Home Left

ଅନଶନରେ ବସିଥିବା ଡାକ୍ତରଙ୍କୁ ୪ଘଣ୍ଟା ଭିତରେ କାର୍ଯ୍ୟରେ ଯୋଗ ଦେବାକୁ କହିଲେ ମମତା

କୋଲକତା,୧୩।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ଅନଶନରେ ବସିଥିବା ଡାକ୍ତରଙ୍କୁ ୪ ଘଣ୍ଟା ମଧ୍ୟରେ କାର୍ଯ୍ୟରେ ଯୋଗ ଦେବାକୁ କହିଛନ୍ତି। ନଚେତ୍‌ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ମମତା ଗୁରୁବାର ଏସ୍‌ଏସ୍‌କେଏମ୍‌ ସରକାରୀ ହସ୍ପିଟାଲରେ ପହଞ୍ଚିବା ପରେ…

୨୦୨୨ ସୁଦ୍ଧା ଭାରତ ହେବ ଡିଜିଟାଲ ସମ୍ପନ୍ନ ଦେଶ: ଅଜିତ୍‌ ପାଇ

ଓ୍ବାଶିଂଟନ୍‌,୧୩।୬: ପ୍ରଧାନମନ୍ତ୍ରୀ ମୋଦି ସରକାର ଭାରତକୁ ପୂର୍ଣ୍ଣ ଡିଜିଟାଲ ସମ୍ପନ୍ନ ଦେଶ କରିବା ପାଇଁ ଯୋଜନାବଦ୍ଧ ଭାବେ କାର୍ଯ୍ୟ ଜାରି ରଖିଛନ୍ତି। ଆସନ୍ତା ୨୦୨୨ ସୁଦ୍ଧା ଏହି ଲକ୍ଷ୍ୟ ହାସଲ ହୋଇପାରିବାର ଆଶା ରହିଛି। ଏନେଇ ବରିଷ୍ଠ ଭାରତ-ଆମେରିକା ଅଧିକାରୀ ଅଜିତ୍‌…

ଅଫିସରେ ପାଣି ନ ଥିବାରୁ ଘରେ ବସି କାମ କରିବାକୁ କହିଲା ଆଇଟି କମ୍ପାନୀ

ଚେନ୍ନାଇ,୧୩।୬: ଚଳିତ ବର୍ଷ ପାରଦ ୪୮ ଡିଗ୍ରୀ ଟପିଥିବା ବେଳେ ଦେଶରେ ଅନେକ ସ୍ଥାନରେ ଜଳ ସଙ୍କଟ ଦେଖା ଦେଇଛି। ଏପରି ସ୍ଥଳେ ଚେନ୍ନାଇର ଓଲ୍ଡ ମହାବଳିପୁରମ ରୋଡରେ ଥିବାର କିଛି ଆଇଟି କମ୍ପାନୀ ସେମାନଙ୍କ କର୍ମଚାରୀଙ୍କୁ ଘରେ ରହି କାମ…

ଭାରତ-ଇଂଲଣ୍ଡ ମଧ୍ୟରେ ହେବ ଫାଇନାଲ୍‌: ଗୁଗୁଲ ସିଇଓ ସୁନ୍ଦର ପିଚାଇ

ଓ୍ବାଶିଂଟନ,୧୩।୬: ଏବେ କ୍ରିକେଟ୍‌ ବିଶ୍ୱ କପ୍‌ ନେଇ ବେଶ୍‌ ଲୋକଙ୍କ ମଧ୍ୟରେ ଉତ୍ସାହ ଜାରି ରହିଛି। ତେବେ ଫାଇନାଲରେ ମୁକାବିଲା କେଉଁ ଦୁଇ ଦେଶ ମଧ୍ୟରେ ହେବ ତାହା ଜଣାପଡ଼ି ନ ଥିବାବେଳେ ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କ ମନ୍ତବ୍ୟ ନେଇ…

ବସ୍‌, ଟ୍ରକ୍‌ ଡ୍ରାଇଭରଙ୍କ ସର୍ବନିମ୍ନ ଯୋଗ୍ୟତା ଅଷ୍ଟମ ପାସ୍‌ ନିୟମ ଉଠିବ!

ନୂଆଦିଲ୍ଲୀ, ୧୩।୬: ବସ୍‌, ଟ୍ରକ୍‌ ଡ୍ରାଇଭରଙ୍କ ପାଇଁ ଥିବା ସର୍ବନିମ୍ନ ଯୋଗ୍ୟତା ଅଷ୍ଟମ ପାସ୍‌ ନିୟମ ଉଠାଯିବ। ଏସମ୍ପର୍କରେ ବିଚାର ଚାଲିଛି ବୋଲି ଟ୍ରାନ୍ସପୋର୍ଟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଆଇନ ମନ୍ତ୍ରଣାଳୟ କିନ୍ତୁ ଏହାକୁ ଖାରଜ କରିଦେଇଥିଲା। ସୂଚନା…

ବିଶ୍ୱ ରେକର୍ଡ ନିକଟରେ କୋହଲି

ନୂଆଦିଲ୍ଲୀ,୧୩।୬: ଶିଖର ଧାଓ୍ବନଙ୍କ ଅନୁପସ୍ଥିତି ଅଧିନାୟକ ବିରାଟ କୋହଲିଙ୍କ କାନ୍ଧ ଉପରେ ଆହୁରି ଦାୟିତ୍ୱ ବୃଦ୍ଧି ପାଇଛି। ଏଭଳି ସ୍ଥିତିରେ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ କୋହଲି ଅତ୍ୟଧିକ ଚାପର ସମ୍ମୁଖୀନ ହୋଇପାରନ୍ତି। ଏହି ମ୍ୟାଚ୍‌ରେ ତାଙ୍କ ନିକଟରେ ଏକ ବିଶ୍ୱ ରେକର୍ଡ…

