ବିଜେଡି ଛାତ୍ର, ଯୁବ, ମହିଳା ସଙ୍ଗଠନର ପୁନର୍ଗଠନ
ଭୁବନେଶ୍ୱର,୧୭ା୬(ବ୍ୟୁରୋ) : ସାଧାରଣ ନିର୍ବାଚନ ପରେ ବିଜେଡି ଛାତ୍ର, ଯୁବ ଏବଂ ମହିଳା ସଙ୍ଗଠନର ପୁନର୍ଗଠନ ନେଇ ଆଲୋଚନା ଜୋର ଧରିଛି। ୨୦୧୭ ପଞ୍ଚାୟତ ନିର୍ବାଚନ ବିପର୍ଯ୍ୟୟ ପରେ ଛାତ୍ର ଓ ଯୁବ ସଙ୍ଗଠନର ଆମୂଳଚୂଳ ପରିବର୍ତ୍ତନ ହୋଇଥିଲା। ହେଲେ ସାଙ୍ଗଠନିକ…
ରଥଖଳାରୁ : ଆଜି ଉଠିବ ୪ ନାହାକା
ପୁରୀ ଅଫିସ, ୧୭ା୬ : ଅକ୍ଷୟ ତୃତୀୟାଠାରୁ ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ତିନି ମୁଖ୍ୟ ବିଶ୍ୱକର୍ମାଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଚାଲିଛି ରଥକାମ। ଗତକାଲି ତିନି ରଥର ତଳେ ଖଞ୍ଜାଯାଇଥିବା ଦଣ୍ଡା ନମ୍ବର କରାଯାଇ ଅଖ ଉପରେ ଉଠିଥିଲା। ପରେ…
ବଳାତ୍କାର, ବ୍ଲାକମେଲିଂ ଘଟଣା : ଅଭିଯୁକ୍ତଙ୍କ ବିରୋଧରେ ପ୍ରମାଣ ନ ଥିବା ରିପୋର୍ଟ ଦେଲେ ଡିସିପି
ଭୁବନେଶ୍ୱର, ୧୭ା୬(ବ୍ୟୁରୋ) : ଖଣ୍ଡଗିରି ଥାନା ଅଞ୍ଚଳରେ ପୁରୀର ଜଣେ ମହିଳାଙ୍କୁ ନିଶା ଦେଇ ବଳାତ୍କାର କରାଯିବା ସହ ସେହି ସମୟର ଦୃଶ୍ୟକୁ ଭିଡିଓ ଉତ୍ତୋଳନ କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଖଣ୍ଡଗିରି ଥାନାରେ ମାମଲା ରୁଜୁ ହୋଇଥିଲା। ହେଲେ…
୨୪ ଘଣ୍ଟା ବନ୍ଦ ରହିବ ଏସ୍ସିବି ଆଉଟଡୋର
କଟକ ଅଫିସ, ୧୭ା୬ : ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍ଏ)ର ଆହ୍ବାନକ୍ରମେ ରାଜ୍ୟରେ ଚିକିତ୍ସା ସେବା ୨୪ ଘଣ୍ଟିଆ ବନ୍ଦ ରହିବ । ଏହି ପରିପ୍ରେକ୍ଷୀରେ ଏସ୍ସିବି ମେଡିକାଲର ଆଉଟଡୋର ସୋମବାର ସକାଳ ୬ଟାରୁ ମଙ୍ଗଳବାର ସକାଳ ୬ଟା ପର୍ଯ୍ୟନ୍ତ ବନ୍ଦ…
ସୁନା ବଦଳରେ ଇମିଟେଶନ୍ ହାର ଦେଇ ଠକେଇ : ୫ ଲକ୍ଷ ଟଙ୍କା ଜବତ, ୩ ଗିରଫ
କଟକ ଅଫିସ,୧୭ା୬ : ସୁନା ଦେବା ବଦଳରେ ଇମିଟେଶନ୍ ଦେଇ ୫ ଲକ୍ଷ ଟଙ୍କାର ଠକେଇ କରିଥିବା ଅଭିଯୋଗରେ ମଧୁପାଟଣା ଥାନା ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉତ୍ତରପ୍ରଦେଶ ଗାଜିଆବାଗ ଅଞ୍ଚଳର…
ପୋଲିସ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଗୁରୁତର, ପିସ୍ତଲ ଜବତ୍
ବଲାଙ୍ଗୀର ଅଫିସ, ୧୭ା୬: ବଲାଙ୍ଗୀର ଜିଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ମହୀମୁଣ୍ଡା-ଦୁହେଲ ରାସ୍ତାରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ରଣାଙ୍କୁ ପୋଲିସ ଏନ୍କାଉଣ୍ଟର କରିଛି। ଏଥିରେ ସୀତାରାମ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ…
ବ୍ୟାଙ୍କ୍ କର୍ମଚାରୀଙ୍କଠାରୁ ୩୫ଲକ୍ଷ ଲୁଟ୍ ଘଟଣା : ୩ ଟିମ୍ର ଖୋଳତାଡ଼, ମିଳିଛି ସୁରାକ
