ଜେଇଇ ଆଡଭାନ୍ସରେ ଫିଟ୍ଜୀ ଛାତ୍ରୀଛାତ୍ରଙ୍କ ଉଲ୍ଲେଖନୀୟ ସଫଳତା
ଭୁବନେଶ୍ୱର,୧୬-୬(ବ୍ୟୁରୋ): ଶୁକ୍ରବାର ପ୍ରକାଶିତ ଜେଇଇ ଆଡଭାନ୍ସରେ ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଫିଟ୍ଜୀ ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସବୁବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନୁଷ୍ଠାନର କଟକ ଏବଂ ଭୁବନେଶ୍ୱର ସେଣ୍ଟରର ଛାତ୍ରୀଛାତ୍ର ସଫଳତା ଧାରା ବଜାୟ ରଖିବାକୁ ସକ୍ଷମ…
ପଙ୍କପାଳରେ ମାଙ୍କଡ଼ ଆତଙ୍କ: ଭୟରେ ହନୁମାନଙ୍କ ପୂଜା କଲେ ଗ୍ରାମବାସୀ
କୁଜଙ୍ଗ,୧୬ା୬(ସ୍ବ.ପ୍ର.): ଦୀର୍ଘ ଏକ ମାସ ହେଲା ପଙ୍କପାଳରେ ଆତଙ୍କ ସୃଷ୍ଟି କରିଥିବା ଏକ ମାଙ୍କଡ଼କୁ ନେଇ ସ୍ଥାନୀୟ ଲୋକଙ୍କ ଚିନ୍ତା ବଢିବାରେ ଲାଗିଛି। ଇତିମଧ୍ୟରେ ମାଙ୍କଡ଼ ଆକ୍ରମଣରେ ୨୧ରୁ ଊର୍ଦ୍ଧ୍ୱ ଲୋକ ଆହତ ହେଲେଣି। ସବୁ ପ୍ରକାର ଉଦ୍ୟମ ସତ୍ତ୍ୱେ ବନ…
ତୀରନ୍ଦାଜୀ ବିଶ୍ୱକପ୍: ଭାରତକୁ ୨ ବ୍ରୋଞ୍ଜ ପଦକ
ଡେନ୍ ବୋସକ୍ (ନେଦରଲାଣ୍ଡ୍ସ),୧୬।୬ (ପି.ଟି.)-ଜ୍ୟୋତି ସୁରେଖା ଭେନମଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁ ଏଠାରେ ଚାଲିଥିବା ବିଶ୍ୱ ତୀରନ୍ଦାଜୀ ଚାମ୍ପିୟନଶିପ୍ ମହିଳା କମ୍ପାଉଣ୍ଡ ବିଭାଗରେ ଭାରତ ଦୁଇଟି ବ୍ରୋଞ୍ଜ ପଦକ ଜିତିବାରେ ସମର୍ଥ ହୋଇଛି। ଏସିଆନ ଗେମ୍ସ ରୌପ୍ୟ ବିଜୟିନୀଙ୍କ ନେତୃତ୍ୱରେ ମୁସ୍କାନ…
ଆଇସିସି ବିଶ୍ୱକପ୍: ଭାରତ- ପାକିସ୍ତାନ ହାଇଭୋଲ୍ଟେଜ ମୁକାବିଲା
ମାଞ୍ଚେଷ୍ଟର,୧୬।୬(ପି.ଟି.)- ପୁଣି ଥରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଏକ ହାଇଭୋଲଟେଜ କ୍ରିକେଟ ମ୍ୟାଚ୍ରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ର ୨୨ତମ ମ୍ୟାଚ୍ରେ ବିରାଟ କୋହଲିଙ୍କ ଭାରତୀୟ ଦଳ ପୁଣି ଥରେ ବାଜି ମାରିବା…
ବିଶ୍ୱକପ୍ରେ ପାକିସ୍ତାନକୁ ସବୁଥର ହରାଇଛି ଭାରତ
ମାଞ୍ଚେଷ୍ଟର,୧୬।୬(ପି.ଟି.)-ଆଇସିସି ବିଶ୍ୱକପ୍ରେ ଭାରତ ଓ ପାକିସ୍ତାନ ୬ଥର ପରସ୍ପରକୁ ଭେଟିଛନ୍ତି। ସବୁ ମ୍ୟାଚ୍ରେ ଭାରତ ବିଜୟୀ ହୋଇଥିବା ବେଳେ ପାକିସ୍ତାନ ହାତ ଖାଲି ରହିଛି। ତେବେ ଦିନିକିଆ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଦୁଇଦେଶ ୧୩୧ଟି ମ୍ୟାଚ୍ରେ ମୁହଁମୁହିଁ ହୋଇଛନ୍ତି। ଏଥିରେ ପାକିସ୍ତାନ…
ଭିନ୍ନ ଏକ ରଜ ଉତ୍ସବ
ବ୍ରହ୍ମପୁର ଅଫିସ୍,୧୬ା୬-ସେମାନେ ଦେଖି ପାରନ୍ତି ନାହିଁ । ନିଜ ଗୋଡ଼ରେ ଚାଲିପାରନ୍ତି ନାହିଁ । ସେମାନେ ଦୃଷ୍ଟିବାଧିତ, ଭିନ୍ନକ୍ଷମ। କିନ୍ତୁ ସାଧାରଣ ଯୁବତୀ ଯୁବକଙ୍କ ଭଳି ପ୍ରତ୍ୟେକ ପର୍ବକୁ ଧୁମ୍ଧାମ୍ରେ ପାଳିବାକୁ ଇଚ୍ଛା । ରଜରେ ମଉଜ କରିବାକୁ ମନ ।…