ପୁଅର ସ୍କୁଲ ଫି’ ଦେଇ ନ ପାରିବାରୁ ପରିବାର ଲୋକଙ୍କ ଆତ୍ମହତ୍ୟା

ଚେନ୍ନାଇ, ୧୩।୬: ତାମିଲନାଡୁର ନାଗପଟ୍ଟନମ୍‌ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବେଲିପାୟମ ଇଲାକାରେ ଜଣେ ଦମ୍ପତ୍ତି ଏବଂ ତାଙ୍କ ୧୧ବର୍ଷର ପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୁଅର ସ୍କୁଲ ଫି’ ଦେବା ଅସମର୍ଥ ଥିବାରୁ ଦମ୍ପତ୍ତି ନିଜ ପୁଅ ସହ…

ରାସ୍ତାରେ ଜମା ହୋଇଥିବା ମଇଳା ସଫା କଲେ ରାଜ୍ୟପାଳ

ଭୋପାଳ,୧୩।୬: ହିଲ୍‌ ଷ୍ଟେଶନ୍‌ ପଞ୍ଚମାଢ଼ି ଗସ୍ତରେ ଆସିଥିବା ରାଜ୍ୟପାଳ ଆନନ୍ଦୀବେନ୍‌ ପଟେଲ ରାସ୍ତାରେ ଜମା ହୋଇଥିବା ମଇଳା ସଫା କରିଛନ୍ତି। ରାଜ୍ୟପାଳଙ୍କ ଗାଡ଼ି ହଠାତ୍‌ ଅଟକି ଯିବାରୁ ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତେବେ ସେ ହାତରେ ଝାଡୁ ଧରି ରାସ୍ତାରେ ଥିବା…

ଦୁର୍ଘଟଣାଗ୍ରସ୍ତ ଏଏନ୍‌-୩୨ ବିମାନ ନିକଟରେ ପହଞ୍ଚିଲେ ବାୟୁସେନା ଟିମ୍‌

ସିୟାଂଗ,୧୩।୬: ବାୟୁସେନାର ଦୁର୍ଘଟଣାଗ୍ରସ୍ତ ବିମାନ ଏଏନ୍‌-୩୨ନିକଟରେ ଏହାର ଏକ ଟିମ୍‌ ପହଞ୍ଚିଥିବା ସୂଚନା ମିଳିଛି। ଗୁରୁବାର ସକାଳେ ସର୍ଚ୍ଚ ଟିମ୍‌ ସେଠାରେ ପହଞ୍ଚିଥିବା ବେଳେ ଏଥିରେ ଥିବା ସମସ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। କାରଣ ଏଠାରେ ଜୀବିତ ବ୍ୟକ୍ତିଙ୍କର କୌଣସି…

ସ୍ବାଧୀନତାର ୭୨ ବର୍ଷ ପରେ ବି ତ୍ରିଶୁଳି ଗାଁରେ ପହଞ୍ଚିନି ବିଦ୍ୟୁତ୍‌ ଆଲୋକ

ରାୟପୁର,୧୩।୬: ଦେଶ ସ୍ବାଧୀନ ହେବାର ୭୨ ବର୍ଷ ବିତିଯାଇଛି। ଇତିମଧ୍ୟରେ ଦେଶରେ ବିଦ୍ୟୁତ୍‌କରଣ କାର୍ଯ୍ୟ ଜାରି ରହିଛି। ତେବେ ଏବେ ବି ଛତିଶଗଡ଼ର ବଳରାମପୁର ଜିଲା ଅନ୍ତର୍ଗତ ତ୍ରିଶୁଳି ଗାଁରେ ପହଞ୍ଚିପାରିନି ବିଦ୍ୟୁତ୍‌ ଆଲୋକ। ଗାଁରେ ବାସ କରୁଥିବା ଶହେରୁ ଅଧିକ…

କୃଷି ନିର୍ଦ୍ଧାରଣ ବୈଠକରେ ଧାନଚାଷ ଓ ବିକ୍ରି ପ୍ରସଙ୍ଗ ପ୍ରତି ଗୁରୁତ୍ୱ

ବରଗଡ଼ ଅଫିସ,୧୩ା୬ : ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲା କୃଷି ନିିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ଖରିଫ ଚାଷ ଉପରେ ଆଲୋଚନା ହୋଇଥିଲା। ବୈଠକରେ…

ମୁଖ୍ୟମନ୍ତ୍ରୀଙ୍କୁ ଟ୍ରୋଲ୍‌ ପଡିଲା ମହଙ୍ଗା: ୧୩୮ଜଣଙ୍କ ନାଁରେ କେସ୍‌ ରୁଜୁ

ଥିରୁଭାନନ୍ତପୁରମ୍‌, ୧୩।୬: ଆଜିକାଲି ସୋସିଆଲ ମିଡିଆରେ ସରକାର, ନେତା ଏବଂ ମନ୍ତ୍ରୀଙ୍କ ନାଁରେ ଆପତ୍ତିଜନକ ଟିପ୍ପଣୀ ଅଭିଯୋଗରେ ଲୋକଙ୍କ ବିରୋଧରେ କେସ୍‌ ରୁଜୁ ହେବା ଚର୍ଚ୍ଚାର ବିଷୟ ହୋଇଛି। କେରଳ ମୁଖ୍ୟମନ୍ତ୍ରୀ ପିନରଇ ବିଜୟନ ଏବଂ ଏଲଡିଏଫର ଅନ୍ୟ ନେତାଙ୍କୁ ଆପତ୍ତିଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?