Home Left

ରିଲିଜ ହେବ ‘କ୍ରେଜି-୪ : ଆମେ ଓଡିଆ ଟୋକା’: ଆଶାରେ ଅଭିଷେକ

ଅଭିଷେକ ରଥ ଏବେ ଠାରୁ ଦିନ ଗଣିବା ଆରମ୍ଭ କଲେଣି। କାରଣ ତାଙ୍କ ଅଭିନୀତ ‘କ୍ରେଜି-୪ : ଆମେ ଓଡିଆ ଟୋକା’ ଖୁବ୍‌ ଶୀଘ୍ର ରିଲିଜ ହେବାକୁ ଯାଉଛି। ଏଥିରେ ଶିବା ଚରିତ୍ରରେ ଅବତୀର୍ଣ୍ଣ ହୋଇଛନ୍ତି ଅଭିଷେକ। ଆଉ ଏହାର ସଫଳତାକୁ…

କୋଲମର ପରିଚିତ ମଣିଷ ରାଜୁ: ପତ୍ର, କାଦୁଅ, କୋଇଲାରେ ଆଙ୍କନ୍ତି ଚିତ୍ର

ରାଜୁ, ଜଣେ ବାସହୀନ ବ୍ୟକ୍ତି। ତାଙ୍କର ପ୍ରକୃତ ପରିଚୟ, ଘରର ଠିକଣା କାହାକୁ ବି ଜଣା ନାହିଁ। ପୁରୁଣା ମଇଳା ପୋଷାକ ସାଙ୍ଗକୁ ଅମାନିଆ ଭାବେ ବଢିଯାଇଥିବା ତାଙ୍କର ନିଶ ଦାଢି ଜଣାଇଦିଏ ତାଙ୍କ ଦାରିଦ୍ର୍ୟର କଥା। ହେଲେ ପ୍ରତିଭା ତାଙ୍କର…

ସର୍କସର ନୂଆ ପ୍ରୟାସ: ସତ ନୁହେଁ, ହୋଲୋଗ୍ରାମ୍‌ ପ୍ରାଣୀ

ସର୍କସର ଆକର୍ଷଣ ଥାଏ ହାତୀ, ଘୋଡା, ବାଘ, ମାଙ୍କଡ ଭଳି ପ୍ରାଣୀଙ୍କ ଆଶ୍ଚର୍ଯ୍ୟଜନକ ଖେଳ। ପିଲାଠୁ ବୁଢା ସମସ୍ତେ ଏହାକୁ ଦେଖି ଆନନ୍ଦ ଉଠାନ୍ତି। ଏହିସବୁ ପ୍ରାଣୀଙ୍କୁ ବାଦ୍‌ ଦେଲେ ସର୍କସର ମାନେ କିଛି ରହେନା ବୋଲି ଅନେକେ ଭାବନ୍ତି। କିନ୍ତୁ…

ଥରିଲା ନ୍ୟୁଜିଲାଣ୍ଡ: ସୁନାମୀ ଭୟରେ ଆତଙ୍କିତ ଲୋକେ

ଓ୍ବିଲିଂଟନ୍‌୧୬।୬: ନ୍ୟୁଜିଲାଣ୍ଡର ଉତ୍ତରପୂର୍ବ ଅଞ୍ଚଳରେ ରବିବାର ଭୂକମ୍ପ ଅନୁଭୁତ ହୋଇଛି। ସ୍ଥାନୀୟ ସମୟ ସକାଳ ୧୦ଟା ୫୫ରେ ଏହା ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ଥିବା ଆମେରିକା ଜିଓଲୋଜିକାଲ୍‌ ସର୍ଭେ ପକ୍ଷରୁ ସୂଚନା ଦିଆଯାଇଛି। କେରମାଡେକ୍‌ ଦ୍ୱୀପରେ ହୋଇଥିବା…

ଓଡ଼ିଶାର ସର୍ବବୃହତ୍‌ ପରିବାର: ଗୟାବନ୍ଧ ଗ୍ରାମର ଶ୍ରୀଚନ୍ଦନ ପରିବାର, ସଦସ୍ୟ ୧୨୩; ପାଲଟିଛି ଦୃଷ୍ଟାନ୍ତ

ଆଜିର ସମୟରେ ପରିବାର ଛୋଟରୁ ଛୋଟ ହୋଇ ଚାଲିଥିବାବେଳେ ଶ୍ରୀଚନ୍ଦନ ପରିବାର କିନ୍ତୁ ବ୍ୟତିକ୍ରମ। ୧୨୩ ସଦସ୍ୟ ବିଶିଷ୍ଟ ଏହି ପରିବାର ସମସ୍ତଙ୍କ ପାଇଁ ପାଲଟିଛି ଦୃଷ୍ଟାନ୍ତ… ଖୋର୍ଦ୍ଧା ସହରଠାରୁ ୧୬ ନଂ. ଜାତୀୟ ରାଜପଥରେ ବ୍ରହ୍ମପୁର ଆଡ଼କୁ ଗଲେ ୧୫…