ସକାଳେ କପେ ପାନମଧୁରୀ ଚା’…
ପାନମଧୁରୀ ଚା’ ଦେହ ପାଇଁ ବହୁ ଉପକାରୀ। ବହୁ ରୋଗରୁ ଏହା ଦୂରେଇ ରଖିଥାଏ। କେତେକ ଏହାକୁ ‘ଥାଇମ୍ ଟି’ ମଧ୍ୟ କୁହନ୍ତି। ଏହା ହୃଦୟ ଓ ମସ୍ତିଷ୍କ ପାଇଁ ବେଶ ଲାଭଦାୟକ। ଅଭ୍ୟାସ କରି ସକାଳେ ଅଧାକପ ପାନମଧୁରୀ ଚା’…
୧୮ରେ ରାଜ୍ୟପାଳଙ୍କ କପ୍ତିପଦା ଗସ୍ତ
କପ୍ତିପଦା, ୧୬।୬ (ଡ଼ି.ଏନ୍.ଏ.)- ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆସନ୍ତା ୧୮ ତାରିଖରେ ମୟୂରଭଞ୍ଜ ଜିଲାର କପ୍ତିପଦା ବ୍ଲକ୍ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡିଛି। ସେ କପ୍ତିପଦା ବ୍ଲକ୍ର ଜଡ଼ିଦା ମଧ୍ୟଇଂରାଜୀ ବିଦ୍ୟାଳୟର ସୁବର୍ଣ୍ଣ…
ଜୁନିୟର ହକି : ସଞ୍ଜୟଙ୍କ ଡବଲ ଗୋଲ୍, ଅଷ୍ଟ୍ରିଆକୁ ହରାଇଲା ଭାରତ
ମାଡ୍ରିଡ୍, ୧୫ା୬ (ପି.ଟି.): ସଞ୍ଜୟଙ୍କ ଡବଲ୍ ଗୋଲ ସହାୟତାରେ ଭାରତୀୟ ଜୁନିୟର ପୁରୁଷ ଦଳ ଏଠାରେ ଚାଲିଥିବା ୮-ରାଷ୍ଟ୍ରୀୟ ୨୧ ବର୍ଷରୁ କମ୍ ଆମନ୍ତ୍ରଣୀୟ ହକି ଟୁର୍ନାମେଣ୍ଟରେ ଅଷ୍ଟ୍ରିଆକୁ ୪-୨ ଗୋଲରେ ପରାସ୍ତ କରିଛି। ଶନିବାର ଖେଳାଯାଇଥିବା ଏହି ମ୍ୟାଚରେ ଭାରତ…
ମହିଳା ହକି : ବିଜୟ ସହ ଭାରତର ଅଭିଯାନ
ହିରୋସୀମା, ୧୫ା୬(ପି.ଟି.): ଉରୁଗୁଏ ବିପକ୍ଷରେ ପ୍ରଭାବୀ ୪-୧ ଗୋଲ୍ରେ ବିଜୟ ସହ ଭାରତୀୟ ମହିଳା ହକି ଦଳ ଏଠାରେ ଚାଲିଥିବା ଏଫ୍ଆଇଏଚ୍ ସିରିଜ ଫାଇନାଲ୍ସ ହିରୋସୀମା ୨୦୧୯ରେ ଏହାର ଅଭିଯାନ ଆରମ୍ଭ କରିଛି। ବିଶ୍ୱର ୯ ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ଭାରତ ତରଫରୁ…
ଟଙ୍କା ନ ଦେବାରୁ ଯୁବ ବ୍ୟବସାୟୀଙ୍କୁ ଖୁର ମାଡ : ୪୦ ହଜାର ଟଙ୍କା ଲୁଟ୍ ଅଭିଯୋଗ
ବାଲେଶ୍ୱର ଅଫିସ,୧୫।୬: ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ କଣ୍ଟାବଣିଆ ଗ୍ରାମର ଦିଲୀପ ବେହେରା (୨୬) ନାମକ ଯୁବ ବ୍ୟବସାୟୀ ଶୁକ୍ରବାର ରାତି ୧୧ଟା ବେଳେ ନିଜ ଇଟାଭାଟିରୁ ଘରକୁ ଫେରୁଥିବା ବେଳେ ଶିବ ମନ୍ଦିର ପାଖରେ ଆକ୍ରମଣର ଶିକାର ହୋଇଥିଲେ। କେତେକ…
ବଇଣ୍ଡା ଅଞ୍ଚଳର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯିବ
ବଇଣ୍ଡା,୧୫।୬(ଡି.ଏନ.ଏ.): ଗମନାଗମନ କ୍ଷେତ୍ରରେ ବଇଣ୍ଡା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ହେଲେ ବହୁ ସମସ୍ୟା ଏହି ଅଞ୍ଚଳରେ ଲାଗି ରହିଛି। ଲୋକମାନଙ୍କୁ କିଭଳି ପାନୀୟ ଜଳ, ସ୍ବାସ୍ଥ୍ୟ, ବିଜୁଳି ଭଳି ମୌଳିକ ସୁବିଧା ଯୋଗାଇ ଦିଆଯିବ ସେଥିପାଇଁ ସରକାର ଅନେକ…

