧୭ତମ ଲୋକ ସଭା ନିର୍ବାଚନରେ ମଧ୍ୟ ପ୍ରଦେଶର ଛିଣ୍ଡଓ୍ବାଡା ଆସନରୁ ବିଜୟୀ ହୋଇଛନ୍ତି। ପ୍ରଥମଥର ଲାଗି ସେ ଲୋକ…
ମା’ ଶ୍ରୀଦେବୀଙ୍କ ‘ଚାନ୍ଦନୀ’ ଲୁକ୍ କପି କଲେ ଜାହ୍ନବୀ
ଶ୍ରୀଦେବୀଙ୍କ ଝିଅ ଜାହ୍ନବୀ ଆଜିକାଲି ବେଶ୍ ଚର୍ଚ୍ଚାରେ ରହୁଛନ୍ତି। କେବେ ଛୋଟ ଡ୍ରେସ ପିନ୍ଧିବା ନେଇ ତ ଆଉ କେବେ ନିଜର ଫିଟ୍ନେସକୁ ନେଇ। ଏବେ ମୁମ୍ବାଇ ଏୟାରପୋର୍ଟରେ ଜାହ୍ନବୀଙ୍କୁ ସ୍ପଟ୍ କରାଯାଇଛି। ତାଙ୍କ ଚେହେରା ଦେଖି ଯେ କେହି ଶ୍ରୀଦେବୀଙ୍କୁ…
ମୋରଡ଼ାରେ ଡବଲ ମର୍ଡର: ସ୍ତ୍ରୀ, ଶାଶୁ ମୃତ: ପୋଲିସର ଅବହେଳାକୁ ଦାୟୀକଲେ ସ୍ଥାନୀୟ ଲୋକେ
ବାରିପଦା ଅଫିସ,୧୭।୬: ମୋରଡ଼ା ଥାନା ଚିକିଟାମାଟିଆ ପଞ୍ଚାୟତ ଖୁଣ୍ଟାପାଳ ଗ୍ରାମରେ ସୋମବାର ଏକ ଡବଲ ମର୍ଡର ଘଟିଛି। ସକାଳ ପ୍ରାୟ ସାଢ଼େ ୬ଟାରେ ଅନୈତିକ ସମ୍ପର୍କ ସନ୍ଦେହରେ ଜଣେ ବ୍ୟକ୍ତି କୁରାଢ଼ିରେ ହାଣି ସ୍ତ୍ରୀ ଓ ଶାଶୁଙ୍କୁ ହତ୍ୟା କରିଛନ୍ତି। ମୃତକ…
ବଜେଟ୍ ଅଧିବେଶନର ପ୍ରଥମ ଦିନ: ଲୋକ ସଭାରେ ରାହୁଲ ଅନୁପସ୍ଥିତ
ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବଜେଟ୍ ଅଧିବେଶନର ପ୍ରଥମ ଦିନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଅନୁପସ୍ଥିତ ରହିଛନ୍ତି। ସେ କେରଳର ଓ୍ବାୟନାଡ୍ ଗସ୍ତରୁ ଆସି ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କୁ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ କଂଗ୍ରେସ ରାଷ୍ଟ୍ରୀୟ…
ଯୁବକଙ୍କୁ ଗଳାକାଟି ହତ୍ୟା: ପୂର୍ବଶତ୍ରୁତା ସନ୍ଦେହ
ବ୍ରହ୍ମପୁର ଅଫିସ,୧୭।୬: ସଦର ଥାନା ଅନ୍ତର୍ଗତ ବାସୁଦେବପୁର ପଞ୍ଚାୟତ ବୁରୁଡ଼ା ଗ୍ରାମ ନିକଟ ଏକ କେନାଲରୁ ସୋମବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ପଦ୍ମନାଭ ମଲ୍ଲିକଙ୍କ ପୁଅ ପ୍ରକାଶ। ତାଙ୍କ ଘର ଦିଗପହଣ୍ଡି ଥାନା ବୁରୁଡ଼ା…
ନଗର କଂଗ୍ରେସ ତରଫରୁ ଜିଲାପାଳଙ୍କ ଅଫିସ ଘେରାଉ
ବଲାଙ୍ଗୀର ଅଫିସ, ୧୭।୬: ଅଘୋଷିତ ବିଜୁଳି କାଟ, ପିଇବା ପାଣି ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ସମାଧାନ ଦାବିରେ ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ନଗର ସଭାପତି ବୁଲୁ ଦାନୀଙ୍କ ସଂଯୋଜନାରେ ଅନୁଷ୍ଠିତ…
ଜି.ଉଦୟଗିରିରେ ସ୍ନାନପୂର୍ଣ୍ଣିମା: ହାତୀବେଶରେ ଦର୍ଶନ ଦେଲେ ମହାପ୍ରଭୁ
ଜି.ଉଦୟଗିରି, ୧୭।୬(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଜଗନ୍ନାଥ ମନ୍ଦିରଠାରେ ସୋମବାର ଠାକୁରଙ୍କ ସ୍ନାନପୂର୍ଣ୍ଣିମା ନୀତି ଅନୁଷ୍ଠିତ ହେଉଛି। ସକାଳ ଧୂପ ପରେ ଠାକୁରଙ୍କୁ ପହଣ୍ଡି କରାଯାଇ ସ୍ନାନମଣ୍ଡପକୁ ଅଣାଯାଇଥିଲା । ସେଠାରେ ଠାକୁରଙ୍କ ସ୍ନାନନୀତି ସରିବାପରେ ଜଗନ୍ନାଥ ଓ ବଳଭଦ୍ରଙ୍କୁ ହାତୀବେଶରେ…
୨ରୁ ୩ ମ୍ୟାଚ୍ ବାଦ୍ ପଡ଼ିବେ ଭୁବି- କୋହଲି
ମାଞ୍ଚେଷ୍ଟର,୧୭।୬(ପି.ଟି.)- ପାକିସ୍ତାନ ବିପକ୍ଷ ମ୍ୟାଚ୍ରେ ଭାରତୀୟ ପେସର ଭୁବନେଶ୍ୱର କୁମାରଙ୍କ ମାଂସପେଶୀ ଟାଣି ହୋଇଯାଇଛି। ଏଥିଯୋଗୁ ସେ ଅତିକମ୍ରେ ୨ରୁ ୩ ବିଶ୍ୱକପ୍ ମ୍ୟାଚ୍ରୁ ବାଦ୍ ପଡ଼ିଛନ୍ତି। ଏହି ପେସର ୩ ଓଭର ପୂରା କରିପାରି ନ ଥିଲେ। ତାଙ୍କ ସ୍ଥାନରେ…

