ଧୂଳିଝଡ଼ ସହ ବର୍ଷା: ୯ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟର ୯ ଜିଲାରେ ଶନିବାର ଧୂଳିଝଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର,…
ଭଡ଼ାଘରୁ ଯୁବକଙ୍କ ଗଳିତ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶ୍ରୀବିହାରସ୍ଥିତ ଏକ ଭଡ଼ାଘରୁ ଝୁଲନ୍ତା ଅବସ୍ଥାରେ ପୋଲିସ ଏକ ଗଳିତ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ନିଆଳି ଚାରିଛକ ଅଞ୍ଚଳର ବିଭୁପ୍ରସାଦ ମହାରଣା(୨୮)। ସୂଚନାଯୋଗ୍ୟ, ବିଭୁପ୍ରସାଦ ୨ ବର୍ଷ ହେବ…
ମୋଦିଙ୍କ ସମ୍ମାନରେ ଛତା ଧରିଲେ କିରଗିଜ୍ସ୍ଥାନ ରାଷ୍ଟ୍ରପତି
ବିଶକେକ୍,୧୫।୬: ଶୀଲଙ୍କା ପରେ ଏବେ କିରଗିଜ୍ସ୍ଥାନରେ ବଢ଼ିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମାନ। ସେଠାକାର ରାଷ୍ଟ୍ରପତି ମୋଦିଙ୍କ ପାଇଁ ଛତା ଧରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ସଂଘାଇ ସହଯୋଗ ସଂଗଠନ(ଏସ୍ସିଓ) ବୈଠକରେ ଯୋଗଦେବା ପାଇଁ ବିଶ୍କେକ୍ ଯାଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।…
ବଜେଟ ଅଧିବେଶନରେ ରହିବେନି କେହି ପୂର୍ବତନ ପ୍ରଧାନମନ୍ତ୍ରୀ: ମନମୋହନଙ୍କ ୨୮ ବର୍ଷର ରାଜ୍ୟ ସଭା କାର୍ଯ୍ୟକାଳ ଶେଷ
ନୂଆଦିଲ୍ଲୀ,୧୫।୬: ଜୁନ୍ ୧୭ରୁ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ୍ ଅଧିବେଶନରେ ଚଳିତଥର କୌଣସି ପୂର୍ବତନ ପ୍ରଧାନମନ୍ତ୍ରୀ ରହିବେ ନାହିଁ। ଦେଶରେ ଦୁଇଜଣ ପୂର୍ବତନ ପ୍ରଧାନମନ୍ତ୍ରୀ ଅଛନ୍ତି। ସେମାନେ ହେଉଛନ୍ତି ମନମୋହନ ସିଂ ଏବଂ ଦେବଗୌଡ଼ା। ଦେବଗୌଡ଼ା ଲୋକ ସଭା ନିର୍ବାଚନରେ…
ମୋଦି ଏବଂ ଯୋଗୀଙ୍କ ନେତୃତ୍ୱରେ ହେବ ରାମ ମନ୍ଦିର ନିର୍ମାଣ: ସଞ୍ଜୟ ରାଓ୍ବତ
ମୁମ୍ବାଇ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ହେବ। ଏନେଇ ଶିବସେନା ଏମ୍ପି ସଞ୍ଜୟ ରାଓ୍ବତ ମତପୋଷଣ କରିଛନ୍ତି। ଶିବସେନା ପ୍ରମୁଖ ଉଦ୍ଧବ ଠାକରେଙ୍କ ସହିତ ଦଳର ନବନିର୍ବାଚିତ…
ସମୁଦ୍ର କୂଳରେ ବସି ଭିଡିଓ କରୁଥିଲା ପରିବାର: ଅଚାନକ୍ ଆସିଲା ଢ଼େଉ…
ଗାନ୍ଧୀନଗର,୧୫।୬: ସମୁଦ୍ର କୂଳରେ ଥିବା ଏକ ମନ୍ଦିର ନିକଟରେ ଗୋଟିଏ ପରିବାର ବସି ମଜାମସ୍ତି କରୁଥିଲେ। ସେହି ସମୟରେ ହଠାତ୍ ଏକ ଉଚ୍ଚ ଢ଼େଉ ଆସି ତାଙ୍କୁ ପାଣି ଭିତରକୁ ଟାଣିନେଇଥିଲା। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଗୁଜରାଟର ପର୍ଯ୍ୟଟନସ୍ଥଳ କେନ୍ଦ୍ର…
ଡ୍ରାଗନ୍ର ନୂଆ ଯୋଜନା: ନେପାଳ ସ୍କୁଲରେ ଚାଇନା ଭାଷା ବାଧ୍ୟତାମୂଳକ
