Home Left

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ ମଥୁରା ଭ୍ରମଣରେ ବାହାରିଥିଲେ। ମଥୁରା ଭ୍ରମଣ ବାଟରେ ସେ ଶ୍ୟାମେଶ୍ୱର ମହାଦେବଙ୍କ ଦର୍ଶନ କରିଥିଲେ।…

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ ଦ୍ୱାରା ପ୍ରଭାବିତ ହେବେ ଏବଂ ସିଂହ ଏବଂ ଧନୁ ରାଶି ଧୈଯ୍ୟ ଦ୍ୱାରା ପ୍ରଭାବିତ…

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର ନିଷ୍ପତ୍ତି ତର୍କ ଅପେକ୍ଷା ହୃଦୟ ଉପରେ ଅଧିକ ଆଧାରିତ ହୋଇପାରେ। ଏପରି ପରିସ୍ଥିତିରେ, ବିରାମ,…

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ ଅଚାନକ ଦଳକୁ ଛାଡ଼ି ଘରକୁ ଫେରିଛନ୍ତି। ରିପୋର୍ଟ ଅନୁଯାୟୀ, ବିରାଟ ବେଙ୍ଗାଲୁରୁ ଏୟାରପୋର୍ଟରୁ ନିଜ…

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା ବିଜେଡି ପକ୍ଷରୁ ଭବାନୀପାଟଣା ବିଜୁ କଲ୍ୟାଣ ମଣ୍ଡପଠାରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ପ୍ରତିଷ୍ଠା ଦିବସ…

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ରୋହିତଙ୍କ ଆଖିରୁ ଲୁହ ଝରିବାର ଦୃଶ୍ୟ ଦେଖିବାକୁ ମିଳୁଛି।ଏହି ଘଟଣା ତାଙ୍କ ଝିଅ…

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି। ଏପରିସ୍ଥଳେ ଶୁକ୍ରବାର କୋମନା ବସ୍‌ଷ୍ଟାଣ୍ଡରୁ ବାହାର ରାଜ୍ୟକୁ ଚାଲାଣ ବେଳେ କୋମନା ପୋଲିସ ୬…

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ଓ ରାଜ୍ୟ କମିଟିର ଅନେକ ସଦସ୍ୟ ଯୋଗ ଦେଇଥିଲେ। ସାମୂହିକ ବନ୍ଦେ…

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ ଥିବା ଜଣେ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ସାଇସୁରୁଣି ଗ୍ରାମର…

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ ଶକ୍ତିପୀଠ ମା ’ ନିଜ ବାଙ୍କେଶ୍ୱରୀ ମନ୍ଦିର ପରିସରରେ ଥିବା ଦାନହୁଣ୍ଡି ଶୁକ୍ରବାର ଖୋଲା…

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ ନିଜ ପରିବାର ସହ ଦାଦନ ଖଟିବାକୁ ଯୁବତୀ ଜଣକ ତେଲେଙ୍ଗାନା ଯାଇଥିଲେ। ହେଲେ ତେଲେଙ୍ଗାନାର…

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ ମହିଳାଙ୍କୁ ପତି ପତ୍ନୀର ମାନ୍ୟତା ମିଳିଥାଏ ଓ ସେମାନେ ସାମାଜିକ ଭାବେ ସାଥିରେ ରହିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?