ଛେଳିଗଡ଼ ଜଳସେଚନ ପ୍ରକଳ୍ପ ଅଗ୍ରଗତି ନେଇ ବାଚସ୍ପତିଙ୍କ ସମୀକ୍ଷା ବୈଠକ
ଭୁବନେଶ୍ୱର,୧୩।୬(ବ୍ୟୁରୋ)- ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଛେଳିଗଡ଼ ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କିତ ସମୀକ୍ଷା ବୈଠକ ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ଜନତାଙ୍କୁ କ୍ଷତିପୂରଣ ପ୍ରଦାନ, ପୁନର୍ବାସ ଓ ଥଇଥାନ ଏବଂ ପ୍ରକଳ୍ପର ଶୀଘ୍ର…
‘କଳ୍ପନା ଦି ୱାଣ୍ଡର’ ନାଟକ ମଞ୍ଚସ୍ଥ
ଢେଙ୍କାନାଳ ଅଫିସ,୧୩ା୬-ଢେଙ୍କାନାଳ ସହର ଉପକଣ୍ଠସ୍ଥିତ ଗୋବିନ୍ଦପୁରଠାରେ ଥିବା ମହର୍ଷି ଦୟାନନ୍ଦ ସର୍ଭିସ୍ ମିଶନ ପରିସରରେ ବୁଧବାର ଅଲଟରନେଟିଭ୍ ରିଦମ ଥିଏଟର ପକ୍ଷରୁ ନାଟକ ‘କଳ୍ପନା ଦି ୱାଣ୍ଡର’ ପରିବେଷିତ ହୋଇଯାଇଛି। ଜାତୀୟ ଖ୍ୟାତି ସମ୍ପନ୍ନ ନାଟ୍ୟକାର ତଥା ନିର୍ଦ୍ଦେଶକ ଦିନେଶ ଦାଶଙ୍କ…
ବାଙ୍ଗାଲୋରରେ ଓଡିଆ ଯୁବକଙ୍କ ମୃତ୍ୟୁ
ରୂପ୍ସା, ୧୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ମଥାନୀ ପଞ୍ଚାୟତ ଅନ୍ତର୍ଗତ ପୋଡାପଡା ଗ୍ରାମର ସୁଦାମ ଚରଣ ସିଂହଙ୍କର ପୁଅ ସତ୍ୟନାରାୟଣ(୨୧)ଙ୍କ ବାଙ୍ଗାଲୋରରେ ମୃତ୍ୟୁ ଘଟିଛି। ଗତ ୯ତାରିଖ ରାତିରେ ସେ ବାଇକ ଯୋଗେ ନିଜ ଭଡା ଘରକୁ ଫେରୁଥିବା ବେଳେ ଅନ୍ୟ…
ଉବ୍ଦିଦ ବିଜ୍ଞାନ ସମ୍ମାନରେ ପ୍ରୀତିସୁଧା ଟପ୍ପର
ରୂପ୍ସା, ୧୩।୬(ଡି.ଏନ.ଏ.)-ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଉବ୍ଦିଦ ବିଜ୍ଞାନ ସମ୍ମାନରେ ଚଳିତବର୍ଷ ଛାତ୍ରୀ ପ୍ରୀତିସୁଧା ମହାପାତ୍ର ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି ା ବାଲେଶ୍ୱର ଜିଲା ରୂପ୍ସା ଥାନା ରାଉତପଡା ପଞ୍ଚାୟତ ଅନ୍ତର୍ଗତ ବାରହାପାଳ ଗ୍ରାମର ବାପା ଯୋଗେଶ୍ୱର ମହାପାତ୍ର ଓ…
ବଜ୍ରପାତରେ ୬ ମଇଁଷି ମୃତ
ଶଙ୍କରାଖୋଲ,୧୩।୬(ଡି.ଏନ୍.ଏ.)-ଚକାପାଦ ବ୍ଲକ କୁସୁମେଣ୍ଡି ପଞ୍ଚାୟତ ସୁନାପଙ୍ଗା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ସାନନ୍ଦା ପ୍ରଧାନଙ୍କର ୬ଟି ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷିଗୁଡିକୁ ସାନନ୍ଦା ଘର ନିକଟ ମହୁଲ ଗଛ ମୂଳେ ବାନ୍ଧିଥିଲେ। ରାତି…
କୁଆପଥର ବର୍ଷା, ବ୍ୟାପକ କ୍ଷୟକ୍ଷତି
ରାଇକିଆ,୧୩।୬(ଡ଼ି.ଏନ.ଏ)-ରାଇକିଆ ବ୍ଲକର ବିଭିନ୍ନ ଅଞ୍ଚଳରେ ବୁଧବାର ରାତ୍ରରେ ପ୍ରବଳ ବର୍ଷା ସହ କୁଆପଥର ପଡିଥିଲା। ଏଥିରେ ଅନେକ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ମାଣିକେଶ୍ୱର ପଞ୍ଚାୟତରେ ଅଧିକ କ୍ଷତି ହୋଇଛି। ବାଡ଼ାମାହା ଓ କଡ଼ିଙ୍ଗିଆ ଗ୍ରାମରେ ବଡ଼ ବଡ଼ କୁଆପଥର ପଡ଼ିବା…
