ରୁଟ୍ଙ୍କ ଶତକ: ଇଂଲଣ୍ଡର ସହଜ ବିଜୟ
ସାଉଥାମ୍ପଟନ,୧୫।୬(ପି.ଟି.)- ପ୍ରଥମେ ଦ୍ରୁତ ବୋଲରଙ୍କ ଦମ୍ଦାର ପ୍ରଦର୍ଶନ ଓ ପରେ ତାରକା ଓପନର ଜୋ ରୁଟ୍ଙ୍କ ଅପରାଜିତ ଶତକ ସହାୟତାରେ ଆୟୋଜକ ତଥା ଫେଭରାଇଟ୍ ଇଂଲଣ୍ଡ ଚଳିତ ବିଶ୍ୱକପ୍ର ୧୯ତମ ମ୍ୟାଚ୍ରେ େଓଷ୍ଟଇଣ୍ଡିଜକୁ ୧୦୧ଟି ବଲ ବାକି ରଖି ୮ ଉଇକେଟରେ…
ମଦମୁକ୍ତି ଅଭିଯାନରେ କାଳିଞ୍ଜି ସମାଜ ସାମିଲ
ବେଗୁନିଆପଡ଼ା,୧୪ା୬(ଡି.ଏନ.ଏ.)-ବେଗୁନିଆପଡ଼ା ବ୍ଲକ ଷଣ୍ଢମୂଳ ପଞ୍ଚାୟତ ଶାଳବଣ ଗ୍ରାମରୁ ଓଡ୍ର ଖଣ୍ଡାୟତ କାଳିଞ୍ଜି ଓଡ଼ିଆ ସମାଜ ପକ୍ଷରୁ ମଦମୁକ୍ତି ଆନ୍ଦୋଳନ ଆରମ୍ଭ ହୋଇଛି। ବ୍ଲକ ଅନ୍ତର୍ଗତ ନୂଆଗଡ଼ କାଳିଞ୍ଜି ସମାଜ ପକ୍ଷରୁ ସଭାପତି ମୁକୁନ୍ଦ ମାଧବ ସ୍ବାଇଁ, ସମ୍ପାଦକ ପ୍ରକାଶ ଚନ୍ଦ୍ର ଭୂୟାଁ,…
ପାରିବାରିକ କଳହର କରୁଣ ପରିଣତି: ୨ ଭଉଣୀଙ୍କ ଆତ୍ମହତ୍ୟା, ବାପା ଅଟକ
କବିସୂର୍ଯ୍ୟନଗର,୧୪।୬- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଗୁଡିଆଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହ ଓ ବାପାଙ୍କ ମାଡଗାଳି ଅସହ୍ୟ ହେବାରୁ ୨ ଭଉଣୀ ମୂଷାମରା ବିଷ ଖାଇ ଆତ୍ମହତ୍ୟା କରିଛନ୍ତି। ସେମାନେ ହେଲେ ଦୀପା ଭୂୟଁା (୧୭)…
ହରିଶଙ୍କରରେ ମାଓବାଦୀଙ୍କ ବ୍ୟାନର
ଖପ୍ରାଖୋଲ ୧୪।୬ (ଡି.ଏନ.ଏ.) : କିଛିଦିନର ନିରବତା ପରେ ପୁଣି ମାଓବାଦୀମାନେ ବଲାଙ୍ଗୀର ଜିଲା ଖପ୍ରାଖୋଲ ଅଞ୍ଚଳରେ ନିଜ ଉପସ୍ଥିତି ଜାହିର କରିଛନ୍ତି। ଖପ୍ରାଖୋଲ ବ୍ଲକ ହରିଶଙ୍କରଠାରେ ଶୁକ୍ରବାର ମାଓବାଦୀମାନେ ବ୍ୟାନର ଲଗାଇ ଜନଆନ୍ଦୋଳନ ଉପରେ ଫାସୀବାଦି ଦମନକୁ ବିରୋଧ କରିବାକୁ…
ମଦମୃତ୍ୟୁ ଘଟଣାର ତଦନ୍ତରେ ଶିଥିଳତା: ୧୯ରେ ଥାନା ଘେରିବ ଭାଜପା
ତିହିଡ଼ି, ୧୪।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପୀରହାଟ ଅଞ୍ଚଳରେ ମଦମୃତ୍ୟୁ ଭଳି ଏକ ସ୍ପର୍ଶକାତର ଘଟଣାର ତଦନ୍ତରେ ଶିଥିଳତା ଦେଖାଦେଇଛି। ଏହାକୁ ନେଇ ଭାଜପା ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ଆସନ୍ତା…
ମହିଳା ହକି: ଭାରତ-ବେଲାରୁଷ ମ୍ୟାଚ ଡ୍ର
ବାରାନୋଭିଚି (ବେଲାରୁଷ), ୧୪।୬ (ପି.ଟି.)- ଭାରତର ଜୁନିୟର ମହିଳା ହକି ଦଳ ଏଠାରେ ଶୁକ୍ରବାର ଖେଳାଯାଇଥିବା ବେଲାରୁଷର ସିନିୟର ମହିଳା ଦଳ ବିପକ୍ଷ ମ୍ୟାଚକୁ ୧-୧ରେ ଅମୀମାଂସିତ ରଖିଛି। ଏହି ଡ୍ର ଦ୍ୱାରା ବେଲାରୁଷ ଚଳିତ ୫ ମ୍ୟାଚ ବିଶିଷ୍ଟ ସିରିଜରେ…
