ବାଇଚଢ଼େଇ ବଂଶ ବୃଦ୍ଧି ପାଇଁ ପ୍ରୟାସ ଜାରି
ଖଣ୍ଡପଡା,୧୩।୬(ସ୍ବ.ପ୍ର.): ବାଇଚଢେଇ ଛୋଟ ପକ୍ଷୀଟିଏ ହେଲେ ମଧ୍ୟ ତା’ର ବିଚକ୍ଷଣ ବୁଦ୍ଧି ଖଟାଇ ନିଜ ପାଇଁ ସେ ଯେଉଁ ବସା ତିଆରି କରେ ତାହା ଖୁବ୍ ମଜଭୁତ ଓ ସୁରକ୍ଷିତ ହୋଇଥାଏ। ଯାହା ଅନ୍ୟ ପକ୍ଷୀମାନଙ୍କ ବସାରେ ଦେଖିବାକୁ ମିଳେ ନାହିଁ।…
କଙ୍ଗାରୁ କୋର୍ଟରେ ପରିବାର ସଦସ୍ୟ ଦଣ୍ଡିତ: ଖଟବିଦ୍ୟାରେ ହୋଇଥିଲେ ଦୋଷୀ ସାବ୍ୟସ୍ତ
ନୟାଗଡ଼ ଅଫିସ,୧୩ା୬: ନୟାଗଡ଼ ଜିଲା ରଣପୁର ଥାନା ରାଜସୁନାଖଳା ପଞ୍ଚାୟତର କୋଟଗଡ଼ ଗ୍ରାମରେ କଙ୍ଗାରୁ କୋର୍ଟ କରି ଏକ ପରିବାରକୁ ଦଣ୍ଡ ଦିଆଯାଇଛି। ଖଟବିଦ୍ୟା ମାଧ୍ୟମରେ ଉକ୍ତ ପରିବାରକୁ ଦୋଷୀ ସାବ୍ୟସ୍ତ କରାଯାଇ ଆକ୍ରମଣ କରାଯାଇଛି। ଏଥିରେ ୩ଜଣ ଆହତ ହୋଇଛନ୍ତି।…
ଜିଡିପି ବିବାଦ: ସୁବ୍ରମଣ୍ୟନ୍ଙ୍କୁ ଜବାବ ଦେବେ ସରକାର
ନୂଆଦିଲ୍ଲୀ,୧୩-୬: ଏନ୍ଡିଏ ସରକାର ଅମଳରେ ଜିଡିପି ହାର ଦର୍ଶାଇବାରେ ମିଥ୍ୟାର ଆଶ୍ରୟ ନିଆଯାଇଥିଲା ବୋଲି ପୂର୍ବତନ ଅର୍ଥନୈତିକ ଉପଦେଷ୍ଟା ଅରବିନ୍ଦ ସୁବ୍ରମଣ୍ୟନ୍ ଏକ ରିପୋର୍ଟ ପ୍ରକାଶ କରି ଅଭିଯୋଗ କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ଉପଦେଷ୍ଟା କମିଟି(ପିଏମ୍-ଇଏସି) ଏହାର ଜବାବ ଦେବାକୁ…
ଆଉ ୬ ମାସ ଭାଜପା ମଙ୍ଗ ସମ୍ଭାଳିବେ ଶାହ
ନୂଆଦିଲ୍ଲୀ,୧୩ା୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ ଭାଜପା ଅଧ୍ୟକ୍ଷ ପଦରେ ଆଉ ଅନ୍ତତଃ ୬ ମାସ ରହିବା ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଦଳର ସାଂଗଠନିକ ନିର୍ବାଚନ ହୋଇ ନୂଆ ଅଧ୍ୟକ୍ଷ ନିଯୁକ୍ତ କରାଯିବ। ଏହି ନିର୍ବାଚନ କେବେ ହେବ…
ରଜ ବଜାର
ଭୁବନେଶ୍ୱର,୧୩।୬(ବ୍ୟୁରୋ): ଗୁରୁବାର ସଜବାଜ। ଶୁକ୍ରବାର ପହିଲି ରଜ। କାମରୁ ବିରତି ନେଇ ରଜ ୩ଦିନ କିପରି ଖେଳକୁଦ ଓ ମଉଜ ମଜଲିସ୍ରେ କଟିବ, ସେଥିପାଇଁ ସମସ୍ତେ ପ୍ରସ୍ତୁତ। ରଜ କିଣାବିକା ପାଇଁ ରାଜଧାନୀ ରଜ ବଜାର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ସେପଟେ…
ଘୋଷଯାତ୍ରା ମଧ୍ୟରେ ହେବ ଶ୍ରୀମନ୍ଦିର ମରାମତି: ୮ ଦିନରେ କାମ ସାରିବାକୁ ନିଷ୍ପତ୍ତି
ଭୁବନେଶ୍ୱର,୧୩।୬(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ମଧ୍ୟରେ ଶ୍ରୀମନ୍ଦିର ମରାମତି କାମ ହେବ। ଆସନ୍ତା ଜୁଲାଇ ୪ରେ ଘୋଷଯାତ୍ରା ଶେଷ ହେବା ପରେ ୫ ଓ ୬ତାରିଖରେ ଏଏସ୍ଆଇ ଟିମ୍ ଶ୍ରୀମନ୍ଦିରରେ ସ୍ଥିତି ଅନୁଧ୍ୟାନ କରିବ। ଗର୍ଭ ଗୃହ, ନାଟ୍ୟ ମଣ୍ଡପ, ଭୋଗ…