ବନ୍ଦୀ ବରଗଛ…
ପାକିସ୍ତାନର ଖୈବରଠାରେ ରହିଛି ଏକ ବରଗଛ। ୧୨୦ ବର୍ଷ ଧରି ଏହି ବରଗଛକୁ ଲୁହା ଜଞ୍ଜିରରେ ବନ୍ଧା ଯାଇଛି। ଗଛରେ ଏକ ବୋର୍ଡରେ ଲେଖା ଯାଇଛି ‘ଆଇ ଆମ୍ ଅଣ୍ଡର ଆରେଷ୍ଟ’। ୧୮୯୮ରେ ଇଂରେଜ ଅଫିସର ଜେମ୍ସ୍ ସ୍କ୍ବିଡ୍ ଦିନେ ରାତିରେ…
ଯେଉଁ ମନ୍ଦିରରେ ପୂଜା ପାଏ କୁକୁର
ଉତ୍ତର ପ୍ରଦେଶ ବୁନ୍ଦେଲଖଣ୍ଡର ଝାନ୍ସୀ ରାଜପଥରେ ରଓ୍ବେନ ଓ କକଓ୍ବାରା ଗାଁ ମଝିରେ କୁକୁର ମହାରାଣୀଙ୍କର ଏକ ମନ୍ଦିର ରହିଛି। ଯେଉଁଠି କଳା ମାଈ କୁକୁରର ମୂର୍ତ୍ତିକୁ ପୂଜା କରାଯାଉଛି। ପ୍ରତିଦିନ ଲୋକେ ପରିବାରର ମଙ୍ଗଳକାମନା କରି ଏଠାରେ ପୂଜା କରିବା…
ଲାଲ୍ ଲେହେଙ୍ଗାରେ ସାରାଙ୍କ ଫଟୋଶୁଟ: ଫଟୋ ଦେଖି ବିବାହ ପ୍ରସ୍ତାବ ଦେଲେ ପ୍ରଶଂସକ
ମୁମ୍ବାଇ: ବଲିଉଡ୍ ଜଗତରେ ପାଦ ଥାପିବା ଦିନଠାରୁ ସୈଫ ଲଳନା ସାରାଙ୍କ କ୍ରେଜ୍ କାହାଠାରୁ କମ୍ ନୁହେଁ। ଫିଲ୍ମ ‘କେଦାରନାଥ’ ଓ ‘ସିମ୍ବା’ରେ ତାଙ୍କର ଅଭିନୟକୁ ଦର୍ଶକ ପସନ୍ଦ କରିବା ପରେ ଏବେ ତାଙ୍କ ଆଗରେ ନିର୍ମାତାଙ୍କ ଲମ୍ବା ଲାଇନ୍। ଗୋଟିଏ…
ଭାରତ ମ୍ୟାଚ୍ ପୂର୍ବରୁ ପାକିସ୍ତାନର ଫିଲ୍ଡିଂ ଚିନ୍ତା
ଟଣ୍ଟନ,୧୩।୬(ପିଟି): ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍ରେ ଅତ୍ୟନ୍ତ ସାଧାରଣ ଫିଲ୍ଡିଂ ପରେ ପାକିସ୍ତାନ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ ଦଳୀୟ ଖେଳାଳିଙ୍କୁ ଚେତାବନୀ ଦେଇଛନ୍ତି। ଆମେ ସମସ୍ତ ବିଭାଗରେ ବହୁ ତ୍ରୁଟି କରିଥିଲୁ। ଆମ ଫିଲ୍ଡରଙ୍କ ପ୍ରଦର୍ଶନରେ ମୁଁ ଦୁଃଖିତ। ଆମେ ଆଶାନୁଯାୟୀ…
ଟ୍ରକ୍ ଦୁର୍ଘଟଣାରେ ସ୍ତ୍ରୀ ମୃତ; ସ୍ବାମୀ-ଝିଅ ଗୁରୁତର: ରାଜପଥ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ
ସାକ୍ଷୀଗୋପାଳ,୧୩।୬(ଡି.ଏନ୍.ଏ.): ସତ୍ୟବାଦୀ ବ୍ଲକ ଛକରେ ଗୁରୁବାର ଏକ ମର୍ମନ୍ତୁଦ ଟ୍ରକ୍ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ପୁରୀ ନବକଳେବର ରୋଡରେ ରହୁଥିବା ସସ୍ମିତା ମିଶ୍ର(୩୯)। ସେହିପରି ମହିଳାଙ୍କ ସ୍ବାମୀ ଶିବ ପ୍ରସାଦ ମିଶ୍ର ଓ କନ୍ୟା ସ୍ଥିତି…
ନିଦ ଔଷଧ ଖାଉଛନ୍ତି କି? ହୋଇଯାନ୍ତୁ ସାବଧାନ
ନିଦ ଔଷଧ ସେବନକାରୀଙ୍କୁ ଏଣିକି ସତର୍କ ରହିବାକୁ ପଡ଼ିବ। ଏକ ଗବେଷଣାରୁ ଜଣାପଡ଼ିଛି, ଯେଉଁମାନେ ନିଦ ହେବାକୁ ପାୱାର୍ଫୁଲ୍ ଔଷଧ ସେବନ କରୁଛନ୍ତି, ସେମାନଙ୍କଠାରେ ଆଲଝେମିୟର୍ ଆଶଙ୍କା ଅନେକ ଗୁଣ ବଢ଼ିଯାଏ। ଗବେଷକଙ୍କ ଅନୁସାରେ, ଯେଉଁମାନେ ନିଦ ହେବାକୁ ସାମାନ୍ୟ ମାତ୍ରାଠୁ…

