Home Left

ଗ୍ରାଜୁଏଟ୍‌ ହେବା ଖୁସିରେ ୪୦୦ ଭୋକିଲା ପିଲାଙ୍କୁ ଖାଇବାକୁ ଦେଲେ ଯୁବତୀ

ଆଜିକାଲିର ଯୁବଗୋଷ୍ଠୀ ପାର୍ଟି ନାମରେ ହଜାର ହଜାର ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଟେକ୍ସାସର ଜଣେ ଯୁବତୀ ସ୍ନାତକ ହେବା ଖୁସିରେ ନିଜ ପକେଟ ଖର୍ଚ୍ଚରେ ୪୦୦ ଭୋକିଲା ପିଲାଙ୍କୁ ଖାଇବାକୁ ଦେଇ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ଲିନ୍‌ କାର୍ସକୋ…

ଅଭିନୟ ଅପେକ୍ଷା ରିଲେଶନସିପକୁ ନେଇ ଚର୍ଚ୍ଚାରେ ରୁହନ୍ତି ଦିଶା

ମୁମ୍ବାଇ: ବଲିଉଡ୍‌ର ନବାଗତା ନାୟିକା ଦିଶାା ପାଟନୀ ୨୭ ବର୍ଷରେ ପଦାର୍ପଣ କରିଛନ୍ତି। ପ୍ରଥମେ ତେଲଗୁ ଫିଲ୍ମରୁ ଅଭିନୟ ଆରମ୍ଭ କରିଥିବା ଦିଶା ଏବେ ବଲିଉଡ୍‌ରେ ବେଶ୍‌ ଆକ୍ଟିଭ। ହେଲେ ସେ ତାଙ୍କ ଅଭିନୟକୁ ନେଇ ଯେତିକି ଚର୍ଚ୍ଚିତ ନୁହେଁ ତା’ଠାରୁ…

ଏଥର ରଜରେ..

ଚଳିତବର୍ଷ ରଜରେ ଦୁଇଟି ସିନେମା-‘ତୁ ମୋ ଲଭ୍‌ ଷ୍ଟୋରି-୨’ ଏବଂ ‘ଗୋଲମାଲ୍‌ ଲଭ୍‌’ ପରଦା ଉପରକୁ ଆସୁଛି। ଖାସ୍‌ କଥା ହେଲା ଏହି ଫିଲ୍ମଦ୍ୱୟ ଗୋଟିଏ ବ୍ୟାନର (ତରଙ୍ଗ ସିନେ ପ୍ରଡକ୍ସନ)ରେ ନିର୍ମିତ ହୋଇଛି। ତାପସ ସରଘରିଆଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ‘ତୁ…

ପୋଲାଣ୍ଡରେ ଏକ ହଜାର ସୈନ୍ୟ ମୁତୟନ କରିବ ଆମେରିକା

ଓ୍ବାଶିଂଟନ,୧୩।୬: ପୋଲାଣ୍ଡରେ ଆମେରିକା ଅତିରିକ୍ତ ଏକ ହଜାର ସୈନ୍ୟ ମୁତୟନ କରିବ। ଏଠାରେ ରୁଷିଆର କାର୍ଯ୍ୟକାଳାପ ବୃଦ୍ଧି ପାଉଥିବାରୁ ଆମେରିକା ଏଭଳି କରିବ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୂଚନା ଦେଇଛନ୍ତି। ଏନେଇ ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେଜ୍‌ ଡ୍ୟୁଡାଙ୍କ ସହିତ ଆଲୋଚନା…

୧୭୨ ଦେଶ ଗୋଟିଏ ଦିନରେ କରିବେ ଯୋଗ

ନୂଆଦିଲ୍ଲୀ,୧୩।୬: ଆସନ୍ତା ୨୧ ତାରିଖରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳନ କରାଯାଉଛି। ଏଥିପାଇଁ ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ଚଳିତ ବର୍ଷ କିଛି ମୁସଲିମ୍‌ ଦେଶ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ତେବେ ବିଦେଶରେ ଯୋଗ ଦିବସରେ ହେଉଥିବା ପ୍ରମୁଖ କାର୍ଯ୍ୟକ୍ରମ…

ପୁଣି ବାଜିବ ଆଶୁତୋଷଙ୍କ ସାହାନାଇ

ଥରେ ମନେ ପକାନ୍ତୁ ନା ଗୌରୀ ଗଣନାଟ୍ୟ ପରିବେଷିତ ଅପେରା ନାଟକ ‘ବାଜିବ ଲୋ ସାହାନାଇ’କୁ। ସେହି ସମୟରେ ଆଶୁତୋଷ ମହାପାତ୍ରଙ୍କ ନିର୍ଦ୍ଦେଶିତ ଏହି ନାଟକଟି ଯାତ୍ରାପ୍ରେମୀଙ୍କୁ ଫୁଲ୍‌ ଏଣ୍ଟରଟେନମେଣ୍ଟ କରିଥିଲା। ହେଲେ ଏବେ ଆଶୁତୋଷଙ୍କ ସାହାନାଇ ପୁଣି ଥରେ ବାଜିବାକୁ…

