Home Left

ଗଛ ଚଢ଼ିବା ସମୟରେ ଗୋଡ଼କୁ ଟାଣି ଧରିଲା ଭାଲୁ

ଫୁଲବାଣୀ ଅଫିସ,୧୬ା୬: କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଜାମଝରୀ ପଞ୍ଚାୟତ କ୍ଷେତାପାଜୁ ଗ୍ରାମ ପାଖ ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଫୁଲବାଣୀ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତରିତ…

ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା କଲେ ବିବାହ

ଭୋପାଳ, ୧୬।୬: ମଧ୍ୟପ୍ରଦେଶରେ ଘଟିଛି ଏକ ନିଆରା ଘଟଣା। ଏଠାରେ ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା ବିବାହ କରିଛନ୍ତି। ଏହାକୁ ନେଇ ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି।…

ଗୁଳିମାଡ଼ରେ ଜଣେ ଗୁରୁତର

ଫୁଲବାଣୀ ଅଫିସ,୧୬ା୬: କନ୍ଧମାଳ ଜିଲା ଚକାପାଦ ବ୍ଲକ ଟିକାବାଲି ଥାନା ମିଣିଆଖଡ଼ି ଜଙ୍ଗଲରେ ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଟିକାବାଲି ଓ ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁଳିକାଣ୍ଡର ପ୍ରକୃତ କାରଣ…

ରାଜସ୍ଥାନର ସୁମନ ରାଓ ପିନ୍ଧିଲେ ‘ମିସ୍‌ ଇଣ୍ଡିଆ ୨୦୧୯’ ମୁକୁଟ

ମୁମ୍ବାଇ,୧୬।୬: ଚଳିତ ବର୍ଷର ଫେମିନା ମିସ୍‌ ଇଣ୍ଡିଆ ୨୦୧୯ର ବିଜୟିନୀ ହୋଇଛନ୍ତି ରାଜସ୍ଥାନର ସୁମର ରାଓ। ଶନିବାର ମୁମ୍ବାଇର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ଏକ ଉତ୍ସବରେ ‘ମିସ୍‌ ଇଣ୍ଡିଆ ୨୦୧୯’ ମୁକୁଟ ପିନ୍ଧିଛନ୍ତି ସୁମନ। ୨୦୧୮ର ମିସ୍‌…

ବାଲୁକାକଳାରେ ପିତୃ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଆଜି ହେଉଛି ବିଶ୍ୱ ପିତୃ ଦିବସ। ବାପାମାନଙ୍କୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ଦିନଟିର ସୃଷ୍ଟି। ଏହି ଦିବସର ମହାନୀୟତାକୁ ମନେ ପକାଇ ନିଜ ବାଲୁକାକଳା ମାଧ୍ୟମରେ ପିତୃ ଦିବସର ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ସମସ୍ତ ପିତାମାନଙ୍କୁ ଏହି…

ଯୋଗୀଙ୍କ ରାସ୍ତାରେ କମଳନାଥ: ୫ ବର୍ଷରେ ନିର୍ମାଣ ହେବ ୩ ଶହ ସ୍ମାର୍ଟ ଗୋଶାଳା

ଭୋପାଳ,୧୬।୬: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଳନାଥ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପଦ ଚିହ୍ନ ଅନୁସରଣ କରିବା ଆରମ୍ଭ କରିଛନ୍ତି। ଏହି ମର୍ମରେ ରାଜ୍ୟରେ ଗୋବଂଶର ସୁରକ୍ଷା ପାଇଁ ୫ ବର୍ଷରେ ୩ ଶହ ସ୍ମାର୍ଟ ଗୋଶାଳା ନିର୍ମାଣ ଲାଗି ଯୋଜନା ଆରମ୍ଭ…

ବିଶ୍ୱକପ୍‌ ଆୟୋଜକଙ୍କୁ ଗାଭାସ୍କରଙ୍କ ସମାଲୋଚନା

ମାଞ୍ଚେଷ୍ଟର,୧୬ା୬: ପୂର୍ବତନ ଭାରତୀୟ ଅଧିନାୟକ ସୁନିଲ ଗାଭାସ୍କର ବିଶ୍ୱକପ୍‌ ଆୟୋଜକ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)କୁ ସମାଲୋଚନା କରିଛନ୍ତି। ବର୍ଷା ପ୍ରଭାବିତ ଗ୍ରାଉଣ୍ଡକୁ ଶୀଘ୍ର ମ୍ୟାଚ୍‌ ଲାଗି ପ୍ରସ୍ତୁତ କରିବା ପାଇଁ ଏଠାରେ ବିଶେଷ ସୁବିଧା ନାହିଁ। ଏଥିନେଇ…