କାଠମାଣ୍ଡୁ,୧୫।୬: ନେପାଳରେ ନିଜର ପତିଆରା ବୃଦ୍ଧି ପାଇଁ ଚାଇନା ନୂଆ ଯୋଜନା କରିଛି। ଏହି ଯୋଜନା ଅନ୍ତର୍ଗତ ନେପାଳ ସ୍କୁଲରେ ଚାଇନା ଭାଷାକୁ ବାଧ୍ୟତାମୂଳକ କରାଯାଇଛି। ଚାଇନା ଭାଷା ପଠାଉଥିବା ଶିକ୍ଷକଙ୍କୁ ଚାଇନା ସରକାରଙ୍କ ପକ୍ଷରୁ ଅଧିକ ଦରମା ଦିଆଯିବାର ବ୍ୟବସ୍ଥା…
ଏଥର ଡ୍ୟାନ୍ସ ଶୋ’ ‘ନଚ୍ ବଲିଏ-୯’ରେ ନଜର ଆସିବେ ପୂର୍ବତନ ଯୋଡ଼ି
ଦି କପିଲ ଶର୍ମା ଶୋ’ ପରେ ବଲିଉଡ୍ ଦବଙ୍ଗ ସଲ୍ମାନ୍ ଖାନ୍ ଆଉ ଏକ ଟିଭି ଶୋ’ର ପ୍ରଯୋଜନା ଦାୟିତ୍ୱ ନେଇଛନ୍ତି। ସେଲିବ୍ରିଟି ନୃତ୍ୟ ରିଆଲିଟି ଶୋ’ ‘ନଚ୍ ବଲିଏ’ର ସିଜିନ୍ ୯ର ସେ ପ୍ରଯୋଜନା କରିବେ। ଆଜି ପର୍ଯ୍ୟନ୍ତ ଏହି…
ସ୍ମାର୍ଟଫୋନ୍ ବ୍ୟବହାର ନ କଲେ କମ୍ପାନୀ ଦେଉଛି ମାଗଣା ପିଜା
ସ୍କାରାମେଣ୍ଟୋ, ୧୫।୬: ଏବେ ପୃଥିବୀରେ ସ୍ମାର୍ଟଫୋନ୍ ବ୍ୟବହାର ବଢ଼ିବାରେ ଲାଗିଛି। ତେବେ ଏହାଦ୍ୱାରା ପିଲାଙ୍କଠାରୁ ବୟସ୍କଙ୍କ ଉପରେ ନକାରାତ୍ମକ ପ୍ରଭାବ ପଡୁଛି ବୋଲି କାର୍ଲିଫର୍ନିଆର ଏକ ଫୁଡ୍ କମ୍ପାନୀ ଅଭିଯୋଗ କରିଛି। ଲୋକଙ୍କ ସଚେତନ କରିବା ପାଇଁ କମ୍ପାନୀ ପକ୍ଷରୁ ଏକ…
ଅଧିକ ଟଙ୍କା ରୋଜଗାର ଆଶାରେ କୁଏତ୍ ଯାଇ ହଟହଟା: ଖାଇବାକୁ ମିଳୁନି ଦୁଇବେଳା; ଭିଡ଼ିଓ ଭାଇରାଲ
ଚଣ୍ଡିଗଡ଼,୧୫।୬: ଅଧିକ ଟଙ୍କା ରୋଜଗାର ଆଶାରେ କେତେକ ଭାରତୀୟ ଯୁବକ ବିଦେଶରେ ଚାକିରି କରିବାକୁ ଯାଉଛନ୍ତି। ତେବେ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହୋଇଥିବା ଏକ ଭିଡ଼ିଓ ଏଭଳି ଯୁବକଙ୍କ ବିଦେଶରେ ଚାକିରି କରିବା ନିଶାରେ ସୃଷ୍ଟି କରିଛି ବାଧା। ପଞ୍ଜାବରୁ…
ଜମି ବିକ୍ରି ବିରୋଧରେ ଭାଜପାର ଧାରଣା: ନେତାଙ୍କ ସହ ତଳେ ଶୋଇଲେ ୟଦିରୁପ୍ପା
ବେଙ୍ଗାଲୁର,୧୫।୬: କର୍ନାଟକରେ ଜେଏସ୍ଡବ୍ଲୁ ଭୂମିର ଡିଲକୁ ନେଇ ରାଜନୀତି ସରଗରମ ହୋଇଛି। କର୍ନାଟକର ଜିନ୍ଦଲ ଷ୍ଟିଲ ଗ୍ରୁପ୍କୁ ୩ହଜାର ୬ଶହ ୬୭ ଏକର ଜମି ରାଜ୍ୟସରକାର ବିକ୍ରି କରିବା ନେଇ ନିଷ୍ପତ୍ତି ନେଇଛନ୍ତି। ହେଲେ ଏହାକୁ ବିରୋଧ କରି ଶୁକ୍ରବାର ବେଙ୍ଗାଲୁରର…
କେନ୍ଦ୍ର ସରକାରଙ୍କ ଛାତ୍ରବୃତ୍ତି ଯୋଜନା: ୮୮ ଲକ୍ଷ ମୁସଲମାନ ଛାତ୍ରୀଛାତ୍ର ଉପକୃତ; ହିନ୍ଦୁ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୫ ଲକ୍ଷ ୨୦ ହଜାର
ନୂଆଦିଲ୍ଲୀ,୧୫।୬: କେନ୍ଦ୍ର ସରକାରଙ୍କ ଛାତ୍ରବୃତ୍ତି ଯୋଜନା ଅନ୍ତର୍ଗତ ୨୦୧୮-୧୯ ବର୍ଷରେ ମୋଟ ଏକ କୋଟି ୮ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମୁସଲମାନ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୮୮ ଲକ୍ଷ ଥିବାବେଳେ ହିନ୍ଦୁ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୫ ଲକ୍ଷ ୨୦…

