Home Left

ଭାରତକୁ ପ୍ରଥମ ସଫଳତା ଦେଲେ ବିଜୟ ଶଙ୍କର

ମାଞ୍ଚେଷ୍ଟର, ୧୬।୬:ଓଲ୍ଡ ଟ୍ରାଫର୍ଡରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଛି ହାଇଭୋଟଟେଜ୍‌ ମ୍ୟାଚ୍‌। ଭାରତର ୩୩୭ରନ୍‌ର ବିଶାଳ ଲକ୍ଷ୍ୟକୁ ପିଛା କରୁଥିବା ପାକସ୍ତାନକୁ ପ୍ରାରମ୍ଭରୁ ଝଟକା ଲାଗିଛି। ଓପନର ଇମାମ ଉଲ୍‌ ହକ୍‌ ମାତ୍ର ୭ ରନ୍‌ କରି ଆଉଟ୍‌ ହୋଇଛନ୍ତି।…

ଲାଲ ଲଙ୍କାରୁ ତିଆରି ଔଷଧ ମେଦ ହ୍ରାସ କରିବ

ମୋଟାପଣ ଏକ ଶାରୀରିକ ସମସ୍ୟା, ଯାହାକୁ ନିୟନ୍ତ୍ରଣରେ ରଖି ନ ପାରିଲେ ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇଥାଏ। ମୋଟାପଣ ନିଜ ସହ ମଧୁମେହ, ଆଣ୍ଠୁ ଗଣ୍ଠି ଯନ୍ତ୍ରଣା ଏବଂ ଥାଇରଏଡ୍‌ ଭଳି ସମସ୍ୟାକୁ ଆମନ୍ତ୍ରଣ କରିଥାଏ। ଆମେରିକାର ୟ୍ୟୋମିଙ୍ଗ ବିଶ୍ୱବିଦ୍ୟାଳୟର…

ନିଜ ରେକର୍ଡ ଭାଙ୍ଗିଲେ ଜନସନ

ନୂଆଦିଲ୍ଲୀ, ୧୬ା୬ (ପି.ଟି.)- ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଜିନସନ ଜନସନ ୧୫୦୦ ମିଟର ଦୌଡ଼ରେ ନିଜ ଜାତୀୟ ରେକର୍ଡକୁ ଭଙ୍ଗ କରିଦେଇଛନ୍ତି। ଭାରତର ଏହି ଆଥ୍‌ଲେଟ ନେଦରଲାଣ୍ଡ୍ସର ନିଜମେଜେନ ସହରେ ଅନୁଷ୍ଠିତ ନେକ୍ସଟ ଜେନେରେଶନ ଆଥଲେଟିକ୍ସ ମିଟ୍‌ରେ ଅଂଶଗ୍ରହଣ…

ସମୁଦ୍ରରେ ବୁଡ଼ି ଛାତ୍ର ମୃତ

ଗୋପ, ୧୬।୬(ଡି.ଏନ୍‌.ଏ.)-ସାଙ୍ଗ ସାଥୀଙ୍କ ସହ ରଜ ସଂକ୍ରାନ୍ତିରେ କୋଣାର୍କ ବୁଲିବାକୁ ଆସିଥିବା ଜଣେ କଲେଜ ଛାତ୍ରଙ୍କର ରବିବାର ସମୁଦ୍ରରେ ବୁଡ଼ି ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କଟକ ଜିଲା ନିଆଳୀ ଥାନା ଅଧୀନ ପୋଲସରା ଗ୍ରାମର କ୍ଷୀରୋଦ ଖଟୋଇଙ୍କ ସାନ…

ଶ୍ରୀମନ୍ଦିର ପାଇଁ ୨୫ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୧୬ା୬: ଦବସ୍ନାନ ପୂର୍ଣ୍ଣିମା ସହ ସୋମବାର ମହାପ୍ରଭୁଙ୍କ ହାତୀବେଶ ଅନୁଷ୍ଠିତ ହେବ। ଏହାକୁ ଦେଖିବା ଲାଗି ପୁରୀରେ ଭକ୍ତଙ୍କ ପ୍ରବଳ ସମାଗମ ହେବ। ଭିଡ଼, ସୁରକ୍ଷା ବ୍ୟବସ୍ଥା ଏବଂ ଟ୍ରାଫିକ ନିୟନ୍ତ୍ରଣ ଲାଗି ପୁରୀ ସହର ପାଇଁ ମୋଟ…

ଏଥର ସ୍ନାନମଣ୍ଡପରେ ଦର୍ଶନ କରିବେନି ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୧୬ା୬: ଏଥର ସ୍ନାନମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ଜଗତଗୁରୁ ଶଙ୍କରାଚାର୍ଯ୍ୟ। ଗୋବର୍ଦ୍ଧନ ମଠର ପ୍ରବକ୍ତା ମନୋଜ ରଥଙ୍କ ସୂଚନା ମୁତାବକ, ନିକଟରେ ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କ ଆଣ୍ଠୁ ପ୍ରତିରୋପଣ କରାଯାଇଛି। ବର୍ତ୍ତମାନ ଜଗତଗୁରୁ ରାଜ୍ୟ ବାହାରେ ଅଛନ୍ତି। ଆସନ୍ତା…