ଦୁଇ ବ୍ୟକ୍ତିଙ୍କ କଳି ଭିତରେ ଗାଈ ଗଲା କୋର୍ଟ

ଯୋଧପୁର,୧୬।୬: ରାଜସ୍ଥାନ ଯୋଧପୁରର ଲୋକାଲ କୋର୍ଟରେ ଆଶ୍ଚର୍ଯ୍ୟ ହେବା ଭଳି ଏକ ମାମଲା ଦେଖିବାକୁ ମିଳିଛି। ଶନିବାର ଏହି କୋର୍ଟରେ ଏକ ଗାଈକୁ ହାଜର ହେବାକୁ ପଡିଛି। କାରଣ ଏହାର ମାଲିକାନାକୁ ନେଇ ବିବାଦ ଉଠିବାରୁ ଗାଈଟିକୁ କୋର୍ଟ ପର୍ଯ୍ୟନ୍ତ ନିଆଯାଇଥିଲା।…

ନିଆରା ଢଙ୍ଗରେ ପାଳନ କରାଯାଏ ରଜ ଉତ୍ସବ

ଆନନ୍ଦପୁର,୧୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ଭଣ୍ଡାରିଡିହା ପଞ୍ଚାୟତ ନରସିଂହପୁର ଗ୍ରାମରେ ନିଆରା ଢଙ୍ଗରେ ରଜ ଉତ୍ସବ ପାଳନ କରାଯାଉଛି। ଯାହାକୁ ଢିପାମାଡ଼ ପର୍ବ ବୋଲି କୁହାଯାଇଥାଏ। ଏଥିପାଇଁ ଗ୍ରାମବାସୀ ପହିଲି ରଜରେ ଗ୍ରାମଦେବୀ ମା’ ମଙ୍ଗଳାଙ୍କ ଆଜ୍ଞାମାଳ ନେଇ ଜଙ୍ଗଲରୁ…

ଭ୍ରଷ୍ଟ ଶାସନ ଦେବା ଆମ ସରକାରଙ୍କ ଲକ୍ଷ୍ୟ: ଆନ୍ଧ୍ର ପ୍ରଦେଶ ଉପ ମୁଖ୍ୟମନ୍ତ୍ରୀ

ଅମରାବତି,୧୬।୬: ଆନ୍ଧ୍ର ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ ପି ପୁଷ୍କା ଶିଓ୍ବାନିଙ୍କ ପାଟିରୁ ଖସି ଯାଇଥିବା କଥା ପାଇଁ ତାଙ୍କୁ ଲଜ୍ଜିତ ହେବାକୁ ପଡିଛି। ଗତ ଶନିବାର ପୁଷ୍ପା କହିଥିଲେ, ଆନ୍ଧ୍ର ପ୍ରଦେଶରେ ଭ୍ରଷ୍ଟ ଶାସନ ଦେବା ଆମ ସରକାରଙ୍କ ଲକ୍ଷ୍ୟ। ଏକ…

ଅଭିନବ ଉପାୟରେ ଚେନ୍‌ ଲୁଟିନେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୬ା୬: ସହର ମଧ୍ୟରୁ ଅଭିନବ ଉପାୟରେ ମହିଳାଙ୍କ ବ୍ୟାଗରୁ ସୁନା ଚେନ୍‌ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ରବିବାର ସକାଳେ ଭଦ୍ରକ ସହରର ବନ୍ତ ଛକ ନିକଟରେ ଏହି ଲୁଟ୍‌ ହୋଇଛି। ଆରଡ଼ି ଅଞ୍ଚଳରୁ ଜନୈକା ମହିଳା ପରିବାର ଲୋକଙ୍କ ସହ…

ଯୋଗ ଦିବସ ପୂର୍ବରୁ ଆନିମେଟେଡ୍‌ ଭୁଜଙ୍ଗାସନରେ ଦେଖାଦେଲେ ମୋଦି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେତେ ଫିଟ୍‌ ତାହା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ତେବେ ଆସନ୍ତା ୨୧ ତାରିଖରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳନ ହେବାକୁ ଥିବା ବେଳେ ପୁଣି ଥରେ ମାଦିଙ୍କର ଭୁଜଙ୍ଗାନରେ ଏକ ଭିଡିଓ ଏବେ ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?