Home Left

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି ନୋଟ୍‌ଭର୍ତ୍ତି ୩୦ରୁ ଅଧିକ ବସ୍ତା। ବସ୍ତାଗୁଡ଼ିକରେ ୧୦, ୨୦ ଓ ୫୦ ଟଙ୍କିଆ…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ ବିଶେଷ ଭୂମିକା ବହନ କରେ। ଏଥିସହିତ ଏହି ଋତୁରେ ଜଳ ଉତ୍ସର ପ୍ରଦୂଷଣ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ ଉଲବା ଗ୍ରାମର ପଦ୍ମାବତୀ ମେହେର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ସୋମବାର ସମଲେଶ୍ୱରୀ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି। ଜବତ ବିସ୍ଫୋରକ ମଧ୍ୟରେ ବିପୁଳ ପରିମାଣର ଆଇଇଡି ବିସ୍ଫୋରକ ସହ AK-47 ରାଇଫଳ…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହୋଇଛି। ଏହି ତହସିଲ ଅଧୀନରେ ଗଞ୍ଜାମ ଓ ରମ୍ଭା ଏନ୍‌ଏସି…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର ୨,୨୪୮କୋଟି ଟଙ୍କା ତୁରନ୍ତ ଫେରାଇବା ଲାଗି ଅର୍ଥ ବିଭାଗ ପକ୍ଷରୁ ସମ୍ପୃକ୍ତ ବିଭାଗକୁ…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସଂଜିତ କୁମାର ସାହୁ ତାଙ୍କ ପୁଅ ଏବଂ ସ୍ତ୍ରୀଙ୍କ ସହିତ ମନ୍ଦିର…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ, ସପ୍ତାହ ପରେ, ଏହି ସୁଟକେସ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। ସିସିଟିଭି…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଶିଶୁରୋଗ ବିଶେଷଜ୍ଞ ଡା. ଲଳିତ କୁମାର ଅଗ୍ରୱାଲଙ୍କ ଏଭଳି…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଲୋକଙ୍କୁ ସେବା ଯୋଗାଇ ନଦେଲେ ସମ୍ପୃକ୍ତ ଦାୟୀ ଅଧିକାରୀଙ୍କୁ…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ ଯୋଗ ଗଠନ ହେଉଥିବାରୁ ଏହାର ପ୍ରଭାବ କିଛି ରାଶିର ଜାତକଙ୍କ ଉପରେ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ ଯୋଗ ଦେବା ଜାରି ରଖିଛନ୍ତି। ଏହି ପରିପ୍ରେକ୍ଷୀରେ, ଜଣେ କେରଳ BJP ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?