ବାପା: ଯାହାଙ୍କ ଗାଳିରେ ଲୁଚି ରହିଥାଏ ସ୍ନେହାର୍ଶୀବାଦ, ପାଖରେ ଥିଲେ ଦେହରେ ଆସେ ଶତ ସିଂହର ବଳ

ସିଏ ପାଖରେ ଥିଲେ ଦେହରେ ଶତ ସିଂହର ବଳ ଆସେ। କୌଣସି କଥାକୁ ଭୟ ଲାଗେନା କି ଚଲାପଥରେ କେବେ କଣ୍ଟା ଫୁଟେନା। କିନ୍ତୁ ବେଳେବେଳେ ପିଲାଙ୍କୁ ସୁପଥଗାମୀ କରାଇବା ପାଇଁ ସେଇ ବାପା ନିଜକୁ କଠୋର କରନ୍ତି, ରାଗନ୍ତି, ଗାଳି…

ସ୍କୁଲ ଛୁଟି ଅବଧି ବଢ଼ିବା ଖବର ଗୁଜବ: ଗଣଶିକ୍ଷା ସଚିବ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ସ୍କୁଲ ଛୁଟି ବଢ଼ିନି। ଛୁଟି ଅବଧି ବଢ଼ିବା ନେଇ ଗଣଶିକ୍ଷା ବିଭାଗ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇନାହିଁ। ଏଭଳି ଖବର ଗୁଜବ ବୋଲି କୁହାଯାଇଛି। ସୋମବାର କିମ୍ବା ମଙ୍ଗଳବାର ଏ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରେ ବୋଲି…

ଘିକୁଆଁରୀ ଏହି ଲୋକଙ୍କ ପାଇଁ ଲାଭଦାୟକ ନୁହେଁ

ଘିକୁଆଁରୀ ଖାଇବା ଲାଭଦାୟକକ ହୋଇଥାଏ ବୋଲି ଶୁଣିଥିବେ। ଏଥିରେ ଥିବା ଆଣ୍ଟି ଇନ୍‌ଫ୍ଲାମାଟୋରି ଗୁଣ, ଯାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏହାସହିତ ଏଥିରେ ଆଣ୍ଟି ଅକ୍ସିଡାଣ୍ଟ ଗୁଣ ମଧ୍ୟ ରହିଥାଏ। ତେବେ ତ୍ୱଚାର ସୌନ୍ଦର୍ଯ୍ୟ ବଢ଼ାଇବା ପାଇଁ ଏହାର ଗୁରୁତ୍ୱପୂର୍ଣ୍ଣ…

୪ ଦିନ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ: ପ୍ରଭାବରେ ୧୮ ପର୍ଯ୍ୟନ୍ତ କାଳବୈଶାଖୀ, ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚତ୍ବାରେ ଯେତିକି ବିଳମ୍ବ ହେଉଛି ଉତ୍କଣ୍ଠା ସେତିକି ବଢ଼ିବାରେ ଲାଗିଛି। ହେଲେ ଏହାପୂର୍ବରୁ ତାତି ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ଏଥିସହ ସନ୍ଧ୍ୟାରେ ଝଡ଼ ତୋଫାନ ମୌସୁମୀ ଆଗମନର ସୂଚନା…

ମୁଣ୍ଡ ନେଉଛି ମସ୍ତିଷ୍କ ଜ୍ୱର

ପାଟନା,୧୬ା୬(ପି.ଟି./ଆଇଏଏନ୍‌ଏସ୍‌): ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ୍‌ ଏନ୍‌ସେଫାଲାଇଟିସ୍‌ ସିଣ୍ଡ୍ରୋମ୍‌ (ଏଇଏସ୍‌) ଏବଂ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ (ଜେଇ) ରୋଗରେ ଆକ୍ରାନ୍ତ ହୋଇ ମୁଜାଫରପୁର ଜିଲାର ଦୁଇଟି ସରକାରୀ ହସ୍ପିଟାଲରେ ଶନିବାର ୧୨ ଚିକିତ୍ସାଧୀନ ଶିଶୁଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ଶିଶୁଙ୍କ…

କଙ୍ଗାରୁ କୋର୍ଟର ବିଚିତ୍ର ନିଷ୍ପତ୍ତି: ପୀଡ଼ିତାଙ୍କ ପବିତ୍ରତା ଲାଗି ଆମିଷ ଭୋଜି ଦାବି

ଭୋପାଳ,୧୬ା୬ : କଙ୍ଗାରୁ କୋର୍ଟ ବା ଖାପ୍‌ ପଞ୍ଚାୟତର କୌଣସି ଆଇନଗତ ବୈଧତା ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଏହାସତ୍ତ୍ୱେ କଙ୍ଗାରୁ କୋର୍ଟର ବର୍ବରତା ଓ ଏକତରଫା ନିଷ୍ପତ୍ତି ଲୋକଙ୍କୁ ଅଡ଼ୁଆରେ ପକାଉଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି…

ଆଜି ବିଶ୍ୱ ପିତୃ ଦିବସ: ବଦଳିଯାଉଛି ପିତା ଧର୍ମ ପିତା ସ୍ବର୍ଗର ପରିଭାଷା, ପରିବାର ଥିଲେ ମଧ୍ୟ ସେମାନେ ଅବହେଳିତ

ଖଣ୍ଡପଡା,୧୬ା୬ – ବାପାମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ଜୁନ ମାସର ତୃତୀୟ ରବିବାରକୁ ପିତୃଦିବସ ଭାବେ ପାଳନ କରାଯାଉଛି। ହାତ ଧରି ଯିଏ ଚାଲିବା ଶିଖାଏ, ସମ୍ବଳ ନ ଥାଇ ମୁଣ୍ଡଝାଳ ତୁଣ୍ଡରେ ମାରି ଯିଏ ପିଲାର ଭବିଷ୍ୟତ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?