Home Left

ଗୃହୀତ ପ୍ରସ୍ତାବ ପୂରଣ କରିନାହାନ୍ତି ସରକାର

ବ୍ରହ୍ମପୁର ଅଫିସ,୧୭ା୬-ବୃହତ୍ତମ ଜିଲା ଗଞ୍ଜାମରେ ଅନେକ ସମସ୍ୟା ରହିଛି। ସମାଧାନ ହେଉ ନ ଥିବାରୁ ଏହା ବଢ଼ି ଚାଲିଛି। ବିଭିନ୍ନ ସମୟରେ ବିରୋଧୀ ଦଳ ଦାବିକୁ ସରକାର ପୂରଣ କରି ନ ଥିବା ନଜିର ରହିଛି। ତେବେ ଶାସକ ଦଳର ନାଯ୍ୟ…

ଚିଲିକା ଡଙ୍ଗାବୁଡ଼ି ଘଟଣାକୁ ବର୍ଷେ ପୂରିଲା : ବିପଜ୍ଜନକ ନୌଯାତ୍ରାରେ ଲାଗିଲାନି ଲଗାମ

ଖୋର୍ଦ୍ଧା ଅଫିସ,୧୭ା୬ : ଚିଲିକା ଡଙ୍ଗାବୁଡି ଘଟଣାକୁ ଇତିମଧ୍ୟରେ ବର୍ଷେ ବିତିଯାଇଛି। ହେଲେ ବିପଜ୍ଜନକ ନୌଯାତ୍ରାରେ ଲାଗି ପାରିଲାନି ଲଗାମ। ସ୍ଥିତିରେ କିଛିଟା ସୁଧାର ଆସିଥିଲେ ହେଁ ଏବେବି ସବୁ ଅବ୍ୟବସ୍ଥାରେ ଚାଲିଛି। ଡଙ୍ଗାରେ ଲାଇଫ୍‌ ଜ୍ୟାକେଟ ଗଚ୍ଛିତ ରଖାଯାଉଥିଲେ ହେଁ…

ନଦୀକୁ ବିଷାକ୍ତ କରୁଛି ସହରାଞ୍ଚଳ ଓ ଶିଳ୍ପାଞ୍ଚଳର ଦୂଷିତ ଜଳ : ରିପୋର୍ଟ ମାଗିଲେ ସର୍ବୋଚ୍ଚ ମୁଖ୍ୟଯନ୍ତ୍ରୀ

କଟକ ସଦର,୧୭ା୬(ଡି.ଏନ୍‌.ଏ.) : ସହରାଞ୍ଚଳ ଓ ଶିଳ୍ପାଞ୍ଚଳରୁ ନିର୍ଗତ ଦୂଷିତ ଜଳ ଦ୍ୱାରା ରାଜ୍ୟର ପ୍ରମୁଖ ନଦୀଗୁଡ଼ିକୁ ବିଷାକ୍ତ କରୁଛିିି। ବିଶେଷକରି ମହାନଦୀ ଓ ତା’ର ଶାଖା ନଦୀଗୁଡ଼ିକର ଜଳ କ୍ରମଶଃ ବିଷାକ୍ତ ହେବାରେ ଲାଗିଛି। ଏହା ଉପରେ ନିର୍ଭର କରୁଥିବା…

ଋଣଭାର ସହି ନ ପାରି ଛତୁ ଚାଷୀଙ୍କ ଆତ୍ମହତ୍ୟା

ସୋର, ୧୭ା୬(ଡି.ଏନ.ଏ.)-ରଜ ମଉଜରେ ସମସ୍ତେ ମଜାମସ୍ତିରେ ମାତିଥିବା ବେଳେ ବାଲେଶ୍ୱର ଜିଲା ସୋର ବ୍ଲକ ମାଣତ୍ରୀ ପଞ୍ଚାୟତ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ଚାଷୀ ଋଣ ଭାର ସହି ନ ପାରି ଶେଷରେ ଆତ୍ମହତ୍ୟା ପନ୍ଥା…

ଚିନିକଳ ବିକ୍ରି ଗୁଜବ : ଏକାଠି ହେଲେ କୃଷକ, ନେତା, ହେବ ଆନ୍ଦୋଳନ

ନୟାଗଡ଼ ଅଫିସ,୧୭ା୬: ନୟାଗଡ଼ ଜିଲା ସଦର ବ୍ଲକ ପାଣିପୋଇଲାଠାରେ ଥିବା ଚିନିକଳ ବିକ୍ରି ନେଇ ଗୁଜବ ପ୍ରଚାର ହେବା ପରେ ଏବେ ଜିଲାସାରା ଗୋଟିଏ ଚର୍ଚ୍ଚା। କିପରି ଏହାର ସୁରକ୍ଷା ହେବ ବା ଚିନିକଳ ଖୋଲିବ। ଏଥିପାଇଁ କୃଷକଙ୍କଠାରୁ ଆରମ୍ଭ କରି…

