Home Left

ପଶ୍ଚିମବଙ୍ଗରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ:ଡାକ୍ତର ଆନ୍ଦୋଳନରୁ ତେଜିଲା ରାଜନୀତି

କୋଲକାତା,୧୪ା୬( ଆଇଏଏନ୍‌ଏସ୍‌):ପଶ୍ଚିମବଙ୍ଗର ଏକ ସରକାରୀ ହସ୍ପିଟାଲରେ ହିଂସା ପରେ ୩ ଦିନ ଧରି ଚାଲିଥିବା ଡାକ୍ତରଙ୍କ ଆନ୍ଦୋଳନ ରାଜନୈତିକ ରୂପ ନେଇଛି। ମୁଖ୍ୟମନ୍ତ୍ରୀ ମମତା ବାଜାର୍ନୀ ଏହାକୁ ଭାଜପା ଏବଂ ବାମଦଳଗୁଡ଼ିକର ଷଡ଼ଯନ୍ତ୍ରର ପରିଣାମ ବୋଲି ଅଭିହିତ କରିଥିବାବେଳେ ଗୈରିକ ଦଳ…

ମହାନଦୀ ପଠାରୁ ଖସୁଛି ଅତଡ଼ା: ପଥର ପ୍ୟାକିଂ, ବୃକ୍ଷରୋପଣ ଦାବି

ତିର୍ତ୍ତୋଲ,୧୪ା୬(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ଦେଇ ପ୍ରବାହିତ ମହାନଦୀର ଦକ୍ଷିଣ ପାର୍ଶ୍ୱ ବାଲିପାଟଣାଠାରୁ ତିର୍ତ୍ତୋଲ ପର୍ଯ୍ୟନ୍ତ ନଦୀପଠାରୁ ବ୍ୟାପକ ଅତଡ଼ା ଖସୁଛି। ନଦୀ ଶଯ୍ୟାରୁ ଅବାଧ ବାଲି ଉତ୍ତୋଳନ ଓ ପଠାରେ ଥିବା ସବୁଜିମା ଉଜୁଡ଼ିଯିବା ଫଳରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା…

ଘୋଷଯାତ୍ରା ମଧ୍ୟରେ ହେବ ଶ୍ରୀମନ୍ଦିର ମରାମତି : ୮ ଦିନରେ କାମ ସାରିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ମଧ୍ୟରେ ଶ୍ରୀମନ୍ଦିର ମରାମତି କାମ ହେବ। ଆସନ୍ତା ଜୁଲାଇ ୪ରେ ଘୋଷଯାତ୍ରା ଶେଷ ହେବା ପରେ ୫ ଓ ୬ତାରିଖରେ ଏଏସ୍‌ଆଇ ଟିମ୍‌ ଶ୍ରୀମନ୍ଦିରରେ ସ୍ଥିତି ଅନୁଧ୍ୟାନ କରିବ। ଗର୍ଭ ଗୃହ, ନାଟ୍ୟ ମଣ୍ଡପ,…

ଦୁଇ ବର୍ଷରେ ରାଜ୍ୟରେ ଦୂର ହେବ ଡାକ୍ତର ସମସ୍ୟା: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ରାଜ୍ୟରେ ଆଉ ଦେଖାଦେବ ନାହିଁ ଡାକ୍ତର ସମସ୍ୟା। ଆବଶ୍ୟକଠାରୁ ଅଧିକ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ। ଆଗାମୀ ଦୁଇ ବର୍ଷରେ ଓଡ଼ିଶାରେ ଆବଶ୍ୟକ ତୁଳନାରେ ଅଧିକ ଡାକ୍ତର ଉପଲବ୍ଧ ହେବେ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ…

ମନ ଜିଣିଲେ ଓ୍ବାର୍ନର

ଟଣ୍ଟନ, ୧୪ା୬ (ପି.ଟି.)-ଚଳିତ ଆଇସିସି ବିଶ୍ୱକପ୍‌ରେ ଜଣେ ଅଷ୍ଟ୍ରେଲୀୟ ଓପନର ଏକ ମନ ଜିଣିଲା ଭଳି କାର୍ଯ୍ୟ କରିଛନ୍ତି। ପାକିସ୍ତାନ ବିପକ୍ଷ ମ୍ୟାଚରେ ସେ ଜିତିଥିବା ‘ମ୍ୟାନ ଅଫ୍‌ ଦି ମ୍ୟାଚ’ ପୁରସ୍କାରକୁ ଜଣେ ଅଷ୍ଟ୍ରେଲୀୟ ଦଳର ବାଳକ ସମର୍ଥକଙ୍କୁ ପ୍ରଦାନ…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଓ୍ବେଷ୍ଟଇଣ୍ଡିଜ ମୁକାବିଲା: ଆର୍ଚର ବନାମ ଗେଲ୍‌

ସାଉଥାମ୍ପଟନ,୧୪।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ୧୯ତମ ମ୍ୟାଚ୍‌ରେ ଶୁକ୍ରବାର ଓ୍ବେଷ୍ଟଇଣ୍ଡିଜ ଓ ଆୟୋଜକ ଇଂଲଣ୍ଡ ପରସ୍ପରକୁ ଭେଟିବେ। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ପ୍ରଶଂସକମାନେ ଓ୍ବେଷ୍ଟଇଣ୍ଡିଜ ବିସ୍ଫୋରକ ଓପନ କ୍ରିସ୍‌ ଗେଲ୍‌…