ଭୁବନେଶ୍ୱର,୧୭ା୬(ବ୍ୟୁରୋ) : ନିଆଳିସ୍ଥିତ ଇଣ୍ଡିିଆନ୍ ବ୍ୟାଙ୍କ୍ କର୍ମଚାରୀଙ୍କଠାରୁ ବନ୍ଧୁକ ଦେଖାଇ ୩୫ ଲକ୍ଷ ଟଙ୍କା ଲୁଟ୍ ଘଟଣାରେ ଅତିରିକ୍ତ ପୋଲିସ କମିଶନରଙ୍କ ନେତୃତ୍ୱରେ ୩ଟି ଟିମ୍ ଗଠନ କରାଯାଇ ଖୋଳତାଡ଼ ଆରମ୍ଭ ହୋଇଛି। ଏହି ଟିମ୍ରେ ସ୍ପେଶାଲ ସ୍କ୍ବାଡ୍ ଏବଂ କ୍ୟୁଏଟି…
ସରିନି ଧାନକିଣା, କଟକଣା ଆରମ୍ଭ
ବରଗଡ଼ ଅଫିସ୍,୧୭।୬: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟକୁ ଆଉ ସପ୍ତାହକ ପରେ ଦେଢ଼ମାସ ବିତିବ । ଏହି ପ୍ରକ୍ରିୟାରେ ଜିଲାରେ ଖୋଲା ଯାଇଥିବା ମଣ୍ଡି ତଥା ଧାନକ୍ରୟ କେନ୍ଦ୍ର ଗୁଡ଼ିକରେ ଉଭୟ ଧାନ ସଂଗ୍ରହ ଓ ଉଠାଣ ଚାଲିଛି…
ମୌସୁମୀ ବିଳମ୍ବ: ମରୁଡ଼ି ଆଶଙ୍କା ନେଇ ଚିନ୍ତାରେ ଚାଷୀ
ମାଲକାନଗିରି,୧୭ା୬(ଡି.ଏନ.ଏ.)- ଜୁନ ୧୭ରେ ବିଶ୍ୱ ଅନାବୃଷ୍ଟି ଓ ମରୁଡ଼ି ପ୍ରତିରୋଧ ଦିବସ ପାଳନ ହେବାକୁ ଯାଉଛି। ଏହି ଦିବସ କୃଷକମାନଙ୍କ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିବସ। ବିଭିନ୍ନ କୃଷିଜନିତ ଖାଦ୍ୟଶସ୍ୟ ଉତ୍ପାଦନରେ ଜଳର ଆବଶ୍ୟକତା ଅପରିହାର୍ଯ୍ୟ। ଜଳ ବିନା କୃଷିକାର୍ଯ୍ୟ ଅସମ୍ଭବ।…
ବିଚ୍ଛିନ୍ନତାବାଦୀ ନେତାଙ୍କୁ ଅର୍ଥ ଯୋଗାଉଛି ପାକ୍: ଏନ୍ଆଇଏ
ନୂଆଦିଲ୍ଲୀ,୧୭ା୬(ପି.ଟି.): ଜମ୍ମୁ-କଶ୍ମୀର କଠୋରପନ୍ଥୀ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ପାକିସ୍ତାନ ବିପୁଳ ଅର୍ଥ ଯୋଗାଇ ଦେଉଛି। ସେହି ଅର୍ଥକୁ ସେମାନେ ନିଜର ବ୍ୟକ୍ତିଗତ ସ୍ବାର୍ଥ ଲାଗି ବ୍ୟୟ କରୁଛନ୍ତି। ସେମାନେ ନିଜ ପାଇଁ ସମ୍ପତ୍ତି ଠୁଳ କରିବା ସହ ପିଲାମାନଙ୍କୁ ବିଦେଶରେ ପାଠ ପଢ଼ାଉଛନ୍ତି।…
୨,୩୦୦ ଜଣଙ୍କୁ ସ୍ବଦେଶ ଫେରାଇ ଆଣିଥିଲା ଭାରତ
ନୂଆଦିଲ୍ଲୀ,୧୭ା୬ (ପି.ଟି.): ୨୦୦୬ରେ ଇସ୍ରାଏଲ୍-ଲେବାନନ୍ ଯୁଦ୍ଧବେଳେ ଭାରତ ସରକାର ନିଜର ୨୩୦୦ ନାଗରିକଙ୍କୁ ନିରାପଦରେ ସ୍ବଦେଶ ଫେରାଇ ଆଣିଥିଲେ। ‘ଚ୍ୟାଲେଞ୍ଜସ୍ ଅଫ୍ ଗଭର୍ନାନ୍ସ: ଆନ୍ ଇନ୍ସାଇଡର୍ସ ଭିଉ’ ପୁସ୍ତକରେ ପୂର୍ବତନ କ୍ୟାବିନେଟ୍ ସେକ୍ରେଟାରି ବି.କେ. ଚତୁର୍ବେଦୀ ଉକ୍ତ ଯୁଦ୍ଧବେଳର ଅନୁଭୂତି ବର୍ଣ୍ଣନା…
ପାକିସ୍ତାନରେ ଘନେଇବ ଆର୍ଥିକ ସଙ୍କଟ
ନୂଆଦିଲ୍ଲୀ,୧୭ା୬(ପି.ଟି.): ଆତଙ୍କବାଦୀ ସଙ୍ଗଠନ ଏଲ୍ଇଟି ଏବଂ ଜେଇଏମ୍ ତଥା ସେଗୁଡ଼ିକର ସହଯୋଗୀ ସଂସ୍ଥା ଜେୟୁଡି ଓ ଫଲା-ଇ-ଇନ୍ସାନିୟତ୍ ଫାଇଣ୍ଡେଶନ୍ ଭଳିଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳ ହୋଇଛି ପାକିସ୍ତାନ। ଏଭଳି ସଙ୍ଗଠନଗୁଡ଼ିକ ପାଣ୍ଠି ଯୋଗାଣ ରୋକିବା ପାଇଁ ଫ୍ରାନ୍ସ ରାଜଧାନୀ ପ୍ୟାରିସ୍ସ୍ଥିତ…