ଫିଫା ର଼୍ୟାଙ୍କିଙ୍ଗ: ଭାରତକୁ ୧୦୧ତମ ସ୍ଥାନ
ନୂଆଦିଲ୍ଲୀ, ୧୪।୬ (ପି.ଟି.)-ଶୁକ୍ରବାର ଫିଫା (ଫେଡେରେଶନ ଅଫ୍ ଇଣ୍ଟରନ୍ୟାଶନାଲ ଫୁଟ୍ବଲ ଆସୋସିଏଶନ୍ସ) ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଭାରତ ୧୦୧ତମ ସ୍ଥାନ ବଜାୟ ରଖିଛି। ଭାରତ ନିକଟରେ ଥାଇଲାଣ୍ଡରେ ଅନୁଷ୍ଠିତ କିଙ୍ଗ୍ସ କପ୍ରେ ତୃତୀୟ ସ୍ଥାନ ଅଧିକାର କରିଥିଲା। ଫିଫା…
ଲୋକକଳା ଦିବସ ପାଳିତ: ‘ସଂରକ୍ଷଣ ହେବ ପାରମ୍ପରିକ କଳା’
ଢେଙ୍କାନାଳ ଅଫିସ, ୧୪।୬-ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ପ୍ରଥମ ଥର ଆୟୋଜନ କରାଯାଇଥିବା ଲୋକକଳା ଦିବସ ନୂତନ ଅଧ୍ୟାୟ ସୃଷ୍ଟି କରିଛି। କଳାକାରଙ୍କ ଆର୍ଥତ୍କ, ସାମାଜିକ ଏବଂ କଳା ନୈପୁଣ୍ୟତାର ବିକାଶ ପାଇଁ ଆଗାମୀ…
ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ,୧୪।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡ଼ିଶା ଭବନରେ ସାକ୍ଷାତ୍ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ ଷ୍ଟିଲ ସେକ୍ଟର, ପେଟ୍ରୋକେମିକାଲ୍ସକୁ ନେଇ ପୁଞ୍ଜି ବିନିଯୋଗ ସମ୍ପର୍କରେ ଆଲୋଚନା ହେବ ବୋଲି ଅନୁମାନ କରାଯାଉଛି।
ପରଦାକୁ ଆସିବ କି ‘ବାହୁବଳୀ ୩’!
ମୁମ୍ବାଇ: ଫିଲ୍ମମେକର ଏସ୍ ଏସ୍ ରାଜମୌଳିଙ୍କ ଫିଲ୍ମ ‘ବାହୁବଳୀ ୨-ଦି କନକ୍ଲୁଜନ୍’ ରିଲିଜ୍ ହେବା ପରେ ଦର୍ଶକେ ଧରି ଦେଇଥିଲେ କି ବାହୁବଳୀ ସିରିଜ୍ ଏତିକିରେ ସରିଲା। ଏମିତିକି ଫିଲ୍ମ ନିର୍ମାତା ମଧ୍ୟ ତାହାହିଁ କହିଥିଲେ। ହେଲେ ଭଲ ସ୍କ୍ରିପ୍ଟ ମିଳିଲେ…
ପୁଣି ଥରେ କମାଲ କରିବେ ଥ୍ରି ଇଡିଅଟ୍ ଷ୍ଟାର
ମୁମ୍ବାଇ: ବଲିଉଡ୍ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ଓ ଥ୍ରି ଇଡିଅଟ୍ ଷ୍ଟାର କରିନା କପୁର ଖାଁ ପୁଣିଥରେ ଏକାଠି ନଜର ଆସିବେ ବୋଲି ଜଣାପଡିଛି। ଆମିରଙ୍କ ଅପ୍ କମିଙ୍ଗ ପ୍ରୋଜେକ୍ଟରେ ଉଭୟ କାମ କରିପାରନ୍ତି ବୋଲି କୁହାଯାଉଛି। ଫିଲ୍ମ ‘ଲାଲ…
ପାକିସ୍ତାନରେ ଜନ୍ମିତ ପ୍ରଶଂସକଙ୍କୁ ଟିକେଟ୍ ଦେଲେ ଧୋନୀ
ନୂଆଦିଲ୍ଲୀ,୧୪।୬(ପି.ଟି.): ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ ଚାଚା ସିକାଗୋ ନାମରେ ପରିଚିତ କରାଚୀରେ ଜନ୍ମିତ ମହମ୍ମଦ ବାଶିରଙ୍କ ବନ୍ଧୁତ୍ୱ ୨୦୧୧ ବିଶ୍ୱକପ୍ ସେମିଫାଇନାଲଠାରୁ ମଜଭୁତ ହୋଇଯାଇଛି। ରବିବାର ଖେଳାଯିବାକୁ ଥିବା ହାଇଭୋଲଟେଜ ମ୍ୟାଚ୍ର ଟିକେଟ୍ ନ ଥାଇ…