ପାକିସ୍ତାନକୁ ହରାଇଲା ଭାରତ

ମାଞ୍ଚେଷ୍ଟର, ୧୭।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପର ରବିବାର ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ମହା ମୁକାବିଲାରେ ଭାରତର ବିଜୟ ଧ୍ୱଜା ଉଡ଼ିଛି। ରୋହିତ ଶର୍ମାଙ୍କ ଶତକ, ଅଧିନାୟକ ବିରାଟ କୋହଲି ଓ ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ଚମତ୍କାର ପ୍ରଦର୍ଶନ ଭାରତକୁ…

ଏସିଆ ମହିଳା ରଗ୍‌ବୀ ଚାମ୍ପିୟନଶିପ୍‌: ଭାରତୀୟ ଦଳରେ ଓଡ଼ିଶାର ୭

ଭୁବନେଶ୍ୱର, ୧୭।୬(କ୍ରୀଡ଼ା ପ୍ରତିନିଧି)- ଫିଲିପାଇନ୍ସର ମାନିଲାଠାରେ ଏସିଆ ମହିଳା ରଗ୍‌ବୀ ଚାମ୍ପିୟନଶିପ୍‌ ଚଳିତମାସ ୧୯ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ରବିବାର ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ୭ ଖେଳାଳି ସାମିଲ ହୋଇଛନ୍ତି। ସେମାନେ ହେଲେ ମୀନାରାଣୀ ହେମ୍ବ୍ରମ, ରଜନୀ…

ଆବାସ ଯୋଜନାରୁ ବଞ୍ଚିତ ଗରିବ ପରିବାର : ଜୀବନ ବିତୁଛି ଝାଟିମାଟି ଘରେ

ଖଣ୍ଡପଡ଼ା ୧୭ା୬(ସ୍ବ.ପ୍ର.): ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଜନସାଧାରଣଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। ତେବେ ଏହି ଯୋଜନା ଅନେକ କ୍ଷେତ୍ରରେ କିପରି ବିଫଳ ହୋଇଛି ତାହାର…

ଦୁର୍ଘଟଣାରେ ଯୁବକଙ୍କ ଜୀବନ ଗଲା

ବୋଲଗଡ଼/ଭାପୁର,୧୭ା୬(ଡି.ଏନ୍‌.ଏ.)-ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ ବୋଲଗଡ଼ଠାରେ ରବିବାର ସକାଳେ ଏକ କାର୍‌ ଦୁର୍ଘଟଣାରେ ପୂର୍ବତନ ସରପଞ୍ଚ ପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଭାପୁର ବ୍ଲକ ମନ୍ଦାର ବେରେଣୀ ଗ୍ରାମବାସୀ ତଥା ପୂର୍ବତନ ସରପଞ୍ଚ ନାରାୟଣ ତ୍ରିପାଠୀଙ୍କ ପୁଅ ଦେବାଶିଷ(୨୩)।…

ବଧୂ ହତ୍ୟା ଅଭିଯୋଗ : ସ୍ବାମୀ କୋର୍ଟଚାଲାଣ

ଯାଜପୁର ଟାଉନ,୧୭ା୬(ଡି.ଏନ୍‌.ଏ.): ଯାଜପୁର ସଦର ଥାନା ଅନ୍ତର୍ଗତ ମାଳଆନନ୍ଦପୁର ଗ୍ରାମର ରଶ୍ମିତା ଦଳାଇଙ୍କ ଶୁକ୍ରବାର ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ଶନିବାର ରଶ୍ମିତାଙ୍କ ବାପା ଯୌତୁକ ଦାବିରେ ଝିଅଙ୍କୁ ଶାଶୁଘର ଲୋକେ ପିଟିମାରିଦେଇଥିବା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ…

କମେଣ୍ଟମରାକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ୨ ଗିରଫ

ଯାଜପୁରଟାଉନ, ୧୭ା୬(ଡି.ଏନ୍‌.ଏ.): ଯାଜପୁରସହର ନିକଟସ୍ଥ ଚିତାଳୋ ଛକରେ କମେଣ୍ଟ ମରା ଘଟଣାକୁ କେନ୍ଦ୍ରକରି ଶନିବାର ରାତିରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏ ନେଇ ରବିବାର ଉକ୍ତ ଯୁବକଙ୍କ ସାଙ୍ଗଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ୧୬୧/୧୯) ରୁଜୁକରିଥିଲା।…

ସକାଳେ ଗ୍ଲାସେ ଉଷୁମ ପାଣି…

ସକାଳୁ ଖାଲି ପେଟରେ ଗ୍ଲାସେ ଉଷୁମ ପାଣି ପିିଇଲେ ଅନେକ ସୁଫଳ ମିଳିଥାଏ। ଏହା ମ୍ୟୁକୋଲାଇଟିସ୍‌ ଭାବେ କାର୍ଯ୍ୟ କରିଥାଏ। ଏହାଦ୍ୱାରା ଫୁସ୍‌ଫୁସ୍‌ରେ ଜମିଥିବା କଫ ତରଳି ବାହାରି ଯାଏ। ଆଜ୍‌ମା ରୋଗୀ ସକାଳୁ ଏପରି ନିୟମିତ କଲେ ଭଲ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?