ମା’ଙ୍କ ଦ୍ୱିତୀୟ ବିବାହରେ ଶୁଭେଚ୍ଛା ଜଣାଇଲେ ପୁଅ: ଭାବପ୍ରବଣ ହୋଇ ଲେଖିଲେ ଏମିତି

ଥିରୁଭାନନ୍ତପୁରମ୍‌, ୧୩।୬: ମା’ଙ୍କ ଦ୍ୱିତୀୟ ବିବାହରେ ତାଙ୍କୁ ଶୁଭେଚ୍ଛା ଜଣାଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି କେରଳର ଜଣେ ଯୁବକ। ଗୋକୁଲ ଶ୍ରୀଧର ନାମକ ଏହି ଯୁବକ ଫେସବୁକରେ ନିଜ ମା’ଙ୍କ ପାଇଁ ଲେଖିଥିବା ଭାବପ୍ରବଣ ସନ୍ଦେଶ ଏବେ ବେଶ୍‌ ଭାଇରାଲ ହୋଇଛି।…

ଚିକେନ ୟୋଗା

ଆଜିକାଲି ଯୁବଗୋଷ୍ଠୀ ଖାଇବାରେ ସବୁବେଳେ କିଛି ନା କିଛି ନୂଆ ଚାହୁଁଥିବା ବେଳେ ସ୍ବାଦକୁ ମଧ୍ୟ ଗୁରୁତ୍ୱ ଦେଉଛନ୍ତି। ଏମାନଙ୍କ ପସନ୍ଦକୁ ଦୃଷ୍ଟିରେ ରଖି ହୋଟେଲରେ ମଧ୍ୟ ବିଭିନ୍ନ ଡିସ୍‌ ପ୍ରସ୍ତୁତ କରାଯିବା ସହ ସ୍ବତନ୍ତ୍ର ନାଁ ମଧ୍ୟ ଦିଆଯାଉଛି। ଏହିଭଳି…

ଛୋଟ ବେଳୁ ମଡେଲିଂ ପ୍ରୀତି: ଇଚ୍ଛା ଦେଇଛି ସଫଳତା

ଇଚ୍ଛା ଥିଲେ ଉପାୟ ଆପେ ଆପେ ମିଳିଥାଏ। ଛୋଟ ବେଳୁ ମଡେଲ ଓ ଗ୍ଲାମର ଦୁନିଆରେ ନିଜ ପରିଚୟ ସୃଷ୍ଟି କରିବାର ଇଚ୍ଛା ଆଜି ତାଙ୍କୁ ଆଣି ଦେଇଛି ସଫଳତା। ମାତ୍ର ୧୫ ବର୍ଷ ବୟସରେ ଇଷ୍ଟଜୋନ୍‌ସ୍ତରରେ ଅନୁଷ୍ଠିତ ହୋଇଥିବା ‘ମିସ୍‌…

ନବୀନ..ନବୀନ ଗୀତ ୬ଥର: ଶୁଣିଥିଲେ ମୁଖ୍ୟମନ୍ତ୍ରୀ

ବହୁ ଲୋକ ଦୁଃଖ ଗୀତକୁ ପସନ୍ଦ କରନ୍ତି। ଏଣୁ ଯୁବ ସଙ୍ଗୀତ ନିର୍ଦ୍ଦେଶକ ଦେବାଶିଷ ମଲ୍ଲିକ(ଜାପାନୀ)ଙ୍କ ପାଇଁ ଦୁଃଖ ଗୀତଗୁଡ଼ିକ ହିଁ ଆଶୀର୍ବାଦ ହୋଇ ଆସିଲା। କିଛି ମାସ ତଳେ ଯାଜପୁରରେ ଏକ କାର୍ଯ୍ୟକ୍ରମରେ ତାଙ୍କୁ ଅତିଥି ଭାବେ ଯୋଗଦେବାକୁ ନିମନ୍ତ୍ରଣ…

୪୦ ଦିନିଆ ସଂସଦୀୟ ଅଧିବଶେନରେ କେହି ମନ୍ତ୍ରୀ ବିଦେଶ ଯାତ୍ରା କରିପାରିବେ ନାହିଁ

ନୂଆଦିଲ୍ଲୀ,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି ସମସ୍ତେ ସାଢେ ୯ଟା ପୂର୍ବରୁ କାର୍ଯ୍ୟାଳୟ ପହଞ୍ଚିବା ଦରକାର। ଏହାସହ ମୋଦି ତାଙ୍କ ସହଯୋଗୀମାନଙ୍କୁ କହିଛନ୍ତି କି ୪୦ ଦିନିଆ ସଂସଦୀୟ ଅଧିବଶେନରେ କେହି ବିଦେଶ ଯାତ୍ରା କରିପାରିବେ…

ଚୁପ୍‌ ରହିଛନ୍ତି ସିଦ୍ଧୁ

ଚଣ୍ଡିଗଡ଼,୧୩।୬: ପଞ୍ଜାବର କ୍ୟାବିନେଟ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ନିଜ ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ବେଳେ ଏବେ କିନ୍ତୁ ପୁରା ଚୁପ୍‌ ହୋଇ ଯାଇଛନ୍ତି। ତାଙ୍କ ବିଭାଗରେ ପରିବର୍ତ୍ତନ ପାଇଁ ସେ ଅରାଜି ହୋଇ ମୁଖ୍ୟମନ୍ତ୍ରୀ କ୍ୟାପଟେନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?