ରାଜ୍ୟ ପାଳିବ ପ୍ରଥମ ଲୋକକଳା ଦିବସ: ରବୀନ୍ଦ୍ର ମଣ୍ଡପରେ ଯୋଗଦେବେ ୫୦୦ କଳାକାର
ଭୁବନେଶ୍ୱର,୧୩।୬(ବ୍ୟୁରୋ): ପ୍ରଥମ ଥର ପାଇଁ ଜୁନ୍ ୧୪ରେ ପାଳନ ହେବାକୁ ଯାଉଛି ଲୋକକଳା ଦିବସ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଉଭୟ ରାଜ୍ୟ ଏବଂ ଜିଲାସ୍ତରରେ ଏହି କାର୍ଯ୍ୟକ୍ରମ ମହାସମାରୋହରେ ପାଳନ କରାଯିବ। ଏ ନେଇ ବିଭାଗୀୟ…
ଔଦ୍ୟୋଗିତ ଉତ୍ପାଦନ, ମୁଦ୍ରାସ୍ଫୀତି ବୃଦ୍ଧି
ନୂଆଦିଲ୍ଲୀ,୧୩-୬: ଖଣି ଓ ବିଜୁଳି ଉତ୍ପାଦନରେ ସୁଧାର ହେବା କାରଣରୁ ଏପ୍ରିଲରେ ଔଦ୍ୟୋଗିକ ଉପତ୍ାଦନ ବିକାଶ ହାର ୩.୪% କୁ ବୃଦ୍ଧି ପାଇଛି, ଯାହା କି, ୬ ମାସର ସର୍ବୋଚ୍ଚ ସ୍ତର କୁହାଯାଉଛି। ଅନ୍ୟପକ୍ଷରେ ମେ’ରେ ଖୁଚୁରା ମୁଦ୍ରାସ୍ଫୀତି ହାର ୩.୦୫%କୁ…
ରଜ ପରେ ଯୁକ୍ତ୨ କଳା, ବାଣିଜ୍ୟ ରେଜଲ୍ଟ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ରଜ ପରେ ଯୁକ୍ତ୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଆସନ୍ତା ୧୭ କିମ୍ବା ୧୮ତାରିଖରେ ରେଜଲ୍ଟ ବାହାରିବ ବୋଲି ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୩ତାରିଖରେ…
ଲଣ୍ଡନ ହାଇକୋର୍ଟରେ ଆବେଦନ ଖାରଜ;ଜାମିନ ପାଇବାରେ ନୀରବ ୪ର୍ଥ ଥର ବିଫଳ
ଲଣ୍ଡନ,୧୩-୬: ପିଏନ୍ବି ମହାଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ବୁଧବାର ଲଣ୍ଡନ ହାଇକୋର୍ଟରୁ ଜୋରଦାର ଝଟକା ଲାଗିଛି। ବିଚାରପତି ଇନଗ୍ରିଡ ସିମଲର ତାଙ୍କର ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ବିଚାରପତି ରାୟ ପ୍ରକାଶ କଲାବେଳେ…
ସ୍ବାସ୍ଥ୍ୟ ପାଇଁ ବରଦାନ ସେଓ: ନିୟମିତ କରନ୍ତୁ ସେବନ, ଏସବୁ ରୋଗରୁ ପାଇବେ ମୁକ୍ତି
ସୁସ୍ଥ ରହିବାକୁ ସମସ୍ତେ ଚାହାନ୍ତି। ମାତ୍ର ବର୍ତ୍ତମାନର ଜୀବନଶୈଳୀରେ ସେସବୁ ସମ୍ଭବ ହୋଇପାରୁନାହିଁ। କେଉଁଠି ନା କେଉଁଠି ଅବହେଳା କାରଣରୁ ଅଧିକାଂଶ ଲୋକ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ତେବେ ନିଜକୁ ସୁସ୍ଥ ରଖିବା ପାଇଁ ଚାହୁଁଥିଲେ ପ୍ରତିଦିନ ସକାଳେ…
ଭାରତ ମୁଭି ଦେଖିଲେ ଟିମ୍ ଇଣ୍ଡିଆ ସଦସ୍ୟ
ଟ୍ରେଣ୍ଟ ବ୍ରିଜ୍,୧୩।୬- ଇଂଲଣ୍ଡରେ ଚାଲିଥିବା ବିଶ୍ୱକପ୍ରୁ ବ୍ରେକ୍ ନେଇ ଭାରତୀୟ କ୍ରିକେଟ ଦଳର ସଦସ୍ୟମାନେ ସୁପରଷ୍ଟାର ସଲମାନ ଖାଁଙ୍କ ଅଭିନୀତ ଭାରତ ସିନେମା ଦେଖିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା, ମହେନ୍ଦ୍ର ସିଂ ଧୋନୀ ଓ କେଦାର ଯାଦବଙ୍କ ସମେତ ଅନ୍ୟ ଖେଳାଳିମାନେ ଏହି…