ଆଦାୟ ହେବ ଟିକସ: କ୍ଷତି ଦର୍ଶାଇ ଠକୁଛନ୍ତି ୨.୫ ଲକ୍ଷ କମ୍ପାନୀ

ନୂଆଦିଲ୍ଲୀ,୧୪-୬: ଦେଶର ଅର୍ଥନୀତିକୁ ଗତିଶୀଳ କରିବା ଲକ୍ଷ୍ୟରେ ମୋଦି ସରକାର ଆଉ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବିମୁଦ୍ରୀକରଣ ପରେ ଭୂତ କମ୍ପାନୀଙ୍କୁ ବନ୍ଦ କରି ଦେଶର ଚାଲିଥିବା ସମାନ୍ତରାଳ ଅର୍ଥନୀତିକୁ ଧ୍ୱସ୍ତ କରିବା ପରେ ମୋଦି ସରକାର ଏବେ…

୧୦୦ରୁ ଊର୍ଦ୍ଧ୍ୱ ଟିସିଏସ୍‌ କର୍ମଚାରୀ କୋଟିପତି

ବେଙ୍ଗାଲୁରୁ,୧୪-୬: ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌(ଟିସିଏସ୍‌)ରେ କୋଟିପତି କର୍ମଚାରୀଙ୍କ ସଂଖ୍ୟା ୧୦୦ରୁ ଊର୍ଦ୍ଧ୍ୱ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ କର୍ମଚାରୀ ନିଜ କ୍ୟାରିୟର ଏହି କମ୍ପାନୀରୁ ଆରମ୍ଭ କରିଛନ୍ତି। ଆର୍ଥିକ ବର୍ଷ ୨୦୧୭ରେ ଟିସିଏସ୍‌ରେ ୯୧ ଜଣ କୋଟିପତି କର୍ମଚାରୀ…

ସକାଳେ ପିଇଲେ କପେ ଲବଙ୍ଗ ଚା’…

ଲବଙ୍ଗର ଅନେକ ଔଷଧୀୟ ଗୁଣ ରହିଛି। ବର୍ଷାଦିନେ ସକାଳୁ କପେ ଲବଙ୍ଗ ଚା’ ପିଇଲେ ଏହା ଶରୀର ଲାଗି ହିତକର ହୋଇଥାଏ । କିଛି ପାଣିରେ ତୁଳସୀ ପତ୍ର, ପୋଦିନା ପତ୍ର ଓ ଲବଙ୍ଗ ପକାଇ ନାଲି ଚା’ କରି ପିଇଲେ…

୧୪ ଦିନ ଭିତରେ ମିଳିବ କିଷାନ କ୍ରେଡିଟ୍‌ କାର୍ଡ

ନୂଆଦିଲ୍ଲୀ,୧୪-୬: ବହୁ ଚାଷୀ ଏବେ ସୁଦ୍ଧା ସଂସ୍ଥାଗତ ଋଣରୁ ବଞ୍ଚତ୍ତ ହେଉଥିବାରୁ ଆବେଦନ ପାଇବାର ୧୪ ଦିନ ଭିତରେ ଯୋଗ୍ୟ ଚାଷୀଙ୍କୁ କିଷାନ କ୍ରେଡିଟ କାର୍ଡ(କେସିସି) ପ୍ରଦାନ କରିବାକୁ କେନ୍ଦ୍ର ସରକାର ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ଦେଶରେ ୬.୯୫ କୋଟି…

କୃଷି ବିଭାଗ ଅଗୋଚରରେ କୃଷକ ପଞ୍ଜୀକରଣ: ଫେକ୍‌ ଓ୍ବେବ୍‌ସାଇଟ୍‌ରେ ପଞ୍ଜୀକରଣ କରି ଟଙ୍କା ହଡପ ସନ୍ଦେହ

ସୋରଡା, ୧୩ା୬ (ଡି.ଏନ.ଏ.)- ସୋରଡା ଅଞ୍ଚଳରେ କୃଷକ ପରିଚୟପତ୍ର ପାଇବା ପାଇଁ ମହିଳା ପୁରୁଷ ଚାଷୀମାନଙ୍କ ଭିଡ କୃଷି କାର୍ଯ୍ୟାଳୟରେ ଲାଗିରହିଛି। ରାଜ୍ୟ କୃଷିବିଭାଗ ତରଫରୁ ଆବଶ୍ୟକ କାଗଜପତ୍ର ଗ୍ରହଣ କରାଯାଇ ଅନଲାଇନ୍‌ ପଞ୍ଜୀକୃତ କରାଯାଇ କୃଷକ ପରିଚୟପତ୍ର ପ୍ରଦାନ କରାଯାଇଛି…

ରଜରେ ନିଆରା ପରମ୍ପରା: କୁମାରୀଙ୍କ କଣ୍ଢେଇ ବାହାଘର

କାକଟପୁର, ୧୩।୬(ଡି.ଏନ୍‌.ଏ.)-ରଜ ଆସିଲେ ଉତ୍ସବ ମୁଖର ହୋଇପଡେ ପୁରୀ ଜିଲା ଅସ୍ତରଙ୍ଗ ବ୍ଲକର କୁଣ୍ଡେଶ୍ୱର ଗଁା। ଦୀର୍ଘ ୫୦ବର୍ଷରୁ ଊର୍ଦ୍ଧ୍ୱ ହେବ ଗଁାରେ ଚଳିଆସିଛି ଏକ ନିଆରା ପରମ୍ପରା। ଭେଦଭାବ, ବିଦ୍ୱେଷ, ମନୋମାଳିନ୍ୟ ଭୁଲି ଗଁାର କୁମାରୀ ଓ ନବବିବାହିତା ଯୁବତୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?