ମସ୍ତିଷ୍କକୁ ସକ୍ରିୟ ରଖେ ସ୍ବପ୍ନ

ସ୍ବପ୍ନ କିଏ ବା ନ ଦେଖେ? କିନ୍ତୁ ଏହା କେତେ ବାସ୍ତବତାର ରୂପ ନିଏ ତାହା ଭିନ୍ନ କଥା, ହେଲେ କେତେକ ଏହି ସ୍ବପ୍ନକୁ ନେଇ ଭାବନା ରାଇଜରେ ବୁଡ଼ି ଯାଇଥାନ୍ତି। ନିକଟରେ ‘ସ୍ବପ୍ନର ମସ୍ତିଷ୍କ ଉପରେ ପ୍ରଭାବ’ ବିଷୟକୁ ନେଇ…

ସଚିନଙ୍କୁ ପଛରେ ପକାଇ ଇତିହାସ ରଚିଲେ ବିରାଟ

ମାଞ୍ଚେଷ୍ଟର, ୧୬।୬:ଓଲ୍ଡ ଟ୍ରାଫର୍ଡରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ଏକ ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଇତିହାସ ରଚିଛନ୍ତି। ଏକଦିବସୀୟ କ୍ରିକେଟରେ କମ୍‌ ମ୍ୟାଚ୍‌ ଏବଂ ଇନିଂସ(୨୩୦ ମ୍ୟାଚ୍‌, ୨୨୧ ଇନିଂସ) ଖେଳି ୧୧ ହଜାର ରନ୍‌…

ବିହାରରେ ଘାତକ ସାଜିଛି ମସ୍ତିସ୍କ ଜ୍ୱର: ଗଲାଣି ୮୪ ଶିଶୁଙ୍କ ଜୀବନ

ପାଟନା,୧୬ା୬: ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗରେ ଏପର୍ଯ୍ୟନ୍ତ ୮୪ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସ୍ଥିତି ଉଦବେଗଜନକ ଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ରବିବାର ଦୁଇ ହସ୍ପିଟାଲକୁ ପରିଦର୍ଶନରେ ଯାଇଛନ୍ତି।…

ଆଧାର କାର୍ଡ ବିନା ଏହି ମନ୍ଦିରରେ ହୁଏ ନାହିଁ ବିବାହ

ଉତ୍ତରାଖଣ୍ଡର ଅଲମୋଡାରେ ଥିବା ପ୍ରସିଦ୍ଧ ଗୋଲୁ ଦେବତାଙ୍କ ମନ୍ଦିରରେ ଆଧାର କାର୍ଡ ବିନା ବିବାହ ସମ୍ଭବ ନୁହେଁ। ମନ୍ଦିରର ପୂଜାରୀ ତଥା କୋଷାଧ୍ୟକ୍ଷ ହରି ବିନୋଦଙ୍କ କହିବା କଥା ହେଲା ଏଠାରେ ବିବାହ ଋତୁରେ ଦିନକୁ ଅତିକମରେ ୬ ଟି ଅର୍ଥାତ୍‌…

ମମତାଙ୍କ ସହ ଆଲୋଚନା ପାଇଁ ରାଜି ହେଲେ ଡାକ୍ତର: ରଖିଲେ ସର୍ତ୍ତ

କୋଲକାତା, ୧୬।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା ପାଇଁ ଶେଷରେ ରାଜି ହୋଇଛନ୍ତି ଆନ୍ଦୋଳନରତ ଜୁନିୟର ଡାକ୍ତର। ସେମାନଙ୍କ ଆନ୍ଦୋଳନ ରବିବାର ଷଷ୍ଠ ଦିନରେ ପହଞ୍ଚତ୍ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଥିବା ଡାକ୍ତରମାନେ ପ୍ରକାଶ କରିଛନ୍ତି।…

ଏମିତି ବଜାର ଯେଉଁଠି  ଯୁବତୀ ହୁଅନ୍ତି ବିକ୍ରି…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ମଧ୍ୟପ୍ରଦେଶ ଶିବପୁରୀ ଅଞ୍ଚଳରେ ଥିବା ଏକ ବଜାରରେ ଯୁବତୀ ବିକ୍ରି ହୁଅନ୍ତି। ଧନୀ ଲୋକେ ଏଠାରେ ବର୍ଷକୁ ୧୫ ହଜାରରୁ ୨୫ ହଜାର ଟଙ୍କାରେ ଯୁବତୀଙ୍କୁ କିଣିଥାନ୍ତି। ବର୍ଷକ ପାଇଁ ସମ୍ପୃକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?